ଆପଣ ଅନେକ ପ୍ରେମ ଦେଖିଥିବେ, ହେଲେ ଏମିତି ପ୍ରେମ କେବେ ହେଲେ ଦେଖିନଥିବେ। ସୁଖ ପାଇଁ ବିଶ୍ୱର ଏହି ଲୋକପ୍ରିୟ ପ୍ଲେ-ବଏ ମଡେଲ ନିଜର ୧୫ କୋଟି ଟଙ୍କାର ସଂପତ୍ତିକୁ କୁକୁର ନାଁରେ କରି ଦେଇଛନ୍ତି। କାରଣ ଜାଣିଲେ ଆପଣ କହିବେ ଏମିତି...
ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଭାରତୀୟ ସେନାରେ ରହି ଦେଶ ମାତୃକାର ସେବା କଲେ। ଆଉ ଅବସର ପରେ ନିଜ ଗାଁରେ ଯୁବପିଢ଼ିଙ୍କୁ ମାଗଣାରେ ଦେଉଛନ୍ତି ଟ୍ରେନିଂ।
ଜାମ୍ମୁ କାଶ୍ମୀରରେ ସୁରକ୍ଷା କର୍ମୀଙ୍କ ଏନ୍କାଉଣ୍ଚର । ଏନକାଉଣ୍ଡରରେ ଦୁଇଜଣ ଆତଙ୍କବାଦୀ ନିପାତ ହୋଇଥିବା ଜଣାପଡିଛି ।
ମଝି ଆକାଶରେ ବିମାନ ଦୁର୍ଘଟଣା । ସ୍କାଏଡାଇଭରଙ୍କୁ ନେଇକି ଯାଉଥିବା ସମୟରେ ବିମାନଟି ଦୁର୍ଘଟଣାର ଶିକାର ହୋଇଥିଲା । ଋଷ୍ରେ ଏଲ୍ ୪୧୦ ନାମକ ଏକ ବିମାନ ଉଡାଣ ଭରିବାର କିଛି ସମୟ ମଧ୍ୟରେ ହିଁ ତାର ଭାରସାମ୍ୟ ହରାଇ ତଳକୁ ଖସିପଡିଥିଲା ।
ମହାରାଷ୍ଟ୍ରରେ ଆଜି ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି । ଉତ୍ତର ପ୍ରଦେଶ ଲଖମିପୁର ଖେରି ହିଂସା କାଣ୍ଡକୁ ବିରୋଧ କରି ଚାଷୀଙ୍କ ସମର୍ଥନରେ ଶିବସେନା ସରକାରଙ୍କ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି ।
ଆଜି ୨୦୨୧ ମସିହା, ଅକ୍ଟୋବର, ୧୧ ତାରିଖ, ସୋମବାର, କନ୍ୟା ୨୫ ଦିନ, ଆଶ୍ୱିନ ମାସ , ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଚ୍ଛା ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ରିମାଣ୍ଡରେ ଯାଇପାରନ୍ତି ଅଭିଯୁକ୍ତ ଆଶିଷ ମିଶ୍ରା । ଲଖିମପୁର ଖେରି ହିଂସା ମାମଲାରେ ଆଶିଷ ମିଶ୍ରଙ୍କୁ ରିମାଣ୍ଡରେ ନେବାକୁ ଆଜି କୋର୍ଟରେ ଆବେଦନ କରିପାରନ୍ତି ଉତ୍ତର ପ୍ରଦେଶ କ୍ରାଇମବ୍ରାଞ୍ଚ ।
୮୦ ବର୍ଷ ବୟସରେ ପାଦ ଦେଇଛନ୍ତି ବଲିଉଡ୍ର ଶେହନ୍ସା ବିଗ୍ ବି ଅମିତାଭ ବଚ୍ଚନ । ଜନ୍ମଦିନ ଅବସରରେ ମୁମ୍ବାଇ ସ୍ଥିତ ଜଲ୍ସା ବାସଭବନ ବାହାରେ ତାଙ୍କର ଫ୍ୟାନ୍ ମାନେ ବିଳମ୍ବିତ ରାତିରେ ଏକାଠି ହୋଇ ଜନ୍ମଦିନ ପାଳନ କରିଛନ୍ତି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ହିଁ ଅଭିଯୁକ୍ତ । କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ପ୍ରେସମିଟ୍ ଜରିଆରେ ଏପରି ସୂଚନା ଦେଇଛନ୍ତି। ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି
ଶ୍ରୀମନ୍ଦିରରେ ପରିସରରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି। ବାମନ ମନ୍ଦିରରେ ଜଣେ ପୂଜକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ନାବାଳିକାଙ୍କ ପରିବାର ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦାୟର କରାଯାଇଛି।
ବିସ୍ତାରବାଦୀ ଚୀନ୍ ଟାର୍ଗେଟରେ ଭାରତ । ସବୁବେଳେ ନିଜ ଦେଶର ପରିସୀମା ବଢ଼ାଇବା ଚକରରେ ବିସ୍ତାରବାଦୀ ଚୀନର ଟାର୍ଗେଟରେ ଭାରତ । କେଉଁଠି ପାନେ ଖାଉଛି, ତ କେଉଁଠି ଆଲୋଚନାରେ ବସୁଛି । ହେଲେ ବଦଭ୍ୟାସ ଛାଡ଼ି ପାରୁନି ଡ୍ରାଗନ୍ । LAC ବିବାଦକୁ ନେଇ ଆସନ୍ତାକାଲି...
ପ୍ରକାଶ ପାଇଲା ପଂଚାୟତ ନିର୍ବାଚନ ଲାଗି ଆସନ ସଂରକ୍ଷଣର ଚିଠା ତାଲିକା । ବ୍ଲକ୍ ଅଫିସରେ ଝୁଲୁଛି ଲିଷ୍ଟ କିନ୍ତୁ ତାଲିକାକୁ ନେଇ ଅନେକ ସ୍ଥାନରେ ଦେଖାଦେଇଛି ବିବାଦ । ଓ୍ୱାର୍ଡମେମ୍ବରରୁ ସରପଂଚ ଯାଏଁ ଓ ସମିତି ସଭ୍ୟରୁ ଜିଲ୍ଲା ପରିଷଦ ସଦସ୍ୟଙ୍କ ପର୍ଯ୍ୟନ୍ତ ଏହି ସଂରକ୍ଷଣର ଚିଠା...
ପ୍ରତିଦିନ ଦୁନିଆରେ କିଛି ନା କିଛି ଅଜବ ଘଟଣା ଦେଖିବାକୁ ମିଳିଥାଏ । ଏହାକୁ ଦେଖି ଲୋକେ ବେଶ ଆଶ୍ଚର୍ଯ୍ୟଚକିତ ହୋଇପଡନ୍ତି । ଏହିପରି ଏକ ଘଟଣା କେନିଆରେ ଦେଖିବାକୁ ମିଳିଛି । ଯେଉଁଥିରେ ଦେଖିବାକୁ ମିଳିଛି ଯେ ୪୫ ବର୍ଷର ଜଣେ ମାନସିକ ରୋଗୀ ବିସାଦଗ୍ରସ୍ତ ହୋଇ...
ଦିନକୁ ଦିନ ଅଧିକ ଜଟିଳ ହେଉଛି ମୁମ୍ବାଇ କ୍ରୁଜ୍ ରେଭ୍ ପାର୍ଟି ମାମଲା । ଡ୍ରଗ୍ସ ମାମଲାକୁ ନେଇ ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ପରି ସେଲିବ୍ରିଟି ଓ ହାଇପ୍ରୋଫାଇଲ ବ୍ୟକ୍ତିଙ୍କୁ ଗିରଫ କରି NCB ପୁରା ଦେଶରେ ହଲଚଲ୍ ସୃଷ୍ଟି କରିଥିବା ବେଳେ ଏବେ NCB...
ତିନି ଦିନିଆ ଭାରତ ଗସ୍ତରେ ଆସି ପହଞ୍ଚିଥିବା ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡ୍ରିକ୍ସନ୍ ଶନିବାର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ବୈଠକରେ ମେଟେ ମୋଦୀଙ୍କର ବିଦେଶ ନୀତିକୁ ପ୍ରଶଂସା କରିବା ସହ ଦୁଇ ଦେଶ ମଧ୍ୟରେ ସମ୍ପର୍କର ସମୀକ୍ଷା କରିବା...
ଲାଞ୍ଚ ନେବା ବେଳେ ଡାକ୍ତର ଗିରଫ । ମୃତ ବ୍ୟକ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ନେଇ ଲାଞ୍ଚ ମାଗିଥିଲେ ଡାକ୍ତର ଦେବଦତ୍ତ ପାତ୍ର । ଡାକ୍ତର ଜଣଙ୍କ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି।
ପିଏମ କିଷାନ ଯୋଜନାର ଲାଭ ପାଇବାକୁ ଚାହୁଁଥିଲେ, ଫଟାଫଟ୍ କରନ୍ତୁ ଏସବୁ କାମ। ଏବେ ଗୋଟିଏ କିସ୍ତିରେ ୨ ହଜାର ଟଙ୍କା ବଦଳରେ ଚାଷୀଙ୍କ ଖାତାରେ ଜମା ହେବାକୁ ଯାଉଛି ୪ ହଜାର ଟଙ୍କା।
ମାତ୍ର ୩ ଟଙ୍କାରେ ଏହି ହୋଟେଲ୍ରେ ମିଳୁଛି ମାଛ ବେସର ଓ ଭାତ। ଏହା ସାଙ୍ଗକୁ ରହିଛି ଅନେକ ପ୍ରକାର ସ୍ୱାଦିଷ୍ଟ ତରକାରୀ।