ନୂଆଦିଲ୍ଲୀ: ହରିଆଣା ବିଧାନସଭା ନିର୍ବାଚନ ଫଳାଫଳ ପାଖାପାଖି ସ୍ପଷ୍ଟ ହୋଇଯାଇଛି। ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ, ହରିଆଣା ବିଧାନସଭାର ୯୦ଟି ଆସନରୁ ବିଜେପି ୩୭, କଂଗ୍ରେସ ୩୩, ଜେଜେପି ୧୦, ଆଇଏନଏଲଡି ୨ ଓ ଅନ୍ୟାନ୍ୟ ଦଳ ୮ଟି ଆସନରେ ଆଗୁଆ ଅଛନ୍ତି। ତେବେ ହରିଆଣାରେ ବିଜେପିକୁ ଏକ ପ୍ରକାର...
ନୂଆଦିଲ୍ଲୀ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ମହାରାଷ୍ଟ୍ରରେ ବିଜେପି ଆଗୁଆ ଥିବାବେଳେ ହରିଆଣାରେ ବିଜେପି-କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ହରିଆଣାରେ କାହାକୁ ସରକାର ଗଠନ ପାଇଁ...
ନୂଆଦିଲ୍ଲୀ: ହରିଆଣା ବିଜେପି ହାତରୁ ଖସି ଯିବାର ସମ୍ଭାବନା ସୃଷ୍ଟି ହେବାରୁ ଏବେ ଏହା ଦଳର ନେତୃବୃନ୍ଦଙ୍କୁ ଚିନ୍ତାରେ ପକାଇଛି। କ୍ରମାଗତ ଦ୍ୱିତୀୟଥର ପାଇଁ ବିଜେପି ଏଠାରେ କ୍ଷମତା ଦଖଲ କରିବାକୁ ଲକ୍ଷ୍ୟ ରଖିଥିଲା। ହେଲେ ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ, ହରିଆଣାରେ କୌଣସି ଦଳ ସରକାର ଗଠନ ପାଇଁ...
ନୂଆଦିଲ୍ଲୀ: ହରିଆଣାରେ କାହାକୁ ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ମିଳିବ ନାହିଁ ବୋଲି ଧୀରେଧୀରେ ସ୍ପଷ୍ଟ ହେଉଛି। ଏଥିପାଇଁ ଏବେ ଠାରୁ କଂଗ୍ରେସ ଆଞ୍ଚଳିକ ଦଳଗୁଡ଼ିକୁ ନେଇ ସରକାର ଗଠନ କରିବାକୁ ଉଦ୍ୟମ ଆରମ୍ଭ କରି ଦେଇଛି। ବିଶେଷ କରି ଦୁଷ୍ୟନ୍ତ ଚୌଟାଲାଙ୍କ ଜନନାୟକ ଜନତା ପାର୍ଟି(ଜେଜେପି)...
ନୂଆଦିଲ୍ଲୀ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ମହାରାଷ୍ଟ୍ରରେ ବିଜେପି ଆଗୁଆ ଥିବାବେଳେ ହରିଆଣାରେ ବିଜେପି-କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଲାଟେଷ୍ଟ୍ ଟ୍ରେଣ୍ଡ୍ ଅନୁଯାୟୀ ହରିଆଣାରେ ୯୦ଟି...
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲ୍ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଭୁନବେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ...
ନୂଆଦିଲ୍ଲୀ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆଜି ସକାଳ ୮ଟାରୁ ମହାରାଷ୍ଟ୍ର ଓ ହରିଆଣାରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ଉଭୟ ରାଜ୍ୟରେ ବିଜେପି ଆଗୁଆ ରହିଥିବା ଜଣାପଡ଼ିଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଭୋଟ୍ ଗଣତିରୁ ମିଳିଥିବା ଲାଟେଷ୍ଟ୍ ଟ୍ରେଣ୍ଡ୍ ଅନୁଯାୟୀ ବିଜେପି...
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ବର୍ଷା ଜାରି ରହିଛି। କେଉଁଠି ମୂଷଳଧାରା ତ କେଉଁଠି ତୁହାକୁ ତୁହା ବର୍ଷା ହେଉଛି। ଏଥିଯୋଗୁ ତଳିଆ ଅଞ୍ଚଳ ସମେତ ରାସ୍ତା ଘାଟରେ ପାଣିର ସୁଅ ଛୁଟୁଛି। ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କିଛି ଜିଲ୍ଲାରେ...
ଝାରସୁଗୁଡ଼ା: ନାବାଳକକୁ ଯୌନ ନିର୍ଯାତନା ଅଭିଯୋଗ। ଝାରସୁଗୁଡ଼ା ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। ଅଭିଯୁକ୍ତର ନାଁ ଅଭୟ ସିଂହ ଦୁବେ। ଜଣେ ୧୨ ବର୍ଷର ନାବାଳକକୁ ଅଭୟ ଯୌନ ନିର୍ଯାତନା ଦେଇଥିବା ନେଇ ଟାଉନ୍ ଥାନାରେ ଅଭିଯୋଗ ହୋଇଛି। ଉଭୟ ନାବାଳକ ଓ ଅଭିଯୁକ୍ତକୁ ଡାକ୍ତରୀ ପରୀକ୍ଷା ପାଇଁ...
ଅନୁଗୁଳ: ଅନ୍ଲାଇନରେ ମହାଠକେଇ ! ମଗାଇଥିଲେ ଆୟୁର୍ବେଦିକ କ୍ୟାପ୍ସୁଲ୍, କିନ୍ତୁ ଆସିଲା ଖଣ୍ଡେ ପିଆଜ। ସେହିପରି ବୁକ୍ କରିଥିଲେ ୩ଟି ମୋବାଇଲ୍, କିନ୍ତୁ ଆସିଲା ୨ଟି। ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ୍ ଅନ୍ତର୍ଗତ କନ୍ୟାବେଡ଼ା ଗାଁରୁ ଏଭଳି ଅଭିଯୋଗ ଆସିଛି। ଗାଁର ମୂରଲୀ ସାହୁ ନାମକ ଜଣେ ବ୍ୟକ୍ତି...
ନୂଆଦିଲ୍ଲୀ: ଅନେକ ସମୟରେ ସୋଶାଲ ମିଡିଆରେ ଘୃଣା ମନ୍ତବ୍ୟ, ଫେକ୍ ନ୍ୟୁଜ, ଦେଶ ବିରୋଧୀ କାର୍ଯ୍ୟ ଓ ଅନ୍ୟକୁ ଅପମାନିତ କରିବା ଭଳି ମନ୍ତବ୍ୟ ପୋଷ୍ଟ କରାଯାଉଛି। ଏସବୁ ଉପରେ ରୋକ ଲଗାଇବା ପାଇଁ ୨୦୨୦ ଜାନୁଆରୀ ୧୫ ତାରିଖ ସୁଦ୍ଧା କେନ୍ଦ୍ର ସରକାର ନୂଆ ଆଇନ୍ ପ୍ରଣୟନ...
ଭୁବନେଶ୍ୱର: ବୃଦ୍ଧ ଦମ୍ପତିଙ୍କୁ ଘର ଭିତରେ ବନ୍ଦ କରି ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ।ରାଜଧାନୀ ଭୁବନେଶ୍ୱର ସ୍ଥିତ ସାମନ୍ତରାପୁରର ଦିବ୍ୟବିହାର ଅଞ୍ଚଳରେ ଏହି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଏହି ବୃଦ୍ଧ ଦମ୍ପତି ଭୁବନେଶ୍ୱରରେ ଭଡ଼ା ଘରେ ରୁହନ୍ତି। ସେମାନଙ୍କର ପୁଅ ଓ ବୋହୂ...
ମୁମ୍ୱାଇ: ବଲିଉଡ୍ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କୁ ଅଭିନୟରେ ଏତେଟା ସଫଳତା ମିଳି ନ ଥିଲେ ମଧ୍ୟ ସବୁ ଫିଲ୍ମରେ ତାଙ୍କ ଅଭିନୟକୁ ଦର୍ଶକ ପ୍ରଶଂସା କରିଛନ୍ତି। କ୍ୟାରିୟର୍ରେ ଆଗକୁ ଯିବା ପାଇଁ ଆଜି ବି ସେ ଏକ ଭଲ ଫିଲ୍ମର ସନ୍ଧାନରେ ରହିଛନ୍ତି। ବର୍ତ୍ତମାନ ସେ ଟେନିସ୍ ତାରକା...
ଗୁଆହାଟୀ: ଏଣିକି ଦୁଇରୁ ଅଧିକ ସନ୍ତାନ ଥିଲେ ମିଳିବନି ସରକାରୀ ଚାକିରି। ସୋମବାର ଦିନ ଆସାମ କ୍ୟାବିନେଟ୍ରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୨୦୨୧, ଜାନୁଆରୀ ପହିଲାରୁ ଏହି ନିୟମ ଲାଗୁ ହେବ। ଯେଉଁ ବ୍ୟକ୍ତିଙ୍କର ୨ରୁ ଅଧିକ ସନ୍ତାନ ଥିବ ସେମାନଙ୍କୁ ସରକାରୀ ଚାକିରି ପାଇଁ ବିଚାରକୁ...
