• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

pm modi ..
ଦେଶବାସୀଙ୍କୁ ନୂଆ ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ ବିରୋଧରେ ଦେଶବାସୀ ଏକାଠି ହୋଇ ଲଢ଼େଇ କରୁଛନ୍ତି। ଏସବୁ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶବାସୀଙ୍କୁ ଏକ ନୂଆ ନିବେଦନ କରିଛନ୍ତି। “ଯଦି କେହି ସତରେ କିଛି ଭଲ କାମ କରିବାକୁ ଚାହୁଁଛନ୍ତି, ମୋଦିକୁ ଭଲ ପାଉଛନ୍ତି କିମ୍ବା ସମ୍ମାନିତ କରିବାକୁ...

SupremeCourtofIndia
କରୋନା ପରୀକ୍ଷା ମାଗଣାରେ ହେଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମାଗଣାରେ ହେଉ କରୋନା ପରୀକ୍ଷା, ଏଥିପାଇଁ କେନ୍ଦ୍ର ସରକାର ବ୍ୟବସ୍ଥା କରନ୍ତୁ। କରୋନା ପରୀକ୍ଷା ମାଗଣା କରାଯାଉ ବୋଲି କୋର୍ଟରେ ଆବେଦନ ହୋଇଥିଲା। ଆଜି ଏହାର ଶୁଣାଣି କରିବାକୁ ଯାଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଏଭଳି କହିଛନ୍ତି। ଏହାସହିତ ଘରୋଇ ପରୀକ୍ଷାଗାର ଗୁଡ଼ିକ କୋଭିଡ-୧୯ ପରୀକ୍ଷା ପାଇଁ...

pm modi
ବଢ଼ିପାରେ ଲକଡାଉନ ଅବଧି , ମୋଦି ଦେଲେ ଏମିତି ସଙ୍କେତ

ନୂଆଦିଲ୍ଲୀ: ମହାମାରୀ କରୋନାର ମୁକାବିଲା ପାଇଁ ଦେଶରେ ଜାରି ହୋଇଥିବା ଲକଡାଉନ ଅବଧି ବୃଦ୍ଧି ପାଇପାରେ। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକରେ ଏପରି କିଛି ସଙ୍କେତ ଦେଇଛନ୍ତି। ତେବେ ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ଖୁବ ଶୀଘ୍ର ନିଆଯିବ। କରୋନା ସଂକ୍ରମଣ ରୋକିବା ପାଇଁ...

up
ଏପ୍ରିଲ ୧୫ ଯାଏ ସିଲ୍‌ ହେବ ୟୁପିର ୧୫ ଜିଲ୍ଲା

ଲକ୍ଷ୍ନୌ: ମହାମାରୀ କରୋନା ପାଇଁ ସାରା ଦେଶରେ ଜାରି ହୋଇଥିବା ଲକଡାଉନ ଆସନ୍ତା ୧୪ ତାରିଖରେ ଶେଷ ହେବ। ଏହି ଲକଡାଉନ ଅବଧିକୁ ବୃଦ୍ଧି କରିବା ପାଇଁ କିଛି ରାଜ୍ୟ ଦାବି କରୁଛନ୍ତି। ତେବେ କେନ୍ଦ୍ର ସରକାର ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବା ପୂର୍ବରୁ ଉତ୍ତର ପ୍ରଦେଶ...

pm modi
‘ସଞ୍ଜିବନୀ’ ପାଇଁ ଭାରତକୁ ବ୍ରାଜିଲର ପ୍ରଂଶସା

ନୂଆଦିଲ୍ଲୀ: ମହାମାରୀ କରୋନାର କୌଣସି ପ୍ରତିଷେଧକ କିମ୍ବା ଔଷଧ ବାହାରି ନ ଥିବାବେଳେ ଏଭଳି ସମୟରେ ଆକ୍ରାନ୍ତଙ୍କ ପାଇଁ ସଞ୍ଜିବନୀ ପାଲଟିଛି ଆଣ୍ଟି ମାଲେରିଆ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍। ଯଦିଓ ଏହି ଔଷଧ କରୋନାର ପ୍ରତିଷେଧକ କିମ୍ୱା ଔଷଧ ନୁହେଁ, ହେଲେ କିଛି ଆକ୍ରାନ୍ତ ଏହି ଔଷଧରେ ସୁସ୍ଥ ହେଉଛନ୍ତି।...

journalist
ଆମେରିକାରେ ରହୁଥିବା ଭାରତୀୟ ସାମ୍ବାଦିକଙ୍କ କରୋନାରେ ମୃତ୍ୟୁ

ନୂଆଦିଲ୍ଲୀ: ଆମେରିକାରେ ରହୁଥିବା ଭାରତୀୟ ସାମ୍ବାଦିକ ବ୍ରହ୍ମ କଞ୍ଜିବୋଟଲା କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି। ନ୍ୟୁୟର୍କରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି। ଭାରତ ଏବଂ ଆମେରିକାକୁ ନିକଟତର କରାଇବାରେ ବ୍ରହ୍ମ...

corona virus photo
ଓଡ଼ିଶାରେ ପୁଣି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ଘର ଭୁବନେଶ୍ୱରର ୟୁନିଟ-4 ମଧୁସୂଦନ ନଗରରେ। ତାଙ୍କ ବୟସ ୪୫ ବର୍ଷ ବୋଲି ଓଡିଶା  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ...

corona
ଭାରତରେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୬% ପୁରୁଷ, ୨୪% ମହିଳା

ନୂଆଦିଲ୍ଲୀ: ଅଧିକ ସଂଖ୍ୟକ ପୁରୁଷ ପ୍ରାଣଘାତୀ କରୋନାର ଶିକାର ହେଉଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଭାରତରେ ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୬% ଆକ୍ରାନ୍ତ ହେଉଛନ୍ତି ପୁରୁଷ ଓ ୨୪% ମହିଳା। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ...

corona
ସାରା ବିଶ୍ୱରେ ୭୦ ହଜାର ଟପିଲା କରୋନା ମୃତ୍ଯୁ ସଂଖ୍ୟା

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ମୃତ୍ଯୁ ସଂଖ୍ୟା ୭୦ ହଜାର ଟପିଛି। ବିଶେଷ କରି ଆମେରିକାରେ ସ୍ଥିତି ଉଦବେଗଜନକ ରହିଛି। ଲଗାତାର ୩ ଦିନ ଧରି ଆମେରିକାରେ ଦୈନିକ ମୃତ୍ଯୁ ସଂଖ୍ୟା ୧ ହଜାରରୁ ଅଧିକ ରହିଛି। ଦେଶବାସୀଙ୍କ ପାଇଁ ଏହା ସବୁଠୁ କଠିନ ସପ୍ତାହ ବୋଲି ୟୁଏସ୍...

jawan
ଆତଙ୍କବାଦୀଙ୍କୁ ନିପାତ କରି ସହିଦ ହେଲେ ୫ ଯବାନ

ନୂଆଦିଲ୍ଲୀ: ରବିବାର ଦିନ ଜମ୍ମୁ-କାଶ୍ମୀର କୁପଓ୍ୱାଡା ଜିଲ୍ଲାର କେରନ ସେକ୍ଟରରେ ଆତଙ୍କବାଦୀ ଏବଂ ଯବାନଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଭାରତୀୟ ସେନାର ଯବାନମାନେ ୫ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ତେବେ ସବୁଠାରୁ ଦୁଃଖଦାୟକ କଥା, ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ସେନାର  ଏହି ଅପରେସନରେ...

hospital 22
ଏହି ହସ୍ପିଟାଲର ୨୬ ଜଣ ନର୍ସ, ୩ ଜଣ ଡାକ୍ତରଙ୍କ ଆସିଲା କରୋନା ପଜିଟିଭ୍‌ ରିପୋର୍ଟ

ମୁମ୍ବାଇ: ସପ୍ତାହ ଭିତରେ ମୁମ୍ବାଇର Wockhardt ହସ୍ପିଟାଲର ୨୬ ଜଣ ନର୍ସ ଏବଂ ୩ ଜଣ ଡାକ୍ତରଙ୍କ ଶରୀରରେ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। ଫଳରେ ଏହି ହସ୍ପିଟାଲକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ହସ୍ପିଟାଲର ଭିତରେ ଥିବା ପ୍ରତି ବ୍ୟକ୍ତିଙ୍କର ନମୁନା ନେଗେଟିଭ୍‌ ଆସିବା ଯାଏ...

pm modi
ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ସାଂସଦଙ୍କର ଦରମାରୁ କଟିବ ୩୦%

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି କ୍ରମେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସବୁ ରାଜ୍ୟର ରାଜ୍ୟପାଳ ଏବଂ ସାଂସଦମାଙ୍କର ଦରମାରୁ କଟିବ ୩୦%। କରୋନା ମୁକାବିଲା ଓ ଏହି ଲଢ଼େଇରେ ପ୍ରଭାବିତ ହେବାକୁ ଥିବା ଅର୍ଥନୀତିକୁ...

hospital 1
ସମ୍‌ରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ହସ୍ପିଟାଲ

ଭୁବନେଶ୍ୱର: ଭୁବନେଶ୍ୱର ସମ୍‌ରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ହସ୍ପିଟାଲ। ଆଜି ସମ୍ ହସ୍ପିଟାଲରେ ୫୨୫ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲକୁ କାର୍ଯ୍ୟକ୍ଷମ କରାଯାଇଛି।  ଏମ୍‌ସିଏଲ୍‌ ସ୍ପନ୍ସରରେ ଏହି ହସ୍ପିଟାଲକୁ ସମ୍ ମେଡିକାଲ କଲେଜ ଏବଂ ହସ୍ପିଟାଲ ପରିଚାଳନା କରୁଛି।  ସମ୍ ହସ୍ପିଟାଲରେ ୫୨୫ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର ମେଡିକାଲ ପ୍ରସ୍ତୁତିରେ...

bike
ଅମାନିଆଙ୍କୁ ପୁଲିସ କଲା ସାବାଡ: କଟକରେ ସିଜ୍ ହେଲା ୧୦୧୯ ଗାଡ଼ି

କଟକ: ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଲୋକେ ଲକ୍‌ଡାଉନ ଗାଇଡ୍‌ଲାଇନକୁ ମାନୁ ନାହାନ୍ତି। ସାମାଜିକ ଦୂରତା ବଜାୟ ରକ୍ଷା ପାଇଁ ପୁଲିସକୁ ନାକେଦମ୍‌ ହେବାକୁ ପଡ଼ୁଛି। ଏଭଳି ସ୍ଥିତିରେ ଅମାନିଆଙ୍କ ବିରୋଧରେ ପୁଲିସ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।  କଟକ...

airport
ଦିଲ୍ଲୀ ବିମାନବନ୍ଦରରୁ ଧରା ପଡ଼ିଲେ ୮ ଜଣ ମାଲେସିୟା ନାଗରିକ

ନୂଆଦିଲ୍ଲୀ: ସ୍ୱତନ୍ତ୍ର ବିମାନରେ ମାଲେସିୟାକୁ ଯାତ୍ରା ପାଇଁ ବାହାରି ଥିବା ୮ ଜଣ ମାଲେସିୟା ନାଗରିକ ଦିଲ୍ଲୀର ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆଜି ଧରା ପଡିଛନ୍ତି। ସୂଚନା ଅନୁସାରେ, ଏହି ୮ ଜଣ ମାଲେସିୟା ନାଗରିକ ନିଜାମୁଦ୍ଦିନ ସ୍ଥିତ ତବଲିଗି ଜମାତ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ବୋଲି...

deepa 1
ଆଜି ରାତି ୯ଟା ୯ ମିନଟ୍: କରୋନା ଅନ୍ଧକାର ଦୂର ପାଇଁ ଜଳିବ ଦୀପ

ନୂଆଦିଲ୍ଲୀ: ଆଜି ରାତି ୯ଟାରୁ ୯ ମିନଟ୍ ପର୍ଯ୍ୟନ୍ତ ସ୍ଵେଚ୍ଛାକୃତ ଭାବେ ନିଜ ଘରର ଲାଇଟ୍ ବନ୍ଦ କରି ନିଜ ବାଲକୋନିରେ କିମ୍ବା ନିଜ ଦୁଆର ମୁହଁରେ ଦୀପ ଜଳାଇ/ ମହମବତୀ ଲଗାଇ/ମୋବାଇଲ ଫ୍ଲାଶ ଲାଇଟ୍ ଅନ କରି ଏକତା ପ୍ରଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ...

fifa
କରୋନା ପାଇଁ ଭାରତରେ FIFA U-17 ମହିଳା ବିଶ୍ୱକପ ସ୍ଥଗିତ

ନୂଆଦିଲ୍ଲୀ: କରୋନା ଭାଇରସକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ମାସରୁ ଭାରତରେ ଆରମ୍ଭ ହେବାକୁ ଥିବା ଫିଫା ଅଣ୍ଡର-୧୭ ମହିଳା ବିଶ୍ୱକପକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି। FIFA U-17ର କିଛି ମ୍ୟାଚ୍‌ ଓଡ଼ିଶାର ଭୁବନେଶ୍ୱରରେ ମଧ୍ୟ ହେବାର ଥିଲା। କିନ୍ତୁ କରୋନା ଯୋଗୁ ଟୁର୍ଣ୍ଣାମେଣ୍ଟକୁ ସ୍ଥଗିତ ରଖାଯାଇଛି।...

111
୭୭ ଛୁଇଁଲା ଭାରତରେ କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୭୭ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୩୦୩୦ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍‌...

corona
ସାରା ବିଶ୍ୱରେ କରୋନା ନେଲା ୬୪ ହଜାରରୁ ଅଧିକ ଜୀବନ, ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷକୁ ବୃଦ୍ଧି

ନୂଆଦିଲ୍ଲୀ: ମହାମାରୀ କରୋନା କବଳରେ ଏବେ ପୃଥିବୀର ୨୦୬ ଦେଶ। ଏ ପର୍ଯ୍ୟନ୍ତ ସାରା ବିଶ୍ୱରେ କରୋନା ନେଲାଣି ୬୪ ହଜାର ୭୩୪ ଜଣଙ୍କ ଜୀବନ। ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨ ହଜାର ୭୧୫କୁ ବୃଦ୍ଧି ପାଇ ଥିବାବେଳେ ୨ ଲକ୍ଷ ୪୬ ହଜାର ୬୪୮ ଜଣ...

light
କେବଳ ଲାଇଟ୍ ସୁଇଚ୍ ବନ୍ଦ କରନ୍ତୁ, ଅନ୍ୟ କୌଣସି ସୁଇଚ୍ ନୁହେଁ

ଭୁବନେଶ୍ୱର: ଆଜି ରାତି ୯ଟାରୁ ୯ ମିନଟ୍ ପର୍ଯ୍ୟନ୍ତ ସ୍ଵେଚ୍ଛାକୃତ ଭାବେ ନିଜ ଘରର ଲାଇଟ୍ ବନ୍ଦ କରି ନିଜ ବାଲକୋନିରେ କିମ୍ବା ନିଜ ଦୁଆର ମୁହଁରେ ଦୀପ ଜଳାଇ/ ମହମବତୀ ଲଗାଇ/ମୋବାଇଲ ଫ୍ଲାଶ ଲାଇଟ୍ ଅନ କରି ଏକତା ପ୍ରଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ...