ଭୁବନେଶ୍ୱର: କେବଳ ଟିଭି ଚ୍ୟାନେଲ୍ ଭାବରେ ନୁହେଁ, ଡିଜିଟାଲ୍ ପ୍ଲାଟଫର୍ମରେ ମଧ୍ୟ ଓଟିଭି ନମ୍ବର ଓ୍ୱାନ୍। ବିଶ୍ୱର ପ୍ରଥମ ଓଡ଼ିଆ ନ୍ୟୁଜ୍ ଚ୍ୟାନେଲ ଭାବରେ, ୟୁଟ୍ୟୁବ୍ରେ ଏହା ୩ ମିଲିଅନ୍ ସବସ୍କ୍ରାଇବର୍ସ ହାସଲ କରିଛି। ଏହି ମାନଦଣ୍ଡ ହାସଲ କରିବାରେ ଓଟିଭି ହେଉଛି ରାଜ୍ୟର ପ୍ରଥମ ଓଡ଼ିଆ ନ୍ୟୁଜ୍...
ଭୁବନେଶ୍ୱର: କରୋନା ସତର୍କତା ପାଇଁ ସମସ୍ତ ଟେକ୍ନିକାଲ୍ ଓ ପ୍ରଫେସ୍ନାଲ୍ ପାଠ୍ୟକ୍ରମର ଫାଇନାଲ ସେମିଷ୍ଟାର ଓ ବ୍ୟାକ୍ ପେପର୍ ପରୀକ୍ଷା(ଯେଉଁମାନେ ଫାଇନାଲ୍ ସେମିଷ୍ଟାର୍ରେ ପରୀକ୍ଷା ଦେବେ)କୁ ଛାଡ଼ି ସବୁ ପରୀକ୍ଷା ବାତିଲ୍ କରାଯାଇଛି। ଏନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବୈଷୟିକ ଶିକ୍ଷାନୁଷ୍ଠାନକୁ...
ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୧ଟା ୧୫ ମିନିଟ୍ ଯାଏ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ...
ନୂଆଦିଲ୍ଲୀ: କରୋନାକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଲଦାଖରେ ଭାରତୀୟ ସେନାର ଜଣେ ଯବାନ କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଯବାନଙ୍କ ପିତା ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଭାରତୀୟ ସେନାରେ ଏହା ପ୍ରଥମ ମାମଲା ବୋଲି ଜଣାପଡ଼ିଛି। ଉଭୟଙ୍କ ନମୁନା ଯାଞ୍ଚ...
ଭୁବନେଶ୍ୱର: କରୋନାକୁ ଆଦୌ ବ୍ୟାପିବାକୁ ନ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ସତର୍କତାମୂଳକ ପଦକ୍ଷେପ ନିଆଯାଉଥିବା ବେଳେ ଆଜି ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ଉପ-ନିର୍ବାଚନକୁ ସ୍ଥଗିତ କରି ଦେଇଛନ୍ତି। ମାର୍ଚ୍ଚ ୨୪ ତାରିଖରେ ଏହି ଉପନିର୍ବାଚନ ହୋଇଥା’ନ୍ତ। ୨୦ଟି ଜିଲ୍ଲାରେ ୨ଟି ଜିଲ୍ଲା ପରିଷଦ...
ଭୁବନେଶ୍ୱର: କରୋନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ବାଣୀ ବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡ଼ିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ମିଡ୍ ସେମିଷ୍ଟର ପରୀକ୍ଷାକୁ ବି ଉତ୍କଳ...
ଭୁବନେଶ୍ୱର: କରୋନାକୁ ଦୃଷ୍ଟିରେ ରଖି ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଶିକ୍ଷକମାନଙ୍କୁ ସ୍କୁଲକୁ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାସହ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସବୁ...
ଭୁବନେଶ୍ୱର: କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ୍ସ ଜାରି ହୋଇଛି। ଟ୍ୱିନ୍ସିଟି କଟକ ଓ ଭୁବନେଶ୍ୱର ସମେତ ରାଜ୍ୟବ୍ୟାପୀ ଚଳାଚଳ କରୁଥିବା ଘରୋଇ ଏବଂ ସରକାରୀ ବସ୍ ଗୁଡ଼ିକରେ ଯେତିକି ସିଟ୍ ଅଛି, ସେତିକି ହିଁ ଯାତ୍ରୀ ପରିବହନ କରିବାକୁ ବିଭାଗ ପକ୍ଷରୁ...
ଭୁବନେଶ୍ୱର: ଓଡ଼ିଶାରେ ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି କୋଭିଡ୍ ୧୯ ମୁକାବିଲା ନେଇ ଗଠିତ ରାଜ୍ୟ କମିଟିର ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ। ସେ କହିଛନ୍ତି, “ଜଣେ ୩୩ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ...
ଭଦ୍ରକ: କରୋନା ମୁକାବିଲା ଲାଗି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି ଦିଆଯାଇଛି। ଏନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ପ୍ରାଥମିକ ଭାବେ ମାର୍ଚ୍ଚ ୩୧ ଯାଏ ଛୁଟି ବାତିଲ...
ନୂଆଦିଲ୍ଲୀ: ସପ୍ତାହର ପ୍ରଥମ ଦିନରେ ଅର୍ଥାତ୍ ଆଜି ଶେଆର୍ ମାର୍କେଟ୍ରେ କାରବାର ଆରମ୍ଭରୁ ମାନ୍ଦାବସ୍ଥା ଦେଖିବାକୁ ମିଳିଛି। କରୋନା ଯୋଗୁ ଶେଆର୍ ମାର୍କେଟରେ କାରବାର ପ୍ରଭାବିତ ହୋଇଛି। ଆଜି କାରବାର ଆରମ୍ଭରୁ ସେନ୍ସେକ୍ସ ୧୬୦୦ ପଏଣ୍ଟ ତଳକୁ ଖସି ଥିବାବେଳେ ନିଫ୍ଟି ୯୬୦୦ ପଏଣ୍ଟ ତଳକୁ ଖସିଥିଲା। ଫଳରେ...
ଭୁବନେଶ୍ୱର: କୁକୁଡ଼ା ମାଂସ ଓ ଅଣ୍ଡା ଖାଇବା ଦ୍ୱାରା କରୋନା ଭାଇରସ୍ ବ୍ୟାପୁଥିବା ନେଇ ଯେଉଁ କଥା ପ୍ରଚାର ହେଉଛି, ତାହା ସଂପୂର୍ଣ୍ଣ ମିଛ ଓ ଗୁଜବ ବୋଲି ପଶୁପାଳନ ଓ ପ୍ରାଣୀ ଚିକିତ୍ସା ବିଭାଗ କହିଛି। ଯାହା ଜଣାପଡ଼ିଛି, ବର୍ତ୍ତମାନ କେବଳ ମଣିଷରୁ ମଣିଷକୁ କରୋନା ଭାଇରସ୍ ବ୍ୟାପୁଛି।...
କଟକ: ଇଞ୍ଜିନ୍ରୁ ଅଲଗା ହେଲା ବଗି। ଲୋକମାନ୍ୟ ତିଲକ ଏକ୍ସପ୍ରେସ୍ ଟ୍ରେନ୍ର ୨ଟି ବଗି ଇଞ୍ଜିନ୍ରୁ ଅଲଗା ହୋଇଯାଇଥିବା ସୂଚନା ମିଳିଛି। ଏକ୍ସପ୍ରେସ୍ ଟ୍ରେନ୍ଟି ଭୁବନେଶ୍ୱରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବାବେଳେ ଆଜି ଶାଳଗାଁ-ବରହମ୍ପୁର ଷ୍ଟେସନ୍ ପଲାସିଆ ନିକଟରେ ୨ଟି ବଗି ଇଞ୍ଜିନ୍ରୁ ଅଲଗା ହୋଇଯାଇଥିଲା। ଏନେଇ ରେଳବାଇ...
ବାରିପଦା: ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଗତକାଲି ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ବାରିପଦା ସ୍ଥିତ ପି.ଆର୍.ଏମ୍ ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ତେବେ...
ପୁରୀ: ଆଜିଠୁ ପିପିଲି ଟୋଲ୍ ଗେଟ୍ରେ ପୁରୀକୁ ଆସୁଥିବା ସମସ୍ତ ପର୍ଯ୍ୟଟକଙ୍କ ଗାଡ଼ିକୁ ଯାଞ୍ଚ କରାଯିବା ସହ ପର୍ଯ୍ୟଟକଙ୍କ ସ୍କାନିଂ କରାଯିବ। ଏହି ଯାଞ୍ଚରେ ଡାକ୍ତରୀ ଟିମ୍, ପରିବହନ ଅଧିକାରୀ ଏବଂ ପୁଲିସ୍ ରହିବେ। ଯଦି, କୌଣସି ପର୍ଯ୍ୟଟକଙ୍କ ପାଖରେ କରୋନାକୁ ନେଇ ସନ୍ଦେହ ଦେଖାଦିଏ ତେବେ ତାଙ୍କୁ...
ଭୁବନେଶ୍ୱର: କରୋନାକୁ ଦୃଷ୍ଟିରେ ରଖି ଆଜିଠୁ କଟକ ଓ ଭୁବନେଶ୍ୱରରେ ଥିବା ସମସ୍ତ ସପିଂମଲ୍କୁ ଆସନ୍ତା ୩୧ ତାରିଖ ଯାଏ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ କମିଶନରେଟ୍ ପୁଲିସ୍ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। କରୋନା ମୁକାବିଲା ପାଇଁ କମିଶନରେଟ୍ ପୁଲିସ୍ ଏଭଳି ପଦକ୍ଷେପ...
ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ରକ୍ତ ଓ ସ୍ୱାବ୍ ନମୁନା ପରୀକ୍ଷାରୁ ତାଙ୍କ ଠାରେ କରୋନା ଭାଇରସ୍ ପ୍ରବେଶ କରିଥିବା ଜଣାପଡ଼ିଛି। ସଂପୃକ୍ତ ଯୁବକଙ୍କ ରକ୍ତ ନମୁନା ପରୀକ୍ଷା ପରେ RMRCରୁ ରିପୋର୍ଟରେ...
ଆଗ୍ରା: କରୋନା ଭୟରେ ସ୍ୱାମୀଙ୍କୁ ଛାଡ଼ି ପଳାଇଲେ ସ୍ତ୍ରୀ ! ଏମିତି ଏକ ଖବର ଭାଇରାଲ ହୋଇଥିଲା। ହେଲେ କର୍ଣ୍ଣାଟକ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ ଆଜି ସଫେଇ ଦିଆଯାଇଛି। କର୍ଣ୍ଣାଟକ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏପରି ଖବରକୁ ଖଣ୍ଡନ କରାଯିବା ସହ କୁହାଯାଇଛି, ମହିଳା ଜଣକ...
ମୁମ୍ବାଇ: ଆପଣ ଟ୍ରେନ୍ରେ ଯାତ୍ରା କରିବା ପାଇଁ ଯୋଜନା କରିଛନ୍ତି କି ? ବିଶେଷ କରି ଯଦି ଆପଣ ଏସି ଟ୍ରେନ୍ରେ ଯାତ୍ରା କରିବା ପାଇଁ ପ୍ଲାନିଂ କରିଛନ୍ତି, ତା’ହେଲେ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଜାଣି ରଖନ୍ତୁ। ହୁଏତ ଆପଣଙ୍କ କାମରେ ଆସିପାରେ। ଏବେ କରୋନା ଭାଇରସ୍କୁ ନେଇ...
ଭୁବନେଶ୍ୱର: କରୋନାକୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀଉଦ୍ୟାନ, ଷ୍ଟେଟ୍ ବଟାନିକାଲ ଗାର୍ଡେନ୍ ପରେ ଆଜିଠୁ ମାର୍ଚ୍ଚ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଧଉଳି ବନ୍ଦ ନେଇ ଘୋଷଣା ହୋଇଛି। ଏହାସହ ଲିଙ୍ଗରାଜ ମନ୍ଦିରରେ ମଧ୍ୟ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ ରାଉତଙ୍କ ସୂଚନା...