ନୂଆଦିଲ୍ଲୀ: ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ PMO ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। କରୋନା ମୁକାବିଲା ନେଇ ବାର୍ତ୍ତା ଓ ମେ’ ୧୭ରେ ଲକ୍ଡାଉନ୍ ଅବଧି ସରୁଥିବାରୁ ଏସମ୍ପର୍କରେ ପ୍ରଧାନମନ୍ତ୍ରୀ କିଛି କହି ପାରନ୍ତି ବୋଲି ଆଶା କରାଯାଉଛି। ବର୍ତ୍ତମାନ...
ଭୁବନେଶ୍ୱର: ଗ୍ରୀନ୍ ଜୋନ୍ରେ ଚାଲିପାରେ ବସ୍। ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଫଳରେ ଗ୍ରୀନ୍ ଜୋନ୍ ଜିଲ୍ଲାରେ ବସ୍ ଚାଲିବା ନେଇ ହୋଇଥିବା ନିଷ୍ପତ୍ତି ଖୁବ୍ ଶୀଘ୍ର ଲାଗୁ ହୋଇପାରେ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଆଜି...
ଭୁବନେଶ୍ୱର: ଚାକିରିଆଙ୍କ ସୁବିଧା ପାଇଁ କାଲିଠୁ କଟକ-ଭୁବନେଶ୍ୱର ମଧ୍ୟରେ ଚଳାଚଳ କରିବ ବସ୍। କାଲିଠୁ OSRTCର ଗୋଟିଏ ବସ୍ କଟକ-ଭୁବନେଶ୍ୱର ମଧ୍ୟରେ ଚାଲିବ। ବସ୍ଟି ଅଫିସ୍ ଟାଇମ୍ରେ ଯା’ଆସ କରିବ ଓ ଭଡ଼ା ୩୦ଟଙ୍କା ରଖାଯାଇଛି। ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଲକ୍ଡାଉନ୍ ଯୋଗୁ...
ନୂଆଦିଲ୍ଲୀ: କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ମେ’ ୧୭ରେ ଏହି ଲକ୍ଡାଉନ୍ ଅବଧି ସରିବ। ତେବେ ଦେଶରେ ପୁଣିଥରେ ଲକ୍ଡାଉନ୍ ଅବଧି ବଢ଼ିବ କି ? ନା ଏହାକୁ ହଟାଇ ଦିଆଯିବ ? ଏମିତି ଅନେକ ପ୍ରଶ୍ନ ମନରେ...
ନୂଆଦିଲ୍ଲୀ: ଲକ୍ଡାଉନ୍ ପରବର୍ତ୍ତୀ ସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ଲୁ ପ୍ରିଣ୍ଟ ମାଗିଛନ୍ତି। ଲକ୍ଡାଉନ୍ ଉଠିବା ପରେ ଦେଖା ଦେବାକୁ ଥିବା ଚାଲେଞ୍ଜର ମୁକାବିଲା ଲାଗି ନିଜ ନିଜର ରଣନୀତି ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ। ଆସନ୍ତା ୧୫ ତାରିଖ ସୁଦ୍ଧା...
ନୂଆଦିଲ୍ଲୀ/ଭୁବନେଶ୍ୱର: ଲକ୍ଡାଉନ୍ କଟକଣା ଭିତରେ ଆଜିଠୁ ସାଧାରଣ ଯାତ୍ରୀଙ୍କ ପାଇଁ ଗଡ଼ିବ ଟ୍ରେନ୍। ପ୍ରାଥମିକ ପର୍ଯ୍ୟାୟରେ ଦିଲ୍ଲୀରୁ ଭୁବନେଶ୍ୱର ସମେତ ଦେଶର ପ୍ରମୁଖ ସହରକୁ ୧୫ ଯୋଡ଼ା ଟ୍ରେନ୍ ଚାଲିବ। ଏଥିଲାଗି କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ନିର୍ଦ୍ଦେଶାବଳୀ ଅନୁସାରେ, କେବଳ confirmed E-Tickets ଥିବା...
ନୂଆଦିଲ୍ଲୀ: ଏକ ପାର୍କରେ ନିଆଁ ଲାଗି ଯାଇଥିବା ଭିଡିଓ ଏବେ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହେବାରେ ଲାଗିଛି। ଭିଡିଓଟି ଯେତିକି ଆଶ୍ଚର୍ଯ୍ୟଜନକ ସେତିକି ଅବିଶ୍ୱସନୀୟ। ଏହି ଘଟଣା ଦେଖିବାକୁ ମିଳିଛି ସ୍ପେନର କାଲାହୋରା ପାର୍କରେ । ଭିଡିଓରେ ଦେଖିବାକୁ ମିଳିଛି, ପାର୍କରେ ନିଆଁର ପ୍ରକୋପ ଆସ୍ତେ ଆସ୍ତେ...
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ଣ ସାଢ଼େ ୩ଟା ରୁ ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ୬ଟି ଜିଲ୍ଲାବାସୀଙ୍କୁ...
ମାଲକାନଗିରି: ଭଲ କାମ ପାଇଁ ପୁଣି ଚର୍ଚ୍ଚାରେ ମାଲକାନଗିରି ଜିଲ୍ଲାର ଏସ୍ଆଇ ଶୁଭଶ୍ରୀ ଭବାନୀ ନାୟକ। ଏଥର ତାଙ୍କୁ ପ୍ରଶଂସା କରିଛନ୍ତି ସାଉଥ ମେଗାଷ୍ଟାର ଚିରଞ୍ଜୀବ। ଗତକାଲି ମଦର୍ସ ଡେ’ ଅବସରରେ ଚିରଞ୍ଜୀବ ନିଜ ଟ୍ୱିଟର୍ ପେଜ୍ରେ ଏକ ଭିଡିଓ ଜାରି କରିଥିଲେ। ଏହି ଭିଡିଓରେ ସେ ଶୁଭଶ୍ରୀଙ୍କୁ...
ଭୁବନେଶ୍ୱର: ମାଟ୍ରିକ ଖାତାଦେଖାରେ ନିୟୋଜିତ ହେବେ ଅଧିକ ଶିକ୍ଷକ। ଆସନ୍ତା ୨୦ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେଉଥିବା ବେଳେ ଖାତା ଦେଖିବା ପାଇଁ ଆଉ ଅଧିକ ୬ ହଜାର ପରୀକ୍ଷକଙ୍କୁ ନିଯୁକ୍ତ କରାଯାଇଛି। ଏ ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ୧୭ ହଜାର ଶିକ୍ଷକ ଖାତା...
ଭୁବନେଶ୍ୱର: କେଉଁଠି ଗାଡ଼ିରେ ଲଦା ହୋଇ ଖୁନ୍ଦାଖୁନ୍ଦି ଅବସ୍ଥାରେ ବାହାର ରାଜ୍ୟରୁ ଫେରିଥିବା ପ୍ରବାସୀ ଓଡ଼ିଆ କ୍ୱାରେଣ୍ଟିନ୍ ସେଣ୍ଟର ଯାଇଥିବାବେଳେ, ଆଉ କେଉଁଠି ପ୍ରଶାସନ ସହଯୋଗ ନ କରିବାରୁ ଦୀର୍ଘ ସମୟ ଧରି ପ୍ରବାସୀ ଓଡ଼ିଆଙ୍କୁ ଫସି ରହିବାକୁ ପଡ଼ିଥିଲା। ଏଭଳି କିଛି ଦୃଶ୍ୟ ବାଲେଶ୍ୱର ଓ କଟକରେ...
କାବୁଲ: ସାରା ବିଶ୍ୱ ଏବେ କରୋନାର ମୁକାବିଲା କରୁଥିବା ବେଳେ ଏହି ସମୟରେ ଆଫଗାନିସ୍ତାନରେ ବୋମା ବିସ୍ଫୋରଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ଗୋଟିଏ ପରେ ଗୋଟିଏ ଲଗାତାର ୪ଟି ବୋମା ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୪ଜଣ ସାଧାରଣ ନାଗରିକଙ୍କ ସମେତ ଜଣେ...
ବ୍ରହ୍ମପୁର: କରୋନା ମୁକାବିଲା ଲାଗି ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟରରେ ବିଭିନ୍ନ ଅବ୍ୟବସ୍ଥା ନେଇ ଖବର ଆସୁ ଥିବାବେଳେ ଗଞ୍ଜାମ ଜିଲ୍ଲାରୁ ଆସିଛି ଏକ ଭିନ୍ନ ଚିତ୍ର। ଜିଲ୍ଲାର ଏକ କ୍ୱାରେଣ୍ଟିନ ସେଣ୍ଟରରେ ସ୍ଥାନୀୟ ସରପଞ୍ଚ ଓ ପ୍ରଶାସନ ପକ୍ଷରୁ ଏପରି ବ୍ୟବସ୍ଥା କରାଯାଇଛି ଯେ, ଖୁସିରେ ରହୁଛନ୍ତି ଅନ୍ତେବାସୀ।...
