ଆଜି ଆଇପିଏଲ୍ ୨୦୨୧ ପ୍ଲେ ଅଫ୍ର ଚତୁର୍ଥ ସ୍ଥାନ ପାଇଁ ନିର୍ଣ୍ଣାୟକ ଦିନ। ଆଜି ୟୁଏଇର ଶାରଜାହ୍ ଷ୍ଟାଡିୟମରେ ମୁହାଁମୁହିଁ ହେବେ କୋଲ୍କାତା ନାଇଟ୍ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ। ପ୍ଲେ ଅଫ୍ରେ ନିଜ ସ୍ଥାନ ପକ୍କା କରିବା ପାଇଁ ଆଜି କୋଲକାତା ନାଇଟ୍ ରାଇଡର୍ସ ଜୋର୍ ଲଗାଇବ। ପ୍ଲେ...
ସର୍ପଦଂଶନ ଦ୍ୱାରା ମହିଳାଙ୍କୁ ହତ୍ୟା କରାଯାଇଛି । ଏହି ଘଟଣାର ଶୁଣାଣୀ ସମୟରେ ଜାମିନ୍ ଦେବାକୁ ମନା କରିଦେଲେ ସୁପ୍ରିମ୍ କୋର୍ଟ । ରାଜସ୍ଥାନରେ ଦେଖିବାକୁ ମିଳିଛି ଏଭଳି ଭିନ୍ନ ଢଙ୍ଗର ହତ୍ୟାକାଣ୍ଡ ।
ଲଗାତାର ତୃତୀୟ ଦିନ ପାଇଁ ପୁଣି ବଢିଲା ତେଲ ଦର । ଗତ କିଛି ଦିନ ହେବ ହୁ ହୁ ହୋଇ ବଢ଼ି ଚାଲିଛି ପେଟ୍ରୋଲ ଡିଜେଲ୍ ଦର । ଇଣ୍ଡିଆଲ୍ ଅଏଲ୍ ପକ୍ଷରୁ ଆଜି ତେଲ ଦରକୁ ବୃଦ୍ଧି କରାଯାଇଛି ।
ଆଜି ୨୦୨୧ ମସିହା, ଅକ୍ଟୋବର, ୭ ତାରିଖ, ଗୁରୁବାର କନ୍ୟା ୨୧ ଦିନ ଆଶ୍ୱିନ ମାସ, ଶୁକ୍ଳ ପକ୍ଷ, ପ୍ରତିପଦା ତିଥି, ଚିତ୍ରା ନକ୍ଷତ୍ର କନ୍ୟା ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ବିଷାକ୍ତ ଖାଦ୍ୟ ଖାଇ ୫୧ ଜଣ ପିଲାଙ୍କ ସମେତ ୧୦୦ ଜଣ ରୋଗାଗ୍ରସ୍ତ ହୋଇଛନ୍ତି । ଗତକାଲି ଛତିଶଗଡର ମହା ସମୁନ୍ଦ ଜିଲ୍ଲାର ଅଂଶୁଲା ଗାଁରେ ୫୧ଟି ଶିଶୁଙ୍କ ସହ ପ୍ରାୟ ୧୦୦ ଜଣ ଲୋକ ବିଷାକ୍ତ ଖାଦ୍ୟ ଖାଇ ରୋଗରେ ପଡିଛନ୍ତି ।
ଚଳନ୍ତା ବିମାନରେ ମହିଳାଙ୍କ ଗର୍ଭ ଯନ୍ତ୍ରଣା । ଲଣ୍ଡନରୁ କୋଚି ଅଭିମୁଖେ ଯାଉଥିବା ଏକ ବିମାନରେ ଏଭଳି ଘଟଣା ଦେଖିବାକୁ ମିଳିଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଆଗକୁ ଆସୁଛି ଦୁର୍ଗା ପୂଜା। କଟକରେ ଚଳଚଞ୍ଚଳ ଦେବୀ ମଣ୍ଡପ। ସଜେଇହେବେ ମାଆ ହେଲେ ଏବେ ବି ଅଧା ଗଢା ମୂର୍ତ୍ତି କହୁଛି କଥା। ମା’ଙ୍କର ଦେହରେ ଆଜି ଖଡି ଚଢା ହେବ।
ଚୀନ୍ ଏବଂ ତାଇୱାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି । ବର୍ତ୍ତମାନ ତାଇୱାନର ବୈଦେଶିକ ମନ୍ତ୍ରୀ ମଧ୍ୟ ଆକ୍ରୋଷ ଦେଖାଇ କହିଛନ୍ତି ଯେ ଆମେ ଚୀନ୍ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ଅଛୁ। ୱାଇ କହିଛନ୍ତି ଯେ ତାଇୱାନର ପ୍ରତିରକ୍ଷା ଆମ ହାତରେ ଏବଂ ଆମେ ଏଥିପାଇଁ ସମ୍ପୂର୍ଣ୍ଣ...
ଦେଶରେ ଆକାଶ ଛୁଆଁ ତୈଳ ଦରକୁ ନେଇ ଚିନ୍ତାରେ ଲୋକେ। କ୍ରମାଗତ ଦ୍ୱିତୀୟ ଦିନ ପାଇଁ ମହଙ୍ଗା ହୋଇଛି ପେଟ୍ରୋଲ ଓ ଡିଜେଲ ଦାମ। ଆଜି ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପଇଛି। ଗତାକାଲି...
ଶାହାରୁଖ୍ ଖାନଙ୍କ ପୁଅ ଆର୍ଯ୍ୟନଙ୍କ କ୍ରୁଜ୍ ରେଭ୍ ପାର୍ଟି ଓ ଡ୍ରଗ୍ସ କାରବାର ମାମଲାରେ ଜଣେ ନୁହେଁ, ୨ ଓଡିଆଙ୍କୁ ଗିରଫ କରିଛି ଏନ୍ସିବି। ମଝି ଦରିଆରେ ନିଶା ଆସରରେ ରୋକ୍ ଲଗେଇଥିବା ଏନ୍ସିବି ହାତରେ ଆଜି ଏହି ୨ ଓଡିଆ ଯୁବକ ଧରାପଡ଼ିଥିଲେ। ସେମାନଙ୍କୁ ଗିରଫ କରି...
କ୍ରୁଜ୍ ରେଭ୍ ପାର୍ଟି ଓ ଡ୍ରଗ୍ସ କାରବାର ମାମଲାରେ ୧୬କୁ ବୃଦ୍ଧି ପାଇଛି ଗିରଫଦାରୀ ସଂଖ୍ୟା । ଗତକାଲି ୨ ଓଡ଼ିଆଙ୍କ ସମେତ ଆଉ ୪ ଜଣଙ୍କୁ ଗିରଫ କରିଛି ଏନସିବି । ସେମାନଙ୍କୁ ଆଜି କୋର୍ଟରେ ହାଜର ପରେ ରିମାଣ୍ଡରେ ନେବା ପାଇଁ ଆବେଦନ କରିବ ଏନସିବି...
ବିଭିନ୍ନ ରାଜ୍ୟର ୧୫ ହାଇକୋର୍ଟ ବିଚାରପତିଙ୍କ ବଦଳି କରାଯାଇଛି। ଏଥିରେ ଅନ୍ୟ ହାଇକୋର୍ଟରୁ ବଦଳି ହୋଇ ୨ ଜଣ ବିଚାରପତି ଓଡ଼ିଶା ହାଇକୋର୍ଟକୁ ଆସିବେ। କଲିକତା ହାଇକୋର୍ଟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କର ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଛି। ସେହିଭଳି ପଞ୍ଜାବ ହରିୟାଣା ହାଇକୋର୍ଟର ଜଜ୍ ଜଷ୍ଟିସ ଯଶୋବନ୍ତ...
ବିନ୍ଦୁସାଗରରେ ମହାଳୟା ପାଳନ ଉପରେ ସଂପୂର୍ଣ୍ଣ ବାରଣ କରାଯାଇଛି । ବ୍ରାହ୍ମଣ ଭୋଜନ ସହ ନୀତିକାନ୍ତି ପାଳିବାକୁ ସଂପୂର୍ଣ୍ଣ ବାରଣ କରିଛି ବିଏମସି । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ଭୁବନେଶ୍ୱର ମହାନଗର ନିଗମ ଏଭଳି ନିଷ୍ପତ୍ତି ନେଇଛି । ତେବେ ବିବାହ, ବ୍ରତ, ଶୁଦ୍ଧିକାର୍ଯ୍ୟ ପାଇଁ BMC ଜାରି...
ବିଳାଶପୂର୍ଣ୍ଣ ଜାହାଜରେ ଚାଲିଥିଲା ରେଭ୍ ପାର୍ଟି। ଥିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯନ। ଏବେ ସେ ଡ୍ରଗ୍ସର ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି। ବଲିଉଡ଼ ଡ୍ରଗ୍ସ ଲିଙ୍କ ଓ ରେଭ୍ ପାର୍ଟିକୁ ନେଇ ସ୍ପେଶାଲ ରିପୋର୍ଟ ‘ବଲିଉଡ ରେଭ୍ ପାର୍ଟି’।
ଜୀବନରେ ପ୍ରତିକୂଳ ପରିସ୍ଥିତିରେ ପହଁରୁଛନ୍ତି ମଧୁସ୍ମିତା। ଅନେକ ଦୁଃଖକଷ୍ଟ ଆସିଛି, ସବୁକୁ ସାମନାକରିଚାଲିଛନ୍ତି. ସ୍ୱାମୀ ଚାଲିଯିବା ପରେ କାହାରି ଉପରେ ବୋଝ ହୋଇନାହାନ୍ତି। ଚାବିକିଚଳୁଛନ୍ତି।ଏଇ ସ୍ୱାଭିମାନୀ ମହିଳାଙ୍କୁ ସାଲ୍ୟୁଟ୍।
୧୭ ବର୍ଷ ଧରି ସେନାରେ ଦେଶର ସେବା କରିବା ପରେ ଗାଁକୁ ଫେରିଲେ ବୀରଯବାନ। ଆପଣ କହିପାରନ୍ତି, ଏଥିରେ ନୂଆ କଥା କଣ ଅଛି? କିନ୍ତୁ ଗ୍ରାମବାସୀଙ୍କ ପାଇଁ ଏହା ଥିଲା ଗୌରବର କଥା। ସେଥିପାଇଁ ସେମାନେ ଗାଁ ପୁଅକୁ ଏମିତି ସ୍ୱାଗତ କଲେ ଯେ, ଚିତ୍ର ଦେଖିଲେ...
ବିଶିଷ୍ଟ ଅର୍ଥନୀତିଜ୍ଞ ୟେଲେନ ସିଏନବିସିରେ କହିଛନ୍ତି ଯେ ଆମେରିକାର ସଂସଦ ଦିନକୁ ଦିନ ଋଣ ବଢାଇବରେ ଲାଗିଛି ଏହି ଋଣ ସଂକଟର ଯଥା ଶୀଘ୍ର ସମାଧାନ ହେବା ନିହାତି ଦରକାର। ନଚେତ୍ ଆମେରିକାର ଆର୍ଥିକ ପରିସ୍ଥିତି ଦୁର୍ବଳ ହୋଇ ପଡିବ।
ପୁଣି କାଶ୍ମୀରରେ ଆତଙ୍କବାଦୀଙ୍କ ବର୍ବର କାଣ୍ତ। ମଙ୍ଗଳବାର ଆତଙ୍କବାଦୀଙ୍କ ଆଖିମୁଜା ଗୁଳିମାଡରେ ତିନି ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଜାମ୍ମୁ କାଶ୍ମୀରରେ ଆତଙ୍କ ଖେଳିଯାଇଛି। ଆତଙ୍କବାଦୀ ମାନେ ଗୋଟିଏ ଦିନରେ କାଶ୍ମୀରର ବିଭିନ୍ନ ସ୍ଥାନରେ ଗୁଳି ଚାଳନା କରିଥିଲେ। ଏହି ଘଟଣା ଉପରେ ଭାରତୀୟ ସେନାର ସର୍ଚ ଅପରେସନ୍...
ସାମାନ୍ୟ ଅସାବଧାନତାରୁ ମୃତ୍ୟୁର ମହାସ୍ରୋତ ସାଜୁଛି କି ମହାନଦୀ ? ଗତକାଲି ସମ୍ବଲପୁରରେ ଗୋଟିଏ ପରିବାରର ତିନି ସଦସ୍ୟଙ୍କ ଅକାଳ ମୃତ୍ୟୁ, ଏଭଳି ପ୍ରଶ୍ନକୁ ଉଜ୍ଜୀବୀତ କରିଛି । ବେପରୁଆ ଗାଧୁଆ ହେଉ କି ନୌକା ଦୁର୍ଘଟଣା ଅବା ଆତ୍ମହତ୍ୟା ।