• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

neha
ନେହା-ଆଦିତ୍ୟଙ୍କ ବିବାହକୁ ନେଇ ଉଦିତ୍‌ଙ୍କ ଖୁଲାସା, କହିଲେ- ବିବାହ ପାଇଁ ମୁଁ ମୋ ପୁଅକୁ କହିଥିଲି ହେଲେ...

ମୁମ୍ବାଇ: ଗତ କିଛିଦିନ ଧରି ପ୍ରସିଦ୍ଧ ଗାୟକ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣ ଓ ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଯେବେଠୁ ଉଭୟଙ୍କ ବିବାହ କଥା ଉଠିଲାଣି ସେବେଠୁ ଉଭୟଙ୍କୁ ନେଇ ବିଭିନ୍ନ ପ୍ରକାର କଥା ଆଲୋଚନା ହେଉଛି। ଏରପିକି...

odisha
ମାଟ୍ରିକ୍‌ ହବ୍‌ ସେଣ୍ଟରରେ ଅଗ୍ନିକାଣ୍ଡ

ନୀଳଗିରି(ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରି ସହର ସ୍ଥିତ କୈଳାଶ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗତ ରାତିରେ ଅଗ୍ନିକାଣ୍ଡ ଘଟିଛି। କୈଳାଶ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ହବ୍‌ ସେଣ୍ଟର କରାଯାଇ ଏଠାରେ ନୀଳଗିରି ବ୍ଲକ୍‌ର ସମସ୍ତ ସ୍କୁଲ ଓ ଔପଦା ବ୍ଲକର କେତେକ ସ୍କୁଲ ପାଇଁ ମାଟ୍ରିକ୍‌ ପରୀକ୍ଷା...

odisha
ମହାନଦୀକୁ ଗାଧୋଇବାକୁ ଯାଇ ନାବାଳକ ନିଖୋଜ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ମହାନଦୀର କୋଟକଣା ଗଡ଼ାରେ ଗାଧୋଉଥିବା ବେଳେ ଜଣେ ୧୨ ବର୍ଷର ନାବାଳକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ନାବାଳକଙ୍କ ନାଁ ରୁଦ୍ର ନାରାୟଣ ଦାସ। ତାଙ୍କ ଘର ରାହାଡ଼ିଙ୍ଗା ଗାଁରେ। ସେ ସପ୍ତମ ଶ୍ରେଣୀରେ ପଢ଼ୁଥିଲେ। ରୁଦ୍ର କୋଟକଣା...

naveen
୨୩ଟି ଧର୍ମୀୟ ଅନୁଷ୍ଠାନ ପାଇଁ ୨୩ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଧର୍ମୀୟ ଅନୁଷ୍ଠାନ ପାଇଁ ୨୩ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୩ଟି ଧର୍ମୀୟ ଅନୁଷ୍ଠାନ ପାଇଁ ୨୩ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତି ଅନୁଷ୍ଠାନ ପାଇଁ ୧ କୋଟି...

suresh pujari
ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ବରଗଡ଼ ସାଂସଦ

ଭୁବନେଶ୍ୱର: କାମ କରିବାକୁ ଯାଇ ତେଲେଙ୍ଗାନାରେ ଫସିଥିବା ବରଗଡ଼ର ୩୫ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ୱରଙ୍କୁ ଅନୁରୋଧ କରିଛନ୍ତି ବରଗଡ଼ ସାଂସଦ ସୁରେଶ ପୂଜାରୀ। ଏନେଇ ସୁରେଶ ପୂଜାରୀ ଟ୍ୱିଟ୍‌...

justice s muralidhar
ଅଧ ରାତିରେ ଦିଲ୍ଲୀ ହିଂସା ମାମଲାର ଶୁଣାଣି କରିଥିବା ବିଚାରପତିଙ୍କ ବଦଳି

ନୂଆଦିଲ୍ଲୀ: ଅଧ ରାତିରେ ଦିଲ୍ଲୀ ହିଂସା ମାମଲାର ଶୁଣାଣି କରିଥିବା ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ଏସ୍‌ ମୁରଲୀଧରଙ୍କ ବଦଳି ହୋଇଛି। ହରିଆଣା ଏବଂ ପଞ୍ଜାବ ହାଇକୋର୍ଟଙ୍କୁ ତାଙ୍କର ବଦଳି ହୋଇଛି। ଦିଲ୍ଲୀରେ ହିଂସାକୁ ନେଇ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତି ଉପରେ ଦିଲ୍ଲୀ ହାଇକୋର୍ଟ ମଧ୍ୟରାତ୍ରରେ ଶୁଣାଣି...

traffic
ମାର୍ଚ୍ଚ ୧ରୁ ଟ୍ରାଫିକ ନିୟମ କଡ଼ାକଡ଼ି, ଜୋରଦାର ହେବ ଚେକିଂ

ଭୁବନେଶ୍ୱର: ଏଣିକି ମାର୍ଚ୍ଚ ପହିଲାରୁ ଜୋରଦାର ଧରପଗଡ଼ ସହ  କଡ଼ାକଡ଼ି ହେବ ଟ୍ରାଫିକ ନିୟମ। ଯେଉଁମାନେ ନିୟମ ଖିଲାପ କରିବେ ସେମାନଙ୍କ ଉପରେ ପଡ଼ିବ ମୋଟା ଅଙ୍କର ଜରିମାନା। ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ଟ୍ରାଫିକ୍‌ ନିୟମକୁ ନେଇ ରାଜ୍ୟ ସରକାର କୋହଳ କରିଥିବା ତାରିଖ...

suchitra-1-1
ମରି ବି ଅମର: ଅଙ୍ଗଦାନ କରି ଦୁଇ ଦୁଇଟି ଜୀବନ ବଞ୍ଚାଇଲେ ସୁଚିତ୍ରା

ଭୁବନେଶ୍ୱର: ମରି ବି ଅମର ହୋଇଗଲେ। ଶରୀର ପଞ୍ଚଭୂତରେ ଲୀନ ହୋଇଯାଇଥିଲେ ବି ଆଜି ବି ସେ ଅମର। ନିଜେ ମରି ବି ଆଉ ୨ ଅମୂଲ୍ୟ ଜୀବନ ବଞ୍ଚାଇ ଦେଇଗଲେ କଟକର ସୁଚିତ୍ରା ଦାସ। କାଡାଭେରିକ ପଦ୍ଧତିରେ ଅଙ୍ଗଦାନ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଓଡ଼ିଶା। ବ୍ରହ୍ମପୁରର...

doctor farewell
ଡାକ୍ତର ବାବୁଙ୍କୁ ଅଶ୍ରୁଳ ବିଦାୟ ଦେଲେ ଗାଁ ଲୋକେ

ଭବାନୀପାଟଣା: ଡାକ୍ତର ବାବୁଙ୍କ ବଦଳି ପରେ ତାଙ୍କୁ ଅଶ୍ରୁଳ ବିଦାୟ ଦେଲେ ଗାଁ ଲୋକେ। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲାରେ। ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ରଥଙ୍କ ନିକଟରେ ପୁରୀ ଜିଲ୍ଲା ପିପିଲି ଡାକ୍ତରଖାନାକୁ ବଦଳି ହୋଇଥିଲା। ହେଲେ ଗତକାଲି ଡାକ୍ତର ବାବୁଙ୍କୁ...

delhi
ଦିଲ୍ଲୀ ହିଂସା: ମୃତ୍ୟୁ ସଂଖ୍ୟା ୩୨ ଛୁଇଁଲା, ବିଳମ୍ବିତ ରାତିରେ ପୁଣି ହିଂସା

ନୂଆଦିଲ୍ଲୀ: ଦିଲ୍ଲୀ ହିଂସା ଘଟଣାରେ ମୃତ୍ୟୁ ସଂଖ୍ୟା ୩୨କୁ ବୃଦ୍ଧି ପାଇଥିବାବେଳେ ୨୦୦ରୁ ଅଧିକ ଆହତ ହୋଇଛନ୍ତି। ବୁଧବାର ରାତିରେ ଉତ୍ତରପୂର୍ବ ଦିଲ୍ଲୀର ଭଜନପୁରା, ମଉଜପୁର ଏବଂ କରଓ୍ୱାଲ ନଗରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଗତକାଲି ରାତି ୧୧ଟା ସୁଦ୍ଧା ମୃତ୍ୟୁ ସଂଖ୍ୟା ୨୮ ରହିଥିଲା। ଦିଲ୍ଲୀରେ ହିଂସା...

odisha
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ପ୍ରଧାନ ଶିକ୍ଷୟିତ୍ରୀ

ବାଙ୍କୀ: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ପ୍ରଧାନ ଶିକ୍ଷୟିତ୍ରୀ। ଜନ୍ମ ପ୍ରମାଣ ପତ୍ର ଦେବା ପାଇଁ ଲାଞ୍ଚ ନେଉଥିବାବେଳେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଭିଜିଲାନ୍ସ ଧରିଛି। ପ୍ରଧାନ ଶିକ୍ଷୟିତ୍ରୀ ଜଣକ ହେଲେ କଟକ ବାଙ୍କୀ ଥାନା ଅନ୍ତର୍ଗତ ତୁଳସୀପୁର ରଗଣି ସାହି ପ୍ରାଥମିକ ବିଦ୍ୟାଳୟର ରଶ୍ମୀପ୍ରଭା...

khallikote
ଏକକ ବିଶ୍ୱବିଦ୍ୟାଳୟ ହେବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଏକକ ବିଶ୍ୱବିଦ୍ୟାଳୟରେ ପରିଣତ ହେବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ। ଏକକ ବିଶ୍ୱ ବିଦ୍ୟାଳୟର ମାନ୍ୟତା ଦେବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି। ୨୦୧୫ ମେ’ ୩୦ରେ ଖଲ୍ଲିକୋଟ, କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ମାନ୍ୟତା ପାଇଥିଲା।...

odia-engineer
ଜାପାନରେ ଫସିଥିଲେ, ସ୍ୱଦେଶ ଫେରିଲେ ଓଡ଼ିଆ ଇଞ୍ଜିନିୟରଙ୍କ ସମେତ ୧୧୯ ଜଣ ଭାରତୀୟ

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ଆକ୍ରାନ୍ତ ସନ୍ଦେହରେ ଜାପାନର ୟୋକୋହମା ବନ୍ଦରରେ ଫସି ରହିଥିବା ୧୧୯ ଜଣ ଭାରତୀୟ ଆଜି ସ୍ୱଦେଶ ଫେରିଛନ୍ତି। ସେମାନଙ୍କୁ ଏୟାର ଇଣ୍ଡିଆ ବିମାନରେ ଜାପାନାର ଟୋକିଓରୁ ଦିଲ୍ଲୀକୁ ଅଣାଯାଇଛି। ସେମାନଙ୍କ ମଧ୍ୟରେ ଓଡ଼ିଆ ଇଞ୍ଜିନିୟର ଶିବାଶିଷ ନାୟକ ଅଛନ୍ତି। ତେବେ ଭାରତୀୟ ଯାତ୍ରୀଙ୍କ ସହ ଶ୍ରୀଲଙ୍କା,...

pallavi
ଅଭିନେତା ଅର୍ଦ୍ଧେନ୍ଦୁଙ୍କ ହାତ ଧରିଲେ ମହାରଥୀଙ୍କ ଝିଅ

ଭୁବନେଶ୍ୱର: ଓଡ଼ିଆ ଅଭିନେତା ଅର୍ଦ୍ଧେନ୍ଦୁ ସୁନ୍ଦର ସାହୁଙ୍କ ହାତ ଧରିଲେ ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ ମହାରଥୀ। ଗତକାଲି ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ପଲ୍ଲବୀ। ଭୁବନେଶ୍ୱର ବରମୁଣ୍ଡା ସ୍ଥିତ ବିଜୁ ପଟ୍ଟନାୟକ ଗ୍ରାଉଣ୍ଡ୍‌ରେ ବେଶ୍‌ ଧୂମ୍‌ଧାମରେ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି...

marriage
ହାତଗଣ୍ଠି ପଡ଼ିବା ପୂର୍ବରୁ ବାହା ବେଦୀରୁ ବରକୁ ଉଠାଇ ନେଲା ପୁଲିସ୍‌

କଟକ: ବାହାଘର ପାଇଁ ସବୁକିଛି ପ୍ରସ୍ତୁତ ହୋଇ ସାରିଥିଲା। ଖାଲି ବାକି ଥିଲା ହାତଗଣ୍ଠି ପଡ଼ିବା। ହେଲେ ତା’ପୂର୍ବରୁ ସବୁକିଛି ଠପ୍‌ ହୋଇଗଲା। ଆଉ ବାହା ବେଦୀରୁ ବରକୁ ଉଠାଇ ନେଲା ପୁଲିସ୍‌। ଗତକାଲି କଟକ ମହାନଦୀ ବିହାର ଅଞ୍ଚଳରେ ଏପରି ଘଟଣା ଘଟିଛି। ଅଭିଯୋଗ ହେଉଛି, ପ୍ରଥମ...

fingerprint
‘ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ଲାଗି ଟିପ ଚିହ୍ନ ନିୟମରେ ହେବ କୋହଳ’

ଭୁବନେଶ୍ୱର: ଖାଦ୍ୟ ସୁରକ୍ଷା ଆଇନ୍‌ରେ ଶ୍ରମିକଙ୍କ ଟିପ ଚିହ୍ନ ସମସ୍ୟାକୁ ନେଇ ଆଜି ବିଧାନସଭାରେ ଉଦ୍‌ବେଗ ପ୍ରକାଶ ପାଇଛି। ଶ୍ରମିକ ମାନଙ୍କ ଟିପ ଚିହ୍ନ ଠିକ୍ ଭାବେ ଆସୁନଥିବାରୁ ଖାଦ୍ୟ ସୁରକ୍ଷା ଆଇନ୍ ଅନୁଯାୟୀ ଖାଦ୍ୟ ଶସ୍ୟ ନେବାବେଳେ ଅସୁବିଧା ହେଉଛି। ଯାହାକୁ ନେଇ ଆଜି ବିଧାନସଭାରେ ଉଦ୍‌ବେଗ...

nsa ajit doval
ଦିଲ୍ଲୀ ହିଂସା: ଅଧ ରାତିରେ କୋର୍ଟଙ୍କ ଶୁଣାଣି, ସ୍ଥିତି ନିୟନ୍ତ୍ରଣ ପାଇଁ ଅଜିତ ଡୋଭାଲଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ: ଦିଲ୍ଲୀରେ ହିଂସାକୁ ନେଇ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତି ଉପରେ ଦିଲ୍ଲୀ ହାଇକୋର୍ଟ ମଧ୍ୟରାତ୍ରରେ ଶୁଣାଣି କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ଏସ୍‌ ମୁରଲୀଧର ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଶୁଣାଣି ବେଳେ କୋର୍ଟ ହିଂସାକାଣ୍ଡରେ ଆହତ ଲୋକଙ୍କୁ ଉତ୍ତମ...

odisha
ତେଲେଙ୍ଗାନାରେ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା, ଉଦ୍ଧାର କରିବା ପାଇଁ କଲେ ଆକୁଳ ନିବେଦନ

ସମ୍ବଲପୁର(ସଞ୍ଜୟ ଜେନା): “ଆମେ ତେଲେଙ୍ଗାନାକୁ କାମ କରିବାକୁ ଚାଲି ଆସିଲୁ। ଜଣେ ଠିକାଦାର ଆଣି ଏଠାରେ ଇଟାଭାଟିରେ କାମ କରିବାକୁ ଛାଡ଼ି ଦେଲା। ହେଲେ ଏଠାରେ ମାଲିକର ନିର୍ଯାତନା ସହି ହେଉ ନାହିଁ। ଏଠାରେ ଆମେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛୁ। ଖାଇବା, ପିଇବା ଭଲ ଭାବରେ ମିଳୁ...

bus
ନଦୀକୁ ଖସିଲା ବରଯାତ୍ରୀ ବସ୍; ଚାଲିଗଲା ୨୪ଜଣଙ୍କ ଜୀବନ

କୋଟା: ରାଜସ୍ଥାନର ବୁଣ୍ଡି ଜିଲ୍ଲାରେ ଏକ ବରଯାତ୍ରୀ ବସ୍‌ ନଦୀ ଭିତରକୁ ଖସି ଯିବା ଫଳରେ ୨୪ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ଜଣଙ୍କ ଅବସ୍ଥା ସଙ୍ଗୀନ ରହିଛି। ମୃତକଙ୍କ ମଧ୍ୟରେ ୧୦ଜଣ ମହିଳା ଓ ୩ଜଣ ଶିଶୁ ଅଛନ୍ତି। ଆଜି ସକାଳେ ଏହି ଅଭାବନୀୟ ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର...

Delhi Clashes 22
ଦିଲ୍ଲୀ ହିଂସା: ମୃତ୍ୟୁସଂଖ୍ୟା ୨୦ ଛୁଇଁଲା

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ(ସିଏଏ) ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ସଂଘର୍ଷ ତୀବ୍ର ହେବାରେ ଲାଗିଛି। ଆଜି ଏହି ହିଂସାକାଣ୍ଡରେ ପୁଣି ୭ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁସଂଖ୍ୟା ୨୦ରେ ପହଞ୍ଚିଛି। ଏବେ ବି ପ୍ରାୟ ୨୦୦ ଜଣ ଲୋକ ସଂଘର୍ଷରେ ଆହତ ହୋଇ...