• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

Capture
କଟକର ପଟ୍ଟାପୋଲ ଅଞ୍ଚଳ ସିଲ୍

କଟକ: କଟକର ପଟ୍ଟାପୋଲ ଅଞ୍ଚଳକୁ କଟକ ମହାନଗର ନିଗମ(ସିଏମ୍‌ସି) ସିଲ୍ କରିଛି। ଏହି ଅଞ୍ଚଳକୁ ସଂକ୍ରମିତ ଅଞ୍ଚଳ ବା କଣ୍ଟେନ୍‌ମେଣ୍ଟ ଜୋନ୍‌  ଭାବେ ଘୋଷଣା କରି ସିଏମ୍‌ସି ସିଲ୍ କରିଛି। ଏହା ଜନଗହଳି ପୂର୍ଣ୍ଣ ଅଞ୍ଚଳ ହୋଇଥିବାରୁ ପ୍ରଶାସନ ସିଲ୍‌ କରି କଣ୍ଟାକ୍ଟ ଟ୍ରାସିଂ ପ୍ରକ୍ରିୟା ଆରମ୍ଭ କରିଛି। ସୂଚନାଯୋଗ୍ୟ...

rainfall
ବର୍ଷା ସହ ବଜ୍ରପାତ ସମ୍ଭାବନା, ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ସକାଳ ୯ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ...

delhi
ଲକ୍‌ଡାଉନ୍‌ ବେଳେ ମଦ ଦୋକାନରୁ ଚୋରି

ନୂଆଦିଲ୍ଲୀ: କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ କରାଯାଇଛି। ଏହାରି ଭିତରେ ଦିଲ୍ଲୀରେ ଏକ ମଦ ଦୋକାନରୁ ଚୋରି ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଦୁର୍ବୃତ୍ତମାନେ ମଦ ଦୋକାନର ଶଟର ଭାଙ୍ଗି ଷ୍ଟକ ରହିଥିବା ସବୁ ମଦକୁ ନେଇ ଯାଇଥିବା...

corona
କ୍ୱାରେଣ୍ଟାଇନ୍‌ରେ ଡାକ୍ତରଖାନାର ୧୦୮ ଷ୍ଟାଫ

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା କରିବା ବେଳେ ଏବେ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲର ମୋଟ୍ ୧୦୮ ଜଣ ଷ୍ଟାଫ କ୍ୱାରେଣ୍ଟାଇନ୍‌ର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଡାକ୍ତର ଏବଂ ନର୍ସ ଅଛନ୍ତି। ଏହି ୧୦୮ ଜଣ ଷ୍ଟାଫ ଦୁଇ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଏହି ଦୁଇ...

train-1
ଟ୍ରେନ ଚଳାଚଳ ପାଇଁ ରେଲୱେର ପ୍ରସ୍ତୁତି ଆରମ୍ଭ !

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ୨୧ ଦିନ ପାଇଁ ଲକଡାଉନ କରାଯାଇଛି। ୨୧ ଦିନ ପରେ, ଏପ୍ରିଲ ୧୫ ରୁ ରେଲୱେ ଏହାର ପାସେଞ୍ଜର ଟ୍ରେନ୍ ସେବା ପୁଣିଥରେ ଆରମ୍ଭ କରିବାକୁ ପ୍ରସ୍ତୁତ ଚଲାଇଥିବା ସୂଚନା ମିଳିଛି। ନ୍ୟୁଜ ଏଜେନ୍ସି ପିଟିଆଇର ସୂଚନା ଅନୁଯାୟୀ,...

corona
ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୬୮କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୬୮ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା  ସୂଚନା ଅନୁଯାୟୀ, ୨୬୫୦ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍‌...

nirmala
କରୋନା ଲଢ଼େଇ ପାଇଁ ରାଜ୍ୟକୁ କେନ୍ଦ୍ରର ସହାୟତା

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଲଢ଼େଇ ପାଇଁ ରାଜ୍ୟମାନଙ୍କୁ ସହାୟତା ନେଇ କେନ୍ଦ୍ର ଘୋଷଣା କରିଛି। ରାଜ୍ୟମାନଙ୍କ ପାଇଁ ପ୍ରାୟ ୧୭ ହଜାର ୨୮୭ କୋଟି ଟଙ୍କାର ଆର୍ଥିକ ଅନୁଦାନ ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ମହାମାରୀ କରୋନା ଏବଂ ଏହାର ପରବର୍ତ୍ତୀ ମୁକାବିଲା ପାଇଁ ଏହି...

corona
କରୋନାକୁ ମାତ୍ ଦେଲେ ବୃଦ୍ଧ ଦମ୍ପତି, ସୁସ୍ଥ ହୋଇ ଘରକୁ ଫେରିଲେ

ଥିରୁଅନନ୍ତପୁରମ: ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏହି ସମୟରେ  କେରଳରୁ ଏକ ଭଲ ଖବର ଆସିଛି। ଏଯାବତ ସାରା ଦେଶରେ 60ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏଭଳି ସ୍ଥିତିରେ କେରଳର ବୃଦ୍ଧ ଦମ୍ପତ୍ତି କରୋନା କବଳରୁ ମୁକ୍ତ ହୋଇ ଘରକୁ ଫେରିଛନ୍ତି।...

corona
ଆମେରିକାରେ ୨୪ ଘଣ୍ଟାରେ କରୋନା ନେଲା ପ୍ରାୟ ଦେଢ଼ ହଜାର ଜୀବନ

ନୂଆଦିଲ୍ଲୀ: ଦିନକୁ ଦିନ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ମହାମାରୀ କରୋନା ପୃଥିବୀର ୨୦୫ଟି ଦେଶ ଓ ଭୂଖଣ୍ଡକୁ କାବୁ କରିସାରିଥିବା ବେଳେ, ମୋଟ ୧୦ ଲକ୍ଷ ୯୮ ହଜାର ୭୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।...

୩ ନିଜାମୁଦ୍ଦିନ୍‌ ଫେରନ୍ତାଙ୍କ ଆସିଲା କରୋନା ପିଜିଟିଭ୍ ରିପୋର୍ଟ

ଭୁବନେଶ୍ୱର: ନିଜାମୁଦ୍ଦିନ୍‌ରୁ ଓଡିଶାକୁ ଫେରିଥିବା ଲୋକଙ୍କ ମଧ୍ୟରୁ ଏଯାବତ ୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୩ଟି କରୋନା ପିଜିଟିଭ୍ ଆସିଛି। କଟକ, ପୁରୀ ଏବଂ ଯାଜପୁରର ଜଣେ ଲେଖାଏ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ସେମାନେ ସମସ୍ତେ ନିଜାମୁଦ୍ଦିନରୁ...

corona77777
ଓଡ଼ିଶାରେ ୨୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ଓଡ଼ିଶାରେ ଗୋଟିଏ ଦିନରେ ୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି। ଏନେଇ ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରାଯାଇ ସୂଚନା ଦିଆଯାଇଛି। ନୂଆ କରି ଚିହ୍ନଟ...

new born baby
ଲକ୍‌ଡାଉନ୍ ବେଳେ ଜନ୍ମ ହେଲେ ଯାଆଁଳା ଶିଶୁ, ‘କୋଭିଡ୍’ ଓ ‘କରୋନା’ ନାଁ ରଖିଲେ ମା'-ବାପା

ରାଇପୁର: ମହାମାରୀ କରୋନା ଭାଇରସର ମୁକାବିଲା କରିବାକୁ ଯାଇ ସାରା ଦେଶ ଏବେ ଲକ୍‌ଡାଉନ୍ ରହିଛି। ଏହି ସମୟରେ ଜନ୍ମ ନେଉଥିବା ଛୁଆଙ୍କ ନାମ ମଧ୍ୟ ମଜାଳିଆ ଢ଼ଙ୍ଗରେ ଦିଆଯାଉଥିବା ଦେଖିବାକୁ ମିଳିଛି। ଉତ୍ତର ପ୍ରଦେଶର ଦେଓରିଆ ଜିଲ୍ଲାରେ ଜନ୍ମ ହୋଇଥିବା ଶିଶୁର ନାମ ତାଙ୍କ ବାପା ମା’...

Untitled 11
‘ଚୀନ ସରକାର ଜାରି କରିଥିବା କରୋନା ମୃତକଙ୍କ ସଂଖ୍ୟାକୁ ନେଇ ସନ୍ଦେହ’

ଓ୍ୱାଶିଂଟନ: ଭାରତୀୟ ବଂଶୋଦ୍ଭବ ତଥା ଆମେରିକାର ନେତା ନିକୀ ହେଲି ଚୀନରେ ସରକାରଙ୍କ ଦ୍ୱାରା ଜାରି ହୋଇଥିବା କରୋନା ମୃତକଙ୍କ ସଂଖ୍ୟାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି। ଚୀନ କରୋନା ମୃତ୍ୟୁ ସଂଖ୍ୟା ୩,୩୦୦ ବୋଲି ପ୍ରକାଶ କରିଛି। ଯାହାକି ଠିକ୍ ନୁହେଁ ବୋଲି ସେ କହିଛନ୍ତି। ଏହାପୂର୍ବରୁ...

corona 22
ବାହାରିଲା କରୋନା ଭାଇରସ ଟିକା !

ନୂଆଦିଲ୍ଲୀ: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବର୍ତ୍ତମାନ ଏହାକୁ ରୋକିବା ପାଇଁ କୌଣସି ଔଷଧ ବାହାରି ପାରିନାହିଁ। ଦିନରାତି ଏକାଠି କରି ବୈଜ୍ଞାନିକମାନେ ସେମାନଙ୍କର ରିସର୍ଚ୍ଚ ଜାରି ରଖିଛନ୍ତି। ଏପରିକି  ଅନେକ...

petrol pump
ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରାଦେଶକୁ ୨୧ ଦିନ ପାଇଁ ଲକଡାଉନ କରାଯାଇଛି। ଏସବୁ ଭିତରେ କିଛି ସହରରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ମୁମ୍ବାଇ, ବେଙ୍ଗାଲୁରୁ ଓ କୋଲକାତାରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୧ ଟଙ୍କାରୁ...

corona2
ସାରା ବିଶ୍ୱରେ କରୋନା ନେଲା ୫୦ ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ: ବିଶ୍ୱରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ମହାମାରୀ କରୋନା ପୃଥିବୀର ୨୦୪ଟି ଦେଶ ଓ ଭୂଖଣ୍ଡକୁ କାବୁ କରିସାରିଥିବା ବେଳେ, ମୋଟ ୧୦ ଲକ୍ଷ ୧୬ ହଜାର ୧୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୩ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି...

pm modi
କରୋନା ଅନ୍ଧକାରକୁ ଚ୍ୟାଲେଞ୍ଜ ଦେବ ଏହି ରବିବାର

ନୂଆଦିଲ୍ଲୀ: କରୋନା ଅନ୍ଧକାରକୁ ଚ୍ୟାଲେଞ୍ଜ ଦେବ ଏହି ରବିବାର। କରୋନା ଚେନ ଭାଙ୍ଗିବାରେ  ଏହା ଏକ ବଡ଼ ରାମବାଣ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଆଜି ସକାଳ ୯ଟାରେ ଦେଶବାସୀଙ୍କୁ ଭିଡ଼ିଓ ବାର୍ତ୍ତା ଦେବା ଅବସରରେ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ଆସନ୍ତୁ ଜାଣିବା ଭିଡ଼ିଓ ବାର୍ତ୍ତା ଜରିଆରେ...

corona 2
ଭାରତରେ ୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୫୩କୁ ବୃଦ୍ଧି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ୧୫ ଜଣଙ୍କ ଜୀବନ ନେଲା କରୋନା। ନିଜାମୁଦ୍ଦିନ ଧର୍ମସଭା ପରେ ଦେଶରେ ଭୟଙ୍କର ରୂପ ଧାରଣ କରୁଥିବା କରୋନାରେ ଏବେ ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟା ଭିତରେ ଦେଶରେ ୧୫ ଜଣଙ୍କ ମୃତ୍ୟୁ ଘଟିବା ସହ...

corona-111
କରୋନାରେ ଆକ୍ରାନ୍ତ ୩ ଦିନର ଶିଶୁ ଓ ତାଙ୍କ ମା’

ମୁମ୍ବାଇ: ମହାମାରୀ କରୋନା ଭାଇରସ ଏବେ ବେଡ୍‌ ମାଧ୍ୟମ ଦେଇ ମଣିଷ ଶରୀରରେ ପ୍ରବେଶ କରିଛି। ମୁମ୍ବାଇର ଏକ ହସ୍ପିଟାଲରେ ଜଣେ ୩ ଦିନର ଶିଶୁ ପୁତ୍ର ଓ ତାଙ୍କ ୨୬ ବର୍ଷୀୟ ମା’ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୋଭିଡ-୧୯ରେ ପୀଡ଼ିତ ହୋଇ ଜଣେ ବ୍ୟକ୍ତି ଉକ୍ତ ହସ୍ପିଟାଲରେ...

mumbai
ମୁମ୍ବାଇର ଧାରାଭି ଅଞ୍ଚଳରେ ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ

ମୁମ୍ବାଇ: ମୁମ୍ବାଇର ଧାରାଭି ଅଞ୍ଚଳରେ ଦ୍ୱିତୀୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୫୬ ବର୍ଷୀୟ ଏହି ସଫେଇ କର୍ମଚାରୀଙ୍କ ନମୁନା ପରୀକ୍ଷଣରୁ କରୋନା ପଜିଟିଭ୍ ରିପୋର୍ଟ ଆସିଛି। ତିନି ଦିନ ପୂର୍ବେ ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କର ସ୍ବାବ...