ବରେଲୀ: ଉତ୍ତର ପ୍ରଦେଶରେ କରୋନା ଭୟରେ ଜଣେ ଶ୍ରମିକ ଆତ୍ମହତ୍ୟା କରିଛନ୍ତି। କ୍ୱାରେଣ୍ଟାଇନରେ ଥିବା ଏହି ୨୩ ବର୍ଷୀୟ ଶ୍ରମିକ ଏଠାରୁ ଖସି ଯାଇ ଆତ୍ମହତ୍ୟା କରିଛନ୍ତି। ସେ କ୍ୱାରେଣ୍ଟାଇନ ସେଣ୍ଟରରୁ ଖସି ଲକ୍ଷ୍ମୀପୁରରେ ଥିବା ତାଙ୍କ ପରିବାର ଲୋକଙ୍କୁ ଦେଖା କରିବାକୁ ଯାଇଥିଲେ। ହେଲେ ସେ ଫେରାର...
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ୨୧ ଦିନ ପାଇଁ ଲକ୍ଡାଉନ୍ କରାଯାଇଛି। ଅତି ଜରୁରୀ କାମ ନ ଥିଲେ ଲୋକଙ୍କୁ ଘର ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି। ଏହି ସମୟରେ ଲୋକମାନେ ଘରେ ରହୁଥିବାରୁ ଇଣ୍ଟରନେଟର ଅଧିକ ବ୍ୟବହାର କରୁଛନ୍ତି। ସୋସିଆଲ ମିଡିଆ...
ନୂଆଦିଲ୍ଲୀ: ବିଶ୍ୱରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ମହାମାରୀ କରୋନା ପୃଥିବୀର ୨୦୩ଟି ଦେଶ ଓ ଭୂଖଣ୍ଡକୁ କାବୁ କରିସାରିଥିବା ବେଳେ, ମୋଟ ୯ ଲକ୍ଷ ୩୬ ହଜାର ୯୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୪୭ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି...
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୫୦ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୭୬୪ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍...
ଢାକା: ଗ୍ୟାସ ସିଲିଣ୍ଡର ଫାଟିବା ଯୋଗୁ ବାଂଲାଦେଶ କ୍ରିକେଟର ଲିଟନ ଦାସଙ୍କ ପତ୍ନୀ ଦେବଶ୍ରୀ ବିଶ୍ୱାସ ସଞ୍ଚିତା ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଶୁକ୍ରବାର ଦିନ ଦେବଶ୍ରୀ ଚା’ ପ୍ରସ୍ତୁତ କରିବା ପାଇଁ ରୋଷଇ ଘରକୁ ଯାଇଥିଲେ। ଏହି ସମୟରେ ସେ ଯେତେବେଳେ ଗ୍ୟାସ ଚୁଲ୍ଲା ଅନ କରିଥିଲେ...
ଅମୃତସର: କରୋନା ଭାଇରସରେ ପଦ୍ମଶ୍ରୀ ପୁରସ୍କାର ବିଜେତା ତଥା ଗୁରୁବାଣୀ ଗାୟକ ନିର୍ମଲ ସିଂଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ସୂଚନା ଅନୁଯାୟୀ, ଆଜି ଭୋର ସାଢ଼େ ଚାରିଟା ସମୟରେ ପଞ୍ଜାଵର ଅମୃତସର ସ୍ଥିତ ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।...
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୪୩୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 1649କୁ ବୃଦ୍ଧି ପାଇଛି। ଦେଶରେ କରୋନା ଜନିତ ମୃତ୍ଯୁ ସଂଖ୍ୟା ମଧ୍ୟ ୪୧ ଟପିଛି। ସଂକ୍ରମିତଙ୍କ ମଧ୍ୟରୁ...
ଲଣ୍ଡନ: କରୋନା ଭାଇରସ୍ ସଂକ୍ରମଣ ହେତୁ ହଲିଉଡ୍ ଅଭିନେତା ଆଣ୍ଡ୍ରିୟୁ ଜ୍ୟାକଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସୂଚନା ଅନୁଯାୟୀ, ବ୍ରିଟେନରେ ଏକ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ପତ୍ନୀ ଗାବ୍ରିଲେ ରୋଗର୍ସ ବର୍ତ୍ତମାନ ଅଷ୍ଟ୍ରେଲିଆରେ କ୍ୱାରେଣ୍ଟାଇନ...
ନୂଆଦିଲ୍ଲୀ: କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ଦେଶବ୍ୟାପୀ ଜାରି ହୋଇଥିବା ଲକଡାଉନକୁ ଦୃଷ୍ଟିରେ ରଖି ରିଲାଏନ୍ସ ଜିଓ ପକ୍ଷରୁ ସମସ୍ତ ଜିଓଫୋନ ଗ୍ରାହକଙ୍କୁ ଏପ୍ରିଲ ୧୭ ଯାଏ ୧୦୦ ମିନିଟର ମାଗଣା ଟକଟାଇମ ଓ ୧୦୦ ମାଗଣା SMS ଦେବା ନେଇ ଘୋଷଣା କରାଯାଇଛି। ଏହାସହ ଏହି ଲକଡାଉନ ସମୟରେ...
ନୂଆଦିଲ୍ଲୀ: କରୋନା ଭଳି ମହାମାରୀର ମୁକାବିଲା ଓ ଦେଶରେ ସ୍ୱାସ୍ଥ୍ୟାବସ୍ଥାର ସୁଧାର ଆଣିବା ଲାଗି ଭାରତକୁ ସହଯୋଗର ହାତ ବଢ଼ାଇଛି ବିଶ୍ୱ ବ୍ୟାଙ୍କ। ଭାରତକୁ ୧ ବିଲିଅନ ଟଙ୍କାର ଆର୍ଥିକ ସହଯୋଗ କରିଛି ବିଶ୍ୱ ବ୍ୟାଙ୍କ। ବିଶ୍ୱବ୍ୟାଙ୍କ ଏଥିପାଇଁ ୪ ବର୍ଷିଆ ରୋଡମ୍ୟାପ ପ୍ରସ୍ତୁତ କରିଥିବା ଜଣାପଡ଼ିଛି। ଏହି...
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୩୮ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୪୬୬ ଜଣଙ୍କଠାରେ ବର୍ତ୍ତମାନ କରୋନା ପଜିଟିଭ୍ ରହିଥିବାବେଳେ ୧୩୨ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି।...
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ୨୧ ଦିନ ପାଇଁ ଲକ୍ଡାଉନ୍ କରାଯାଇଛି। ଜରୁରୀ ସେବା ପ୍ରଦାନକାରୀ ସଂସ୍ଥା ଓ ସାମଗ୍ରୀକୁ ଛାଡ଼ିଦେଲେ ଆଉ ସବୁ ବନ୍ଦ ରହିଛି। ଏସବୁ ଭିତରେ ଅଣ-ସବସିଡି ଏଲ୍ପିଜି ସିଲିଣ୍ଡର ଗ୍ୟାସ ଦର କମିଛି। ୧୪.୨ କିଲୋଗ୍ରାମର ଅଣ-ସବସିଡି ସିଲିଣ୍ଡରର...
ବେଜିଂ: ଚୀନରେ କରୋନା ଭାଇରସର ପ୍ରଭାବ ଧୀରେ ଧୀରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ଚୀନରେ ଜଣେ ହେଲେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ଏପରିକି ଚୀନରେ ଲକଡାଉନ କଟକଣା ମଧ୍ୟ ଉଠି ଯାଇଥିବା ଦେଖିବାକୁ ମିଳିଛି। ଏସବୁ ଭିତରେ...
ନୂଆଦିଲ୍ଲୀ: ଆଜି ଏପ୍ରିଲ ୧। ଆଜିର ଦିନକୁ ଲୋକମାନେ ‘ଏପ୍ରିଲ ଫୁଲ୍’ ଭାବେ ପାଳନ କରିଥାନ୍ତି। ଏହି ଦିନରେ ଲୋକେ ସାଙ୍ଗ, ପରିବାର ଲୋକ ଏବଂ ଭାଇ ଭଉଣୀଙ୍କୁ ଜୋକ୍ସ, ପ୍ରାଙ୍କ୍ ଭିଡିଓ ଇତ୍ୟାଦି ପଠାଇ ‘ଏପ୍ରିଲ ଫୁଲ୍’ କରିଥାନ୍ତି। ହେଲେ ଚଳିତ ଥର ‘ଏପ୍ରିଲ ଫୁଲ୍’ ଜୋକ୍...
ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ପାର ହୋଇଛି। ମହାମାରୀ କରୋନା ପୃଥିବୀର ୨୦୨ଟି ଦେଶ ଓ ଭୂଖଣ୍ଡକୁ କାବୁ କରିସାରିଥିବା ବେଳେ, ମୋଟ ୮ ଲକ୍ଷ ୫୮ ହଜାର ୬୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୪୨ ହଜାରରୁ ଅଧିକ ଲୋକଙ୍କ...
ଜେରୁଜେଲମ: ମହାମାରୀ କରୋନାରେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆକ୍ରାନ୍ତ ହୋଇଛନ୍ତି। ଏବେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ସହଯୋଗୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଇସ୍ରାଏଲର ଏହି ୭୦ ବର୍ଷୀୟ ନେତାଙ୍କ ସ୍ୱାସ୍ଥ୍ୟବସ୍ଥା ବାବଦରେ ଆଗାମୀ ଦିନରେ ଇସ୍ରାଏଲ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ...
ଭୁବନେଶ୍ୱର: ଲକ୍ଡାଉନ୍ ପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ଜାରି ହୋଇଥିବା ସମସ୍ତ ଗାଡ଼ି ପାସ୍ର ନବୀକରଣ ଅନାବଶ୍ୟକ। କୋଭିଡ୍-୧୯ ଜନିତ ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ଏହି ପାସ୍ ବୈଧ ରହିବ ବୋଲି ସ୍ପଷ୍ଟ କରିଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସେ ଟ୍ୱିଟ୍ କରି ଏହି...
ଚାନ୍ଦବାଲି: କରୋନାକୁ ନେଇ ସବୁଆଡେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଆବଶ୍ୟକ ନ ଥିଲେ ଘରୁ ବାହାରିବା ପାଇଁ ପ୍ରଶାସନ ତରଫରୁ ବାରଣ କରାଯାଉଛି। ପୁଲିସ ମଧ୍ୟ ସବୁ ଛକରେ ଜଗି ରହିଥିବା ଦେଖିବାକୁ ମିଳିଛି। କିଛି ସ୍ଥାନରେ ପୁଲିସ ଆକ୍ରୋଶର ଶିକାର ହେଉଥିବା ନଜର ଆସିଛି। ଭଦ୍ରକ ଜିଲ୍ଳା...
ହାଇଦ୍ରାବାଦ: କରୋନାରେ ହାଇଦ୍ରାବାଦର ଜଣେ 74 ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ତେଲେଙ୍ଗାନାର ପ୍ରଥମ ବ୍ୟକ୍ତି ଯିଏକି କରୋନା ଭାଇରସରେ ମୃତ୍ୟୁ ବରଣ କରିଛନ୍ତି। ସବୁଠାରୁ ବଡ଼ କଥା ହେଲା, ସମ୍ପୃକ୍ତ ଵ୍ୟକ୍ତିଙ୍କ ମୃତ୍ୟୁ ପରେ ଜଣାପଡିଥିଲା ଯେ ସେ କରୋନାରେ ଆକ୍ରାନ୍ତ ଥିଲେ। ମୃତ୍ୟୁ...
ନୂଆଦିଲ୍ଲୀ: ଦେଶରେ ଲାଗୁ ହୋଇଥିବା ୨୧ ଦିନିଆ ଲକଡାଉନକୁ ଅଧିକ ଦିନ ଘୁଞ୍ଚାଇବାକୁ ନେଇ ସେଭଳି କୌଣସି ଯୋଜନା ନାହିଁ। ଏନେଇ କ୍ୟାବିନେଟ୍ ସଚିବ ରାଜୀବ ଗୌବାଙ୍କ ଉକ୍ତିକୁ ଉଦ୍ଧାର କରି ଟ୍ୱିଟ କରିଛି public broadcaster ପ୍ରସାର ଭାରତୀ ନ୍ୟୁଜ୍ ସର୍ଭିସ। ଲକଡାଉନ ଅବଧି ବୃଦ୍ଧି ହେବାକୁ...