• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

corona-1
ପୁଣି ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ମଦୁରାଇ: ପୁଣି ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନା ଆକ୍ରାନ୍ତରେ ତାମିଲନାଡୁରେ ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଜି ଭୋର ସମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଆକ୍ରାନ୍ତରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। ତାମିଲନାଡୁରେ...

corona
ଦେଶରେ କେମିତି ଅଛି କରୋନା ସ୍ଥିତି ? ଜାଣନ୍ତୁ

ନୂଆଦିଲ୍ଲୀ: କରୋନା ଭାଇରସ ସଂକ୍ରମଣ ଯେପରି ଦେଶରେ ନ ବ୍ୟାପେ ସେଥିପାଇଁ  ସାରା ଦେଶକୁ ୨୧ ଦିନ ପାଇଁ ଲକ୍‌ ଡାଉନ୍ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶକୁ କରୋନା ଦାଉରୁ ରକ୍ଷା କରିବା ପାଇଁ  ସାମାଜିକ ଦୂରତ୍ୱ ଗୋଟିଏ ମାତ୍ର ରାସ୍ତା। ଏଥିପାଇଁ ଲକ୍‌ ଡାଉନ୍‌...

newspaper
କରୋନା ଅପଡେଟ: ନ୍ୟୁଜପେପର୍‌ରେ ସଂକ୍ରମଣର ବିପଦ ନାହିଁ

ନୂଆଦିଲ୍ଲୀ: ଖବରକାଗଜ ଧରିବା ଦ୍ୱାରା  କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପେ ନାହିଁ। ଆମେରିକାର Centers for Disease Control and Prevention ପକ୍ଷରୁ କୁହାଯାଇଛି, କରୋନା ଭାଇରସ୍‌ ଜୀବନ୍ତ ପ୍ରାଣୀ ବ୍ୟତୀତ ଅନ୍ୟ କାହା ଉପରେ ବେଶି ସମୟ ବଞ୍ଚିପାରେନି।  ବର୍ତ୍ତମାନ ବଡ଼ ବଡ଼ ଖବରକାଗଜ ସ୍ୱୟଚାଳିତ ଭାବେ...

delhi_corona
ଲକ୍‌ ଡାଉନ୍‌କୁ ନେଇ କେନ୍ଦ୍ରର ଚରମବାଣୀ- ଆବଶ୍ୟକ ପଡ଼ିଲେ କର୍ଫ୍ୟୁ ଲଗାଅ

ନୂଆଦିଲ୍ଲୀ: ଲକ୍‌ ଡାଉନ୍‌ ନ ମାନି ବାହାରକୁ ବାହାରୁଥିବା ଲୋକଙ୍କ ପ୍ରତି କଠୋର ହେବାକୁ ନିଷ୍ପତ୍ତି ନେଇଛି କେନ୍ଦ୍ର। ସାମାଜିକ ଦୂରତା ମାନୁନଥିବା ଲୋକଙ୍କୁ ଘର ଭିତରେ ରଖିବା ପାଇଁ ଆବଶ୍ୟକ ପଡ଼ିଲେ କର୍ଫ୍ୟୁ ଲଗାଇ ଦେବାକୁ ଆଜି ରାଜ୍ୟମାନଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଯେଉଁସ୍ଥାନରେ ଦରକାର...

odisha
SC/ST ହଷ୍ଟେଲ ପିଲାଙ୍କୁ ଘରେ ପହଞ୍ଚାଇବା ପାଇଁ ହେବ ବ୍ୟବସ୍ଥା

ଭୁବନେଶ୍ୱର: ଆଜି ସଂଧ୍ୟା ସୁଦ୍ଧା SC/ST ହଷ୍ଟେଲ ପିଲାଙ୍କୁ ଘରେ ପହଞ୍ଚାଯିବ। ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କୁ ଘରେ ପହଞ୍ଚାଇବାର ବ୍ୟବସ୍ଥା କରିବେ। କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାର ଗଠନ କରିଥିବା କମିଟିର ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚି ଏନେଇ ସୂଚନା ଦେଇଛନ୍ତି। ଆଜି ସଂଧ୍ୟା ସୁଦ୍ଧା...

delhi
ଶାହୀନବାଗରେ ଆନ୍ଦୋଳନକାରୀଙ୍କୁ ହଟାଇଲା ପୁଲିସ୍‌

ନୂଆଦିଲ୍ଲୀ: ଗତ କିଛି ମାସ ଧରି ସିଏଏ ବିରୋଧରେ ପ୍ରମୁଖ ଧାରଣାସ୍ଥଳ ପାଲଟିଥିବା ଶାହୀନବାଗରେ ଆନ୍ଦୋଳନକାରୀଙ୍କୁ ହଟାଇ ଦେଇଛି ପୁଲିସ୍‌। ସିଏଏ ବିରୋଧରେ ଏଠାରେ ବହୁ ସଂଖ୍ୟକ  ଆନ୍ଦୋଳନକାରୀ ଧାରଣା ଦେଇ ଆସୁଥିଲେ। ତେବେ କରୋନା ଭାଇରସ୍‌ ଯୋଗୁ ଏହି ଆନ୍ଦୋଳନକାରୀମାନେ କିଛି ମାତ୍ରାରେ ନିଜେ ହଟିବା ଆରମ୍ଭ...

corona
କରୋନା ମୁକାବିଲା: ବିଭିନ୍ନ ପ୍ରକଳ୍ପକୁ ଏମଏଲଏ ଲ୍ୟାଡରେ ସାମିଲ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ବ୍ୟାପକ ପଦକ୍ଷେପ ନେଇଥିବା ଓଡ଼ିଶା ସରକାର କରୋନା ସମ୍ପର୍କିତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ୍ )ରେ ସାମିଲ ନିମନ୍ତେ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଏମଏଲ ଲ୍ୟାଡ୍ ଫଣ୍ଡ-୧୯୯୭ର ପ୍ରକଳ୍ପ ତାଲିକା ସଂକ୍ରାନ୍ତ ନିୟମାବଳୀରେ ସଂଶୋଧନ କରାଯାଇଛି। କରୋନା...

arest55555
କରୋନା ସମ୍ପର୍କରେ ମିଛ ଖବର ପ୍ରଚାର କରି ବନ୍ଧା ହେଲେ

ବ୍ରହ୍ମପୁର: କରୋନା ସମ୍ପର୍କରେ ସୋସିଆଲ ମିଡିଆରେ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଗଞ୍ଜାମ ଛତ୍ରପୁର ପୁଲିସ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ବଡ଼ ଆର୍ଯ୍ୟପଲି ଗାଁର ସି.ଆର୍ଯ୍ୟ। ଏନେଇ ଗଞ୍ଜାମ ଏସପିଙ୍କ ଟ୍ୱିଟର ହ୍ୟାଣ୍ଡେଲରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ଛତ୍ରପୁର...

corona
କରୋନା ଅପଡେଟ୍: ୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

କୋଲକାତା: କରୋନା ଭାଇରସ ଆକ୍ରାନ୍ତରେ  ଭାରତରେ ପୁଣି ଆଉ ଜଣଙ୍କ ମୃତ୍ୟୁ ଘଟିଛି। କୋଲକାତାରେ ଏହି ୫୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଫଳରେ ମୃତକଙ୍କ ସଂଖ୍ୟା ୮ରେ ପହଁଚିଛି।  କୋଲକାତାରେ କରୋନା ଆକ୍ରାନ୍ତରେ ମୃତ୍ୟୁ ଘଟିବା ଏହା ହେଉଛି ପ୍ରଥମ ଘଟଣା। କରୋନା ମୁକାବିଲା...

bus
କାଲି ଦିନ ୧୧ରୁ ବସ୍ ଚଳାଚଳ ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣ ଯେପରି ନ ବ୍ୟାପେ ସେନେଇ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଦିନ ୧୧ଟାରୁ ସାରା ରାଜ୍ୟରେ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏହାସହ ଆଜି ରାତି ୧୨ଟାରୁ ସମସ୍ତ ସିଟି ବସ୍ ଚଳାଚଳକୁ...

airlines
କାଲି ମଧ୍ୟରାତ୍ରରୁ ଘରୋଇ ବିମାନ ଉଡାଣ ବନ୍ଦ

ନୂଆଦିଲ୍ଲୀ: କରୋନା ମୁକାବିଲା ଲାଗି ଭାରତ ସରକାର ପ୍ରଥମେ ଟ୍ରେନ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ରୋକ ଲଗାଇଥିଲେ। ଏବେ ଆଉ ଏକ ପଦକ୍ଷେପ ଗ୍ରହଣ କରିଛନ୍ତି ସରକାର। ଆସନ୍ତାକାଲି ଠାରୁ ଦେଶ ମଧ୍ୟରେ ଉଡୁଥିବା  ସମସ୍ତ ଘରୋଇ ବିମାନ ଉଡ଼ାଣକୁ ମଧ୍ୟ ବନ୍ଦ କରିବାକୁ ନିଷ୍ପତ୍ତି...

777777777999
ପଶ୍ଚିମବଙ୍ଗରେ ସଡ଼କ ଦୁର୍ଘଟଣା; ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ଜଳେଶ୍ୱର (ଅଜିତ ଦାସ): ପଶ୍ଚିମବଙ୍ଗର ଦାନ୍ତୁନ ଥାନା ଅନ୍ତର୍ଗତ ନେକୁରସୁନିଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଚାରି ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ବାଲେଶ୍ୱର ଜିଲ୍ଲା ସୋର...

sensex down
ଷ୍ଟକ୍ ମାର୍କେଟ୍ ଉପରେ କରୋନା ପ୍ରଭାବ

ନୂଆଦିଲ୍ଲୀ: କରୋନା ପ୍ରଭାବ ପୁଣିଥରେ ଷ୍ଟକ୍ ମାର୍କେଟ୍ ଉପରେ ପଡ଼ିଛି। ଆଜି ସକାଳୁ ଶେଆର ମାର୍କେଟ୍ ଖୋଲିବା ପରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ସେନ୍ସେକ୍ସ ୨୩ ଶହ ପଏଣ୍ଟ ଖସିଥିଲା। ଯାହା ପୂର୍ବ ଦିନ ଅପେକ୍ଷା ୧୦ ପ୍ରତିଶତ ହ୍ରାସ ପାଇଛି। ସେହିଭଳି ନିଫ୍ଟି ମଧ୍ୟ   ୮୪୨ ପଏଣ୍ଟ...

images (57)
ଲକ୍ ଡାଉନ୍: ନିୟମ ଉଲ୍ଲଙ୍ଘନ କଲେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: କରୋନା ଭାଇରସ ଯେପରି ନ ବ୍ୟାପେ ସେନେଇ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଦେଶର ୮୦ଟି ସହରକୁ ଲକ ଡାଉନ ଘୋଷଣା କରାଯାଇଛି। ମାର୍ଚ୍ଚ ୩୧ ଯାଏ ଏହି ଲକ ଡାଉନ ଘୋଷଣା ହୋଇଛି। ଲକ୍‌ ଡାଉନ୍‌କୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ରାଜ୍ୟ ସରକାରମାନଙ୍କୁ କେନ୍ଦ୍ର ସରକାର...

