ଭୁବନେଶ୍ୱର: ଆଉ ନିର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ। ଆଜି କଂଗ୍ରେସ ପଦଯାତ୍ରା ଅବସରରେ ଏନେଇ ସେ ସୂଚନା ଦେଇଛନ୍ତି। ଲୋକସଭା ନିର୍ବାଚନ ନ ଲଢ଼ିବା ନେଇ ଏକ ପ୍ରଶ୍ନରେ ସେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ମୁଁ ଲଢ଼ିବି ନାହିଁ। କିନ୍ତୁ ସଂଗ୍ରାମ କରିବି।...
ଭୁବନେଶ୍ୱର: ବେଆଇନ୍ ରାସ୍ତାରୋକକୁ ନେଇ ରାଜ୍ୟ ମାନବ ଅଧିକାର ଆୟୋଗ, ପ୍ରମୁଖ ଶାସନ ସଚିବ ଓ ପୁଲିସ୍ ଡିଜିଙ୍କୁ ନୋଟିସ୍ ଜାରି କରିଛନ୍ତି। ତିନି ସପ୍ତାହ ମଧ୍ୟରେ ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକମାନେ ସାମାନ୍ୟ କଥାରେ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥ ଅବରୋଧ କରୁଛନ୍ତି।...
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଲକ୍ଷ୍ମୀପୁର ପଡ଼ାଗାଁରେ ବ୍ୟାପିଛି ଡାଇରିଆ। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଗୁରୁତର ଅଛନ୍ତି। ମୃତକଙ୍କ ନାଁ ପ୍ରେମଶୀଲା ସାହୁ। ଗୁରୁତରଙ୍କୁ ମଦନପୁର ରାମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ହଠାତ୍ ଗାଁର ୧୦ରୁ ଅଧିକ ଲୋକ...
ହାଇଦ୍ରାବଦ: ହାଇଦ୍ରାବଦ୍ରେ ଥିବା ଇସ୍ରୋର ନ୍ୟାସ୍ନାଲ୍ ରିମୋଟ୍ ସେନ୍ସିଙ୍ଗ୍ ସେଣ୍ଟର(NRSC)ର ଜଣେ ବୈଜ୍ଞାନିକଙ୍କ ମୃତଦେହ ତାଙ୍କ ଆପାର୍ଟମେଣ୍ଟ୍ରୁ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଏସ୍ ସୁରେଶ(୫୬)।ମଙ୍ଗଳବାର ଦିନ ହାଇଦ୍ରାବାଦ ସ୍ଥିତ ତାଙ୍କ ବାସଭବନରୁ ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅସାରେ, ସୁରେଶଙ୍କୁ କିଛି ଅଜଣା ଦୁର୍ବୃତ୍ତ ଅମିର୍ପ୍ରୀତ୍ ଅଞ୍ଚଳରେ...
ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରେ ଜମି ଅଧିଗ୍ରହଣ ଓ ପୁନର୍ବାସ ଯୋଜନାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ୪୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଜମି ଅଧିଗ୍ରହଣ ବିଜ୍ଞପ୍ତିର ୧ସାସ ମଧ୍ୟରେ ଜମି ହସ୍ତାନ୍ତର କରିବାକୁ ଚାହୁଁଥିବା ଲୋକଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ...
ନୂଆଦିଲ୍ଲୀ: ପର୍ଣ୍ଣ ୱେବ୍ସାଇଟ୍ ଉପରେ ଭାରତ ସରକାର କଟକଣା ଲଗାଇବା ପରେ ମଧ୍ୟ ଲକ୍ଷ ଲକ୍ଷ ସଂଖ୍ୟାରେ ସ୍ମାର୍ଟଫୋନ୍ ଏବଂ କମ୍ପ୍ୟୁଟର ଗୁଡ଼ିକରେ ବିନା ଭୟରେ ଲୋକମାନେ ପର୍ଣ୍ଣ ଭିଡିଓ ଦେଖୁଥିବା ଜଣାପଡ଼ିଛି। ବ୍ୟାନ୍ ପରେ କିଛି ପର୍ଣ୍ଣ ୱେବସାଇଟ୍ ଏକ ନୂଆ ଉପାୟ ଆପଣାଇଛନ୍ତି। ସେମାନେ ସରକାର...
ଭୁବନେଶ୍ୱର: ରାଜ୍ୟର ସବୁ ସହରାଞ୍ଚଳରେ ଆଜିଠୁ ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ ବ୍ୟାନ୍। ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ର ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷେଧ କରିବାକୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶନାମା ଅନୁସାରେ କୌଣସି ବ୍ୟକ୍ତି ନିଜେ କିମ୍ବା...
ପାଟନା: ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ଅଧ୍ୟକ୍ଷ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ବୋହୂ ଐଶ୍ୱର୍ଯ୍ୟା ରାୟ ଶାଶୁ ଘର ଲୋକଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଯାହା ସମସ୍ତଙ୍କୁ ଚକିତ କରିଛି। ଲାଲୁଙ୍କ ବଡ଼ ପୁଅ ତେଜ ପ୍ରତାପଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ପ୍ରଥମଥର...
ଝାରସୁଗୁଡ଼ା: ମହଙ୍ଗା ପଡ଼ିଲା ପୁଲିସ୍ ଉପରେ ଦାଦାଗିରି। କର୍ତ୍ତବ୍ୟରତ ପୁଲିସ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଝାରସୁଗୁଡ଼ା ଜିଲ୍ଲା ବିଜେଡି ଉପସଭାପତି ଶମ୍ଭୁ ମହାନ୍ତିଙ୍କୁ ପୁଲିସ୍ ଗିରଫ କରିଛି। ସୂଚନାଥାଉ କି, ସୋମବାର ରାତି ପ୍ରାୟ ୧୦ଟା ସମୟରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ନିଜ ଗାଡ଼ିରେ ଯାଉଥିଲେ। ମାତ୍ର...
ବରଗଡ଼: ବିଜେପୁର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆଜି ତିନି ପ୍ରମୁଖ ରାଜନୈତିକ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ସେମାନଙ୍କର ନାମାଙ୍କନପତ୍ର ଦାଖଲ କରିବେ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ...
ଉମରକୋଟ: ଚାକିରି ନାଁରେ ଠକେଇ ଅଭିଯୋଗ। ନବରଙ୍ଗପୁର ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। ଯୁବକ ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଠକିବା ଅଭିଯୋଗରେ ଗତକାଲି ପୁଲିସ୍ ୩ଜଣଙ୍କୁ ଗିରଫ କରିଛି। ଗିରଫ ୩ ଜଣ ହେଲେ ଆଶିଷ କୁମାର ପାତ୍ର ଓ ତାଙ୍କ ସ୍ତ୍ରୀ ରଞ୍ଜନା ବର୍ମା ଏବଂ...
ଭୁବନେଶ୍ୱର: ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷା ହେବାର ସମ୍ଭାବନା ନାହିଁ। କିନ୍ତୁ ଅକ୍ଟୋବର ୨ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅକ୍ଟୋବର ୨ ଓ ୩ ତାରିଖ ଦୁଇ ଦିନ ରାଜ୍ୟରେ...
ଭୁବନେଶ୍ୱର: ବିଜେପୁର ଉପନିର୍ବାଚନ ପାଇଁ ବିଜେପିରୁ ଲଢ଼ିବେ ସନତ ଗଡ଼ତିଆ। ବିଜେପି ପକ୍ଷରୁ ତାଙ୍କ ନାଁ ଘୋଷଣା ହୋଇଛି। ବିଜେପିରୁ ସନତ ଗଡ଼ତିଆ ଲଢ଼ିବା ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା ତାର ଅବସାନ ହୋଇଛି। ଗତ ସାଧାରଣ ନିର୍ବାଚନରେ ମଧ୍ୟ ବିଜେପିରୁ ଗଡ଼ତିଆ ପ୍ରାର୍ଥୀ ହୋଇ ମୁଖ୍ୟମନ୍ତ୍ରୀ ନବୀନ...
କଟକ: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ଟ୍ୱିଟ୍କୁ ନେଇ ଚର୍ଚ୍ଚା। ପଡ଼ୋଶୀ ମନଜିତ ଦାସ ତାଙ୍କୁ ନିୟମିତ ହଇରାଣ କରୁଥିବା ପରି ଗୁରୁତର ଅଭିଯୋଗ କରିଛନ୍ତି ସାଂସଦ । ଏ ନେଇ ସେ ଟ୍ୱିଟ କରିଛନ୍ତି। I was misbehaved by the IIC Purighat. It really...
ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାମ ଦୋଳି ଲଗାଯାଉଥିବା ବେଳେ ଏହା ଭାଙ୍ଗିଯିବାରୁ ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ରାଉରକେଲାର ୧୬ ନମ୍ୱର ସେକ୍ଟର ସ୍ଥିତ ଦୁର୍ଗାପୂଜା ପଡ଼ିଆରେ ମୀନା ବଜାର ପାଇଁ ଦୋଳି ଲଗା ଯାଉଥିବାବେଳେ ଏହି ଅଭାବନୀୟ ଘଟଣା ଘଟିଛି। ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ହସ୍ପିଟାଲ୍ରେ...
ବ୍ରହ୍ମପୁର(ଜଗନ୍ନାଥ ସାହୁ): ବିଚ୍ ରାସ୍ତାରେ ଯୁବକଙ୍କ ଗୁଣ୍ଡାଗର୍ଦ୍ଦି। ସର୍ବସମ୍ମୁଖରେ ନାବାଳିକା ଓ ତାଙ୍କ ସଂପର୍କୀୟଙ୍କୁ ଜଣେ ଯୁବକ ମାଡ଼ ମାରିବା ସହ ଦୁର୍ବ୍ୟବହାର କରୁଥିବା ଦେଖିବାକୁ ମିଳିଛି। ଏହାର ଭିଡିଓ ମଧ୍ୟ ସୋଶାଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ଗଞ୍ଜାମ ଜିଲ୍ଲା ଗୋପାଳପୁର ଛକରୁ ଆମ୍ବପୁଅ ଯିବା ବାଟରେ...
ନୂଆଦିଲ୍ଲୀ: ସାରା ଦେଶରେ ପିଆଜ ଦର ହୁ ହୁ ହୋଇ ବଢୁଥିବା ବେଳେ ଏହାକୁ ରୋକିବାକୁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଜି ପିଆଜ ରପ୍ତାନୀ ଉପରେ କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ବିଭାଗ ରୋକ୍ ଲଗାଇଛି। ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପିଆଜ ରପ୍ତାନୀ ଉପରେ...
ନବରଙ୍ଗପୁର: ବିଧାୟକ ହେବ ତ ଏମିତି। ସଫେଇ କର୍ମଚାରୀଙ୍କ ପାଦ ଧୋଇ ସମ୍ମାନିତ କଲେ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ଏହାର ଏକ ଭିଡିଓ ସୋଶାଲ୍ ମିଡିଆରେ ଭାଇରାଲ ହେବାପରେ ଚର୍ଚ୍ଚାରେ ବିଧାୟକ। ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ଗତକାଲି ଡାବୁଗାଁରେ ଏକ ସଚେତନତା...
ଯାଜପୁର: ନୂଆ ସଂଶୋଧିତ ମୋଟରଯାନ ଆଇନ୍ ଲାଗୁ ହେବାପରେ ଟ୍ରାଫିକ୍ ନିୟମ କଡ଼ାକଡ଼ି ହୋଇଛି। ତେବେ ଲୋକମାନେ ଏହାକୁ ବିରୋଧ କରିବା ପରେ ୩ ମାସ ପାଇଁ ଟ୍ରାଫିକ୍ର କିଛି ନିୟମ କୋହଳ ହୋଇଥିଲା। ଏହି ସମୟ ମଧ୍ୟରେ ଗାଡ଼ିର ଆବଶ୍ୟକ କାଗଜପତ୍ର କରିବା ସହ ଲୋକଙ୍କୁ ସଚେତନ...
ବାସୁଦେବପୁର: ବନ୍ଧୁକ ଦେଖାଇ ଜୋର ଜବରଦସ୍ତ ଟଙ୍କା ଆଦାୟ କରିବା ୩ ଯୁବକଙ୍କୁ ମହଙ୍ଗା ପଡ଼ିଛି। ସେମାନଙ୍କୁ ଲୋକମାନେ କାବୁ କରି ବାନ୍ଧି ନିର୍ଧୂମ ମାଡ଼ ମାରିଛନ୍ତି। ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ପଢୁଆଁ ଗାଁରେ ଏହି ଘଟଣା ଘଟିଛି। ଅଭିଯୋଗ ଅନୁସାରେ ଗାଁର ମଣିଆ ମଲିକ...