• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

hunger
UN ର ଚେତାବନୀ- ଆଗକୁ ଆସୁଛି ବଡ଼ ବିପତ୍ତି !

ମିଳିତ ଜାତିସଂଘ(ୟୁଏନ): ସାରା ବିଶ୍ୱ ଏବେ ମହାମାରୀ କରୋନାର ମୁକାବିଲା କରୁଛି। କରୋନା ଯୋଗୁ ସାରା ବିଶ୍ୱରେ ଦୟନୀୟ ସ୍ଥିତି ମଧ୍ୟ ସୃଷ୍ଟି ହୋଇଛି। ଅର୍ଥନୀତି ଠାରୁ ଆରମ୍ଭ କରି ଲୋକଙ୍କ ଜୀବନ ଶୈଳୀ କରୋନା ଯୋଗୁ ପ୍ରଭାବିତ ହୋଇଛି। କରୋନା ବିପତ୍ତି ଟଳିବା ପରେ ସାରା ବିଶ୍ୱବାସୀ...

airtel
Airtelର ସବୁଠୁ ଶସ୍ତା ପ୍ଲାନ ! ପାଆନ୍ତୁ ଅନଲିମିଟେଡ କଲ, ଡାଟା ମଧ୍ୟ ପାଇ ପାରିବେ

ନୂଆଦିଲ୍ଲୀ: ସାଧାରଣତଃ ମୋବାଇଲରେ ରିଚାର୍ଜ କରିବାବେଳେ ଗ୍ରାହକମାନେ ସବୁବେଳେ ଶସ୍ତା ଓ ଅଫର ପ୍ଲାନ ଖୋଜନ୍ତି। ଏମିତିକି କେଉଁ ପ୍ଲାନ ସବୁଠୁ ଭଲ ତାକୁ ନେଇ ମଧ୍ୟ କନଫ୍ୟୁଜ ହୋଇଯାଆନ୍ତି। ଏଭଳି ସ୍ଥିତିରେ ଏୟାରଟେଲ ଏହାର ଗ୍ରାହକଙ୍କ ପାଇଁ ସବୁଠାରୁ ଶସ୍ତା ପ୍ଲାନ ଆଣିଛି। ଏଥିରେ ଆପଣ ଯେକୌଣସି...

health workers
ସ୍ୱାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ୭ ବର୍ଷ ଯାଏ ଜେଲ, ମୋଟା ଅଙ୍କର ଜରିମାନା ମଧ୍ୟ ଗଣିବେ

ନୂଆଦିଲ୍ଲୀ: କରୋନା ଯୋଦ୍ଧା କୁହାଯାଉଥିବା ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କ ଉପରେ ହେଉଥିବା ଆକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର କଠୋର ଆଇନ ପ୍ରଣୟନ କରିଛନ୍ତି। ଏଣିକି ସ୍ୱାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କଲେ ସଂପୃକ୍ତ ଦୁର୍ବୃତ୍ତଙ୍କୁ ୭ ବର୍ଷ ଯାଏ ଜେଲ ଦଣ୍ଡ ସହ ମୋଟା ଅଙ୍କର ଜରିମାନା ଆଦାୟ...

mithoon
ମିଥୁନ ଚକ୍ରବର୍ତ୍ତୀଙ୍କ ପିତାଙ୍କ ପରଲୋକ

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ପିତା ବସନ୍ତକୁମାର ଚକ୍ରବର୍ତ୍ତୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ସୂଚନା ଅନୁସାରେ, ବସନ୍ତକୁମାର ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଗତକାଲି ମୁମ୍ବାଇରେ ତାଙ୍କର ଦେହାନ୍ତ ହୋଇଛି। ଶୁଟିଂ ପାଇଁ ବେଙ୍ଗାଲୁରୁ ଯାଇଥିବା...

kim
ଉତ୍ତର କୋରିଆର ଶାସକ କିମ୍‌ ଜୋଙ୍ଗଙ୍କ ସମ୍ପର୍କରେ ଜାଣନ୍ତୁ କିଛି ରୋଚକ ତଥ୍ୟ

ନୂଆଦିଲ୍ଲୀ: ମୃତ୍ୟୁ ସହ ସଂଘର୍ଷ କରୁଥିବା ଉତ୍ତର କୋରିଆର ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି। କୁହାଯାଉଛି, ତାଙ୍କର cardiovascular ସମସ୍ୟା ରହିଛି। ଆମେରିକା ଟିଭି ଚ୍ୟାନେଲ ସିଏନଏନ ରିପୋର୍ଟ ଅନୁଯାୟୀ, କିମ୍‌ ଜୋଙ୍ଗଙ୍କର ସର୍ଜରୀ କରାଯାଇଥିଲା। ହେଲେ ଏହା ପରେ ତାଙ୍କର...

ambulance
କରୋନା ଯୋଦ୍ଧାଙ୍କୁ ମିଳିଲାନି ଶେଷ ସମ୍ମାନ, ଆମ୍ବୁଲାନ୍ସ ଉପରକୁ ପଥର ମାଡ କଲେ ଲୋକେ

ଚେନ୍ନାଇ: ସାରା ବିଶ୍ୱ ଏବେ ମହାମାରୀ କରୋନା ବିରୋଧରେ ଲଢେଇ କରୁଛି। ଏଭଳି ପରିସ୍ଥିତିରେ ନିଜ ଜୀବନକୁ ବାଜି ଲଗାଇ ଡାକ୍ତରମାନେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ବେଳେ ମୃତ୍ଯୁ ପରେ ମଧ୍ୟ ସେମାନଙ୍କୁ ଶେଷ ସମ୍ମାନ ମିଳୁନାହିଁ। ତାମିଲନାଡୁର ଚେନ୍ନାଇରେ ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ...

fake call
୧୦୪କୁ ଫେକ୍‌ କଲ୍: "ମାଡାମ୍‌ ପ୍ଲିଜ, ଆପଣଙ୍କ ନାଁ କୁହନ୍ତୁ...ଆଇ ଲଭ ୟୁ"

ଭୁବନେଶ୍ୱର: କରୋନା ରେଜିଷ୍ଟ୍ରେସନ୍ ଓ ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ୧୦୪ ହେଲ୍ପଲାଇନ ନମ୍ବର ଜାରି କରିଛନ୍ତି l ହେଲେ କିଛି ଲୋକ ଏହି ଫୋନ ନମ୍ବରକୁ କଲ୍ କରି ସ୍ୱାସ୍ଥ୍ୟ ସମସ୍ୟା ସମ୍ପର୍କରେ କହିବା ପରିବର୍ତ୍ତେ ଥଟ୍ଟାମଜା କରିବା ସହ ଯାହା ସବୁ କହୁଛନ୍ତି,...

tom & jerry director
କାର୍ଟୁନ ଶୋ' ଟମ୍ ଆଣ୍ଡ ଜେରିର ନିର୍ଦ୍ଦେଶକ ଜିନ୍ ଡିଚଙ୍କ ପରଲୋକ

ନୂଆଦିଲ୍ଲୀ: ଓସ୍କାର ପୁରସ୍କାର ବିଜେତା ତଥା ଆନିମେସନ ଫିଲ୍ମ ମେକର ଜିନ୍ ଡିଚଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା।  ପ୍ରସିଦ୍ଧ କାର୍ଟୁନ ଆନିମେସନ୍ ସିରିଜ ଟମ୍ ଆଣ୍ଡ ଜେରି(Tom And Jerry )ର ନିର୍ଦ୍ଦେଶକ ଥିଲେ ଜିନ୍ ଡିଚ୍। ଦୀର୍ଘ ଦିନ...

rainfall
ବର୍ଷା ସହ ବଜ୍ରପାତ ସମ୍ଭାବନା: ଦିନ ୧ଟା ୩୦ ମିନିଟ ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର: ଆଜି ସକାଳୁ ରାଜ୍ୟରେ ମେଘୁଆ ପାଗ ଥିବାବେଳେ ଅପରାହ୍ଣରେ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହୋଇଛି। ଆଜି ଦିନ ୧ଟା ୩୦ମିନିଟ ଯାଏ ଜଗତସିଂହପୁର, ରଘୁନାଥପୁର, ବିରିଡି, ବାଲିକୁଦା, ତିର୍ତ୍ତୋଲ ବ୍ଲକ,  ନିଶ୍ଚିନ୍ତକୋଇଲି, କେନ୍ଦ୍ରାପଡ଼ା, କଟକ ସଦର,  ସାଲେପୁର ବ୍ଲକବାସୀଙ୍କୁ ସତର୍କ ରହିବାକୁ ସତର୍କ...

corona ..
ଭଲ ଖବର ! ପାଖାପାଖି ଅଧା ଭାରତ କରୋନା ମୁକ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫୫୯ ଛୁଇଁ ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୫୫ରେ ପହଞ୍ଚିଛି। ସେଥିମଧ୍ୟରୁ  ୨୮୪୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗୋଆ, ମଣିପୁର କରୋନା ମୁକ୍ତ ବୋଲି ସଂପୃକ୍ତ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏସବୁ ଭିତରେ ଆଉ ଏକ ଭଲ ଖବର ଆସିଛି।...

corona
ଦେଶର ୧୧ଟି ସହରରେ କରୋନା ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ: ଦେଶର ୪ ରାଜ୍ୟର ୧୧ଟି ସହରରେ କରୋନା ସ୍ଥିତି ଗମ୍ଭୀର ଥିବା କେନ୍ଦ୍ର ଗୃହ ମନ୍ତ୍ରାଳୟ କହିଛି। ଏହି ୪ ରାଜ୍ୟ ହେଲା- ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ରାଜସ୍ଥାନ ଓ ପଶ୍ଚିମବଙ୍ଗ। ଏହି ସବୁ ରାଜ୍ୟରେ ସ୍ଥିତି ଅନୁଧ୍ୟାନ ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ୬ଟି ଟିମ...

nisha 2
'ନିଶା ଜିନ୍ଦଲ'ହୋଇ ଭୂଆଁ ବୁଲାଉଥିଲେ, ଶେଷରେ ସାମ୍ନାକୁ ଆସିଲା ସମସ୍ତଙ୍କୁ ଚକିତ କଲା ଭଳି ସତ

ରାଇପୁର: ସୋଶାଲ ମିଡିଆରେ ଜଣେ ସୁନ୍ଦରୀ ଯୁବତୀଙ୍କ ନାଁ ଓ ଫଟୋ ଦେଇ ଫେକ ଆକାଉଣ୍ଟ କରି ଲୋକଙ୍କୁ ଭୂଆଁ ବୁଲାଉଥିଲେ। ଏପରିକି ଏହି ଫେକ ଫେସବୁକ ଆକାଉଣ୍ଟରେ ୧୦ ହଜାର ଫଲୋଅର୍ସ ଅଛନ୍ତି। ହେଲେ ଶେଷରେ ସମସ୍ତ ସାମ୍ନାକୁ ଯେଉଁ ସତ ଆସିଲା ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ...

mallya
ମାଲ୍ୟାଙ୍କୁ ଝଟକା: ଖାରଜ ହେଲା ପ୍ରତ୍ୟର୍ପଣ ବିରୋଧରେ ଆବେଦନ

ଲଣ୍ଡନ୍‌: ପଳାତକ ଘୋଷିତ ବିଜନେସ ଟାଇକୁନ ବିଜୟ ମାଲ୍ୟାଙ୍କର ପ୍ରତ୍ୟର୍ପଣ ଆଦେଶ ବିରୋଧୀ ଆବେଦନକୁ ସୋମବାର ବ୍ରିଟେନ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ବ୍ୟବସାୟୀଙ୍କ ନାମରେ ୯ ହଜାର କୋଟି ଟଙ୍କାର ଠକେଇ ଏବଂ ଅର୍ଥ ହେରଫେର ବା ମନି ଲଣ୍ଡରିଂ ଆଦି ଅଭିଯୋଗ ରହିଛି। ଏହି ୬୪...

up cm
ବାପାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେନି ଯୋଗୀ ଆଦିତ୍ୟନାଥ, ଜାଣନ୍ତୁ କାହିଁକି

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାପା ଆନନ୍ଦ ସିଂ ବିଷ୍ଟଙ୍କ ଆଜି ପରଲୋକ ହୋଇଛି। ସେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିଲେ। ଆଜି ସକାଳ ୧୦ଟା ୪୪ମିନିଟ ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବାପାଙ୍କ ଦେହାନ୍ତ ହୋଇଥିଲେ ତାଙ୍କ ଅନ୍ତିମ ସଂସ୍କାରରେ ପୁଅ...

car accident
ପବନରେ ଉଡିଲା କାର ! ଭିଡିଓ ଭାଇରାଲ

ୱାର୍ସ(ପୋଲାଣ୍ଡ): ଡିଭାଇଡରରେ ପିଟି ହୋଇ ପବନରେ ଉଡିଲା କାର ! କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ। ଏହି ଭୟାନକ ଦୃଶ୍ୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗତ ରବିବାର ସନ୍ଧ୍ୟା ୬ଟା ସମୟରେ ପୋଲାଣ୍ଡରେ ଏହି ଦୁର୍ଘଟଣା ଘଟିଛି। ସୂଚନା...

yogi aditynath
ଯୋଗୀ ଆଦିତ୍ୟନାଥଙ୍କ ପିତାଙ୍କ ପରଲୋକ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପିତା ଆନନ୍ଦ ସିଂ ବିଷ୍ଟଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସେ ଦିଲ୍ଲୀ ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଥିଲେ। ଆଜି ସକାଳ ୧୦ଟା ୪୪ମିନିଟ ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଏନେଇ ...

flight
ବିମାନ କମ୍ପାନୀଙ୍କୁ ନିର୍ଦ୍ଦେଶ- ଟିକେଟ୍‌ ବୁକିଂ କରିବା ବନ୍ଦ କର

ନୂଆଦିଲ୍ଲୀ: ବିମାନ କମ୍ପାନୀ ଗୁଡିକୁ ବିମାନ ଟିକେଟ ବୁକିଂ ବନ୍ଦ କରିବା ପାଇଁ Directorate General of Civil Aviation(DGCA) ପକ୍ଷରୁ କୁହାଯାଇଛି। ଦେଶରେ କରୋନା ସଂକ୍ରମଣକୁ ରୋକିବା ପାଇଁ  ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି। ଲକ୍‌ଡାଉନ୍‌ ପରବର୍ତ୍ତୀ ସମୟ ପାଇଁ କିଛି ବିମାନ...

pm modi
କରୋନା ଆକ୍ରମଣ କରିବା ପୂର୍ବରୁ ଜାତି, ଧର୍ମ, ଭାଷା ଦେଖେ ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନାକୁ ନେଇ LinkedInରେ ପୋଷ୍ଟ କରି କହିଛନ୍ତି, “କରୋନା ଆମକୁ ଆକ୍ରମଣ କରିବା ପୂର୍ବରୁ ଜାତି, ଧର୍ମ, ରଙ୍ଗ, ଭାଷା କିମ୍ବା ସୀମା ସରହଦ ଦେଖେ ନାହିଁ। ତେଣୁ ଆମର ଚାଲିଚଳନ ଓ ଆଚରଣ, ଏକତା ଓ ଭାଇଚାରାକୁ ପ୍ରାଥମିକତା ଦେବା...

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result