ନ୍ୟୁୟର୍କ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗତକାଲି ମଧ୍ୟରେ ଭେଟଘାଟ ହୋଇଛି। ଟ୍ରମ୍ପଙ୍କ ସହ ଆଲୋଚନା ବେଳେ ଇମ୍ରାନ୍ କାଶ୍ନୀର ପ୍ରସଙ୍ଗ ଉଠାଇଥିଲେ। ଯାହାକୁ ନେଇ ଟ୍ରମ୍ପ ସିଧାସିଧା କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ସହିତ ମୋର ଭଲ ସମ୍ପର୍କ।...
ଭୁବନେଶ୍ୱର: ଓଡ଼ିଆ ଝିଅଙ୍କ କମାଲ। ତାମିଲ ଫିଲ୍ମ ‘ଦରବାର’ରେ ଦେଖିବାକୁ ମିଳିବ ଓଡ଼ିଆ ଝିଅ ଦେବସ୍ମିତା ପଟ୍ଟନାୟକଙ୍କ ଅଭିନୟର ଯାଦୁ। ସବୁଠାରୁ ବଡ଼ କଥା ହେଉଛି ଏହି ଫିଲ୍ମରେ ତାମିଲ ସୁପରଷ୍ଟାର ରଜନୀକାନ୍ତ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି। ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ଦେବସ୍ମିତା ଜଣେ ବିଏସ୍ସି ଛାତ୍ରୀ।...
ନୂଆଦିଲ୍ଲୀ: ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ହିକ୍କା’ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ଓମାନ ଉପକୂଳରେ ଲ୍ୟାଣ୍ଡଫଲ୍ କରିବ। ଏହାଦ୍ୱାରା ଓମାନ ଓ ଏହାର ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୂଚନା ଅନୁସାରେ, ଆରବ ସାଗର ଉପରେ ସୃଷ୍ଟି...
ବାରିପଦା: ଛାତ୍ରଙ୍କ ଅଜାଣତରେ ସେମାନଙ୍କ ନାଁରେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଲକ୍ଷାଧିକ ଟଙ୍କା ଋଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। ସୂଚନା ଅନୁସାରେ, ମୋରଡ଼ା ଥାନା ଅନ୍ତର୍ଗତ ପାଟପୁର ସ୍ଥିତ ଏକ ଘରୋଇ ଡିପ୍ଲୋମା ଇଞ୍ଜିନିୟରିଂ ସ୍କୁଲର ୫୬ ଜଣ ଛାତ୍ରଙ୍କ ନାଁରେ ଶିକ୍ଷାନୁଷ୍ଠାନର...
ସିବିଏସ୍ଇ ବୋର୍ଡ ପରୀକ୍ଷା ୨୦୨୦: ନିକଟରେ ସିବିଏସ୍ଇ ପକ୍ଷରୁ ୧୦ମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ନମୁନା ପ୍ରକାଶ କରିଛି। ଚଳିତ ଶିକ୍ଷାବର୍ଷରେ ଯେଉଁ ଛାତ୍ରଛାତ୍ରୀମାନେ ସିବିଏସ୍ଇ ୧୦ମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ ସେମାନେ ସିବିଏସ୍ଇର ଅଫିସିଆଲ୍ ୱେବ୍ସାଇଟ୍ cbseacademic.nic.in କୁ ଯାଇ...
ଭୁବନେଶ୍ୱର: ସରକାରୀ ଦଳ ଉପମୁଖ୍ୟ ସଚେତକ ପଦରୁ ବିଦା ହେଲେ ପ୍ରଣବ ବଳବନ୍ତରାୟ। ତାଙ୍କ ସ୍ଥାନରେ ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଉପମୁଖ୍ୟ ସଚେତକ ଭାବେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋହିତଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି। ନୂଆ ସରକାର ଗଠନ ହେବା ପରେ ଯାଜପୁର ଜିଲ୍ଳାର...
ଭୁବନେଶ୍ୱର: ବରଗଡ଼ ଲୋକସଭା ଆସନ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଦିନ ୧୧ଟାରୁ ଅପରାହ୍ଣ ୩ ଟା ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୩୦...
ନୂଆଦିଲ୍ଲୀ: ପୁଣି ପାକିସ୍ତାନର ଏକ ହୀନ ଚକ୍ରାନ୍ତ ସାମ୍ନାକୁ ଆସିଛି। ଟେଲିଭିଜନ୍ର ସବୁଠାରୁ ଲୋକପ୍ରିୟ ରିଏଲିଟି କ୍ୱିଜ୍ ଶୋ’ ‘କୌନ୍ ବନେଗା କରୋଡ଼ପତି(କେବିସି)’ ନାଁରେ ଲୋକଙ୍କୁ ଫସାଇବାକୁ ପାକିସ୍ତାନର ଉଦ୍ୟମ କରୁଥିବା ଜଣାପଡ଼ିଛି। ସୋସିଆଲ୍ ମିଡିଆରେ କେବିସି ନାଁରେ ନକଲି ଗ୍ରୁପ୍ କରି ଲୋକଙ୍କୁ ଫସାଇବାକୁ ଉଦ୍ୟମ କରାଯାଉଥିବା...
ଧର୍ମଗଡ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଛୁରି ଦେଖାଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଭିଡିଓ ଭାଇରାଲ ହେବାପରେ ଘଟଣା ସାମ୍ନାକୁ ଆସିଥିଲା। ଜୁନାଗଡ଼-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଜାରିଙ୍ଗ ଜଙ୍ଗଲରେ ଏହି ଘଟଣା...
ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଭେଟିଛନ୍ତି। ବିଜେପିର ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମରେ ଅବସର ବେଉରିଆଙ୍କୁ ଭେଟି ବୈଜୟନ୍ତ ପଣ୍ଡା ଜମ୍ମୁ ଓ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଓ ଏହାର ଗ୍ରହଣୀୟତା ନେଇ ତାଙ୍କ ସହ ଆଲୋଚନା କରିଛନ୍ତି।...
ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ସେ ଲିଙ୍ଗରାଜ ମନ୍ଦିର ଯାଇ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ। ପ୍ରାୟ ୨୦ମିନିଟ ଧରି ସେ ମନ୍ଦିର ବେଢ଼ା ବୁଲି ଦେଖିଥିଲେ। ଆନ୍ଧ୍ର ରାଜ୍ୟପାଳଙ୍କୁ ମନ୍ଦିର...
ରାଉରକେଲା: ମହଙ୍ଗା ପଡିଲା ଜାତିଆଣ ଆକ୍ଷେପ। ଜାତିଆଣ ଆକ୍ଷେପ ଅଭିଯୋଗରେ ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସ୍ଥିତ ସରବତୀ ଦେବୀ ମହିଳା ମହାବିଦ୍ୟାଳୟର କିରାଣୀଙ୍କୁ ନିଲମ୍ବନ କରାଯାଇଛଇ। ତାଙ୍କ ନାଁ ପାଣୁ ଚରଣ ପାଇକରାୟ। ସେହିପରି କଲେଜ ଅଧ୍ୟକ୍ଷଙ୍କ ବଦଳି ପାଇଁ କଲେଜ ମ୍ୟାନେଜିଂ କମିଟି ସରକାରଙ୍କୁ ଚିଠି ଲେଖିଛି। ...
ନୂଆଦିଲ୍ଲୀ: ଭାରତୀୟ ରେଳ ବିଭାଗ ଯାତ୍ରୀମାନଙ୍କ ସୁବିଧା ପାଇଁ ଅନେକ ଯୋଜନା କରିଛି। ତେବେ ରେଲ୍ୱେର ଏମିତି ଅନେକ ଯୋଜନା ରହିଛି ଯାହା ସମ୍ପର୍କରେ ଯାତ୍ରୀମାନେ ଜାଣି ନ ପାରି ଏହାର ଫାଇଦା ଉଠାଇ ପାରନ୍ତି ନାହିଁ। ଖାଲି ଏତିକି ନୁହେଁ ଡିଜିଟାଲ୍ ପେମଣ୍ଟ୍ ଅଥବା କୌଣସି କାର୍ଡ...
ନୂଆଦିଲ୍ଲୀ: ଆପଣଙ୍କ ପାଇଁ ଏହା ନିଶ୍ଚୟ ଏକ ଜରୁରୀ ଖବର ହୋଇପାରେ। ଚଳିତ ମାସରେ ଯଦି ଆପଣଙ୍କର କିଛି ବ୍ୟାଙ୍କ ସମ୍ବନ୍ଧୀୟ ଜରୁରୀ କାମ ରହିଛି, ତା’ହେଲେ ଶୀଘ୍ର ଶେଷ କରି ଦିଅନ୍ତୁ। କାରଣ ସମୟ ଆଗରୁ ଯଦି ଏହା ନ କରନ୍ତି ହୁଏତ ଆପଣ ଅସୁବିଧାରେ ପଡିପାରନ୍ତି।...
ସୋର: ଷଣ୍ଢକୁ ଧକ୍କା ଦେଇ ଫସିଲେ ୨ ଯୁବକ। ବାଇକ୍ରେ ମଦ ଚୋରା ଚାଲାଣ କରୁଥିବା ଜଣାପଡ଼ିବା ପରେ ଲୋକେ ସେମାନଙ୍କୁ ନିସ୍ତୁକ ମାଡ ମାରିବା ସହ ସେମାନଙ୍କର ବାଇକ୍କୁ ମଧ୍ୟ ଭାଙ୍ଗି ଦେଇଛନ୍ତି। ବାଲେଶ୍ୱର ଜିଲ୍ଲାରେ ଆଜି ସକାଳେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, ୩ଟି...
ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟର ବିିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଓଟିଭି ପକ୍ଷରୁ ଓଡ଼ିଶା ସିଟିଜେନସ୍ ଆୱାର୍ଡ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ୯ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରାଯାଇଛି। ଓଟିଭିର ଓଡ଼ିଶା ସିଟିଜେନସ୍ ଆୱାର୍ଡ(ଓସିଏ) ୨୦୧୯ରେ କୃଷି କ୍ଷେତ୍ରରେ ବିଜୟ ପାଠକ,...
ଭୁବନେଶ୍ୱର: ୨୦୨୦ ଡିସେମ୍ବରରେ ପ୍ରଥମ ଅନ୍ମ୍ୟାନ୍ଡ୍ ମିଶନ ଏବଂ ୨୦୨୧ ଡିସେମ୍ବରରେ ପ୍ରଥମ ମ୍ୟାନ୍ଡ୍ ମିଶନ କରି ଇତିହାସ ରଚିବ ଭାରତ। ଆଇଆଇଟି ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍ ଏକଥା କହିଛନ୍ତି। ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ ବେଳେ ମିଶନ ଗଗନାୟନ...
ଭୁବନେଶ୍ୱର: ‘ଏହି ଘଟଣା ପଛରେ ମୋ ପୁଅର ହାତ ନାହିଁ। ଅନ୍ୟ କେହି ହତ୍ୟା କରି ତା ମୁଣ୍ଡରେ ଅଠା ବୋଳିଛି। ପୁଅ ନିହାରିକାକୁ ଏତେ ଭଲ ପାଉଥିଲା, ସେ ତାକୁ ମାରି ପାରିବନି। ଏହା ଭିତରେ କ’ଣ ରହସ୍ୟ ରହିଛି ମୁଁ କହିପାରିବିନି।” କାନ୍ଦି କାନ୍ଦି ଏମିତି...
ଭୁବନେଶ୍ୱର: ବିଶ୍ୱର ସବୁଠୁ ବଡ଼ ବେଳାଭୂମି ସଫେଇ ଅଭିଯାନ ‘ମୋ ବିଚ୍’ କାର୍ଯ୍ୟକ୍ରମ ଆଜି ପୁରୀରେ ଆୟୋଜିତ ହୋଇଛି। ଅର୍ନ୍ତଜାତୀୟ ବେଳାଭୂମି ସଫେଇ ଦିବସ ଅବସରରେ ସାରା ବିଶ୍ୱକୁ ଆଜି ପୁରୀରୁ ବାର୍ତ୍ତା ଦିଆଯାଇଛି। ପରିବେଶକୁ ସୁରକ୍ଷା ରଖିବା ସହ ସମୁଦ୍ର ଉପକୂଳକୁ ସ୍ୱଚ୍ଛ ରଖିବାକୁ ବାର୍ତ୍ତା ଦିଆଯାଇଛି।...
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଗ୍ରାହାମ୍ ଷ୍ଟେନ୍ସ ଓ ତାଙ୍କର ଦୁଇ ଶିଶୁପୁତ୍ରଙ୍କୁ ହତ୍ୟା ମାମଲାର ଦୀର୍ଘ ୨୦ ବର୍ଷ ପରେ ଆଉ ଜଣେ ବ୍ୟକ୍ତିଙ୍କୁ ସିବିଆଇ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣଙ୍କ ହେଲେ ବୁଦ୍ଧଦେବ ନାଏକ(୪୫)। ସେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂର ଘନିଷ୍ଠ...