ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ୍ ଆଜି ଶପଥ ଗ୍ରହଣ କରିଛନ୍ତି। ଭୁବନେଶ୍ୱର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ସମାରୋହରେ ଜଷ୍ଟିସ ରଫିକ୍ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜଷ୍ଟିସ ରଫିକ୍ଙ୍କୁ ଶପଥ ପାଠ କରାଇଛନ୍ତି। କରୋନା ପାଇଁ...
ନୂଆଦିଲ୍ଲୀ: ମ୍ୟୁଚୁଆଲ୍ ଫଣ୍ଡ୍ ଜରିଆରେ ଶେଆର୍ ବଜାରରେ ନିବେଶ କରୁଥିବା ନିବେଶକଙ୍କ ପାଇଁ ଆଶ୍ୱସ୍ତିର ଖବର। ମ୍ୟୁଚୁଆଲ୍ ଫଣ୍ଡ୍ ଗୁଡିକ ଲାଗି ସ୍ୱତନ୍ତ୍ର ୫୦ ହଜାର କୋଟି ଟଙ୍କାର ସ୍ପେଶାଲ ଲିକ୍ୟୁଡିଟି ଫାସିଲିଟି ଘୋଷଣା କରିଛି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) ମ୍ୟୁଚୁଆଲ୍ ଫଣ୍ଡ୍ କମ୍ପାନୀ ଗୁଡିକ ମଧ୍ୟରେ...
ନୀଳଗିରି: ପୁଅର ମୃତ୍ୟୁ ଦେଖି ଟଳିପଡ଼ିଲେ ମା’। ବରହମପୁର ଥାନା ବାଲିଚୁଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ବାଲିଚୁଆ ଗାଁର ଜଣେ ୨୫ ବର୍ଷୀୟ ଯୁବକ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ପୁଅ ମୃତ୍ୟୁରେ...
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବଳବତ୍ତର ରହିବ ଲକ୍ଡାଉନ୍ କଟକଣା। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ସ୍ପଷ୍ଟ କରିଛି। ବିଏମ୍ସି ପକ୍ଷରୁ ଟ୍ୱିଟ୍ କରାଯାଇ କୁହାଯାଇଛି ଯେ, ଏବେ ବି ଭୁବନେଶ୍ୱର ହଟ୍ସ୍ପଟ୍ ବା ରେଡ୍ ଜୋନ୍ ବର୍ଗରେ ଥିବାରୁ ଲକ୍ଡାଉନ୍ କଟକଣା ବଳବତ୍ତର ରହିବ। କରୋନାକୁ ସଂକ୍ରମଣକୁ...
ଭୁବନେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରୁ ଏହି ସୂଚନା ମିଳିଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ଏହି ନୂଆ ୫ କରୋନା ଆକ୍ରାନ୍ତ ବାଲେଶ୍ୱରର ବୋଲି ସୂଚନା ମିଳିଛି। ବାଲେଶ୍ୱରରୁ ଏବେ...
ଭୁବନେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରୁ ଏହି ସୂଚନା ମିଳିଛି। ଏହି ନୂଆ ୫ କରୋନା ଆକ୍ରାନ୍ତ ବାଲେଶ୍ୱରର ବୋଲି ସୂଚନା ମିଳିଛି। ଆଜିର ୫ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା...
ଶ୍ରୀନଗର: କାଶ୍ମୀର ଘାଟିରେ ସକ୍ରିୟ ଥିବା ଦୁଇ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା ଏବଂ ହିଜବୁଲ ମୁଜାହିଦ୍ଦିନ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ଲସ୍କର ଏକ ନୂଆ ସଂଗଠନ ‘ଦ ରେଜିଷ୍ଟାନ୍ସ ଫ୍ରଣ୍ଟ ‘ (ଟିଆରଏଫ) ଗଠନ କରିଛି। ମିଳିଥିବା ସୂଚନା ଅନୁସାରେ, ହିଜବୁଲ୍ ମୁଜାହିଦ୍ଦିନର ଟପ୍ କମାଣ୍ଡର ଅବାସ୍ ଶେଖ୍ ହିଜବୁଲର...
ନବରଙ୍ଗପୁର: ଶୌଚ ପାଇଁ ପୋଖରୀକୁ ଯାଇଥିବା ବେଳେ ବଜ୍ରପାତ ହେବାରୁ ଦୁଇ ଭାଇଙ୍କ ସମେତ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲ୍ଲା ଚଟାହାଣ୍ଡି ପଞ୍ଚାୟତର ବାଉଁଶିଆଗୁଡ଼ା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକମାନେ ହେଲେ ବାଉଁଶିଆଗୁଡ଼ା ଗାଁର ଲଳିତ ବିନ୍ଧାଣୀ ଓ ତାଙ୍କ ସାନଭାଇ...
ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୧୭୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୮୨୬ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୯୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ...
କୋଲାର: ସାରା ଦେଶବାସୀ ଏବେ କରୋନା ବିରୋଧରେ ଲଢେଇ କରୁଛନ୍ତି। ସାଧାରଣ ଲୋକଙ୍କଠୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ସହାୟତାର ହାତ ବଢାଉଛନ୍ତି। ଏହି ସମୟରେ କର୍ଣ୍ଣାଟକର କୋଲାରରେ ରହୁଥିବା ଦୁଇ ଭାଇଙ୍କ ସହାୟତାକୁ ନେଇ ଏବେ ଚର୍ଚ୍ଚା। ଜମି ବିକ୍ରି କରି ଏହି ଦୁଇ ଭାଇ...
ନୂଆଦିଲ୍ଲୀ: ୫୦ ହଜାର ନୁହେଁ କି ୬୦ ହଜାର ନୁହେଁ ଆଗାମୀ ଦିନରେ, ୧୦ ଗ୍ରାମ ସୁନା କିଣିବା ପାଇଁ ହେଲେ ଆପଣଙ୍କୁ ୮୦,୦୦୦ ଟଙ୍କାରୁ ଅଧିକ ଦେବାକୁ ପଡିପାରେ। ଏଭଳି କିଛି ଆକଳନ କରିଛନ୍ତି Bank of America Securities (BofA Sec)ର ବିଶ୍ଳେଷକ। ଆକଳନ ଅନୁଯାୟୀ,...
ନୂଆଦିଲ୍ଲୀ: ମୁମ୍ବାଇରେ ବର ଓ ବରେଲୀରେ କନ୍ୟା, ରାୟପୁରରେ ଅନଲାଇନରେ ବିବାହ କରାଇଲେ ପଣ୍ଡିତ। ଲକଡାଉନ ବେଳେ ଏଭଳି କିଛି ବିବାହକୁ ନେଇ ଏବେ ଚର୍ଚ୍ଚା। ସାରାଦେଶରେ ଏବେ ଲକଡାଉନ ଜାରି ରହିଛି। ଏହି ସମୟରେ ମୁମ୍ବାଇରେ ବର ଓ ଉତ୍ତରପ୍ରଦେଶର ବରେଲୀରେ ଫସି ରହିଥିବା କନ୍ୟାଙ୍କ ବିବାହ...
ନୂଆଦିଲ୍ଲୀ: ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ, ଏୟାର ଇଣ୍ଡିଆ, ରାଜ୍ୟ ସରକାର ଏବଂ ବିଦେଶରେ ଥିବା ଭାରତୀୟ ମିଶନଙ୍କ ସହାୟତାରେ ବିଦେଶରେ ଫସିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ବିଦେଶ ମନ୍ତ୍ରାଳୟ ଯୋଜନା କରୁଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଲକଡାଉନ କଟକଣା ଉଠିବା ପରେ ବିଦେଶରେ...
ୱାଶିଂଟନ/ସିଓଲ: ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ ଉନ୍ଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଅନ୍ତର୍ଜାତୀୟ ଗଣମାଧ୍ୟମରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଅନେକ ଖବର ସାମ୍ନାକୁ ଆସୁଛି। କେତେକ ରିପୋର୍ଟରେ କୁହାଯାଉଛି, ତାଙ୍କର ବ୍ରେନ ଡେଡ ହୋଇଯାଇଛି ତ ଆଉ କିଛି ରିପୋର୍ଟରେ କୁହାଯାଉଛି, ତାଙ୍କ ସ୍ୱାସ୍ଥ୍ୟାବସ୍ଥା...
ଆଠଗଡ଼: ପ୍ରସିଦ୍ଧ ଓଡ଼ିଆ ହାସ୍ୟ ଅଭିନେତା ସୌମ୍ୟ ରଞ୍ଜନ ପଣ୍ଡାଙ୍କ ପରଲୋକ ହୋଇଛି।ମୃତ୍ୟୁ ବେଳକୁ ତାଙ୍କୁ ୩୨ ବର୍ଷ ବୟସ ହୋଇଥିଲା। ତାଙ୍କ ଘର ଆଠଗଡ଼ ରଥଗଡା ଅଞ୍ଚଳରେ। କର୍କଟ ରୋଗରେ ଆକ୍ରାନ୍ତ ହୋଇ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ। କଟକ ସ୍ଥିତ ଆଚାର୍ଯ୍ୟ ହରିହର ହସ୍ପିଟାଲରେ...
ଭୁବନେଶ୍ୱର: ମାଟ୍ରିକ୍ ଖାତା ମୂଲ୍ୟାୟନ କେନ୍ଦ୍ର ବଢ଼ିବା ସହ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ ସାମାଜିକ ଦୂରତା ଅବଲମ୍ବନ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। କରୋନା ପାଇଁ ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ ଦିଆଯାଉଥିବାରୁ ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ାଯିବ...
ଭୁବନେଶ୍ୱର: କରୋନା ଲକ୍ଡାଉନ୍ ବେଳେ ଦୋକାନ ଖୋଲିବା ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ମାତ୍ର ଏଥିରେ ଦ୍ୱନ୍ଦ୍ୱ ଉପୁଜିବାରୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଳାୟ ପକ୍ଷରୁ ଆଜି ଟ୍ୱିଟ୍ କରାଯାଇ ସ୍ପଷ୍ଟୀକରଣ ଦିଆଯାଇଥିଲା। ଅନ୍ୟପକ୍ଷରେ ଲକ୍ଡାଉନ୍ ବେଳେ ରାଜ୍ୟରେ ଦୋକାନ ଖୋଲିବା ନେଇ ରାଜ୍ୟ...
ନୂଆଦିଲ୍ଲୀ: କରୋନା ସଂକ୍ରମଣ ରୋକିବା ପାଇଁ ଅନେକ ଦେଶରେ ଲକ୍ଡାଉନ୍ ଘୋଷଣା ହୋଇଛି। ଏହି କାରଣରୁ ବିଭିନ୍ନ ଦେଶରେ ପ୍ରଦୂଷଣ ମାତ୍ରା ହ୍ରାସ ପାଇବା ସହ ନଦୀର ପାଣି ଆହୁରି ସ୍ୱଚ୍ଛ ହୋଇଯାଛି। ଜନଗହଳିପୂର୍ଣ୍ଣ ସ୍ଥାନ ଏବେ ଶୂନ୍ଶାନ୍ ହୋଇଯାଇଛି। ଏସବୁ ଭିତରେ ଏକ ସମୁଦ୍ର ବେଳାଭୂମିରେ ନିଆରା...
ନୂଆଦିଲ୍ଲୀ: କରୋନା ଲକ୍ଡାଉନ୍ ବେଳେ ଦୋକାନ ଖୋଲିବା ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ମାତ୍ର ଏଥିରେ ଦ୍ୱନ୍ଦ୍ୱ ଉପୁଜିବାରୁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଳାୟ ପକ୍ଷରୁ ଆଜି ଟ୍ୱିଟ୍ କରାଯାଇ ସ୍ପଷ୍ଟୀକରଣ ଦିଆଯାଇଛି। ସ୍ପଷ୍ଟୀକରଣ ଅନୁସାରେ, ଗ୍ରାମାଞ୍ଚଳରେ ଥିବା ସମସ୍ତ ଦୋକାନ ଖୋଲା ରହିବ।...
ଭୁବନେଶ୍ୱର: ଆଜିଠୁ ସାରା ଦେଶରେ ଖୋଲିଲା ବିଭିନ୍ନ ଦୋକାନ। ଦୋକାନ ଗୁଡ଼ିକ ଖୋଲିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛି। ରେସିଡେନସିଆଲ ଓ ମାର୍କେଟ କମ୍ପ୍ଲେକ୍ସ ମଧ୍ୟରେ ଥିବା ଦୋକାନ ଗୁଡ଼ିକୁ ଖୋଲିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ଅନୁମତି ପ୍ରଦାନ କରାଯାଇଛି। ଯେଉଁ...