ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରୁ ୨ କେଜି ୭୦୦ ଗ୍ରାମ୍ର ବ୍ରାଉନ୍ ସୁଗର୍ ଜବତ ହୋଇଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ପୁଲିସ୍ ଡିଜି ଅଭୟ ସୂଚନା ଦେଇଛନ୍ତି। ଓଡ଼ିଶା ପୁଲିସ୍ର ଏସ୍ଟିଏଫ୍ ଟିମ୍ ଚଢ଼ଉ କରି ଏହି ବ୍ରାଉନ୍ ସୁଗର୍କୁ ଜବତ କରିଛି। ଜବତ...
ପୁରୀ: କରୋନା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି ଠାରୁ ମାର୍ଚ୍ଚ ୩୧ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ନେଇ ନିଷ୍ପତ୍ତି ହୋଇଛି। କାଲି ଠାରୁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। କେବଳ ନୀତିକାନ୍ତି ପାଇଁ ସେବାୟତମାନେ...
ନୂଆଦିଲ୍ଲୀ: ଆପଣ ଟ୍ରେନ୍ରେ ଯାତ୍ରା କରିବା ପାଇଁ ଯୋଜନା କରୁଛନ୍ତି କି ? ତା’ହେଲେ ଜାଣି ରଖନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା। ହୁଏତ ଆପଣଙ୍କ କାମରେ ଆସିପାରେ। କାହିଁକି ନା ଆସନ୍ତାକାଲିଠୁ ମାର୍ଚ୍ଚ ୩୧ ଯାଏ ୧୬୮ଟି ଟ୍ରେନ୍ ବାତିଲ୍ ହୋଇଛି। କରୋନା ପାଇଁ ଟ୍ରେନ୍ରେ ଯାତ୍ରୀଙ୍କ ସଂଖ୍ୟା...
ଭୁବନେଶ୍ୱର: କରୋନା ପାଇଁ ରାଜଧାନୀ ଭୁବନେଶ୍ୱରରେ ଥିବା କିଛି ହାଟ ଉପରେ ବିଏମ୍ସି କଟକଣା ଲଗାଇଛି। ଏହି ହାଟ ଗୁଡ଼ିକ ଆଜିଠୁ ସନ୍ଧ୍ୟା ୬ଟା ପରେ ବନ୍ଦ ରହିବ। ଏଣିକି ଏହି ହାଟ ଗୁଡ଼ିକ ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ଖୋଲା ରହିବ। ସନ୍ଧ୍ୟା ୬ଟା ପରେ ଜନଗହଳିକୁ...
ପୁରୀ: ୟେସ୍ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଇ-ଟ୍ରାନ୍ସଫର ମାଧ୍ୟମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କାକୁ SBIର ପୁରୀ ମୁଖ୍ୟ ଶାଖାକୁ ଟ୍ରାନ୍ସଫର୍ କରିଛି ୟେସ୍ ବ୍ୟାଙ୍କ। ମୂଳଧନ ୩୮୯ କୋଟି ଓ ସୁଧ ବାବଦକୁ ପ୍ରାୟ ୮...
ନୂଆଦିଲ୍ଲୀ: କରୋନା ମୁକାବିଲା ନେଇ ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ବୈଠକ ପରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ ବୋଲି ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଦେଶରେ କରୋନାକୁ ନେଇ ୧୫୧ଟି...
ଆଜି ୨୦୨୦ ମସିହା, ମାର୍ଚ୍ଚ ମାସ ୧୯ ତାରିଖ, ଗୁରୁବାର। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…
ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଟାଉନ୍ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର କଲେଜ ବାଇପାସ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପୁଲିସ୍ ଜିପ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ପୁଲିସ୍ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩...
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ସତର୍କତାମୂଳକ ପଦକ୍ଷେପ ଭାବେ ବିଦେଶରୁ ଫେରୁଥିବା ବ୍ୟକ୍ତିଙ୍କୁ ହୋମ୍ କ୍ୱାରେଣ୍ଟାଇନ୍ରେ ରହିବାକୁ ପରାମର୍ଶ ଦିଆଯାଉଛି। ତେବେ ଯିଏ ଘରେ ନ ରହି ସରକାରଙ୍କ ଦ୍ୱାରା କରାଯାଇଥିବା ସ୍ଥାନରେ ରହିବାକୁ ଚାହିଁବେ ସେମାନଙ୍କ ପାଇଁ ସରକାରୀ କୋଠାରେ ମାଗଣାରେ ବ୍ୟବସ୍ଥା କରାଯାଇଛି। ଏହାବାଦ ଯଦି...
ନୂଆଦିଲ୍ଲୀ: କରୋନା ସତର୍କତା ପାଇଁ JEE Main ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ଏପ୍ରିଲ ୫, ୭, ୯ ଓ ୧୧ରେ JEE Main ହେବା ପାଇଁ ସ୍ଥିର କରାଯାଇଥିଲା। ଯେହେତୁ ବିଭିନ୍ନ ସହରରେ ପରୀକ୍ଷା ସେଣ୍ଟର ହୋଇଥାଏ,...
ନୂଆଦିଲ୍ଲୀ: ‘କରୋନା’ ପାଇଁ ଆଜି ହେବାକୁ ଥିବା CBSE ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ‘କରୋନା’ ସତର୍କତା ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ CBSE ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତେବେ ପରୀକ୍ଷା ପୁଣି କେବେ କରାଯିବ ସେନେଇ ପରେ ଘୋଷଣା କରାଯିବ...
ଭୁବନେଶ୍ୱର: କରୋନା ପାଇଁ ଆଗୁଆ ମିଳିବ ୩ ମାସର ରାସନ। ଏପ୍ରିଲ ୧ରୁ ମେ’ ୧୫ ମଧ୍ୟରେ ଚାଉଳ, ଗହମ, କିରାସିନି ମିଳିବ। ତେବେ ରାସନ୍ ଦେବାବେଳେ ଇ-ପାସ୍, ବାୟୋମେଟ୍ରିକ ମେସିନ ଓ ଆଇରିସ୍ ସ୍କାନିଂ ବନ୍ଦ ରହିବ। ଅର୍ଥାତ୍ ଏସବୁର ବ୍ୟବହାର ହେବନି। ସୂଚନାଥାଉ କି, ବିଭିନ୍ନ ଯୋଜନାରେ...
ଖୋର୍ଦ୍ଧା: କରୋନା ମୁକାବିଲା ଲାଗି ରାଜ୍ୟ ସରକାର ବେଶ ତତ୍ପର ଅଛନ୍ତି। ଏପରି କ୍ଷେତ୍ରରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଯେପରି ନ ବଢ଼େ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଗୋଟିଏ ସ୍ଥାନରେ ଅଧିକ ଲୋକ ଏକାଠି ହେବାକୁ ମନା କରାଯାଇଛି। ଏହାସହ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ...
ଭୁବନେଶ୍ୱର: ନନ୍ଦନକାନନରେ ଆଖି ବୁଜିଲା କଲରାପତରିଆ ବାଘ ସୂରଜ। ଗତ କିଛି ଦିନ ଧରି ସେ ବ୍ଲଡ୍ ପ୍ରୋଟୋଜନ୍ ଇନ୍ଫେକ୍ସନ୍ରେ ପୀଡ଼ିତ ଥିଲା। ତେବେ ଗତକାଲି ଅପରାହ୍ନରେ ସେ ଅଧିକ ଅସୁସ୍ଥ ହୋଇପଡ଼ିଥିଲା। ଏହାପରେ ଗତକାଲି ରାତିରେ ତା’ର ମୃତ୍ୟୁ ଘଟିଥିଲା। ୧୬ ବର୍ଷ ବୟସରେ ସୂରଜର ମୃତ୍ୟୁ...
ମୁମ୍ବାଇ: ବଲିଉଡ଼ରେ ଯେମିତି ସୁପରଷ୍ଟାର ସଲମାନ୍ ଖାନ୍ଙ୍କ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା, ସେମିତି ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ବାହୁବଳୀ ଷ୍ଟାର ପ୍ରଭାସଙ୍କ ବିବାହକୁ ନେଇ ମଧ୍ୟ ଗତ କିଛି ବର୍ଷ ହେବ ଚାଲିଛି ଚର୍ଚ୍ଚା। ପୂର୍ବରୁ ଅନେକ ଥର ପ୍ରଭାସ ଓ ବାହୁବଳୀ କୋ-ଷ୍ଟାର୍ ଅଭିନେତ୍ରୀ ଅନୁଷ୍କା...
ଭୁବନେଶ୍ୱର: କରୋନା ପାଇଁ ରାଜଧାନୀ ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟ ଉପରେ ବିଏମ୍ସି କଟକଣା ଲଗାଇଛି। ବିଏମ୍ସି ଅଧିନରେ ଆସୁଥିବା ପ୍ରମୁଖ ହାଟ ଗୁଡ଼ିକ ଏଣିକି ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ଖୋଲା ରହିବ। ଏହାପରେ ହାଟ ଗୁଡ଼ିକ ସନ୍ଧ୍ୟା ୬ଟା ପରେ ବନ୍ଦ ରହିବ। ହାଟରେ ...
ପାଟକୁରା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭାଇରସ୍ରେ ଆକ୍ରାନ୍ତ ନେଇ ସୋଶାଲ୍ ମିଡିଆରେ ମିଛ ଖବର ପ୍ରଚାର କରିବା ଅଭିଯୋଗରେ କେନ୍ଦ୍ରାପଡ଼ା ଟାଉନ ଥାନା ପୁଲିସ୍ ୪ ଜଣ ଯୁବକଙ୍କୁ ଗିରଫ କରିଛି। ଏହି ୪ ଜଣ ଯୁବକ ପ୍ରଧାନମନ୍ତ୍ରୀ ମୋଦି କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ନେଇ ସୋଶାଲ...
ଅନୁଗୁଳ: କରୋନାକୁ ନେଇ ଗୁଜବ ପ୍ରଚାର କରିବା ଅଭିଯୋଗରେ ଅନୁଗୁଳ କୋଲିୟରୀ ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ଅନୁଗୁଳ ନୂଆଁହତା ଗାଁର ଜଣେ ଯୁବକଙ୍କ କରୋନାରେ ମୃତ୍ୟୁ ହୋଇଥିବା ନେଇ ଗିରଫ ଯୁବକ ଜଣକ ନିଜ ଫେସବୁକ୍ ଆକାଉଣ୍ଟରେ ଗୁଜବ ପ୍ରଚାର କରିଥିଲେ। ଯାହାକୁ...
ଆଜି ୨୦୨୦ ମସିହା, ମାର୍ଚ୍ଚ ମାସ ୧୮ ତାରିଖ, ବୁଧବାର। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…
ନୂଆଦିଲ୍ଲୀ: ହୋମ୍ ଆଇସୋଲେସନ୍ରେ ରହିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁରେଶ ପ୍ରଭୁ। ସାଉଦି ଆରବରୁ ଫେରିବା ପରେ ହୋମ୍ ଆଇସୋଲେସନ୍ରେ ରହିବାକୁ ସେ ନିଷ୍ପତ୍ତି ନେଇଛନ୍ତି। କରୋନା ନେଇ ଯାଞ୍ଚ କରିବା ପରେ ରିପୋର୍ଟ ନେଗେଟିଭ୍ ଆସିବା ପରେ ବି ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରିଛନ୍ତି ସୁରେଶ ପ୍ରଭୁ। ୧୪...