Untitled
୪୧୫ ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦେଶର ୮୦ଟି ସହର ଲକ୍‌ ଡାଉନ୍‌

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ସଂପର୍କରେ ଯାଞ୍ଚ ଚାଲିଛି। ଲକ୍‌ ଡାଉନ୍‌କୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ରାଜ୍ୟ ସରକାରମାନଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଲକ୍‌ ଡାଉନ୍‌କୁ...

rajnikanth
ରଜନୀକାନ୍ତଙ୍କ "ଜନତା କର୍ଫ୍ୟୁ" ଭିଡ଼ିଓ କାହିଁକି ଟ୍ୱିଟରରୁ ହଟାଇ ଦିଆଗଲା ?

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ଵାନ କରିଥିବା “ଜନତା କର୍ଫ୍ୟୁ”କୁ ସମର୍ଥନ କରି  ସୁପରଷ୍ଟାର ରଜନୀକାନ୍ତ ଏକ ଭିଡ଼ିଓ ଟ୍ୱିଟରରେ ପୋଷ୍ଟ କରିଥିଲେ। ହେଲେ, କିଛି ସମୟ ପରେ ଟ୍ୱିଟର ପକ୍ଷରୁ ଏହାକୁ ଡିଲିଟ କରିଦିଆଯାଇଥିବା ଜଣାପଡିଛି। କୁହାଯାଉଛି ଯେ, ଏହି ଭିଡ଼ିଓରେ କିଛି ଭୁଲ ସୂଚନା ପ୍ରଦାନ...

lock dwn
୨୨ରୁ ୨୯ ତାରିଖ ଯାଏ ୫ ଜିଲ୍ଲା ପ୍ରାୟ ସମ୍ପୂର୍ଣ୍ଣ ଲକ୍‌ ଡାଉନ୍‌

ଭୁବନେଶ୍ୱର: କରୋନା ପାଇଁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ୫ଟି ଜିଲ୍ଲା ସମେତ ଓ ୮ ସହରକୁ ପ୍ରାୟ ସମ୍ପୂର୍ଣ୍ଣ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଜିଲ୍ଲାକୁ ଗୁଡ଼ିକ ହେଲା- ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୁଳ। ଉପରୋକ୍ତ ଜିଲ୍ଲାକୁ...

park
କାଲିଠୁ ଭୁବନେଶ୍ୱର, କଟକର ସବୁ ପାର୍କ ବନ୍ଦ

ଭୁବନେଶ୍ୱର: ଆସନ୍ତା କାଲିଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ଓ କଟକରେ ଥିବା ସମସ୍ତ ପାର୍କ ବନ୍ଦ ରହିବ ବୋଲି ବିଏମ୍‌ସି ଓ ସିଏମ୍‌ସି ପକ୍ଷରୁ କୁହାଯାଇଛି। ସମସ୍ତ ସରକାରୀ ଓ ଘରୋଇ ମାଲିକାନାରେ ଥିବା ପାର୍କ ବନ୍ଦ ରହିବ। କରୋନା ଭାଇରସ୍‌ର ମୁକାବିଲା ନେଇ...

chicken
ମାଗଣାରେ ବଣ୍ଟାଗଲା କୁକୁଡ଼ା

ବାଙ୍କୀ: ଗାଁ ଗାଁ ବୁଲି ମାଗଣାରେ କୁକୁଡ଼ା ବାଣ୍ଟିଲେ କୁକୁଡ଼ା ଫାର୍ମ ମାଲିକ। କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଦୁର୍ଗାପୁର ଅଞ୍ଚଳର କିଛି କୁକୁଡ଼ା ଫାର୍ମ ମାଲିକ ଆଜି ଟ୍ରାକ୍ଟରରେ କୁକୁଡ଼ା ଆଣି ଲୋକଙ୍କୁ ମାଗଣାରେ ବାଣ୍ଟୁଥିବା ଦେଖିବାକୁ ମିଳିଥିଲା।...

cloudy
ବର୍ଷା ସହ ବଜ୍ରପାତ ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଦିନ ୨ଟା ୩୦ ମିନିଟ୍ ପର୍ଯ୍ୟନ୍ତ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି...