ୟୁରୋପରେ ପୁଣି ଭୟଙ୍କର ସ୍ଥିତି ସୃଷ୍ଟି କଲାଣି କରୋନା । ଭାରତରେ ବି ବେକାବୁ ହେଉଛି କରୋନା । ଏଭଳି ସ୍ଥିତିରେ ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୩୩,୭୫୦ ନୂଆ କରୋନା ଆକ୍ରାନ୍ତ । ଆଜିର ତଥ୍ୟ ସହ ଗତ ୬ଦିନର ସଂକ୍ରମଣ ତଥ୍ୟକୁ ହିସାବକୁ...
ପଞ୍ଚାୟତ ସଂରକ୍ଷଣ ଚିଠା ତାଲିକାକୁ ନେଇ ତୀବ୍ର ହେଉଛି ଅସନ୍ତୋଷ। ଅନୁସୂଚିତ ଜନଜାତି ସଂରକ୍ଷଣ ତାଲିକାରେ ତ୍ରୁଟି ଥିବା ଦର୍ଶାଇ ବଲାଙ୍ଗିରରେ ଆଦିବାସୀଙ୍କ ବିରାଟ ମେଳି, ପୋଲିସ ସହ ଧସ୍ତାଧସ୍ତି ବି ହୋଇଛି। ତେଣେ ଅନୁସୂଚିତ ଜାତି ଓ ପଛୁଆବର୍ଗଙ୍କୁ ଅବହେଳା କରାଯାଇଥିବା ଅଭିଯୋଗ ଆଣି ବାଲେଶ୍ୱର ଜିଲ୍ଲାପାଳଙ୍କ...
ୟୁରୋପରେ ପୁଣି ଭୟଙ୍କର ସ୍ଥିତି ସୃଷ୍ଟି କଲାଣି କରୋନା । ଭାରତରେ ବି ବେକାବୁ ହେଉଛି କରୋନା । ଏଭଳି ସ୍ଥିତିରେ ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୩୩,୭୫୦ ନୂଆ କରୋନା ଆକ୍ରାନ୍ତ । ଆଜିର ତଥ୍ୟ ସହ ଗତ ୬ଦିନର ସଂକ୍ରମଣ ତଥ୍ୟକୁ ହିସାବକୁ...
ଧାନ ନେଇଗଲେ କିନ୍ତୁ ଚାଉଳ ଦେଲାବେଳକୁ କୁନ୍ଥୁ କୁନ୍ଥୁ । ମିଲର୍ସ ଆଉ ଅଧିକାରୀଙ୍କ ମିଲି ଭଗତରେ ଚଳୁ ହୋଇଗଲା ପ୍ରାୟ ୨୪ କୋଟି ଟଙ୍କା । ଧାନ ବଦଳରେ ଚାଉଳ ଯୋଗାଣ ନାଁରେ ମିଲ୍ ମାଲିକଙ୍କ ସହ ମିଶି ହଡ଼ପ କୋଟି କୋଟି ଟଙ୍କା କରିଦେଇଛନ୍ତି ।
ଖୋର୍ଦ୍ଧାର ନିଜିଗଡ଼ ତାପଙ୍ଗ ପଞ୍ଚାୟତ ଅଞ୍ଚଳର ପଞ୍ଚାୟତର ତାପଙ୍ଗ, ଅଣ୍ଡା ଓ ଝିଙ୍କିଝାରୀ ଗାଁରେ ଥିବା ଶହ ଶହ ଏକର ଜଗନ୍ନାଥ ଜମିରେ ଚାଲିଛି ଲୁଟ୍ । ଦିନରେ ଖୋଳୁଛନ୍ତି ଆଉ ରାତି ହେଲେ ଚାଲାଣ ହେଉଛି । ସରକାରୀ ବାବୁମାନେ ଏକଥା ଯେ ଜାଣି ନାହାନ୍ତି, ତା...
ନକଲି ସହର ପାଲଟିଗଲାଣି କଟକ ! ଗୋଟିଏ ପରେ ଗୋଟିଏ ନକଲି ସାମଗ୍ରୀ ରାକେଟର ପର୍ଦ୍ଦାଫାସ ହେଉଛି । ଏବେ ତ ସିମେଣ୍ଟ ବି ନକଲି ବାହାରିଲା । କଟକ ଜଗତପୁର ପୀରବଜାର ସ୍ଥିତ ନକଲି ସିମେଣ୍ଟ କାରଖାନା ସିଲ୍ କରିଛି ପୋଲିସ ।
ଧାନ ନେଇଗଲେ କିନ୍ତୁ ଚାଉଳ ଦେଲାବେଳକୁ କୁନ୍ଥୁ କୁନ୍ଥୁ । ମିଲର୍ସ ଆଉ ଅଧିକାରୀଙ୍କ ମିଲି ଭଗତରେ ଚଳୁ ହୋଇଗଲା ପ୍ରାୟ ୨୪ କୋଟି ଟଙ୍କା । ଧାନ ବଦଳରେ ଚାଉଳ ଯୋଗାଣ ନାଁରେ ମିଲ୍ ମାଲିକଙ୍କ ସହ ମିଶି ହଡ଼ପ କୋଟି କୋଟି ଟଙ୍କା କରିଦେଇଛନ୍ତି ।
ସମୁଦ୍ର ପତ୍ତନଠାରୁ ୧୧୩୮୫ ଉଚ୍ଚତାରେ ଯୋଗାଭ୍ୟାସ। ଖାଲି ଦେହରେ ୮ ଡିଗ୍ରୀରେ କଲେ ସୂର୍ଯ୍ୟ ନମସ୍କାର ଓ ପ୍ରାଣାୟମ। ପୃଥିବୀର ସବୁଠାରୁ ଉଚ୍ଚତମ ଶିବ ମନ୍ଦିର ଉତ୍ତରାଖଣ୍ଡର ତୁଙ୍ଗନାଥଠାରେ ଏମିତି କରି ଚର୍ଚ୍ଚାକୁ ଆସିଛନ୍ତି ବୌଦ୍ଧ ଜିଲ୍ଲା ନୂର୍ପା ଗାଁର ଯୁବକ ଦିବାକର ଆର୍ଯ୍ୟ..
ଏଣିକି ବରଯାତ୍ରୀରେ ଟ୍ରେନ୍ ବୁକିଂ କରିବା ହେବ ଅତି ସହଜ । କାରଣ ବିବାହ ତଥା କୌଣସି ସ୍ୱତନ୍ତ୍ର ଆୟୋଜନ ପାଇଁ ଟ୍ରେନର ପୂରା କୋଚ୍ ବା ସମ୍ପୂର୍ଣ୍ଣ ସ୍ପେଶାଲ୍ ଟ୍ରେନ୍ ବୁକ୍ କରିବାର ସୁବିଧା ମଧ୍ୟ ରହିଛି । ଯାହାକୁ ସମସ୍ତେ ଅତି ସହଜରେ ବୁକ୍ କରିପାରିବେ...
ଯୋଧପୁରର ଗୋଟିଏ ପରିବାର ନିଜ ଘରେ ୩ଟି ଗାଈ ରଖିଛନ୍ତି । ପରିବାର ଲୋକେ ଗାଈ ପାଇଁ ଏକ ସ୍ୱତନ୍ତ୍ର ବେଡ୍ରୁମ୍ ପ୍ରସ୍ତୁତ କରିଛନ୍ତି ।
ଉତ୍ତରାଖଣ୍ଡର ତୁଙ୍ଗନାଥଠାରେ ସୂର୍ଯ୍ୟ ନମସ୍କାର ଓ ଯୋଗାଭ୍ୟାସ କରି ଚର୍ଚ୍ଚାରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ପଞ୍ଚାୟତ ନୂର୍ପା ଗ୍ରାମର ଯୁବକ ଦିବାକର ଆର୍ଯ୍ୟ । ପୃଥିବୀର ସବୁଠାରୁ ଉଚ୍ଚତମ ଶିବ ମନ୍ଦିର ଉତ୍ତରାଖଣ୍ଡର ତୁଙ୍ଗନାଥଠାରେ ଏଭଳି ଅଭିନବ ପ୍ରୟାସ କରି ଲୋକଙ୍କ ପ୍ରଶଂସା ସାଉଁଟିଛନ୍ତି ଦିବାକର ।
ପୌର ନିର୍ବାଚନ ପାଇଁ ଆଉ ଥରେ ଓ୍ୱାର୍ଡ ସୀମା ନିର୍ଦ୍ଧାରଣ ଏବଂ ସଂରକ୍ଷଣ ବ୍ୟବସ୍ଥା କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ଏ ନେଇ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ କର୍ପୋରେସନର କମିଶନରକୁ ଚିଠି କରିଛନ୍ତି ନଗର ଉନ୍ନୟନ ବିଭାଗ । କୋର୍ଟଙ୍କ ଅର୍ଡର ପରେ ରାଜ୍ୟ ସରକାର ପୌର...
ଏମିତି ଖବର ଆପଣଙ୍କୁ ମିଛ ଲାଗିପାରେ, ହେଲେ ଏହା ସତ। କେବଳ ଏମିତି କଲେ ଆପଣ ବି ହୋଇଯିବ କୋଟିପତି। ଆଉ ହାତକୁ ଆସିଯିବ କୋଟି କୋଟି ଟଙ୍କା...
ପୁଣି ଚର୍ଚ୍ଚାରେ ତପସ୍ୱିନୀ-ସୁମିତ୍ ବିବାଦ.. କିଛି ଦିନ ହେଲା ଢେଙ୍କାନାଳରୁ ରୀତିମତ ତପସ୍ୱିନୀଙ୍କୁ କଲ୍ ଆସୁଥିବା ସେ କହିଛନ୍ତି.. ତେବେ କିଏ କରୁଛି ତପସ୍ୱିନୀଙ୍କୁ କଲ୍? କଲ୍ କରି କଣ ସବୁ କହୁଛି ?
ନୂଆବର୍ଷ ଭିଡକୁ ନଜରରେ ରଖି ଡିସେମ୍ବର ୩୧, ଜାନୁଆରୀ ୧ ଓ ୨ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ଏହି ସମୟରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗରୁ ବଞ୍ଚିତ ଥିଲେ । ହେଲେ ୩ ଦିନ ପରେ ଆଜି ଶ୍ରୀମନ୍ଦିର ଖୋଲିଥିବାରୁ...
ପୁଅକୁ ମାରି କୂଅକୁ ଫିଙ୍ଗି ଦେଲା ମା’। ୨ ମାସର ପୁଅକୁ ମା’ ହତ୍ୟା କରିଥିବା ଅଭିଯୋଗ ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ କାନପୁର ଗାଁରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି। ଘରୋଇ କଳିରୁ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି।
ଖୋର୍ଦ୍ଧା ନିଜିଗଡ଼ ତାପଂଗ ପଞ୍ଚାୟତ ଅଞ୍ଚଳରେ ୫୦୦ ଏକରରୁ ଉର୍ଦ୍ଧ୍ୱ ଜଗନ୍ନାଥ ଜମିରେ ବେଆଇନ ପଥର ଖଣି ଲୁଟ ଘଟଣାକୁ ଗୁରୁତର ସହ ନେଇଛି ଏନଜିଟି। ଘଟଣାର ତଦନ୍ତ ପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଲେ ଏନଜିଟି। ସଚିବ, ପୋଲିସ ଡିଜି ଏବଂ ରାଜ୍ୟ ପ୍ରଦୂଷଣ...
ଓମିକ୍ରନ ସଂକ୍ରମଣ ବୃଦ୍ଧି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ କାଲି ଚିହ୍ନଟ ୨୩ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣଙ୍କ ଲକ୍ଷଣ ନାହିଁ। ଓମିକ୍ରନ ଅଧିକ ସଂକ୍ରମଣ କରିବ, କିନ୍ତୁ ସିଭିଅରିଟି ନାହିଁ। ଲୋକାଲ୍ରେ ଓମିକ୍ରନ ଅଛି ଓ ଏହା ଚିହ୍ନଟ ହେଉଛି। ତେଣୁ...
ଦାୟିତ୍ୱ ନେବା ପରେ ପୁରୀ ଯାଉ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ.. ମହାପ୍ରଭୁଙ୍କ ଦର୍ଶନ ପରେ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି.. ଶୁଣନ୍ତୁ DGP କଣ କହୁଛନ୍ତି
ନୂଆବର୍ଷ ଚାଲିଛି। ଏଥି ପାଇଁ କାହିଁରେ କଣ ଖୁସି। ଆଉ ଡେରି ନ କରି ଶୁଣନ୍ତୁ, ଏଇ ଶଙ୍ଖ ଓ ପଦ୍ମ ଦଳର ଗୀତ...