ନରସିଂହପୁର: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମହିଳାଙ୍କ ଜୀବନ। କଟକ ଜିଲ୍ଲା ବଡ଼ମ୍ୱା ଥାନା ଅନ୍ତର୍ଗତ ରତାପାଟ ନିକଟ ହାଡୁଆ ନାଳରୁ ୨ ଜଣ ମହିଳା ଶୌଚ ସାରି ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କାରେ ସେମାନଙ୍କର ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ରତାପାଟ ଗାଁର...
ନୂଆଦିଲ୍ଲୀ: ଏମିତି ଅନେକ ଥର ଦେଖିବାକୁ ମିଳିଛି ଟ୍ରେନ୍ରେ ଆମ୍ଭେମାନେ କୌଣସି ସ୍ଥାନକୁ ଯିବାପାଇଁ ଚାହୁଁ ହେଲେ ଟିକେଟ୍ ବୁକ୍ କରିବା ପାଇଁ ଆବଶ୍ୟକ ଟଙ୍କା ନ ଥିବା ଯୋଗୁ ଯାତ୍ରାକୁ ବାତିଲ୍ କରିଦେଇଥାଉ। ଏଥିପାଇଁ ଏବେ ଆପଣଙ୍କୁ ଆଉ ଆଦୌ ଚିନ୍ତା କରିବାକୁ ପଡ଼ିବ ନାହିଁ। କାରଣ...
ବରଗଡ଼: ବରଗଡ଼ ଜିଲ୍ଲାର ୨ ଜଣ ବିଜେପି ଜିଲ୍ଲା ପରିଷଦ ସଦସ୍ୟା ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଭେଡେନ ୨ ନମ୍ବର ଜୋନ୍ର ଜିଲ୍ଲା ପରିଷଦ ସଦସ୍ୟା ସୁଷମା ଭୁଏ ଏବଂ ଅତାବିରା ୧ ନମ୍ବର ଜୋନର ସଦସ୍ୟା ପାର୍ବତୀ ଭୋଇଙ୍କୁ କେଉଁଠି ଲୁଚା ଯାଇ ରଖାଯାଇଛି ବୋଲି...
ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ତାଳସାରୀ ବେଳାଭୂମି ଅଞ୍ଚଳରେ ଥିବା ଏକ ହୋଟେଲ୍ର ମାଲିକ ଏବଂ ମ୍ୟାନେଜରଙ୍କୁ ପୁଲିସ୍ ଗିରଫ କରିଛି। ହୋଟେଲ୍ ଭିତରେ ସେକ୍ସ ରାକେଟ୍ ଚାଲିଥିବା ନେଇ ଓଟିଭିରେ ଖବର ପ୍ରସାରଣ ପରେ ପୁଲିସ୍ ଏହି ୨ ଜଣଙ୍କୁ ଗିରଫ କରିଛି। ଏହାସହ ହୋଟେଲ୍ରୁ ଅନେକ...
ଝାରସୁଗୁଡ଼ା: ଚାଷୀ ଫେରି ପାଇଲେ ସେମାନଙ୍କ ଧାନ। ଛତିଶଗଡ଼ ପୁଲିସର ଜୁଲମ ଉପରେ ଲାଗିଲା ରୋକ। ସ୍ଥାନୀୟ ଚାଷୀଙ୍କ ଆନ୍ଦୋଳନ ଚେତାବନୀ ସହ ବ୍ରଜରାଜନଗର ବିଧାୟକଙ୍କ ହସ୍ତକ୍ଷେପ ପରେ ଜବତ ଧାନ ଫେରାଇବାକୁ ବାଧ୍ୟ ହୋଇଛି ଛତିଶଗଡ଼ର ରାୟଗଡ଼ ପୁଲିସ। ଗତକାଲି ଏହି ଘଟଣାକୁ ନେଇ ଝାରସୁଗୁଡ଼ା ଜିଲ୍ଲା...
ଭୁବନେଶ୍ୱର: 5Tରେ ସାମିଲ ହେଲା କୃଷି ଓ ଉଚ୍ଚଶିକ୍ଷା ବିଭାଗ। ଏହି କାର୍ଯ୍ୟକ୍ରମ ଅଧୀନକୁ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଆସିବା ସହ ଏ ନେଇ ଏକ ୧୭ ସୂତ୍ରୀ ଆକ୍ସନ ପ୍ଲାନ୍ ତିଆରି ହୋଇଛି ଏବଂ ନୋଡାଲ ଅଫିସର ମଧ୍ୟ ନିଯୁକ୍ତ କରାଯାଇଛି। ଏଥି ମଧ୍ୟରେ...
ମୁମ୍ବାଇ: ମହଙ୍ଗା ପଡ଼ିଲା ଡେଟିଂ ନିଶା। ଡେଟିଂ କରିବା ନିଶାରେ ଜଣେ ୬୫ ବର୍ଷୀୟ ବୃଦ୍ଧ ପୂରାପୂରି ଫସି ଯାଇଛନ୍ତି। ଯୁବତୀଙ୍କ ସହ ଡେଟିଂ କରିବାର ଲୋଭ ଦେଖାଇ ଠକମାନେ ବୃଦ୍ଧଙ୍କ ନିକଟରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଛନ୍ତି। ମୁମ୍ବାଇର ଖରଘର ଅଞ୍ଚଳର ଜଣେ ବୃଦ୍ଧ ଏଭଳି...
ମୁମ୍ବାଇ: ରେଲ୍ୱେ ଷ୍ଟେସନରୁ ସିଧା ବଲିଉଡ୍ରେ ପାଦ ଥାପି ଥିବା ରାନୁ ମଣ୍ଡଳଙ୍କୁ କିଏ ବା ନ ଜାଣେ ?୨୦୧୯ରେ ଦେଶର ଚର୍ଚ୍ଚିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରାନୁ ସ୍ଥାନ ପାଇଛନ୍ତି। ଗୁଗୁଲ୍ ଇଣ୍ଡିଆ ପକ୍ଷରୁ ଜାରି କରାଯାଇଥିବା ଟପ୍ ଟେନ୍ ମୋଷ୍ଟ୍ ସର୍ଚ୍ଚଡ୍ ପର୍ସନ୍ ତାଲିକାରେ ସେ ସପ୍ତମ...
ମାଲକାନଗିରି: ଲାଲ୍ବାହିନୀଙ୍କ ଧମକ। କାହାକୁ ଫୋନ୍ କଲେ ମିଳିବ ମୃତ୍ୟୁଦଣ୍ଡ। ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ ଅଣ୍ଡ୍ରାପାଲି ପଞ୍ଚାୟତର ଅରାପଦର ଗାଁରେ ଥିବା ଏକ ନାମଫଳକରେ ଏହି ସତର୍କବାଣୀ ଲେଖାଯାଇଛି। ଲୋକମାନେ କାହାରିକୁ ଫୋନ ନ କରିବାକୁ ଏଥିରେ ଚେତାବନୀ ଦେଇଛନ୍ତି ମାଓବାଦୀ। ଏହି ଗାଁରେ ରହୁଥିବା ଲୋକ...
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌଟେଲା ଫିଲ୍ମ ଅପେକ୍ଷା ଆଫାୟାର୍ସଙ୍କୁ ନେଇ ସବୁବବେଳେ ଚର୍ଚ୍ଚାରେ ଥାଆନ୍ତି। ପୂର୍ବରୁ ତାଙ୍କ ନାଁକୁ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଯୋଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ସେହି ସମୟରେ ଉର୍ବଶୀ ଓ ହାର୍ଦ୍ଦିକଙ୍କ ସମ୍ପର୍କକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଥିଲା। ହେଲେ...
ଭୁବନେଶ୍ୱର: ବିଭିନ୍ନ ସରକାରୀ ଯୋଜନାରେ ଗ୍ରାମାଞ୍ଚଳରେ ପକ୍କାଘର ପାଇଥିବା ହିତାଧିକାରୀଙ୍କୁ ସରକାରୀ ଛାଟ। ଯଦି ଟଙ୍କା ନେଇ କୌଣସି କାରଣରୁ ସରକାରୀ ଯୋଜନାରେ ପକ୍କାଘର କରି ପାରିନାହାନ୍ତି ତେବେ ହିତାଧିକାରୀ ଟଙ୍କା ଫେରାଇବେ। ଏଭଳି କଡ଼ା ଚିଠି କରିଛି ପଞ୍ଚାୟତିରାଜ ବିଭାଗ। ବିଭାଗର ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ...
ଆଜି ୨୦୧୯ ମସିହା, ଡିସେମ୍ବର ମାସ ୧୨ ତାରିଖ, ଗୁରୁବାର, ମାର୍ଗଶୀର ମାସ। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…
ନୂଆଦିଲ୍ଲୀ: ଟେନିସ୍ ତାରକା ସାନିଆ ମିର୍ଜା, ଭଉଣୀ ଅନମ୍ ମିର୍ଜାଙ୍କ ପ୍ରି-ୱେଡିଂ ସେଲିବ୍ରେସନ୍ର ଫଟୋ ତାଙ୍କ ଇନ୍ଷ୍ଟାଗ୍ରାମ୍ରେ ଶେଆର୍ କରିଛନ୍ତି। ପୂର୍ବରୁ ସେ ଅନମ୍ଙ୍କ ମେହେନ୍ଦୀ ନାଇଟ୍ର ଫଟୋ ଶେଆର୍ କରିଥିଲେ। ଗତକାଲି ସେ ଅନମ୍ଙ୍କ ପ୍ରି-ୱେଡିଂର ଆଉ କିଛି ଫଟୋ ଶେଆର୍ କରିଛନ୍ତି। ସାନିଆ ଓ ଅନମ୍,...
ଅନେକ ଲୋକ ଥଣ୍ଡା ଛାଡ଼ିବା ପାଇଁ ସେମାନଙ୍କ ଶିଶୁଙ୍କୁ ତୁଳସୀ ପତ୍ର ରସ ସହିତ ମହୁ ମିଶାଇ ପିଇବାକୁ ଦେଇଥା’ନ୍ତି। ଏହା ଦ୍ୱାରା ଥଣ୍ଡାରୁ ଶିଶୁଙ୍କୁ ଉପଶମ ମିଳେ ଓ ତା’ସହିତ ସେମାନଙ୍କ ଶାରୀରିକ ବିକାଶରେ ଏହା ସହାୟକ ହୋଇଥାଏ ବୋଲି ସେମାନେ ବିଶ୍ୱାସ କରନ୍ତି। ଏହା ସତ...
ମୁମ୍ବାଇ: ୨୦୧୯ରେ ଦେଶର ଚର୍ଚ୍ଚିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ରାନୁ ମଣ୍ଡଳ। ଗୁଗୁଲ୍ ଇଣ୍ଡିଆ ପକ୍ଷରୁ ଜାରି କରାଯାଇଥିବା ଟପ୍ ଟେନ୍ ମୋଷ୍ଟ୍ ସର୍ଚ୍ଚଡ୍ ପର୍ସନ୍ ତାଲିକାରେ ସେ ସପ୍ତମ ସ୍ଥାନରେ ରହିଛନ୍ତି। ରେଲ୍ୱେ ଷ୍ଟେସନରୁ ସିଧା ବଲିଉଡ୍ରେ ପାଦ ଥାପି ଥିବା ରାନୁ ମଣ୍ଡଳ ପ୍ରଖ୍ୟାତ...
ବ୍ରହ୍ମପୁର: ଭାରସାମ୍ୟ ହରାଇ କାନ୍ଥରେ ପିଟି ହେଲା ବାଇକ୍, ଆଉ ଚାଲିଗଲା ଦୁଇ ଦୁଇଟି ଜୀବନ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଦ୍ୱୟ ହେଲେ ମୌଳାଭଣଞ୍ଜା ଗାଁର ବିପୁନ ଗୌଡ଼ ଓ ଶଙ୍କର ପାତ୍ର। ଆଜି ସକାଳେ ବିପୁନ ଓ...
ସୋନପୁର: କ୍ଲାସ୍ରୁମ୍ରେ ଶିକ୍ଷକ ମୋବାଇଲ୍ରେ ବ୍ୟସ୍ତ, ଆଉ ସେପଟେ ଖେଳକୁଦରେ ମାତିଛନ୍ତି ପିଲାମାନେ। କିଏ କ୍ଲାସ୍ରୁମ୍ରେ ତାସ୍ ଖେଳୁଛନ୍ତି ତ ଆଉ କିଏ ଡ୍ୟାନ୍ସ ଓ ବ୍ୟାୟାମ କରୁଛନ୍ତି। ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ଟେଭାପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏହି...
ଭୋପାଳ: ଗୋଟିଏ ବେଦୀରେ ପୁଣିଥରେ ପତ୍ନୀଙ୍କୁ ବିବାହ କରିବା ସହ ଶାଳୀଙ୍କୁ ବିବାହ କଲେ ଜଣେ ବ୍ୟକ୍ତି। ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ। ମଧ୍ୟପ୍ରଦେଶର ଭିନ୍ଦ୍ ଜିଲ୍ଲାରେ ଏମିତି କିଛି ଘଟଣା ଘଟିଥିବା ଦେଖିବାକୁ ମିଳିଛି। ଗୁଦାୱାଲି ଗାଁର ଦୀପୁ ପରିହାର ଓରଫ ଦିଲୀପ(୩୫) ଏହି...
ବିନିକା: ପୁଣି କାଳ ହେଲା ସେଲ୍ଫି ନିଶା। ଗତ କିଛିଦିନ ତଳେ ତେଲେଙ୍ଗାନାର ନିଜାମାବାଦ୍ ଜିଲ୍ଲାର ଜଣେ ଯୁବକ ତାଙ୍କ ପତ୍ନୀଙ୍କ ସହ ବ୍ରେକ୍ ଡ୍ୟାନ୍ସ ଦୋଳିରେ ବସି ସେଲ୍ଫି ଉଠାଉଥିବା ବେଳେ ସେ ଖସି ପଡ଼ି ବ୍ରେକ୍ ଡ୍ୟାନ୍ସ ମେସିନ୍ରେ ଫସି ଯାଇଥିଲେ। ପୁଣି ଏଭଳି ଏକ...
ପାଟନା: ବିହାରର ଶିବହର ଜିଲ୍ଲାରୁ ଏକ ଇଗଲ୍କୁ ଉଦ୍ଧାର କରାଯାଇଛି। ଏହି ଇଗଲ୍ ଦେହରେ କ୍ୟାମେରା, ସୋଲାର୍ ପ୍ଲେଟ୍ ସହିତ ବିଭିନ୍ନ ପ୍ରକାର ଇଲେକ୍ଟ୍ରୋନିକ୍ସ ଯନ୍ତ୍ରାଂଶ ଖଞ୍ଜା ଯାଇଥିବା ଦେଖିବାକୁ ମିଳିଛି। ଚିକନୌତା ଅଞ୍ଚଳରେ ଇଗଲ୍କୁ ଏଭଳି ଅବସ୍ଥାରେ ଦେଖିବା ପରେ ଲୋକେ ଏହାକୁ ଗୁପ୍ତଚର ପକ୍ଷୀ ବୋଲି...