• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

monkey
ଦୁଇ ମାସ ଧରି ଉତ୍ପାତ ମଚାଇଥିବା ହନୁକୁ କାବୁ କଲା ବନ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଗିରିଙ୍ଗାପୁଟରେ ୨ ମାସ ଧରି ଉତ୍ପାତ ମଚାଇଥିବା ହନୁ ମାଙ୍କଡ଼କୁ ଶେଷରେ କାବୁ କରିଛି ବନ ବିଭାଗ। ଚନ୍ଦକା ବନ ବିଭାଗ ଟିମ୍ ପହଞ୍ଚି ମାଙ୍କଡ଼କୁ ଧରିବା ଲାଗି ଉଦ୍ୟମ କରିଥିଲା। ବହୁ ଉଦ୍ୟମ ପରେ ହନୁ ମାଙ୍କଡ଼କୁ ଟ୍ରାଙ୍କୁଲାଇଜ୍ କରାଯାଇଛି। ଗତକାଲି ଏହି...

flight
ସପ୍ତାହକ ମଧ୍ୟରେ ଆରମ୍ଭ ହୋଇପାରେ ଘରୋଇ ବିମାନ ସେବା

ନୂଆଦିଲ୍ଲୀ: ସପ୍ତାହକ ମଧ୍ୟରେ ଆରମ୍ଭ ହୋଇପାରେ ଘରୋଇ ବିମାନ ସେବା। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଏହି ସୂଚନା ଦେଇଛନ୍ତି। ଏପରିକି ମେ’ ୧୫ ପୂର୍ବରୁ ମଧ୍ୟ ବିମାନ ସେବା ଆରମ୍ଭ କରିବାକୁ ଯୋଜନା ହେଉଛି।...

odisha
ସରକାରୀ କ୍ୱାରେଣ୍ଟିନ୍ ସେଣ୍ଟରରେ ସୁରତ୍ ଫେରନ୍ତାଙ୍କ ମୃତ୍ୟୁ

ଛତ୍ରପୁର: ସରକାରୀ କ୍ୱାରେଣ୍ଟିନ୍ ସେଣ୍ଟରରେ ସୁରତ୍ ଫେରନ୍ତାଙ୍କ ମୃତ୍ୟୁ। ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍‌ ଆନ୍ତର୍ଗତ ଢୁଙ୍କାପଡ଼ା ପଞ୍ଚାୟତର ଏକ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଏହି ଘଟଣା ଘଟିଛି। ମୃତକ ହେଲେ ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ମଧୁପଲ୍ଲୀ ଗାଁର ପ୍ରଫୁଲ୍ଲ କୁମାର ବେହେରା। ସୂଚନା ଅନୁସାରେ, କିଛି...

Capture
ଏନ୍‌କାଉଣ୍ଟରରେ ୪ ନକ୍ସଲ ନିହତ

ପାରଧୋନି: ଏନ୍‌କାଉଣ୍ଟରରେ ୪ ନକ୍ସଲ ନିହତ ହୋଇଛନ୍ତି। ଛତିଶଗଡ଼ ମାନପୁର ଥାନା ଅନ୍ତର୍ଗତ ପାରଧୋନି ଗାଁ ନିକଟରେ ଆଜି ସକାଳେ ଏହି ଏନ୍‌କାଉଣ୍ଟର ହୋଇଛି। ଘଟଣାସ୍ଥଳରୁ ପୁଲିସ୍‌ ଗୋଟିଏ AK-47 ରାଇଫଲ ଓ କିଛି ମାରଣାସ୍ତ୍ର ଜବତ କରିଛି। ନକ୍ସଲମାନେ ଲୁଚିଥିବା ଖବର ପାଇ ଛତିଶଗଗଡ଼ ପୁଲିସ୍‌ ପକ୍ଷରୁ...

corona ..
ମୟୂରଭଞ୍ଜରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ୩ ଆକ୍ରାନ୍ତ ମୟୂରଭଞ୍ଜ ଜିଲ୍ଲାର। ଏହା ସହିତ ମୟୂରଭଞ୍ଜ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି।  ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର...

corona
WHOର ସ୍ୱତନ୍ତ୍ର ପ୍ରତିନିଧିଙ୍କ ଚେତାବନୀ-ଲକ୍‌ଡାଉନ୍ ହଟିବା ପରେ ବଢ଼ିବ କରୋନା ସଂକ୍ରମଣ ହାର

ନୂଆଦିଲ୍ଲୀ: ଜୁଲାଇ ଶେଷ ସୁଦ୍ଧା ଭାରତରେ ଶୀର୍ଷ ସ୍ଥାନରେ ପହଞ୍ଚିବ କରୋନା ପ୍ରକୋପ। ଲକ୍‌ଡାଉନ୍‌ ହଟିବା ପରେ ଦେଶରେ କରୋନା ସଂକ୍ରମଣ ହାର ସର୍ବାଧିକ ରହିବ। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସ୍ପେଶାଲ୍‌ COVID-19 envoy ଡଃ ଡେଭିଡ୍ ନାବାରୋ ଏହା କହିଛନ୍ତି।...

EXYPfVCUcAERt5H
‌ଓଡ଼ିଶାରେ ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ଼ରୁ ଜଣେ ଓ ଭଦ୍ରକ ଜିଲ୍ଲାରୁ ଜଣେ ନୂଆ ଆକ୍ରାନ୍ତ...

gas leak
ଏଲ୍‌ଜି ପଲିମର୍ସକୁ NGT ଛାଟ, ୫୦ କୋଟି ଟଙ୍କା ଜମା କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଏଲ୍‌ଜି ପଲିମର୍ସକୁ NGT ଛାଟ। ଗତକାଲିର ଗ୍ୟାସ୍ ଲିକ୍ ଘଟଣାକୁ ନେଇ ୫୦ କୋଟି ଟଙ୍କା ଜମା କରିବାକୁ ଏଲ୍‌ଜି ପଲିମର୍ସକୁ ନିର୍ଦ୍ଦେଶ ଦେଇଛନ୍ତି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ୍‌(NGT)। ଗ୍ୟାସ୍ ଲିକ୍ ଟ୍ରାଜେଡିକୁ ନେଇ ପ୍ରାଥମିକ କ୍ଷତି ଭରଣା ପାଇଁ ଏହି ନିର୍ଦ୍ଦେଶ ଦେଇଛନ୍ତି NGT।  ଏହାସହ...

odisha
କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରେ ବୁଲୁଥିଲେ, ପୁଣି ଧରା ହୋଇ ଭିତରକୁ ଗଲେ

ଭଦ୍ରକ: କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରେ ବୁଲୁଥିଲେ, ପୁଣି ଧରା ହୋଇ ଭିତରକୁ ଗଲେ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ସ୍ଥିତ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମୁଖରେ। ଶ୍ରମିକମାନେ କ୍ୱାରେଣ୍ଟିନ ସେଣ୍ଟର ବାହାରେ ବୁଲୁଥିବା ଦେଖି ସ୍ଥାନୀୟ ଲୋକମାନେ ପୁଲିସ୍‌କୁ ଖବର ଦେଇଥିଲେ। ଏହାପରେ ସେମାନଙ୍କୁ...

school closed
ସ୍କୁଲ୍‌ରେ ହେବ ଯୁଗ୍ମ-ଅଯୁଗ୍ମ କ୍ଲାସ୍ !

ନୂଆଦିଲ୍ଲୀ: ଶିକ୍ଷା ବ୍ୟବସ୍ଥାରେ ବି ଲାଗୁ ହୋଇପାରେ ଯୁଗ୍ମ-ଅଯୁଗ୍ମ ବ୍ୟବସ୍ଥା। ଲକଡାଉନ ଯୋଗୁ ଶିକ୍ଷା ବ୍ୟବସ୍ଥା ପ୍ରଭାବିତ ହୋଇଛି। ଏହାକୁ ନଜରରେ ରଖି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରାଳୟ ଓ ଏନ୍‌ସିଆର୍‌ଟି ପକ୍ଷରୁ ସ୍କୁଲରେ ଯୁଗ୍ମ, ଅଯୁଗ୍ମ ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା କରାଯାଉଛି। ଫଳରେ ଲକଡାଉନ ହଟିବା...

puri
ଶ୍ରୀଜିଉଙ୍କ ରଥ ନିର୍ମାଣ କାମ ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ରଥଖଳା। ବିଳମ୍ବରେ ହେଲେ ମଧ୍ୟ ଆଜିଠୁ ଶ୍ରୀଜିଉଙ୍କ ରଥ ନିର୍ମାଣ କାମ ଆରମ୍ଭ ହୋଇଛି।  ବିଶ୍ୱକର୍ମାମାନେ ରଥଖଳାରେ ତୁମ୍ବ ନିର୍ମାଣ କାମ ଆରମ୍ଭ କରିଛନ୍ତି। ଚକ ନିର୍ମାଣର ପ୍ରାରମ୍ଭିକ କାର୍ଯ୍ୟ ହେଉଛି ତୁମ୍ବ କାମ। ରଥ ନିର୍ମାଣରେ ବିଶ୍ୱକର୍ମାମାନଙ୍କୁ ସାହାଯ୍ୟ କରୁଛନ୍ତି ଭୋଇ ସେବାୟତ। ଗତକାଲି...

plane crash
ବାୟୁସେନାର ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ଚଣ୍ଡିଗଡ଼: ଭାରତୀୟ ବାୟୁ ସେନା(IAF)ର ଏକ ଯୁଦ୍ଧ ବିମାନ ପଞ୍ଜାବର ହୋସିଆର୍‌ପୁର୍‌ ଜିଲ୍ଲାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ସକାଳ ସାଢ଼େ ୧୦ଟାରେ ଏକ ବିଲ ଭିତରେ MiG-29 ଯୁଦ୍ଧ ବିମାନ ଖସି ପଡ଼ିଥିବା ସୂଚନା ମିଳିଛି। ଆଜି ସକାଳ ୧୦.୪୫ରେ ମିଗ-୨୯ ଯୁଦ୍ଧ ବିମାନ ଜଳନ୍ଧର ସ୍ଥିତ ଏୟାର...

fish
ମାଛ ପାଟି ଭିତରେ ବ୍ରାଉନ୍‌ସୁଗର୍‌ ଚାଲାଣ

ଜଳେଶ୍ୱର: ମାଛ ପାଟି ଭିତରେ ବ୍ରାଉନ୍‌ସୁଗର୍‌ ଚାଲାଣ। ଲକ୍‌ଡାଉନ୍‌ ବେଳେ ଏମିତି ଅଭିନବ ଉପାୟରେ ବ୍ରାଉନ୍‌ସୁଗର୍‌ ଚାଲାଣ କରି ପୁଲିସ୍‌ ହାତରେ ଧରା ପଡ଼ିଛନ୍ତି ଜଣେ ଯୁବକ। ସୂଚନା ଅନୁସାରେ, ସମ୍ପୃକ୍ତ ଯୁବକ ଜଣକ ମାଛ ପାଟି ଭିତରେ ୩ଟି ବ୍ରାଉନ୍‌ସୁଗର୍‌‌ ପୁଡ଼ିଆ ଭର୍ତ୍ତି କରି ଜଳେଶ୍ୱରରୁ ପଶ୍ଚମବଙ୍ଗ...

odisha
୨ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ, ଜଣେ ଗୁରୁତର

ଢେଙ୍କାନାଳ: ୨ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବାବେଳେ, ଜଣେ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ ସହର ଉପକଣ୍ଠ ଶକ୍ତି ସୁଗାର୍ସ ମିଲ୍‌ ପରିସରରେ ଥିବା ପାର୍କିଂ ସ୍ଥାନରେ ଏହି ଅଭାବନୀୟ ଘଟଣା ଘଟିଛି। ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସମସ୍ତ ମୃତାହତ ବିହାରର ଓ ଏମାନେ ସମ୍ପର୍କୀୟ ଭାଇ...

Capture
ଏଲ୍‌ଜି ପଲିମର୍ସରୁ ପୁଣି ଗ୍ୟାସ୍‌ ଲିକ୍, ପ୍ରାଣ ବିକଳରେ ରାସ୍ତା ଉପରକୁ ଚାଲି ଆସିଲେ ଲୋକେ

ବିଶାଖାପଟ୍ଟନମ୍‌: ବିଶାଖାପଟ୍ଟନମ୍‌ ଏଲ୍‌ଜି ପଲିମର୍ସରୁ ପୁଣି ଗ୍ୟାସ୍‌ ଲିକ୍‌ ହୋଇଛି। ଗତକାଲି ବିଳମ୍ବିତ ରାତିରେ ପ୍ଲାଣ୍ଟରୁ ପୁଣି ଷ୍ଟାଇରିନ୍‌ ଗ୍ୟାସ୍ ଲିକ୍ ହେବାରୁ ସ୍ଥାନୀୟ ଅଞ୍ଚଳର ଲୋକେ ଘର ଛାଡ଼ି ପ୍ରାଣ ବିକଳରେ ରାସ୍ତା ଉପରକୁ ଚାଲି ଆସିଥିଲେ। ଏପରିକି ଲୋକେ ଗାଡ଼ି ମୋଟରରେ ନିଜ ପରିବାରକୁ ବସାଇ...

moon
ଆଜି ଦେଖାଯିବ ‘ସୁପର୍ ଫ୍ଲାଓ୍ୱାର୍ ମୁନ୍’

ନୂଆଦିଲ୍ଲୀ: ଆଜି ଦେଖାଯିବ ୨୦୨୦ ମସିହାର ଅନ୍ତିମ ‘ସୁପର୍ ମୁନ୍’। ଅପରାହ୍ନ ୪.୧୫ ମିନିଟ୍‌  ସମୟରେ ଏହା ସମ୍ପୂର୍ଣ୍ଣ ଭାବରେ ଦେଖିବାକୁ ମିଳିବ। ଏହି ସୁପର୍‌ ମୁନ୍‌କୁ ‘ସୁପର୍ ଫ୍ଲାଓ୍ୱାର୍ ମୁନ୍’ ଓ ‘କର୍ଣ୍ଣ ପ୍ଲାଣ୍ଟିଂ ମୁନ୍‌’ ମଧ୍ୟ କୁହାଯାଉଛି। ନାସାର ତଥ୍ୟ ଅନୁସାରେ, ଆଜି ଅପରାହ୍ନ ୪.୧୫...

bus
ଦେଶରେ ଖୁବଶୀଘ୍ର ଆରମ୍ଭ ହୋଇପାରେ ଯାତ୍ରୀ ପରିବହନ ସେବା

ନୂଆଦିଲ୍ଲୀ: ଦେଶରେ ଖୁବଶୀଘ୍ର ଆରମ୍ଭ ହୋଇପାରେ ଯାତ୍ରୀ ପରିବହନ ସେବା। କେତେକ ନିର୍ଦ୍ଧିଷ୍ଟ ନିୟମାବଳୀ ଭିତ୍ତିରେ ଯାନବାହନ ଚଳାଚଳ ଆରମ୍ଭ କରିବା ଲାଗି କେନ୍ଦ୍ର ସରକାର ବିଚାର କରୁଥିବା ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରି। ତେବେ କେବେ ସୁଦ୍ଧା ଗାଡ଼ି ଚଳାଚଳ ଆରମ୍ଭ ହେବ ସେନେଇ କିଛି...

ayurvedic medicine.
କରୋନା ଯୁଦ୍ଧ, ଆୟୂଧ ସାଜିବ ଆୟୁର୍ବେଦ ଔଷଧ !

ନୂଆଦିଲ୍ଲୀ: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବର୍ତ୍ତମାନ ଏହାକୁ ରୋକିବା ପାଇଁ କୌଣସି ଔଷଧ ବାହାରି ପାରିନାହିଁ। ଦିନରାତି ଏକାଠି କରି ବୈଜ୍ଞାନିକମାନେ ସେମାନଙ୍କର ରିସର୍ଚ୍ଚ ଜାରି ରଖିଛନ୍ତି। ଏପରିକି  ଅନେକ...

pm modi.
ପଲିମର୍ସ ପ୍ଲାଣ୍ଟରୁ ବିଷାକ୍ତ ଗ୍ୟାସ୍‌ ଲିକ୍ ଘଟଣା‌: ଜରୁରୀ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶ ଗ୍ୟାସ୍‌ ଲିକ୍‌ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜରୁରୀ ବୈଠକ ଡାକିଛନ୍ତି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA) ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗ ଦେଇଥିଲେ।...

red zone
ରେଡ୍‌ ଜୋନ୍‌ରେ ଗଞ୍ଜାମ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାକୁ ରେଡ୍ ଜୋନ୍ ଭାବେ ଘୋଷଣା କଲେ ରାଜ୍ୟ ସରକାର। ଆକ୍ରାନ୍ତଙ୍କ ସଂଖ୍ୟା ଉଚ୍ଚ ମାତ୍ରାରେ ଡବଲିଂ ହେବାରୁ ଗଞ୍ଜାମ ଜିଲ୍ଲାକୁ ରେଡ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସେହିପରି ମୟୂରଭଞ୍ଜ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଜୋନ୍ ଭାବେ ଘୋଷଣା କରାଯାଇଛି। ଆଜି ଗଞ୍ଜାମରେ...

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result