ନୂଆଦିଲ୍ଲୀ: ହୋମ୍ ଆଇସୋଲେସନ୍ରେ ରହିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ଗାଇଡ୍ଲାଇନ୍ସରେ କିଛି ସଂଶୋଧନ ଅଣାଯାଇଛି। ହୋମ୍ ଆଇସୋଲେସନରେ ରହିବାକୁ ଚାହୁଁଥିବା ସନ୍ଦିଗ୍ଧ କରୋନା ଆକ୍ରାନ୍ତ, ମେଡିକାଲ ଅଫିସରଙ୍କ ଦ୍ୱାରା ଲକ୍ଷଣ ନ ଥିବା ପ୍ରମାଣିତ ହେବା ବାଧ୍ୟତାମୂଳକ କରାଯାଇଛି।...
ଭୁବନେଶ୍ୱର: ଏଣିକି ବସ୍ ବଦଳରେ ଟ୍ରେନ୍ରେ ଫେରିବେ ପ୍ରବାସୀ ଓଡ଼ିଆ। ଏଥିପାଇଁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା ହେବ। ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରବାସୀମାନେ ଟ୍ରେନରେ ଆସିପାରିବେ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ଆନ୍ଧ୍ର ପ୍ରଦେଶ, ତାମିଲନାଡୁ, ମହାରାଷ୍ଟ୍ର, ଗୁଜରାଟ ଓ ଅନ୍ୟ ରାଜ୍ୟରେ ଫସି ରହିଥିବା...
ନୂଆଦିଲ୍ଲୀ: ଏସ୍ବିଆଇ ସମେତ ବିଭିନ୍ନ ବ୍ୟାଙ୍କରୁ କୋଟି କୋଟି ଟଙ୍କାର ଋଣ ନେଇ ଏହାକୁ ପୈଠ ନ କରି ଫେରାର ହୋଇଯାଇଛନ୍ତି ଏକ କମ୍ପାନୀର ମାଲିକ। ସବୁଠାରୁ ଆଶ୍ଚର୍ଯ୍ୟର କଥା, ୨୦୧୬ରୁ କମ୍ପାନୀର ମାଲିକ ଅର୍ଥାତ୍ ଏହାର ନିର୍ଦ୍ଦେଶକମାନେ ଫେରାର ଥିଲେ ମଧ୍ୟ ଦୀର୍ଘ ୪ ବର୍ଷ ପରେ...
ଭୁବନେଶ୍ୱର: ମେ’ ୨୦ରୁ ଆରମ୍ଭ ହେବ ମାଟ୍ରିକ୍ ଖାତାଦେଖା। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ୬୦ଟି କ୍ରେନ୍ଦ୍ରରେ ପରୀକ୍ଷା ଖାତା ଦେଖାଯିବ। ମେ’୧୯ ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ଯୋଗଦେବେ ମୂଲ୍ୟାୟନକାରୀ। ମନ୍ତ୍ରୀ ସମୀର ଦାଶଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ...
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସୁକତେଲ ବ୍ରିଜ୍ ଭୁଶୁଡ଼ିବା ଘଟଣାରେ ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ଆନ୍ଥୋନି କିଶାନଙ୍କୁ ସସ୍ପେଣ୍ଡ୍ କରାଯାଇଛି। ତାଙ୍କ ସ୍ଥାନରେ ନିର୍ବାହୀ ଯନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଆଚାର୍ଯ୍ୟଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗତ କିଛିଦିନ ତଳେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସୁକତେଲ...
ବ୍ରହ୍ମପୁର: ସରକାରୀ କ୍ୱାରେଣ୍ଟିନ୍ ସେଣ୍ଟରରେ ସଙ୍ଗରୋଧ ନିୟମକୁ ଫୁ’। ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ୍ ଗୋଠଗାଁ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟରରୁ ଏମିତି ଏକ ଚିନ୍ତାଜନକ ଚିତ୍ର ସାମ୍ନାକୁ ଆସିଛି। ଏହି କ୍ୱାରେଣ୍ଟିନ୍ ସେଣ୍ଟରରେ ସୁରତ ଫେରନ୍ତା ରହିଛନ୍ତି। ହେଲେ ସେମାନଙ୍କ ପରିବାର ଲୋକେ ଆସି...
ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ସିଂଘିଯୁବା କ୍ୱାରେଣ୍ଟିନ୍ ସେଣ୍ଟର ପରିସରରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲ୍ଲା କୋହିଦପୁର ଗାଁର ଗୋକୁଳ ସେଠ୍(୨୧)। ଆଜି ସକାଳେ ସେ ଶୌଚ ପାଇଁ ଯାଇ ଥିବାବେଳେ ଅସୁସ୍ଥ ହୋଇ ପଡ଼ିଥିଲେ। ଏହାର କିଛି...