ଝାରସୁଗୁଡ଼ା(ଭାଗିରଥୀ ସାହୁ): ମାଟ୍ରିକ୍ ପରୀକ୍ଷା ଦେବାକୁ ଯାଉଥିବାବେଳେ ସାଇକେଲରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଝାରସୁଗୁଡ଼ା ଜିଲ୍ଲା କିର୍ମିରା ବ୍ଲକରେ ଏହି ଦୁଃଖଦ ଘଟଣା ଘଟିଛି। ସୂଚନା ଅନୁସାରେ, ଭଉଁରା ସ୍କୁଲର ଛାତ୍ର ଈଶ୍ୱର ରୋହିଦାସ ଆଜି ବାଗଡ଼ିହି ହାଇସ୍କୁଲକୁ ସାଇକେଲ ଯୋଗେ ମାଟ୍ରିକ୍ ପରୀକ୍ଷା ଦେବାକୁ...
ନୂଆଦିଲ୍ଲୀ: ଯଦି ଆପଣ ସୁନାରେ ଟଙ୍କା ନିବେଶ କରିଛନ୍ତି ତା’ହେଲେ ଏହା ଆପଣଙ୍କ ପାଇଁ ଏକ ଖୁସି ଖବର, ହେଲେ ଯଦି ଆପଣ ସୁନା କିଣିବା ପାଇଁ ଯୋଜନା କରୁଛନ୍ତି ଏହି ଖବର ଆପଣଙ୍କୁ ଝଟ୍କା ଦେଇପାରେ। ଗତ ୨ ମାସରେ ସୁନା ଦରରେ ବୃଦ୍ଧି ଓ ହ୍ରାସ...
ନବରଙ୍ଗପୁର: “ବେଶୀ ଯୁକ୍ତିତର୍କ କରନା। କାହାକୁ କେତେ ପଇସା ଦେଇଥିଲୁ କହ, ତୁ ତୋର ପଇସା ପାଇଲେ, କଥା ଛିଣ୍ଡିଲା।” ଏକ ଭିଡିଓରେ ଏପରି କହି ଅଡ଼ୁଆରେ ପଡ଼ିଛନ୍ତି ନବରଙ୍ଗପୁର ଆରଟିଓ। ନିଜ କାର୍ଯ୍ୟାଳୟରେ ଜଣେ ବ୍ୟକ୍ତିଙ୍କୁ ସେ ନେଇଥିବା ୧୫ ହଜାର ଟଙ୍କା ଫେରାଇବାକୁ କହୁଥିବା ବେଳେ...
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଆଞ୍ଜିଆପେଟା ଛକ ନିକଟ ନୂଆସାହି ପାହାଡ଼ ଉପରୁ ଏକ ନରକଙ୍କାଳ ମିଳିଛି। ଉଦ୍ଧାର କରାଯାଇଥିବା ଏହି ନରକଙ୍କାଳ ପାଖରୁ ସିଆର୍ପିଏଫ୍ ୟୁନିଫର୍ମ ଓ ପରିଚୟ ପତ୍ର ମିଳିଥିବାରୁ ଏହି କଙ୍କାଳ ଜଣେ CRPF ଯବାନଙ୍କ ମୃତଦେହ ହୋଇଥିବାର ସନ୍ଦେହ କରାଯାଉଛି। ଏହାକୁ ନେଇ ଏବେ...
କାମାକ୍ଷାନଗର: ମହଙ୍ଗା ପଡିଲା ମାଟ୍ରିକ୍ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ ଖୁଲମ୍ଖୁଲା କପି ଯୋଗାଇ ଦେବା। କପି ରୋକିବା ପାଇଁ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବିରିବୁଲେଇ ଜନତା ସରକାରୀ ହାଇସ୍କୁଲରେ ୧୪୪ ଧାରା ଜାରି ହୋଇଛି। ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଖୁଲମଖୁଲା କପି ଦିଆଯାଉଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ଏଭଳି ସୁରକ୍ଷା...
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ଲାଗି ରହିଛି। କିଛି ଜିଲ୍ଲାରେ ବର୍ଷା ମଧ୍ୟ ହେଉଛି। ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗତକାଲି ରାତିରୁ ଝିପି ଝିପି ବର୍ଷା ଲାଗି ରହିଛି। ତେବେ ଆସନ୍ତା ୩ ଦିନ ଯାଏ ଏଭଳି ବର୍ଷା ଲାଗି ରହିବ...
ଭୁବନେଶ୍ୱର: “ମୋତେ ସେ ମନ୍ଦିରରେ ବିବାହ କରିଥିଲେ। ମିଛ ପ୍ରତିଶ୍ରୁତି ଦେଇ ମୋ ଠାରୁ ଟଙ୍କା ନେଇଛନ୍ତି। ମୋତେ ବ୍ଲାକ୍ମେଲିଂ କରୁଛନ୍ତି ଓ ଠକୁଛନ୍ତି।” ଜଣେ ପୁଲିସ୍ ଅଧିକାରୀଙ୍କ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ମିଠା ମିଠା କଥା କହି ମନ ମୋହିନେଲେ। ପ୍ରେମରେ ପଡ଼ିବା...
ଭୁବନେଶ୍ୱର: ପିପିଲି ପରେ ଏବେ ରାଜଧାନୀ ଭୁବନେଶ୍ୱର ମୁହାଁ ହୋଇଛି ନରହନ୍ତା ଦନ୍ତା। ଭୁବନେଶ୍ୱର ଉପକଣ୍ଠ ଘାଟିକିଆରେ ନରହନ୍ତା ଦନ୍ତା ପହଞ୍ଚି ଥିବାବେଳେ ଦନ୍ତା ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଚନ୍ଦକା ଜଙ୍ଗଲରୁ ଚାଲି ଆସିଥିବା ଏହି ଦନ୍ତା ଆକ୍ରମଣରେ ଗତକାଲି ପୁରୀ...
ଭୁବନେଶ୍ୱର: କିଛି ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ଆଜି ପାଗରେ ପରିବର୍ତ୍ତନ ଆସିଛି। ଆଜି ସକାଳୁ ସକାଳୁ ପାଗ କୋହଲା ରହିଥିବା ଦେଖିବାକୁ ମିଳିଛି। ଆଜି ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ...
ନିଆଳି: କଟକ ନିଆଳି ତହସିଲ୍ ଅଫିସ୍ରେ ଅଗ୍ନିକାଣ୍ଡ। ନିଆଁ ଲାଗି ବହୁ ଗରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଏହାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହୋଇଯାଇଛି। ଆଜି ଭୋର ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଖବରପାଇ ନିଆଳି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...
ମୋହନା: ମାଟ୍ରିକ୍ ପରୀକ୍ଷା ଦେବା ପୂର୍ବରୁ ପୋଖରୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗଜପତି ଜିଲ୍ଲା ଚନ୍ଦ୍ରଗିରି ଫାଣ୍ଡି ଗୋବିନ୍ଦପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ସମ୍ପୃକ୍ତ ଛାତ୍ର ଜଣକ ଆଜି ମାଟ୍ରିକ୍ ପରୀକ୍ଷା ଦେବାକୁ ଯିବା ପୂର୍ବରୁ ସକାଳେ ଗାଁ ପୋଖରୀକୁ...
ରାଇରଙ୍ଗପୁର(ରାଜେଶ କୁମାର ଶର୍ମା): ବାପାକୁ ଠେଙ୍ଗାରେ ପିଟିପିଟି ମାରି ଦେଲା ପୁଅ। ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଡୋଭା ଗାଁରେ ଜଣେ ବ୍ୟକ୍ତି ନିଜ ବାପାଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଗୋପାଳ ନାଏକ। ପୁଲିସ୍ ଅଭିଯୁକ୍ତ ପୁଅ...
ଲକ୍ଷ୍ନୌ: ଉତ୍ତର ପ୍ରଦେଶର ସୋନଭଦ୍ର ଜିଲ୍ଲାର ଏକ ପାହାଡ଼ରୁ ସୁନାର ଭଣ୍ଡାର ମିଳିବା ପରେ, ଏହାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ସୋନଭଦ୍ରରେ ଥିବା ଏକ ଗାଁରେ ୩ ହଜାର ଟନ୍ରୁ ଅଧିକ ସୁନାର ଭଣ୍ଡାର ମିଳିଛି। ଏହି ସୁନାର ଭଣ୍ଡାର ମିଳିବା ପରେ ଏବେ ଚର୍ଚ୍ଚା ହେଉଛି...
କଟକ: କଟକ ଖାନନଗର ନିକଟ କାଠଯୋଡ଼ି ପଠାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ। ଆଜି ସକାଳେ ନଦୀ ପଠାରେ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୁଲିସ୍କୁ ଖବର ଦେଇଥିଲେ। ଖବର ପାଇ ବାଦାମବାଡ଼ି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି...
ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ସ୍ଥିତ ଜେକେ ପେପର ମିଲ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗତକାଲି ସନ୍ଧ୍ୟାରେ ପେପର ମିଲ୍ର ଗୋଦାମରେ ନିଆଁ ଲାଗି ଯାଇଥିଲା। ନିଆଁରେ ଅନେକ ଜିନିଷ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି...
ଆଜି ୨୦୨୦ ମସିହା, ଫେବ୍ରୁଆରୀ ମାସ ୨୨ ତାରିଖ, ଶନିବାର। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…
ନୂଆପଡ଼ା(ମାୟାଧର ସରାଫ୍): ନୂଆପଡ଼ା ଜିଲ୍ଲାରେ ପୁଣି ଦାଦନ ଦୁଃଖର କରୁଣ ଚିତ୍ର ଦେଖିବାକୁ ମିଳିଛି। ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ସପ୍ତାହକ ମଧ୍ୟରେ ୨ ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଗନିଆରୀ ଗାଁର ବିଳାଶିନୀ ବାଗ୍ ଓ ସିନାପାଲି ବ୍ଲକ୍ ଅନ୍ତର୍ଗତ...
ସୁନ୍ଦରଗଡ଼: ଟିଭି ଫାଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ୱାମୀ ଓ ୬ମାସର ଶିଶୁ ଗୁରୁତର ହୋଇପଡ଼ିଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ଧୁରୁହାଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ମହିଳାଙ୍କ ନାଁ ବବି ନାଏକ। ଗତକାଲି ସନ୍ଧ୍ୟାରେ ଲହଣ୍ଡାବୁଡ଼ ଗାଁର ଡିଲେଶ୍ୱର...
ସୋନପୁର: ବିବାହ କାର୍ଯ୍ୟକ୍ରମରେ ବ୍ୟାଣ୍ଡ୍ ବଜାଇବା ପାଇଁ ଯାଉଥିବା ବେଳେ ଘଟିଲା ଦୁର୍ଘଟଣା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ସନ୍ଧ୍ୟାରେ ସୁବର୍ଣ୍ଣପୁର ଜିଲ୍ଲାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ଖେମାଲୋଏ ଗାଁର ତେଜରାଜ...
କରଞ୍ଜିଆ: କାଠ ଚୋରି କରିଥିବା ସନ୍ଦେହରେ ଜଣେ ଗର୍ଭବତୀ ମହିଳାଙ୍କୁ କରଞ୍ଜିଆ ଦୁଧିଆଣି ରେଞ୍ଜର ମହିଳା ଫରେଷ୍ଟ ଗାର୍ଡ ମାଡ଼ ମାରିବା ସହିତ ଉଠ୍ବସ୍ କରାଇଥିବା ଅଭିଯୋଗ ହୋଇଛି। ଉକ୍ତ ମହିଳାଙ୍କ ପରିବାର ଲୋକେ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା...