ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଜଣେ ହୋଲ୍ସେଲ୍ ପାନ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୬ ଲକ୍ଷ ଟଙ୍କା ଲୁଟି ନେଲେ ୩ ଦୁର୍ବୃତ୍ତ। ସୂଚନା ଅନୁଯାୟୀ, ହୋଲ୍ସେଲ୍ ପାନ ବ୍ୟବସାୟୀ ରୂପେଶ କୁମାର ମହାନ୍ତି ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଘରକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ଏହି...
ମୁମ୍ବାଇ: ସମସ୍ତ ଜାଣନ୍ତି ବଲିଉଡ୍ ସୁପରଷ୍ଟାର୍ ସଲମାନ୍ ଖାନ୍ ଅଧିକ ଟଙ୍କା ଇନ୍କମ୍ କରୁଥିବା ସେଲେବ୍ରେଟି ମାନଙ୍କ ମଧ୍ୟରୁ ଅନ୍ୟତମ। ହେଲେ ଆପଣ ଜାଣନ୍ତି ବଲିଉଡ୍ ଭାଇଜାନ୍ ବି ଟଙ୍କା ଉଧାରରେ ଆଣିଛନ୍ତି। ସବୁଠାରୁ ବଡ଼ କଥା ଉଧାରରେ ଆଣିଥିବା ଏହି ଟଙ୍କାକୁ ସେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏପର୍ଯ୍ୟନ୍ତ...
ସମ୍ବଲପୁର: ଦୁର୍ଘଟଣା ପରେ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଉଭୟ ଟ୍ରାକ୍ଟର ଓ ବସ୍ ଉପରେ ପଡ଼ିଲା ମୋଟା ଅଙ୍କର ଫାଇନ୍। ତେବେ ଫାଇନ୍ଟି ଦୁର୍ଘଟଣା ପାଇଁ ନୁହେଁ ବରଂ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହେବାପରେ ଯେତେବେଳେ ଏହାର ଯାଞ୍ଚ କରାଯାଇଥିଲା ସେତେବେଳେ ଗାଡ଼ିର ଆବଶ୍ୟକ କାଗଜପତ୍ର, ଫିଟ୍ନେସ୍ ଇତ୍ୟାଦି ନ ଥିବା...
ଭୁବନେଶ୍ୱର: ରାଜ୍ୟରେ ଆଜି ପାଗ ଶୁଖିଲା ରହିବ ହେଲେ କାଲି ଓ ୨୯ ତାରିଖ ଦିନ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ...
କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ପରିସରରେ ଉତ୍ତ୍ୟକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ । ଥାନା ଭିତରେ ପଶି କିଛି ବ୍ୟକ୍ତି ଜଣେ ଯୁବକଙ୍କୁ ନିର୍ଦ୍ଧୁମ ପଟିଛନ୍ତି। ଏପରିକି ପୋଲିସକୁ ମଧ୍ୟ ଛାଡ଼ି ନାହାନ୍ତି। ଉତ୍ତ୍ୟକ୍ତ ଲୋକଙ୍କ କବଳରୁ ଯୁବକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଏସ୍ଆଇ ଆକ୍ରମଣର ଶିକାର ହୋଇଛନ୍ତି।...
କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାସ୍କେଟ୍ବଲ୍ ଲେଜେଣ୍ଡ୍ କୋବେ ବ୍ରାଏଣ୍ଟ(୪୧) ଓ ତାଙ୍କର ୧୩ ବର୍ଷୀୟ ଝିଅ ଅଛନ୍ତି। ଗତକାଲି ବ୍ରାଏଣ୍ଟ ତାଙ୍କ ଝିଅ ଜିଆନାଙ୍କ ସହ ଏହି ହେଲିକପ୍ଟରରେ ଯାତ୍ରା କରୁଥିଲେ। ହେଲିକପ୍ଟରଟି...
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଷଣ୍ଢ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଧଉଳି ଥାନା ଅନ୍ତର୍ଗତ ନୂଆଗାଁ ମାରୁତି ନଗର ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତ ମହିଳାଙ୍କ ନାଁ ଭାବାନୀ ବରାଳ। ମହିଳା ଜଣକ ସକାଳୁ ସକାଳୁ ଫୁଲ ତୋଳିବାକୁ ଯାଇ...
କେନ୍ଦୁଝର (ପ୍ରଣୟ ପାଣି): ଆଜି ସାରା ଦେଶରେ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇ ଯାଇଛି। ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ସାଧାରଣତନ୍ତ୍ର ଦିବସ ବେଶ୍ ଧୂମ୍ଧାମ୍ରେ ପାଳିତ ହୋଇଛି। ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ଭଳି କେନ୍ଦୁଝରରେ ବି ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ହେଲେ ଏଠାକୁ...
ବଲାଙ୍ଗିର: ଗଣତନ୍ତ୍ର ଦିବସକୁ ବିରୋଧ କରି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଚାବରିପାଲି ଗାଁରେ ଦୁଇଟି ମାଓ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। କମ୍ୱିଂ ଅପରେସନ୍ ସମୟରେ ବରଗଡ଼ ଜିଲ୍ଲା ବୁଡ଼େନ ଥାନାର ପୁଲିସ୍ କର୍ମଚାରୀମାନେ ଏହି ପୋଷ୍ଟର ଦୁଇଟି ଦେଖିଥିଲେ ଓ ସେଗୁଡ଼ିକୁ ଜବତ କରିଥିଲେ।...
ମୁମ୍ବାଇ: ବଲିଉଡ୍ ଖିଲାଡି ଷ୍ଟାର୍ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ୍ ମଙ୍ଗଲ୍’ର ନିର୍ଦ୍ଦେଶକ ଜଗନ ଶକ୍ତି ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗମ୍ଭୀର ଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ତାଙ୍କ ବ୍ରେନ୍ରେ ବ୍ଲଡ୍ କ୍ଲଟ୍ ହୋଇଯାଇଛି। ଫଳରେ...
ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗତକାଲି ରାଷ୍ଟ୍ରପତି ପୁଲିସ୍ ମେଡାଲ୍ ଘୋଷଣା କରାଯାଇଛି। ୨୮ ଜଣ ସିବିଆଇ ଅଫିସରଙ୍କୁ ଏହି ମେଡାଲ୍ ପ୍ରଦାନ କରାଯିବ। ଏହି ସିବିଆଇ ଅଫିସରଙ୍କ ମଧ୍ୟରେ ଡିଏସ୍ପି ରାମାସ୍ୱାମୀ ପାର୍ଥସାରଥୀଙ୍କ ନାଁ ମଧ୍ୟ ଅଛି। ଏ ହେଉଛନ୍ତି ସେଇ ସିବିଆଇ...
ଭୁବନେଶ୍ୱର: ସାରା ଦେଶରେ ଆଜି ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି। ଭୁବନେଶ୍ୱର ସ୍ଥିତ ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଳିତ ହୋଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍ ପତାକା ଉତ୍ତୋଳନ କରିଥିଲେ। ଏଥିସହ ସେ ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି...
ଜୟପୁର: କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ବସ୍ତାମ୍ବା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଭନସୁଲି ହାଇସ୍କୁଲର ପ୍ରଧାନ ଶିକ୍ଷକ ଚକ୍ରଧର ପାଲଙ୍କ ମୃତ୍ୟୁ ଘଟିଛି। ଗତକାଲି ରାତି ପ୍ରାୟ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ସାଧାରଣତନ୍ତ୍ର ଦିବସ ଅବସରରେ...
ଭୁବନେଶ୍ୱର: ଆଜି ଦେଶ ପାଳୁଛି ୭୧ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ପୁରୀ ଲାଇଟ୍ ହାଉସ୍ ବେଳାଭୂମିରେ ଖୁବ୍ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ଓ ତାଙ୍କ ଛାତ୍ରଛାତ୍ରୀ। ୧୫ ଟନ୍ ବାଲିରେ ୧୫ ଫୁଟ୍ ଓସାରର ଏହି ବାଲୁକା...
ନୂଆଦିଲ୍ଲୀ: ଚାଇନିଜ୍ ସ୍ମାର୍ଟଫୋନ୍ ନିର୍ମାତା Vivo ଏହାର ନୂଆ ବ୍ରାଣ୍ଡ୍ର ସ୍ମାର୍ଟଫୋନ୍ ଖୁବ୍ ଶୀଘ୍ର ଭାରତରେ ଲଞ୍ଚ୍ କରିବାକୁ ଯାଉଛି। ଲଞ୍ଚ୍ ହେବାକୁ ଥିବା Vivoର ଏହି ନୂଆ ବ୍ରାଣ୍ଡ୍ର ସ୍ମାର୍ଟଫୋନ୍ iQOOରେ ଲାଟେଷ୍ଟ୍ ପ୍ରୋସେସର୍ snapdragon 865 ରହିଛି। ସୂଚନା ଅନୁସାରେ, ଭାରତରେ Vivo ଏହାର ୨...
ନୂଆଦିଲ୍ଲୀ: ଗୋଟିଏପଟେ ଲୋକେ ଡିଜିଟାଲ୍ ହେଉଥିବାବେଳେ ଅନ୍ୟପଟେ ବ୍ୟାଙ୍କିଂ ପ୍ରଡ୍ ଘଟଣା ଲଗାତାର ଭାବେ ସାମ୍ନାକୁ ଆସୁଛି। ଫେକ୍ କଲ୍ ଓ ମେସେଜ୍ ମାଧ୍ୟମରେ ଲୋକଙ୍କୁ ବିଭିନ୍ନ ପ୍ରକାରର ଲୋଭ ଦେଖାଇ ଠକମାନେ ବ୍ୟାଙ୍କ ଆକାଉଣ୍ଟର ତଥ୍ୟ ଚୋରି କରି ନେଉଛନ୍ତି। ହ୍ୟାକର୍ସଙ୍କ ନିକଟରୁ ବଞ୍ଚିବା ପାଇଁ ବ୍ୟାଙ୍କ...
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରର ନିର୍ମାଣାଧୀନ କୋଠାର ଛାତ ଭୁଶୁଡିବା ଘଟଣାର ପ୍ରାରମ୍ଭିକ ଯାଞ୍ଚ ଆରମ୍ଭ କରିଛି ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ(AAI)। ଗତକାଲି ରାତିରେ ବିମାନବନ୍ଦର ପରିସରରେ ଥିବା ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟି ଥିବାବେଳେ ଆଉ ଜଣେ ଆହତ...
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗତକାଲି ରାତିରେ ଏକ ବଡ଼ ଧରଣର ଅଘଟଣ ଘଟିଛି। ବିମାନବନ୍ଦର ପରିସରରେ ଥିବା ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟି ଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି। ଦିଲ୍ଲୀପ କନ୍ଷ୍ଟ୍ରକସନ୍ ନାମକ ଏକ...
ପିପିଲି: ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ଦାଣ୍ଡମୁକୁନ୍ଦପୁର ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ସହ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୨ଜଣ ସ୍କୁଲ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ସ୍ନେହଲତା ସାହୁ (୪୨) ଓ...
ଭୁବନେଶ୍ୱର: ଭୁବନେଶ୍ୱର ୧ ନମ୍ବର ହାଟ ବାହାରେ ବାଇକ୍ ପାର୍କିଂ ନିଷେଧ ହେବା ପରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କ ଉପସ୍ଥିତିରେ ଗତକାଲି ୧ ନମ୍ବର ମାର୍କେଟ୍ ଆଗରୁ ଜବରଦଖଲ ଉଚ୍ଛେଦ ହୋଇଛି। ଏୟାର ଇଣ୍ଡିଆ ଅଫିସ ନିକଟରେ ଥିବା ୧୫ଟି ଫଳ...