• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

odisha
ଆର୍‌ଟିଓ ଅଫିସରେ ଚାଲିଛି ଦଲାଲ୍‌ଙ୍କ ରାଜ୍‌

ଭୁବନେଶ୍ୱର: ନୂଆ ମୋଟରଯାନ ସଂଶୋଧିତ ଆଇନ୍‌ ଲାଗୁ ହେବାପରେ ଜୋରଦାର ଚାଲିଛି ଧରପଗଡ଼।  ଧରପଗଡ଼ ସହ ମୋଟା ଅଙ୍କର ଜରିମାନା ଗାଡ଼ି ଚାଳକ ଏବଂ ମାଲିକଙ୍କ ହୋସ୍ ଉଡାଇ ଦେଉଛି।  ଟ୍ରାଫିକ ଆଇନକୁ ଅଣଦେଖା କରି ଆସୁଥିବା ଖିଲାପକାରୀ  ନୂଆ ଆଇନର ଜାଲରେ ଫସି ଯାଇଛନ୍ତି। ଏପଟେ ଆର୍‌ଟିଓ...

bbsr
୧୦ ଦଫା ଦାବିରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟାଳୟ ଘେରାଉ କଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ୧୦ ଦଫା ଦାବିରେ ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନେ ଆନ୍ଦୋଳନ କରିବା ସହ କୁଳପତିଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକକୁ ପ୍ରସ୍ଥାନ ଫାଟକ କରାଯିବା ସହ ରାଜା ହୋଟେଲ ପାଖରେ ନୂଆ ପ୍ରବେଶ ଫାଟକ କରିବାକୁ ଛାତ୍ରଛାତ୍ରୀମାନେ ଦାବି କରିଛନ୍ତି। ବର୍ତ୍ତମାନ ମୁଖ୍ୟ...

girl
ଜରିମାନା ଭୟରେ ଯୁବତୀ ଦେଲେ ଆତ୍ମହତ୍ୟା ଧମକ

ନୂଆଦିଲ୍ଲୀ: ନୂଆ ମୋଟରଯାନ ସଂଶୋଧିତ ଆଇନ୍‌ ଲାଗୁ ହେବା ପରେ ଏବେ ପୁଲିସ ଓ ପବ୍ଲିକ୍ ମଧ୍ୟରେ ଚାଲିଛି ଛକାପଞ୍ଝା। ଗୋଟିଏପଟେ ସାଧାରଣ ଲୋକେ ଟ୍ରାଫିକ୍  ନିୟମ ଭାଙ୍ଗିଲେ ପୁଲିସ୍‌ ସେମାନଙ୍କ ନିକଟରୁ ଜରିମାନା ଆଦାୟ କରୁଥିବାବେଳେ ଅନ୍ୟପଟେ ପୁଲିସର ଆଇନ ଉଲ୍ଲଂଘନକୁ ବି ଆଙ୍ଗୁଳି ଉଠାଇବାକୁ ପଛାଉ...

horn
ବୃଦ୍ଧଙ୍କ ମୁଣ୍ଡରେ ଶିଙ୍ଗ; ଆଶ୍ଚର୍ଯ୍ୟ ହେଲେ ଡାକ୍ତର

ଭୋପାଳ: ମଧ୍ୟ ପ୍ରଦେଶର ସାଗର ଜିଲ୍ଲାରେ ଏକ ଅଦ୍ଭୁତ ଚିତ୍ର ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଜଣେ ବୃଦ୍ଧଙ୍କ ମୁଣ୍ଡରେ ଶିଙ୍ଗ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି। ବୃଦ୍ଧଙ୍କର  ମୁଣ୍ଡରେ ଥିବା ଶିଙ୍ଗର ଫଟୋ ଏବେ ସୋଶାଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ବୃଦ୍ଧଙ୍କ ନାଁ ଶ୍ୟାମ...

elephant
ନନ୍ଦନକାନନରେ ହାତୀ ‘ଚନ୍ଦନ’ର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହାତୀ ‘ଚନ୍ଦନ’ର ମୃତ୍ୟୁ ଘଟିଛି। ମୃତ ହାତୀର ବୟସ ପ୍ରାୟ ୧୦ ବର୍ଷ। ଗତକାଲି ଭୋର ୩ଟା ୪୦ ମିନିଟ୍‌ରେ ଚନ୍ଦନର ମୃତ୍ୟୁ ହୋଇଛି। ଗତ ୧୩ ତାରିଖରେ ହାତୀଟି ହଠାତ୍ ଅସୁସ୍ଥ ହୋଇପଡ଼ିଥିଲା। ଏହାପରେ ନନ୍ଦନକାନନରେ ଥିବା ପଶୁ ଡାକ୍ତର ଚିକିତ୍ସା...

odisha
ପୁଲିସ୍‌ ହେବ ତ ଏମିତି; ଭୋକିଲା ଛୁଆଙ୍କ ମୁହଁରେ ଆହାର ଦେଲେ ସ୍ମୃତିପ୍ରଭା

କେନ୍ଦୁଝର: ପୁଲିସ୍‌ ହେବ ତ ଏମିତି। ୪ଜଣ ଶିଶୁ ଖାଦ୍ୟ ନ ପାଇ ଭୋକ ଉପାସରେ ରହିଥିବା ଜାଣି ମାନବିକତା ଦେଖାଇଲେ ଥାନା ଅଧିକାରୀ। କେନ୍ଦୁଝର ଜିଲ୍ଲାରେ ଏହି ଘଟଣା ଘଟିଛି। କୁସୁମିତା ଗାଁର ଗୋଟିଏ ପରିବାରର ୪ ଜଣ ଶିଶୁ ଖାଦ୍ୟ ନ ପାଇ ଭୋକ ଉପାସରେ...

odisha
ବସ୍ତା ବସ୍ତା ନକଲି ଶ୍ୟାମ୍ପୁ ଓ ଫେସ୍ ଓ୍ୱାଶ୍‌ ଜବତ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରୁ ବସ୍ତା ବସ୍ତା ନକଲି ଶ୍ୟାମ୍ପୁ ଓ ଫେସ୍ ଓ୍ୱାଶ୍‌ ଜବତ କରାଯାଇଛି। ଗତକାଲି ରାତିରେ ହିନ୍ଦୁସ୍ତାନ ୟୁନିଲିଭର ଲିମିଟେଟ୍‌ କମ୍ପାନୀର ଏକ ସ୍ୱତନ୍ତ୍ର ଟିମ୍‌ ସହ କଣ୍ଟାବାଞ୍ଜି ପୁଲିସ୍ ସହରରେ ଥିବା ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରିଥିଲେ। ଚଢଉ ସମୟରେ...

angul
ଜିଲ୍ଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଫେରିଲା ୬୦ ଲକ୍ଷ ଟଙ୍କା

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ହେରଫେର ମାମଲାରେ ନୂଆ ଟ୍ୱିଷ୍ଟ। ଜିଲ୍ଲାପାଳଙ୍କ ଆକାଉଣ୍ଟକୁ ଫେରି ଆସିଛି ସେହି ୬୦ ଲକ୍ଷ ଟଙ୍କା। ଏନେଇ ଜିଲ୍ଲାପାଳ ମନୋଜ ମହାନ୍ତି ଓଟିଭିକୁ ସୂଚନା ଦେଇଛନ୍ତି। ଜିଲ୍ଲାପାଳଙ୍କ ଅଭିଯୋଗ ଏବଂ ଏନେଇ ମାମଲା ଦାଏର ହେବା ପରେ ପୁରା ଟଙ୍କା...

driver change tyre
ଚଳନ୍ତା ଗାଡ଼ିରେ ଏମିତି ଟାୟାର ବଦଳାଇଲେ ଯୁବକ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ପ୍ରତ୍ୟେକ ଦିନ ସୋଶାଲ୍‌ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ଯାହାକୁ ଲୋକମାନେ ବହୁତ ପସନ୍ଦ କରିବା ସହ ଶେଆର୍‌ ମଧ୍ୟ କରୁଛନ୍ତି। ତେବେ ସୋଶାଲ୍‌ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ମଧ୍ୟରୁ ମଜାଳିଆ ଭିଡିଓକୁ ଲୋକମାନେ ଅଧିକ ପସନ୍ଦ କରିଥାନ୍ତି। ଏବେ ଏମିତି...

encounter-1
ଆକ୍ସନ୍ ମୁଡ୍‌ରେ ଗଞ୍ଜାମ ପୁଲିସ୍: ୨୪ ଘଣ୍ଟାରେ ୨ଟି ଏନକାଉଣ୍ଟର

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଆକ୍ସନ୍ ମୁଡ୍‌ରେ ଗଞ୍ଜାମ ପୁଲିସ୍। ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ଦୁଇ ଦୁଇଟି ଏନକାଉଣ୍ଟର ହୋଇଛି। ଗଞ୍ଜାମ ବ୍ଲକର ପାଲୁର କୃଷ୍ଣପ୍ରସାଦ ରୋଡ୍‌ରେ ପୁଲିସ୍‌ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରମୋଦ ବାରିକ ଆହତ ହୋଇଛି। ପ୍ରମୋଦର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ MKCG...

hernia
ହାର୍ନିଆ କ’ଣ ? ଜାଣନ୍ତୁ ଏହାର ଲକ୍ଷଣ ଓ ଚିକିତ୍ସା ବିଷୟରେ

ଭୁବନେଶ୍ୱର: ହାର୍ନିଆ ବିଷୟରେ ଅଧିକାଂଶ ଲୋକଙ୍କର ଭ୍ରାନ୍ତ ଧାରଣା ରହିଛି। ଶରୀରର ଆଭ୍ୟନ୍ତରୀଣ ଅଂଶରେ  ହାର୍ନିଆ ହେଉଥିବା ବେଳେ କିପରି ଏହାର ଚିକିତ୍ସା କରାଯାଇପାରିବ ସେ ବିଷୟରେ ଆସନ୍ତୁ ଲାପ୍ରୋସ୍କୋପିକ ସର୍ଜନ୍‌ ଡାକ୍ତର ଜଟାଶଙ୍କର ମହାପାତ୍ରଙ୍କଠାରୁ ଜାଣିବା। ୧. ହାର୍ନିଆ କ’ଣ ? ହାର୍ନିଆ ସାଧାରଣତଃ ପେଟ କିମ୍ୱା...

odisha
ବେଶରେ ପୁରାପୂରି ଘରଣୀ, ହେଲେ ପେଶାରେ ଅଟୋ ଡ୍ରାଇଭର

କେନ୍ଦୁଝର: କୁହାଯାଏ ଦୃଢ ଇଚ୍ଛାଶକ୍ତି ଓ ମନୋବଳ ଆଗରେ ସବୁକିଛି ହାର୍‌ ମାନେ। ଆଉ ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତିି କେନ୍ଦୁଝର ଜିଲ୍ଲାର ମହିଳା ଅଟୋ ଚାଳକ କବିତା ପ୍ରଧାନ। ଯିଏ ଦିନେ ପରିବାର କିପରି ଚଳିବ ସେନେଇ ଚିନ୍ତାରେ ଥିଲେ, ଆଜି ସେ ସ୍ୱାବଲମ୍ବୀ। ଖାଲି ସେ...

ctc
ଦୁର୍ଗାପୂଜା ବୈଠକରେ ବିଧାୟକଙ୍କୁ ଡକା ନ ଯିବା ନେଇ ତେଜିଲା ବିବାଦ

କଟକ: କଟକରେ ଦୁର୍ଗାପୂଜାକୁ ନେଇ ଆୟୋଜିତ ବୈଠକରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଡକା ନ ଯିବାକୁ ନେଇ ବିବାଦ ତେଜିବାରେ ଲାଗିଛି। ଶୁକ୍ରବାର ଦିନ ଅନୁଷ୍ଠିତ ଶାନ୍ତି କମିଟି ବୈଠକରେ ବିଧାୟକ ମହମ୍ମଦ ମୋକିମଙ୍କୁ ଆମନ୍ତ୍ରଣ କରାଯାଇ ନ ଥିଲା। ଫଳରେ ଏହାକୁ ବିରୋଧ କରି କଂଗ୍ରେସ...

dog
ସନ୍ଧାନୀ କୁକୁର ‘ଡଚ୍‌’କୁ ଭାରତୀୟ ସେନାର ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଦେଶ ପ୍ରେମ କେବଳ ଯେ ମଣିଷଙ୍କ ପାଖରେ ଥାଏ ତା’କୁ ଭୁଲ୍‌ ବୋଲି ପ୍ରମାଣିତ କରିଛି ସନ୍ଧାନୀ କୁକର ‘ଡଚ୍‌’। ଏହି ‘ରିଅଲ ହିରୋ’ର ବିୟୋଗରେ ସେନାବାହିନୀର ଶ୍ରଦ୍ଧାଞ୍ଜଳି ଏବେ ଚର୍ଚ୍ଚାରେ କେନ୍ଦ୍ରବିନ୍ଦୁ ପାଲଟିଛି। ବୁଧବାର ଡଚ୍‌ର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୯ ବର୍ଷ ବୟସ...

oil plant
ତୈଳ କମ୍ପାନୀ ଉପରେ ଡ୍ରୋନ୍‌ ଆକ୍ରମଣ

ରିୟାଧ: ସାଉଦି ଆରବର ଆରାମକୋ ତୈଳ କମ୍ପାନୀ ଉପରେ ଡ୍ରୋନ୍‌ ଆକ୍ରମଣ ହୋଇଛି।ତୈଳ କମ୍ପାନୀରେ ନିଆଁ ଲାଗିବା ପରେ ସମ୍ପୂର୍ଣ୍ଣ ଆକାଶ ଧୂଆଁରେ ଆଚ୍ଛାଦିତ ହୋଇଯାଇଥିବା ଦେଖିବାକୁ ମିଳିଛି। ଏପରି କି ସେଠାରେ ଗୁଳିମାଡ଼ର ଶବ୍ଦ ମଧ୍ୟ ଶୁଣିବାକୁ ମିଳିଥିବା ସୂଚନା ମିଳିଛି। ଆଜି ଏହି ଆକ୍ରମଣ ହୋଇଥିବା...

naggin dance
ଏମିତି ବି ଆସେ ମୃତ୍ୟୁ: ନାଗିନ୍‌ ଡ୍ୟାନ୍ସ କରୁଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ

ଭୋପାଳ: ମୃତ୍ୟୁ କେଉଁଠି କେମିତି ଓ କେତେବେଳେ ଆସେ ତାହା କେହିବି ଜାଣି ନଥାନ୍ତି।ମୃତ୍ୟୁ ଏକ ଏମିତି ଅତିଥି ଯିଏ ବିନା ନିମନ୍ତ୍ରଣରେ ଚାଲିଆସେ। ଅନେକ ସମୟରେ ଏହା ଆକସ୍ମିକ ଢଙ୍ଗରେ ଆସି ପହଞ୍ଚି ଯାଏ। ଏମିତି ଏକ ଆକସ୍ମିକ ମୃତ୍ୟୁର ସାମ୍ନା କରିଛନ୍ତି  ମଧ୍ୟପ୍ରଦେଶ ସିଓନୀ ଜିଲ୍ଲା...

chandrayaan-2
ଭାରତର ଚନ୍ଦ୍ରମିଶନ ଏକ ଗବେଷଣାତ୍ମକ ବିଶ୍ଲେଷଣ

  ଗତ ସେପ୍ଟେମ୍ବର ୭ ତାରିଖ ମଧ୍ୟରାତ୍ରି ସାରା ବିଶ୍ୱର ନଜର ଟେଲିଭିଜନ ପରଦା ଉପରେ ଥାଏ, ମନରେ ଅନେକ ଆଶା ଓ ଆକାଂକ୍ଷା ନେଇ ଅପେକ୍ଷା କରିଥାନ୍ତି ୧୩୩ କୋଟି ଭାରତୀୟ। ହେଲେ ହଠାତ ଏକ ଦୁଃଖ ଖବର ସମସ୍ତଙ୍କ ମନକୁ ଆନ୍ଦୋଳିତ କରିଦେଲା। ଖବର ଥିଲା...

odisha
‘ଭଲ କାମ କଲେ ମିଳିବ ଆଗୁଆ ପଦୋନ୍ନତି’

ଭୁବନେଶ୍ୱର: ଭଲ କାମ କଲେ ମିଳିବ ଆଗୁଆ ପଦୋନ୍ନତି। ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ‘ମୋ ସରକାର କାର୍ଯ୍ୟକ୍ରମ’ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆଜିର ବୈଠକରେ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ୬୩୫ ଥାନାର ଆଇଆଇସିଙ୍କ ସହ ବରିଷ୍ଠ ପୁଲିସ୍‌ ଅଧିକାରୀ।...

amit_shah_660_062819011756
ଗୋଟିଏ ଦେଶ, ଗୋଟିଏ ଭାଷା ପାଇଁ ଆହ୍ୱାନ ଦେଲେ ଅମିତ ଶାହ

ନୂଆଦିଲ୍ଲୀ: ଆଜି ଜାତୀୟ ହିନ୍ଦୀ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ଅନ୍ୟାନ୍ୟ ନେତା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଗୋଟିଏ ଦେଶ, ଗୋଟିଏ ଭାଷାକୁ ଗୁରୁତ୍ୱ ଦେଇଛନ୍ତି ଶ୍ରୀ ଶାହ। ଜାତିର ପିତା ମହାତ୍ମା ଗାନ୍ଧି, ଲୌହ...

divorce
ଛାଡ଼ପତ୍ର ମାମଲା ଚାଲୁଥିବା ବେଳେ ମହିଳାଙ୍କୁ ମିଳିବ ପେନ୍‌ସନ୍‌

ଭୁବନେଶ୍ୱର: ସ୍ୱାମୀ, ସ୍ତ୍ରୀଙ୍କ ମଧ୍ୟରେ ଛାଡ଼ପତ୍ର ମାମଲା ଚାଲୁଥିବା ବେଳେ ସ୍ତ୍ରୀଙ୍କୁ ମିଳିବ ପେନ୍‌ସନ୍‌। ବାର୍ଷିକ ୪୦ ହଜାରରୁ କମ୍ ‌ଆୟ ଥିବା ମହିଳାଙ୍କୁ ଏହି ପେନସନ୍ ମିଳିବ। ଏନେଇ ଆଜି ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଚାଲୁଥିବା...