• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

drown
ଡ୍ୟାମ୍‌ରେ ବୁଡ଼ିଗଲେ ମାଇଁ ଓ ଭାଣିଜୀ

ମୋହନା: ଭାଣିଜୀଙ୍କୁ ବଞ୍ଚାଇବାକୁ ଯାଇ ଡ୍ୟାମ୍‌ରେ ବୁଡ଼ିଗଲେ ମାଇଁ। ଗଜପତି ଜିଲ୍ଲାରେ ଏହି ଦୁଃଖଦ ଘଟଣା ଘଟିଛି। ଗଜପତି ଜିଲ୍ଲା ଅଡାବା ଥାନା ଅନ୍ତର୍ଗତ ବୁଢାଡିହ ଗାଁ ନିକଟସ୍ଥ ହରଭାଙ୍ଗି ଡ୍ୟାମ୍‌ରେ ବୁଡି ମାଇଁ ଓ ତାଙ୍କ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୁଢ଼ାଦିହ ଗାଁର ଏବନି ମଣ୍ଡଳ...

kim
ସବୁ ଚର୍ଚ୍ଚାର ଅବସାନ ଘଟାଇ ସାମ୍ନାକୁ ଆସିଲେ କିମ୍ ଜୋଙ୍ଗ

ସିଓଲ: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ‌ ଉନ୍‌ଙ୍କୁ ନେଇ ସୃଷ୍ଟି ହୋଇଥିବା ଅନେକ ଦ୍ୱନ୍ଦ୍ୱ ଓ ସସ୍‌ପେନ୍ସରେ ଶେଷରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଗତ ମାସରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଯେଉଁ ସବୁ ଚର୍ଚ୍ଚା ହେଉଥିଲା ତା’ର ଅବସାନ ଘଟାଇ ଶେଷରେ କିମ୍‌ ସର୍ବ ସମ୍ମୁଖକୁ ଆସିଛନ୍ତି। ନିକଟରେ ଏକ...

pm modi
ମହିଳାଙ୍କୁ ସଶକ୍ତ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା

ନୂଆଦିଲ୍ଲୀ/ଭୁବନେଶ୍ୱର: ମହିଳାଙ୍କୁ ସଶକ୍ତ କରିଛି ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା। ଏହି ଯୋଜନା ଫଳରେ ଗ୍ରାମାଞ୍ଚଳରେ ଆଜି ଉନ୍ନତି ହୋଇପାରିଛି। ଏହାସହ ମହିଳାମାନେ ଧୂଆଁରୁ ମୁକ୍ତି ପାଇଛନ୍ତି ବୋଲି ଉଜ୍ଜ୍ୱଳା ଯୋଜନାର ସଫଳତା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି। ୪ ବର୍ଷ ତଳେ ମେ’ ପହିଲାରେ...

91301267_3106242399465684_2591553201635328000_n
ଯାଜପୁରରୁ ଆଉ ୫ ପଜିଟିଭ୍‌

ଭୁବନେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ଯାଜପୁରର ଓ...

odisha
ସୋସିଆଲ୍‌ ମିଡିଆରେ ଫେକ୍‌ ନ୍ୟୁଜ୍ ଭାଇରାଲ୍‌ କରି ବନ୍ଧା ହେଲେ

ଯାଜପୁର: ଓଟିଭି ଲୋଗୋ ଓ ଗ୍ରାଫିକ୍ସ ପ୍ଲେଟ୍‌କୁ ବ୍ୟବହାର କରି ଯାଜପୁର ସଟ୍ ଡାଉନ୍ ନେଇ ସୋସିଆଲ୍‌ ମିଡିଆରେ ମିଛ ଖବର ପ୍ରଚାର ଅଭିଯୋଗରେ ଯାଜପୁର ପୁଲିସ୍‌ ଜଣଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ହିମାଂଶୁ ବରାଳଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ଯାଜପୁର ଏସ୍‌ପି ଟ୍ୱିଟ୍ କରି...

EW61ZkTXQAAr5Qu (1)
ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌, ୩୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁର: କିଛି ସମୟ ପୂର୍ବରୁ ଯାଜପୁରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ଜଣେ ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ଖବର ସାମ୍ନାକୁ ଆସିଛି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତ କୋଲକାତାରୁ ଫେରିଥିଲେ। ଯାଜପୁରରୁ ଏହି  ନୂଆ କରୋନା...

corona
ଯାଜପୁରରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ୨ କରୋନା ଆକ୍ରାନ୍ତ‌ ଚିହ୍ନଟ ଖବର ସାମ୍ନାକୁ ଆସିଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ...

LPG
ଲକ୍‌ଡାଉନ୍‌ ବେଳେ ପୁଣି ଶସ୍ତା ହେଲା ଏଲ୍‌ପିଜି ସିଲିଣ୍ଡର

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍ ଜାରି ରହିଥିବାବେଳେ ସାଧାରଣ ଜନତାଙ୍କ ପାଇଁ ଏକ ଖୁସି ଖବର। ଏସବୁ ଭିତରେ ଅଣ-ସବସିଡି ଏଲ୍‌ପିଜି ସିଲିଣ୍ଡର ଗ୍ୟାସ ଦର ପୁଣି କମିଛି। ଗତ ମାସରେ ଏଲ୍‌ପିଜି ସିଲିଣ୍ଡରର ଦାମ କମି ଥିବାବେଳେ ଚଳିତ ମାସ ଆରମ୍ଭରୁ...

91421093_3110305529059371_5797060119829151744_n
ବଲାଙ୍ଗିର ଛୁଇଁଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ଏହି ୨ ନୂଆ କରୋନା ଆକ୍ରାନ୍ତ ବଲାଙ୍ଗିର...

cyclone
ଜାଣନ୍ତି କି ପରବର୍ତ୍ତୀ ବାତ୍ୟାର ନାଁ ?

ନୂଆଦିଲ୍ଲୀ: ବାତ୍ୟା ତିତ୍‌ଲି, ଗଜ, ଫନି, ବାୟୁ, ବୁଲ୍‌ବୁଲ୍‌ ପରେ ଆଗକୁ ସୃଷ୍ଟି ହେବାକୁ ଥିବା ଟ୍ରପିକାଲ୍‌ ସାଇକ୍ଲୋନ୍‌ର ନାଁ ଆପଣ ଜାଣିଛନ୍ତି କି ? ଏହି ସାଇକ୍ଲୋନ୍‌ର ନାଁ ଅମ୍‌ଫାନ୍‌ ରଖାଯାଇଛି। ଚଳିତ ସପ୍ତାହରେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ସମ୍ଭାବ୍ୟ ବାତ୍ୟାକୁ ନେଇ ଏକ ତାଲିକା ଜାରି...

corona
ପଶ୍ଚିମବଙ୍ଗ ଫେରନ୍ତା ଗସ୍ତ ସମ୍ପର୍କରେ ନ ଲୁଚାଇବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ପଶ୍ଚିମବଙ୍ଗରୁ ଫେରିଥିବା ଲୋକମାନେ ସେମାନଙ୍କ ଗସ୍ତ ସମ୍ପର୍କରେ ନ ଲୁଚାଇବାକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପରାମର୍ଶ ଦେଇଛି। ସେମାନେ ନମୁନା ପରୀକ୍ଷା ପାଇଁ ଆସିବାକୁ ପରାମର୍ଶ ଦିଆଯାଇଛି। ପଶ୍ଚିମବଙ୍ଗରୁ ଆସିଥିବା ବ୍ୟକ୍ତିମାନେ ସୁସ୍ଥ ଅନୁଭବ କରୁଥିଲେ ମଧ୍ୟ ସେମାନେ କରୋନା ଦ୍ୱାରା ସଂକ୍ରମଣ...

odisha
ଯାଜପୁରରେ ଷ୍ଟେଟ୍ ରାପିଡ୍ ରେସ୍‌ପନ୍ସ ଟିମ୍

ଯାଜପୁର: ଷ୍ଟେଟ୍ ରାପିଡ୍ ରେସ୍‌ପନ୍ସର ୫ ଜଣିଆ ଟିମ୍ ଯାଜପୁର ଜିଲ୍ଲାରେ ପହଞ୍ଚିଛନ୍ତି। ଏହି ଟିମ୍‌ ହଟ୍‌ସ୍ପଟ୍‌ ଅଞ୍ଚଳ କୁହାଯାଉଥିବା କଟିକଟାକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ। କଣ୍ଟେନମେଣ୍ଟ ଜୋନ୍‌ରେ କିଭଳି ସ୍ଥିତି ରହିଛି, କଟକଣା କିଭଳି ପାଳନ କରାଯାଉଛି ସେ ସମ୍ପର୍କରେ ଅନୁଧ୍ୟାନ କରିବ ଏହି ଟିମ୍‌।...

odisha
ବିପଦରେ ବ୍ରାହ୍ମଣୀ ସେତୁ ! ଦବିଲା ଲୁହା ପ୍ଲେଟ୍

ରାଉରକେଲା: ରାଉରକେଲା ବ୍ରାହ୍ମଣୀ ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଗତକାଲି ବିଳମ୍ବିତ ରାତିରେ ଦବି ଯାଇଛି। ଫଳରେ ବ୍ରିଜ୍‌ ଉପରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘଟଣା ସ୍ଥଳରେ ଟ୍ରାଫିକ୍ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରୁଛନ୍ତି। ଅନ୍ୟପକ୍ଷରେ, ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଦବିବା ଘଟଣାକୁ ରାଉରକେଲା NHAI...

odisha
ଲକ୍‌ଡାଉନ୍‌: ଭୁବନେଶ୍ୱରରେ ଏହିସବୁ ଦୋକାନ ଖୋଲା ରହିବ

ଭୁବନେଶ୍ୱର: ଲକ୍‌ଡାଉନ୍‌ ବେଳେ ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲା ରହିବ ଓ କେଉଁ ଦୋକାନ ଖୋଲା ରହିବ ନାହିଁ, ସେନେଇ ବ୍ୟବସାୟୀଙ୍କ ଦ୍ୱନ୍ଦ୍ୱ ଦୂର କରିଛନ୍ତି  ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ସକାଳ ୮ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁମତିପ୍ରାପ୍ତ ଦୋକାନ ଖୋଲା ରହିବ। କିନ୍ତୁ ୫୦...

exam
ଘୁଞ୍ଚିଲା ବିଭିନ୍ନ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନ ପତ୍ର ଦାଖଲ ତାରିଖ

ନୂଆଦିଲ୍ଲୀ: ବିଭିନ୍ନ ପରୀକ୍ଷା ପାଇଁ ଅନ୍‌ଲାଇନ୍‌ ଆବେଦନ ପତ୍ର ଦାଖଲ କରିବାର ତାରିଖକୁ ଜାତୀୟ ଟେଷ୍ଟିଂ ଏଜେନ୍ସି(NTA) ପକ୍ଷରୁ ଘୁଞ୍ଚାଇ ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁ ଛାତ୍ରଛାତ୍ରୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। NCHM JEE ,ICAR, JNU ପ୍ରବେଶିକା ପରୀକ୍ଷା ଓ IGNOU ପିଏଚ୍‌ଡି...

corona
୩ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ପ୍ରଦାନ କରିଛନ୍ତି। ଯାଜପୁର ଜିଲ୍ଲାରୁ ସମସ୍ତ ୩ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ ପୁରୁଷ ଓ ଜଣେ ଯୁବତୀ ଅଛନ୍ତି। ଜଣେ ୫୬ ବର୍ଷୀୟ ବ୍ୟକ୍ତି ଅନ୍ୟ ଜଣେ ୧୮ ବର୍ଷୀୟ ଯୁବତୀ ଜିଲ୍ଲାର...

odisha
ଫୁଲବାଣୀର ପୂର୍ବତନ ବିଧାୟକଙ୍କ ଗାଡ଼ି ଉପରକୁ ଗୁଳିମାଡ଼

ଫୁଲବାଣୀ: ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଗାଡ଼ି ଉପରକୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଗାଡ଼ିର ପଛ କାଚ ଭାଙ୍ଗି ଯାଇଛି। ସୂଚନା ଅନୁସାରେ, ଟାଉନ୍ ଥାନା ଇରିଗେସନ୍ କଲୋନୀରେ ଥିବା ଜଣେ ସମ୍ପର୍କୀୟଙ୍କ ଘରକୁ ଗତକାଲି...

cyclone
୧୩ ସମ୍ଭାବ୍ୟ ସାଇକ୍ଲୋନ୍‌ର ନାଁ ଜାରି କଲା ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ: ଉତ୍ତର ଭାରତ ମହାସାଗର ସମେତ ବଙ୍ଗୋପସାଗର ଓ ଭାରତ ମହାସାଗର ଉପରେ ଆଗକୁ ସୃଷ୍ଟି ହେବାକୁ ଥିବା ଟ୍ରପିକାଲ୍‌ ସାଇକ୍ଲୋନ୍‌ର ନାମ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)। ବିଶ୍ୱବ୍ୟାପୀ ମୋଟ୍‌ ୬ଟି Regional Specialised Meteorological Centres (RSMCs) ଓ ୫ଟି ରିଜିଓନାଲ୍‌ Tropical Cyclone...

odisha
ପରୀକ୍ଷାକୁ ନେଇ ମନ୍ତ୍ରୀଙ୍କ ସୂଚନା-ଜୁନ୍ ୧୭ ପରେ ଯେକୌଣସି ସମୟରେ ହେବ, ଛାତ୍ରଛାତ୍ରୀ ପ୍ରସ୍ତୁତ ରୁହନ୍ତୁ

ଭୁବନେଶ୍ୱର: “ଜୁନ୍ ୧୭ ପରେ ଯେକୌଣସି ସମୟରେ ପରୀକ୍ଷା ହେବ। ଏଥିପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତ ରୁହନ୍ତୁ। ଲକ୍‌ଡାଉନ୍‌କୁ ଛାତ୍ରଛାତ୍ରୀ ସୁଯୋଗ ଭାବେ ଗ୍ରହଣ କରନ୍ତୁ” ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ସେହିପରି ୟୁଜିସିର ଗାଇଡ୍‌ଲାଇନ୍ସକୁ ନେଇ ସେ ପ୍ରତିକ୍ରିୟା ରଖି କହିଛନ୍ତି, “ତର୍ଜମା ହେବ, ଓଡ଼ିଶା...

rishi kapoor 2
ଅଭିନେତା ଋଷି କପୁର୍‌ଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଋଷି କପୁର୍‌ଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ସେ ‌ମୁମ୍ବାଇ ସ୍ଥିତ ସାର୍‌ ଏଚ୍‌.ଏନ୍‌. ରିଲାଏନ୍ସ ଫାଉଣ୍ଡେସନ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ସେ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବୁଧବାର ସକାଳେ...

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result