
ବଡ଼ଦିନ ପାଇଁ ସଜେଇ ହେଲାଣି ଚର୍ଚ୍ଚ.. ସାଜସଜ୍ଜା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି.. କୌଣସି ଅପ୍ରୀତିକର ପରିସ୍ଥିତି ପାଇଁ ପୋଲିସ ସଜାଗ ରହିଛି
ଏହି ଘଟଣାକୁ ସହଜରେ ବିଶ୍ୱାସ କରିହେବ ନାହିଁ । କିନ୍ତୁ ଘଟଣାଟି ସତ । ଜଣେ ୩୭ ବର୍ଷୀୟ ପୁରୁଷ ଜନ୍ମ ଦେଇଛନ୍ତି ପୁତ୍ର ସନ୍ତାନକୁ । ଆପଣ ଭାବୁଥିବେ ଏହା କିପରି ସମ୍ଭବ ହୋଇପାରିବ । ହେଲେ ଆମେରିକାରେ ରହୁଥିବା ଜଣେ କିନ୍ନରଙ୍କ କ୍ଷେତ୍ରରେ ଏହା ସମ୍ଭବ...
ବିଭିନ୍ନ ଦେଶରେ ଖ୍ରୀଷ୍ଟମାସ୍ ର୍ପବର ଭିନ୍ନ ଭିନ୍ନ ନାମ ରହିଛି। ତେବେ ଭାରତ ଓ ଏହାର ପଡ଼ୋଶୀ ରାଷ୍ଟ୍ରଗୁଡିକରେ ଏହି ର୍ପବକୁ ବଡ଼ଦିନ ବୋଲି କୁହାଯାଇଥାଏ ।
ଫୁଲବାଣୀ ସ୍ଥିତ କାର୍ମେଲ ଇଂଲିସ ମିଡିୟମ ସ୍କୁଲରେ ପ୍ରି-ଖ୍ରୀଷ୍ଟମାସ ପାଳନ କରାଯାଇଛି.. ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଧରାବତରଣ ଉପରେ ବିଭିନ୍ନ ନାଚ, ଗୀତ ଏବଂ ବାକ୍ୟ ପରିବେଷଣ କରାଯାଇଛି.. କ୍ୟାଣ୍ଡେଲ ଜାଳି ସମୂହ ପ୍ରାର୍ଥନା କରିବା ସହିତ କେକ କାଟି, ମିଠା ଖାଇ ପ୍ରି-ଖ୍ରୀଷ୍ଟମାସ ପାଳନ କରିଛନ୍ତି ଛାତ୍ରଛାତ୍ରୀ
ଆଜିଠୁ ଆରମ୍ଭ ହେବ ସେଲିବ୍ରେସନ.. ଧରାବତରଣ କରିବେ ଯୀଶୁ ଖ୍ରୀଷ୍ଟ..ଏଥିପାଇଁ ସଜେଇ ହେଲାଣି ଗିରିଜା ଘର..
କରୋନା ଟୀକାକରଣର ବୁଷ୍ଟର ଡୋଜର ବ୍ୟବହାରକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଉଦ୍ବେଗ ପ୍ରକାଶ କରି କହିଛି ଯେ ଏହା ବିଶ୍ୱବ୍ୟାପୀ ଟିକା ଅଭାବର କାରଣ ହୋଇପାରେ । ଫଳରେ ଗରିବ ଦେଶ ଗୁଡିକ ବିଶେଷ ଭାବରେ ପ୍ରଭାବିତ ହୋଇପାରନ୍ତି ।
ରାଜ୍ୟରେ ୪ ଓମିକ୍ରନ୍ ଚିହ୍ନଟ ହେବା ପରେ ଏବେ ସଜାଗ ହୋଇଛନ୍ତି ରାଜ୍ୟ ସରକାର । ତେବେ ଏହାରି ମଧ୍ୟରେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ଆସିଛି ଏକ ସାଂଘାତିକ ଚିତ୍ର । ୟୁନିଭରସିଟିର ଖେଳ ପଡିଆରେ ନାଚ ଗୀତରେ ମସଗୁଲ୍ ହୋଇଛନ୍ତି ଛାତ୍ରଛାତ୍ରୀ ।
ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରି । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଥଣ୍ଡା ହିଁ ଥଣ୍ଡା । ଆଜି ବି ରାଜ୍ୟରେ ଜାରି ରହିବ ଶୀତ ଲହରି । ୧୦ ଡିଗ୍ରୀ ତଳେ ରହିଛି ୧୧ଟି ସ୍ଥାନର ରାତି ତାପମାତ୍ରା ।
ଆସନ୍ତାକାଲି ବଡ଼ ଦିନ । ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ସବୁଠୁ ବଡ଼ ପର୍ବ । ଡିସେମ୍ୱର ୨୫ ତାରିଖ ମଧ୍ୟରାତ୍ରୀରେ ଧରାପୃଷ୍ଠକୁ ଓହ୍ଲାଇବେ ଯୀଶୁ ଖ୍ରୀଷ୍ଟ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଗାଁଠୁ ସହର । ଦେଶର ବିଭିନ୍ନ ଚର୍ଚ୍ଚରେ ଏବେ ସ୍ୱତନ୍ତ୍ର ଆୟୋଜନ କରାଯାଉଛି । ଆଜିଠୁ...
ଆଜି ୨୦୨୧ ମସିହା, ଡିସେମ୍ବର ମାସ ୨୪ ତାରିଖ, ଶୁକ୍ରବାର, ଧନୁ ୯ ଦିନ, ପୌଷମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ମଘାନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର, ବିଛା, ଧନୁ, ମୀନ ରାଶିର ଘାତବାର,କର୍କଟ, ମକର ରାଶିର ଘାତଚନ୍ଦ୍ର, ବେଲ ପଣସ ନ ଖାଇଲେ ଭଲ, ଜାଣନ୍ତୁ କେମିତି କଟିବ ଆଜି...
ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଆଜି ସକାଳ ୯ଟା ୩୦ରେ ତାଙ୍କର ପରଲୋକ ହୋଇଥିବା ନେଇ ତାଙ୍କ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି ।
କୋଣାର୍କ-କାକଟପୁର ରାସ୍ତା ବଢେଇ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ମଣ୍ଡପକୁ ବାଇକ ଧକ୍କା ଦେଇଛି । ଏଥିରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ଜୀବନ ଯାଇଛି ।
ପୁଣି ଥରେ ଚିନ୍ତା ବଢ଼ାଇଲା ମହାରାଷ୍ଟ୍ରରେ କରୋନା ସ୍ଥିତି । ଗୋଟିଏ ଦିନରେ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଛନ୍ତି ୧, ୧୭୯ କରୋନା ଆକ୍ରାନ୍ତ । ସେଥିରୁ କେବଳ ମୁମ୍ବାଇରୁ ୬୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିରେ ୨୩ ଜଣ ଓମିକ୍ରନ୍ ଆକ୍ରାନ୍ତ ମଧ୍ୟ ରହିଛନ୍ତି...
ପଞ୍ଜାବ ଲୁଧିଆନାର ଜିଲ୍ଲା କୋର୍ଟ ପରିସରରେ ବୋମା ବିସ୍ଫୋରଣ ଘଟିଛି । କୋର୍ଟ କମ୍ପ୍ଲେକ୍ସରେ ଥିବା ତୃତୀୟ ମହଲାରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି । ବିସ୍ଫୋରଣରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଗରୁରୁତର ହୋଇଥିବା ସୂଚନା ମିଳିଛି ।
ଚିନ୍ତା ବଢାଇଲାଣି ଓମିକ୍ରନ୍ । ପ୍ରଥମେ ଦୁଇ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ଦୁଇ ଜଣ ଓମିକ୍ରନ୍ ଅକ୍ରାନ୍ତ ଥିବାର ସୂଚନା ମିଳିଛି । ରାଜଧାନୀରେ କୋଭିଡ୍ ସ୍ଥିତି ନେଇ BMC କମିଶନର ସଞୟ ସିଂଙ୍କ ସୂଚନା ଦେଇଛନ୍ତି । କୋଭିଡ୍ ଗାଇଡଲାଇନ ଅନୁସାରେ ଖ୍ରୀଷ୍ଟମାସ...
ଶୀତ ବଢିବା ସହ ବାଲେଶ୍ୱର ନୀଳଗିରିକୁ ଛୁଟିଛି ପର୍ଯ୍ୟଟକଙ୍କ ଭିଡ । ପଞ୍ଚଲିଙ୍ଗେଶ୍ୱର ସହ ବିଶ୍ୱେଶ୍ୱର ମହାଦେବଙ୍କ ମନ୍ଦିର, କୁଲଡିହା ଅଭୟାରଣ୍ୟ ଏବଂ ଖୁମକୁଟ୍ ଡ୍ୟାମ ଭଳି ଅନେକ ପର୍ଯ୍ୟଟନସ୍ଥଳୀ ପର୍ଜ୍ୟଟକଙ୍କୁ ଆକୃଷ୍ଟ କରିବାରେ ଲାଗିଛି । ପର୍ଯ୍ୟଟନ ଋତୁରେ ଏଭଳି ଏକ ଡେଷ୍ଟିନେସନ୍ ବୁଲିବା ସହ ସୁନ୍ଦର...
ଆଜି ସମ୍ବଲପୁର-ଭୁବନେଶ୍ୱର ଘରୋଇ ବସ୍ ଚଳାଚଳ ବନ୍ଦ । ସକାଳ ୬ଟା ରୁ ରାତି ୧୨ଟା ପଯ୍ୟନ୍ତ ଦିନିକିଆ ବନ୍ଦ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ ।
ଦେଶକୁ ଘାରିଲାଣି ଓମିକ୍ରନ୍ ଚିନ୍ତା । ଦିଲ୍ଲୀରେ ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଳନ ଉପରେ ରୋକ୍ ଲଗାଯାଇଛି । ଦେଶରେ ଓମିକ୍ରନ୍ ମାମଲା ବଢୁଥିବା ବେଳେ କଠୋର ହୋଇଛି ଦିଲ୍ଲୀ ପ୍ରଶାସନ । ଦିଲ୍ଲୀରେ ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଳନ ଭିଡ ଯେପରି ନହେବ, ସେନେଇ ସଜାଗ...
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
୨୪ ତାରିଖରେ ରିଲିଜ୍ ହେବ ହିନ୍ଦୀ ଫିଲ୍ମ ୮୩ । କପିଲ ଦେବଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ବିଶ୍ୱ ବିଜୟୀ ହୋଇଥିଲା । ୧୯୮୩ର ସେହି ଐତିହାସିକ ଘଟଣାକୁ ନେଇ ଫିଲ୍ମ ନିର୍ମାଣ କରାଯାଇଛି । ଆଜି ମୁମ୍ବାଇର ବିଭିନ୍ନ ମଲ୍ ଓ ଛକରେ ଫିଲ୍ମର ପ୍ରମୋସନ୍ କରାଯାଇଥିବାର...