ଆସିକା: ଲକ୍ଡାଉନ୍ ବେଳେ ଦୀର୍ଘ ୬୦ ଘଣ୍ଟାରୁ ଅଧିକ ସମୟ ଯାତ୍ରା ପରେ ୨୧୭ଜଣ ପ୍ରବାସୀ ଓଡ଼ିଆ ଗଞ୍ଜାମରେ ପହଞ୍ଚିଛନ୍ତି। ଗୁଜରାଟ ସୁରତରୁ ବାହାରିଥିବା ୪ଟି ବସ୍ ଗତକାଲି ବିଳମ୍ବିତ ରାତିରେ ଶେରଗଡ ଓ ଧରାକୋଟରେ ପହଞ୍ଚିଥିଲା। ପୂର୍ବ ବ୍ୟବସ୍ଥା ଅନୁଯାୟୀ, ସେମାନଙ୍କୁ ସିଧାସଳଖ ଧରାକୋଟ ଆଦର୍ଶ ବିଦ୍ୟାଳୟ...
ମୁମ୍ବାଇ: ବଲିଉଡ୍ର ପ୍ରସିଦ୍ଧ ଅଭିନେତା ଋଷି କପୁର୍ ଅସୁସ୍ଥ ହୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ମୁମ୍ବାଇ ସ୍ଥିତ ସାର୍ ଏଚ୍.ଏନ୍. ରିଲାଏନ୍ସ ଫାଉଣ୍ଡେସନ୍ ହସ୍ପିଟାଲ୍ରେ ଭର୍ତ୍ତି କରଯାଇଛି। ସେ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବୁଧବାର ଦିନ ସକାଳେ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ଏନେଇ...
ଭୁବନେଶ୍ୱର: ଲକ୍ଡାଉନ୍ ଯୋଗୁ ହ୍ୱାଟ୍ସଆପ୍ ମାଧ୍ୟମରେ ପାଠ ପଢ଼ିବେ ସ୍କୁଲ ଛାତ୍ରଛାତ୍ରୀ। “ଶିକ୍ଷା ସଂଯୋଗ” ନାମକ ଏକ ହ୍ୱାଟ୍ସଆପ୍ ଗ୍ରୁପ୍ ମାଧ୍ୟମରେ ଦ୍ୱିତୀୟ ଶ୍ରେଣୀରୁ ମାଟ୍ରିକ୍ ଯାଏ ସମସ୍ତ ଛାତ୍ରଛାତ୍ରୀ ପାଠ ପଢ଼ିବେ। ବିଭିନ୍ନ ବିଷୟର ପ୍ରତ୍ୟେକ ଅଧ୍ୟାୟର PDF ଫାଇଲ୍ ଛାତ୍ରଛାତ୍ରୀଙ୍କୁ ଗ୍ରୁପ୍ ମାଧ୍ୟମରେ ପଠାଯିବ। ଏହି...
ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତ...
ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ଭିଡିଓ ବାର୍ତ୍ତା ଆଜି ଜାରି ହୋଇଛି। ଭିଡିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘୧୦ ଦିନ ତଳେ କଥା ହୋଇଥିଲି, ଆକ୍ରାନ୍ତ ସଂଖ୍ୟା ୬୧ ଥିଲା। ଏବେ ତାହା ଦୁଇ ଗୁଣ ବଢ଼ି ଗଲାଣି। ଡରିବାର କିଛି...
ରାୟଗଡ଼ା: କ୍ୱାରେଣ୍ଟିନ୍ ହୋମ୍ରେ ଅଘଟଣ। ସରକାରୀ କ୍ୱାରେଣ୍ଟିନ୍ ହୋମ୍ରେ ଫିନାଇଲ୍ ପିଇ ଜଣେ ଅନ୍ତେବାସୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲ୍ଲା ଅଶୋକ କଲ୍ୟାଣ ମଣ୍ଡପ ସ୍ଥିତ ସରକାରୀ କ୍ୱାରେଣ୍ଟିନ୍ ହୋମ୍ରେ ଏହି ଅଭାବନୀୟ ଘଟଣା ଘଟିଛି। ଫିନାଇଲ୍ ପିଇବା ପରେ ଅନ୍ତେବାସୀଙ୍କ ଅବସ୍ଥା...
ଭୁବନେଶ୍ୱର: ଲକ୍ଡାଉନ୍ ହଟିବା ପରେ ଯୁକ୍ତ ୨ ପରୀକ୍ଷାର ବାକି ଥିବା ବିଷୟ ପରୀକ୍ଷା କରିବାକୁ ଗଣଶିକ୍ଷା ବିଭାଗ ପ୍ରସ୍ତୁତ ଅଛି। ତେବେ ଏନେଇ ସରକାରଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରାଯାଇଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଲକ୍ଡାଉନ୍ ଯୋଗୁ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କର...
ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ାରେ ଏହି...
ମୁମ୍ବାଇ: ପ୍ରସିଦ୍ଧ ବଲିଉଡ୍ ଅଭିନେତା ଇର୍ଫାନ୍ ଖାନ୍ଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା। ସେ ଗତ ମଙ୍ଗଳବାର ଦିନ କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା। ବୃହତନ୍ତ୍ର ବା ମଳଦ୍ୱାରରେ ସଂକ୍ରମଣ (କୋଲୋନାଲ୍...
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ୍ ଅନ୍ତର୍ଗତ ସୁକତେଲ ନଦୀ ଉପରେ ଥିବା ବ୍ରିଜ୍ ଭୁଶୁଡ଼ି ଯାଇଛି। ଦବି ଯାଇଥିବା ଗୋଟିଏ ପିଲରର ମରାମତି ବେଳେ ବ୍ରିଜ୍ଟି ଭୁଶୁଡ଼ି ପଡିଥିବା ସୂଚନା ମିଳିଛି। ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ୨ଜଣ ପୋଲ ତଳେ ଦବି ରହିଥିବା ସନ୍ଦେହ...
ଭଦ୍ରକ: ଲକ୍ଡାଉନ୍ କଟକଣାକୁ ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି। ଲକ୍ଡାଉନ୍ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା ପାଇଁ ପ୍ରଶାସନ ପକ୍ଷରୁ କଟକଣାକୁ କୋହଳ କରାଯାଇଛି। କଟକଣା ଅବଧି ସମୟରେ ଇଲେକ୍ଟ୍ରିକ୍ସିଆନ୍, ଆଇଟି ରିପାୟାର, ପ୍ଲମ୍ବର, ମୋଟର ମେକାନିକ୍ ମାନଙ୍କୁ...
ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୧୧୯ ନଂ ଆକ୍ରାନ୍ତଙ୍କ...
କଟକ: ମେ’ ୩ ପରେ ଯଦି ଲକ୍ଡାଉନ୍ ନ ବଢ଼େ ତେବେ ଉଭୟ ଓଡ଼ିଶା ହାଇକୋର୍ଟ ଓ ତଳକୋର୍ଟରେ ଖରାଛୁଟି ବାତିଲ ହେବ। ଏନେଇ ଓଡିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡିଶା ହାଇକୋର୍ଟ ବାର୍ ଆସୋସିଏସନର ସଭାପତି, ଉପସଭାପତି, ସମ୍ପାଦକ ଓ ଅାଡଭୋକେଟ ଜେନେରାଲଙ୍କ...
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ପକ୍ଷରୁ...
ନୂଆଦିଲ୍ଲୀ: ଲଗାତାର ତିନି ଦିନ ପରେ ସୁନା ଦର ହ୍ରାସ ପାଇଛି। ସୂଚନା ଅନୁସାରେ, ଆଜି ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମକୁ ୨୭୧ ଟଙ୍କା ହ୍ରାସ ପାଇ ୪୬,୩୩୬ ଟଙ୍କାରେ ପହଞ୍ଚିଛି। ହେଲେ ରୁପା ଦର ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ରୁପା ଦର...
ନୂଆଦିଲ୍ଲୀ: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରୂପ ନେଇପାରେ। କାଳକ୍ରମେ...
ଭୁବନେଶ୍ୱର: ଲକ୍ ଡାଉନ୍ ଯୋଗୁ ହଇରାଣ ହେଉଥିବା ଟ୍ରକ୍ ଚାଳକଙ୍କ ପାଇଁ ଆଶ୍ୱସ୍ତିକର ଖବର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ୧୪୦ଟି ଢାବା ଓ ୨୨୩ଟି ଗାଡ଼ି ମରାମତି ଦୋକାନ ଖୋଲିବ। କେଉଁ କେଉଁ ଢାବା ଓ ଗାଡ଼ି ମରାମତି ଦୋକାନ ଖୋଲିବ ସେନେଇ ଅନୁମତି ପ୍ରଦାନ କରାଯାଇଛି।ରାସ୍ତା...
ସିଓଲ: ଉତ୍ତର କୋରିଆର ଶାସକ କିମ୍ ଜଙ୍ଗ ଉନଙ୍କୁ ନେଇ ଅନେକ ଦ୍ୱନ୍ଦ୍ୱ ଦେଖା ଦେଇଛି। ଭିନ୍ନ ଭିନ୍ନ ମିଡିଆରେ ବିଭିନ୍ନ କଥା ଶୁଣିବାକୁ ମିଳୁଛି। ଚାଇନାର ଏକ ଗଣମାଧ୍ୟମରେ କିମ୍ ଜୋଙ୍ଗଙ୍କ ମୃତ୍ୟୁ ଖବର ପ୍ରକାଶ ପାଇଥିଲା। ଅନ୍ୟପକ୍ଷେ କିମ୍ ଜୋଙ୍ଗଙ୍କ ସ୍ୱାସ୍ଥ୍ୟାବସ୍ଥା ପରୀକ୍ଷା ପାଇଁ ଚୀନ...
କଟକ: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨୧ଦିନ ପର୍ଯ୍ୟନ୍ତ ଲକ୍ଡାଉନ୍କୁ ବୃଦ୍ଧି କରାଯାଇଥିଲା। ଏହାପରେ ଏହି ଅବଧିକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରା ଯାଇଥିଲା। ମେ’ ୩ ପରେ ଲକ୍ଡାଉନ୍ ଅବଧି ବୃଦ୍ଧି ପାଇବ କି ନାହିଁ...