ହଜିଗଲା ମାନବିକତା । ଗର୍ଭବତୀଙ୍କ ଡାକ ଶୁଣିଲେନି ଡାକ୍ତର ବାବୁ । ମେଡିକାଲ ଫାଟକ ଆଗରେ ଅନ୍ଧାର ରାତିରେ ଗର୍ଭ ଯ଼ନ୍ତ୍ରଣାରେ ଛଟପଟ ଜନନୀ । ଶେଷରେ ଅଟୋ ଭିତରେ ପ୍ରସବ କରାଇଲେ ଦିଦି ।
ଦିନେ ଏ ରାସ୍ତା ପିଚୁ ଥିଲା, ଏବେ କିନ୍ତୁ ସଂପୂର୍ଣ୍ଣ ବାଲି କାଦୁଅରେ ଭର୍ତ୍ତି। ସେଥିରେ ପୁଣି ମୁହୂର୍ତ୍ତକୁ ମୁହୂର୍ତ୍ତ ଦଉଡୁଛି ମାଳ ମାଳ ବାଲି ବୋଝେଇ ଟ୍ରକ୍। ଦୈନିକ ଘଟୁଛି ରାସ୍ତା ଦୁର୍ଘଟଣା। ଟିକିଏ ଏପଟ ସେପଟ ହେଲେ ଆକ୍ସିଡେଣ୍ଟ ନହେଲେ ଦିନ ରାତି ଧାଉଁଥିବା ଏଇ...
ବଲାଙ୍ଗୀରର ମୋଦିପ୍ରେମୀ ବଜରଙ୍ଗ ଅଗ୍ରୱାଲ। ମୋଦିଙ୍କ ଗସ୍ତ ଅନୁଯାୟୀ ସଂଗ୍ରହ କରି ରଖିଛନ୍ତି ଟଙ୍କା। ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାଙ୍କୁ ଗିଫ୍ଟ ଦେବେ। ଆସନ୍ତୁ ଭେଟିବା ୭୩ ବର୍ଷୀୟ ଏହି ମୋଦିପ୍ରେମୀଙ୍କୁ।
ବଙ୍ଗୋପ ସାଗରରେ ଲଘୁଚାପ ପ୍ରଭାବରେ ଆନ୍ଧ୍ରରେ ଅତି ପ୍ରବଳ ବର୍ଷା । ବର୍ଷା ବିତ୍ପାତରେ ଏଯାଏଁ ୨୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଶହେରୁ ଅଧିକ ନିଖୋଜ ଅଛନ୍ତି ।
ଆନ୍ଧ୍ର ପ୍ରଦେଶରେ ଥମୁନି ଭୟଙ୍କର ବର୍ଷା ବିତ୍ପାତ । ଲଗାଣ ବର୍ଷା ଜାରି ରହିଛି। ରାସ୍ତାଘାଟ, ଘରଦ୍ୱାର, ବ୍ରିଜ୍, ସବୁ ପାଣିରେ ବୁଡି ରହିଛି । ଜାଣନ୍ତୁ ଏହି ଲଗାଣ ବର୍ଷାରେ ସୃଷ୍ଟି ହୋଇଥିବା ବନ୍ୟାରେ କେତେଜଣ ପ୍ରାଣ ହରାଇଛନ୍ତି ।
ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୧ ତାରିଖ,ରବିବାର, , ବିଛା ୬ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ,ଦ୍ୱିତୀୟାତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୧ ତାରିଖ,ରବିବାର, , ବିଛା ୬ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ,ଦ୍ୱିତୀୟାତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ସେନା ଅଫିସର ହେଲେ ସହିଦଙ୍କ ପତ୍ନୀ। ୨୦୧୮ କାଶ୍ମୀର ସେନା ଅପରେସନରେ ସହିଦ ହୋଇଥିବା ଜଣେ ସେନା ଅଫିସରଙ୍କ ପତ୍ନୀ ସେନା ଅଫିସର ଭାବେ ନିଯୁକ୍ତି ପାଇଛନ୍ତି । ଦେଖନ୍ତୁ ଏ ଖବରର ସଂପୂର୍ଣ୍ଣ ଭିଡିଓ..।
ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥ ଅଞ୍ଚଳରେ କେତେ ବେଗରେ ଯିବ ଯାନବାହନ ସେନେଇ ବିଜ୍ଞପ୍ତି ଜାରି କରିଛି ରାଜ୍ୟ ପରିବହନ ବିଭାଗ। ଜାଣନ୍ତୁ କେଉଁ ଗାଡିର ସ୍ପିଡ୍ ଲିମିଟ୍ କେତେ ରହିଛି ।
ଆଜି ବଦଳିବ ରାଜସ୍ଥାନର ଗେହଲଟ୍ ସରକାରଙ୍କ ମନ୍ତ୍ରୀମଣ୍ଡଳ। ଆଜି ଅପରାହ୍ଣରେ ନୂଆ ମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବ ରହିଛି ।
ନା ନେତା ଶୁଣିଲେ, ନା ପ୍ରଶାସନ ଶୁଣିଲା। ତେଣୁ ଚାଷୀମାନେ ନିଜ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡିଲେ। ଜୁଆର ମାଡରୁ ପାଚିଲା ଧାନକୁ ରକ୍ଷା କରିବା ପାଇଁ ଗାଁଲୋକ ଏକାଠି ହେଲେ। ନିଜେ ଶ୍ରମଦାନ କରି ବାନ୍ଧିଲେ ଏମିତି ବନ୍ଧ। ଏ ପ୍ରେରଣାଦାୟୀ ଦୃଶ୍ୟ ଦେଖିଲେ ଆପଣ...
ନା ନେତା ଶୁଣିଲେ, ନା ପ୍ରଶାସନ ଶୁଣିଲା। ତେଣୁ ଚାଷୀମାନେ ନିଜ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡିଲେ। ଜୁଆର ମାଡରୁ ପାଚିଲା ଧାନକୁ ରକ୍ଷା କରିବା ପାଇଁ ଗାଁଲୋକ ଏକାଠି ହେଲେ। ନିଜେ ଶ୍ରମଦାନ କରି ବାନ୍ଧିଲେ ଏମିତି ବନ୍ଧ। ଏ ପ୍ରେରଣାଦାୟୀ ଦୃଶ୍ୟ ଦେଖିଲେ ଆପଣ...
ଜଣେ ଗର୍ଭବତୀ ରାତିରେ ଗର୍ଭଯନ୍ତ୍ରଣା ହେବାରୁ ଡାକ୍ତରଖାନା ଆସି ଗେଟ୍ ବାଡ଼େଇ ବାଡ଼େଇ ଡାକ୍ତରଙ୍କୁ ଡାକିଲେ। କିନ୍ତୁ ତାଙ୍କ କଥା କେହି ଶୁଣିଲେନି। ଶେଷରେ ସେ ଯେଉଁ ଅଟୋରେ ଯାଇଥିଲେ, ସେଇ ଅଟୋରେ ତାଙ୍କର ପ୍ରସବ ହେଇଗଲା। ମୁଖ୍ୟମନ୍ତ୍ରୀ ରାଜ୍ୟ ସାରା ବୁଲି ବୁଲି ସ୍ୱାସ୍ଥ୍ୟକାର୍ଡ ବାଣ୍ଟୁଛନ୍ତି। କିନ୍ତୁ...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଆଜି ୨୦୨୨ ଆଇପିଏଲକୁ ନେଇ ବଡ଼ ଘୋଷଣା କରିଛନ୍ତି। ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ସହିତ ଏମଏସ ଧୋନିଙ୍କ ଭବିଷ୍ୟତ ଅନିଶ୍ଚିତତା ମଧ୍ୟରେ ରହିଛି...
ଏପ୍ରିଲରେ ମହାଟକ୍କର । ସାମ୍ନାସାମ୍ନି ହେବେ ଆମୀର ଏବଂ ୟଶ୍ । ବହୁଦିନ ଧରି ଅପେକ୍ଷାରେ ଥିବା ଦର୍ଶକଙ୍କ ପାଇଁ ଖୁସିର ମୁହୂର୍ତ୍ତ । ଏକା ସାଙ୍ଗେ ରିଲିଜ ହେବ ଦୁଇଟି ବଡ ଫିଲ୍ମ । ଏପ୍ରିଲ ୧୪ ରେ ରିଲିଜ ହେବ ୟଶ୍ଙ୍କ କେଜିଏଫ୍ ଓ ଆମୀର...
ତିନି କୃଷି ଆଇନ ପ୍ରତ୍ୟାହର ନେଇ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ରାଜ୍ୟରେ ପ୍ରସ୍ତାବିତ କଣ୍ଟ୍ରାକ୍ଟ ଫାର୍ମିଂ ଅଧ୍ୟାଦେଶ ଓ ଓଡ଼ିଶା ଏଗ୍ରିକଲ୍ଚର ମାର୍କେଟିଂ ବିଲର ଭାଗ୍ୟ ଏବେ ଅନ୍ଧାରରେ। ଫାଇଲ୍ ଭିତରେ ରହିଯିବ କି କୃଷି ସଂପର୍କିତ ଏହି ଦୁଇ ବିଲ୍ ? କେନ୍ଦ୍ରକୁ ଟାର୍ଗେଟ୍ କଲେ ରାଜ୍ୟ...
ଯାତ୍ରା, ଅର୍କେଷ୍ଟା ଓ ଖୋଲା ମଞ୍ଚରେ କଳା ପରିବେଷଣକୁ ଅନୁମତି ! SRCଙ୍କ ନୂଆ ଗାଇଡଲାଇନକୁ ସ୍ୱାଗତ କଲେ ବିଭିନ୍ନ ବର୍ଗର କଳାକାର, ଜିଲ୍ଲାପାଳଙ୍କ ଅନୁମତି ଓ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ପାଇଁ କେଁ