ମୁମ୍ବାଇ: ଦୁର୍ଗମ ଅଞ୍ଚଳରେ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ଏବଂ ଏଥିପାଇଁ ରୋଗୀଙ୍କ ମୃତ୍ୟୁ ଘଟିବା ଖବର ଅଧିକାଂଶ ସମୟରେ ଶୁଣିବାକୁ ମିଳେ। ହେଲେ ସହରରେ ରହୁଥିବା ଜଣେ ଅଭିନେତ୍ରୀଙ୍କ ସହ ବି ଏମିତି ହୋଇପାରେ ! ହଁ, ଏମିତି ହୋଇଛି ମହାରାଷ୍ଟ୍ରର ଜଣେ ଅଭିନେତ୍ରୀଙ୍କ ସହ। ଠିକ୍ ସମୟରେ...
ନୂଆଦିଲ୍ଲୀ: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କୁ ଆଜି ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ଅଗଷ୍ଟ ୨୧ରୁ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଚିଦାମ୍ବରମଙ୍କୁ ଆଜି ସୁପ୍ରିମକୋର୍ଟ ଜାମିନ୍ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିଲେ ହେଁ ଚିଦାମ୍ବରମ ଏବେ ଜେଲରୁ ମୁକୁଳି...
ପଟ୍ଟାମୁଣ୍ଡାଇ: ବ୍ରାଉନ୍ ସୁଗର ଚାଲାଣର ଅଭିନବ ପନ୍ଥା। କଦଳୀ କାନ୍ଧି ଭିତରେ ହେଉଛି ବ୍ରାଉନ୍ ସୁଗର ଚାଲାଣ। ଏମିତି କିଛି ଦୃଶ୍ୟ କ୍ୟାମେରାରେ କଏଦ ହେବାପରେ ପୂରା ଘଟଣା ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ସାପ୍ତାହିକ ହାଟ ବେଳେ କଦଳୀ ବୋଝେଇ ଗାଡ଼ିରେ ଏଭଳି ଅଭିନବ ଢଙ୍ଗରେ ...
କଟକ: ଆସନ୍ତା ଡିସେମ୍ବରେ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ୍ ଉପରୁ ସସପେନ୍ସ ଉଠିଛି। ‘ଫୋନି’ ବାତ୍ୟାରେ ଷ୍ଟାଡିୟମରେ କ୍ଷତି ହୋଇଥିବା ଫ୍ଲଡ୍ଲାଇଟ୍ର କାମ ଆରମ୍ଭ ହୋଇଛି। ଗତକାଲି କଟକରେ କପିଲ୍ ଦେବଙ୍କ ଡେଭମସ୍କୋ କମ୍ପାନୀ ପହଞ୍ଚି ଫ୍ଲଡ୍ଲାଇଟ୍ ଗୁଡ଼ିକ...
ଆବୁ ଧାବି: ଆବୁ ଧାବିରେ ମିଳିଛି ବିଶ୍ୱର ସର୍ବପୁରାତନ ମୋତି। ଏହି ମୋତି ୮ ହଜାର ବର୍ଷର ପୁରୁଣା ଓ ଏହା ବିଶ୍ୱର ସର୍ବ ପୁରାତନ ମୋତି ବୋଲି ଦାବି କରାଯାଉଛି। ମାରାଓ୍ୱା ଆଇଲ୍ୟାଣ୍ଡରେ ଖନନ ବେଳେ ଏକ ଘର ଭିତରୁ ଏହି ପୁରାତନ ମୋତି ମିଳିଛି। ଅକ୍ଟୋବର...
ଭୁବନେଶ୍ୱର: ଆଜି ଦିନିକିଆ ବ୍ୟାଙ୍କ ଧର୍ମଘଟ। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ମିଶ୍ରଣ ପ୍ରତିବାଦରେ ବ୍ୟାଙ୍କ କର୍ମଚାରୀ ସଂଘ ଏହି ଦିନିକିଆ ଧର୍ମଘଟ ଡାକରା ଦେଇଛନ୍ତି। ସର୍ବ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ (AIBA) ଏବଂ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ (BEFI) ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର...