• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

train
ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲା ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ୍

ସମ୍ବଲପୁର(ସଞ୍ଜୟ ଜେନା): ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଗଲା ଅହମ୍ମଦାବାଦ-ପୁରୀ ଏକ୍ସପ୍ରେସ୍। ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁରର ମାନେଶ୍ୱର ଓ ସିଟି ଷ୍ଟେସନ୍ ମଧ୍ୟରେ ଟ୍ରେନ୍‌ର ବ୍ରେକ୍‌ରେ ନିଆଁ ଲାଗି ଯାଇଥିଲା। ଏହା ଜଣାପଡ଼ିବା ପରେ ଟ୍ରେନ୍‌କୁ ଅଟକା ଯାଇଥିଲା। ରେଲୱେ ସୁରକ୍ଷା ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

nex 3
ମାତ୍ର ୧୩ ମିନିଟ୍‌ରେ ଚାର୍ଜ ହେବ ଏହି ଫୋନ୍‌

ନୂଆଦିଲ୍ଲୀ: ଚାଇନିଜ୍‌ ସ୍ମାର୍ଟଫୋନ୍‌ ନିର୍ମାତା Vivo ଏହାର ନୂଆ ସ୍ମାର୍ଟଫୋନ୍‌ Vivo Nex 3 5G ଲଞ୍ଚ୍‌ କରିବା ପୂର୍ବରୁ ଏହି ଫୋନ୍‌ ସହ ଜଡ଼ିତ ଅନେକ ତଥ୍ୟ ସାମ୍ନାକୁ ଆସିଛି। ଅର୍ଥାତ୍‌ ଏହି ଫୋନ୍‌ରେ କ’ଣ କ’ଣ ସବୁ ନୂଆ ଫିଚର ରହିଛି ତାହା ଲିକ୍‌ ହୋଇଥିବା...

ips
ଡିଜି ପାହ୍ୟାକୁ ପଦୋନ୍ନତି ହେଲେ ୩ ବରିଷ୍ଠ ଆଇପିଏସ୍‌

ଭୁବନେଶ୍ୱର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି। ସତ୍ୟଜିତ୍ ମହାନ୍ତି, ମନୋଜ କୁମାର ଛାବ୍ରାଙ୍କୁ DG ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି ସୁରେନ୍ଦ୍ର ପନଓ୍ୱାରଙ୍କୁ ମଧ୍ୟ DG ପାହ୍ୟାକୁ ପଦୋନ୍ନତି କରାଯାଇଛି।

bbsr
ସ୍ୱାୟତ୍ତ ଶାସନ ଦିବସ ଅବସରରେ ସଜେଇ ହୋଇଛି ରାଜଧାନୀ

ଭୁବନେଶ୍ୱର: ଆଜି ସ୍ୱାୟତ୍ତ ଶାସନ ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ମହାନଗର ନିଗମ, ପୌରସଂସ୍ଥା ଏବଂ ଏନ୍ଏସିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିନିମନ୍ତେ ଗତକାଲିଠୁ ରାଜଧାନୀ ଭୁବନେଶ୍ୱର ଅତି ସୁନ୍ଦର ଭାବେ ସଜେଇ ହୋଇଛି। ରଙ୍ଗୀନ ଆଲୋକମାଳାରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ...

anubhav-mohanty
ଓଡ଼ିଶା ସରକାରଙ୍କ ପୋଲ୍‌ ଖୋଲିଲେ ଅନୁଭବ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଟଙ୍କା ଦେବାକୁ ପଡ଼ୁଛି। ସେଠାରେ ଲୋକଙ୍କୁ ଟଙ୍କା ମଗା ଯାଉଛି। ସରକାରୀ ଡାକ୍ତରଖାନାର ଚିକିତ୍ସା ବ୍ୟବସ୍ଥା ନେଇ ନିଜ ଟ୍ୱିଟର ପେଜ୍‌ରେ ଏଭଳି ପୋଲ୍ ଖୋଲିଛନ୍ତି ନିଜେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି। ଟ୍ୱିଟ୍‌ କରି ସେ ଲେଖିଛନ୍ତି, ‘କେନ୍ଦ୍ରାପଡ଼ା...

electricity
ରାଜ୍ୟରେ ବଢ଼ିପାରେ ବିଦ୍ୟୁତ୍‌ ଦର

ଭୁବନେଶ୍ୱର: ରାଜ୍ୟରେ ବଢ଼ିପାରେ ବିଦ୍ୟୁତ୍‌ ଦର। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ‌ଆୟୋଗ ଗତ ମେ ୨୩ ତାରିଖରେ ଦେଇଥିବା ଆଦେଶର ପୁର୍ନବିଚାର କରିବାକୁ ଏବେ ଗ୍ରିଡକୋ, ଓଇଆର୍‌ସିଙ୍କ ନିକଟରେ ଆବେଦନ କରିଛି। ରାଜସ୍ୱ କ୍ଷତି ଭରଣା କରିବା ଆଳ ଦେଖାଇ ରାଜ୍ୟ ସରକାର ବିଦ୍ୟୁତ୍‌ ଦର ବଢ଼ାଇବା ନେଇ...

Sheikh Rashid Ahmed
ମୋଦିଙ୍କ ନାଁ ଧରିବା କ୍ଷଣି କରେଣ୍ଟ ଖାଇଲେ ପାକ୍‌ ମନ୍ତ୍ରୀ

ଇସ୍‌ଲାମାବାଦ: ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରଠୁ ପାକିସ୍ତାନ ସରକାର ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନେକ ସମାଲୋଚନା କରୁଛନ୍ତି। ଏପରିକି ଭାରତକୁ ପାକିସ୍ତାନ ରେଳମନ୍ତ୍ରୀ ସିଧାସଳଖ ଯୁଦ୍ଧ ଧମକ ମଧ୍ୟ ଦେଇଥିଲେ। ହେଲେ ଏବେ ଭଗବାନଙ୍କୁ ମଧ୍ୟ ପାକିସ୍ତାନର ଏଭଳି ବୟାନବାଜୀ ଭଲ ଲାଗୁନାହିଁ।...

P-Chidambaram
ପୁଣି ରିମାଣ୍ଡରେ ଗଲେ ପି ଚିଦାମ୍ବରମ

ନୂଆଦିଲ୍ଲୀ: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଫସିଥିବା ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କୁ ସିବିଆଇ ପୁଣିଥରେ ରିମାଣ୍ଡରେ ନେଇଛି। ଅଗଷ୍ଟ ୨୧ରୁ ଗିରଫ ହୋଇଥିବା ଚିଦାମ୍ବରମଙ୍କୁ ପୂର୍ବରୁ ୨ଟି ଦଫାରେ ସିବିଆଇ ଯଥାକ୍ରମେ ୫ ଦିନ ଓ ୪ ଦିନ ରିମାଣ୍ଡରେ...

niramala
୧୦ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶି ୪ଟିରେ ପରିଣତ ହେବ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୫ ଟ୍ରିଲିଅନ୍ ଅର୍ଥନୀତି ଘୋଷଣାକୁ ବାସ୍ତବ ରୂପ ଦେବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି। ଅର୍ଥନୀତିରେ ସୁଧାର ଅଣାଯିବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ କରିଥିବା ଘୋଷଣା ଅନୁଯାୟୀ ୧୦ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏବେ ୪ଟିରେ ପରିଣତ...

pm modi
ସେପ୍ଟେମ୍ୱର ୨୭ରେ ମୁହାଁମୁହିଁ ହୋଇପାରନ୍ତି ମୋଦି-ଇମ୍ରାନ୍ !

ନୂଆଦିଲ୍ଲୀ: ଆସନ୍ତା ସେପ୍ଚେମ୍ୱର ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତିସଂଘ ସାଧାରଣ ପରିଷଦ ବୈଠକ (ୟୁଏନଜିଏ) ରେ ଯୋଗଦେଇପାରନ୍ତି। ଏହି ବୈଠକରେ ମୋଦି କାଶ୍ମୀର ପ୍ରସଙ୍ଗରେ କିଛି କହିବେ ନାହିଁ ବୋଲି ଜଣାପଡ଼ିଥିବା ବେଳେ ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ କଡ଼ା ସମାଲୋଚନା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।...

jeans
ଏହି ଅଫିସରେ ଜିନ୍ସ, ଟି-ଶାର୍ଟ ବ୍ୟାନ୍‌

ପାଟନା: ବିହାର ସରକାର ସଚିବାଳୟରେ ଜିନ୍ସ ଓ ଟି-ଶାର୍ଟକୁ ବ୍ୟାନ୍‌ କରିଛନ୍ତି। ଏଣିକି ସଚିବାଳୟରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ ଆଉ ଜିନ୍ସ ଓ ଟି-ଶାର୍ଟ ପିନ୍ଧି ଅଫିସ ଆସିପାରିବେ ନାହିଁ। ଜିନ୍ସ ଓ ଟି-ଶାର୍ଟ ବଦଳରେ ସେମାନେ ଭଦ୍ର ଓ ସାଧାସିଧା ପୋଷାକ ପରିଧାନ କରିବେ। ବିହାର ସରକାରଙ୍କ...

toll gate 1
ଟୋଲ୍‌ ଗେଟ୍‌ରେ ମହିଳା କର୍ମଚାରୀଙ୍କୁ ଚାପୁଡ଼ା ମାରିଲେ ଗାଡ଼ି ଚାଳକ

ଚଣ୍ଡିଗଡ଼: ଗତ କିଛି ମାସ ଧରି ଟୋଲ୍‌ ଗେଟ୍‌ରେ ଦୁର୍ଘଟଣା ବଢ଼ିବାରେ ଲାଗିଛି। କିଛି ଦିନ ତଳେ ଗୁରଗାଓଁର ଏକ ଟୋଲ୍‌ ଗେଟ୍‌ରେ ଟଙ୍କା ମାଗିବା ପରେ ଗାଡ଼ି ଚାଳକ ଟୋଲ୍‌ ଗେଟ୍‌ରେ ଥିବା ଜଣେ କର୍ମଚାରୀଙ୍କୁ ମାଡ଼ି ମାରିଥିବା ଅଭିଯୋଗ ହୋଇଥିଲା। ଏହାପରେ ଚାଳକ ଜଣକ ଫେରାର୍‌...

former union minister
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଛାତ୍ରୀ ରାଜସ୍ଥାନରୁ ଉଦ୍ଧାର

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା ଛାତ୍ରୀଙ୍କୁ ଉତ୍ତର ପ୍ରଦେଶ ପୁଲିସ୍ ଉଦ୍ଧାର କରିଛି। ରାଜସ୍ଥାନରେ ଛାତ୍ରୀ ଜଣଙ୍କ ତାଙ୍କ ସାଙ୍ଗଙ୍କ ସହ ବୁଲୁଥିବା ବେଳେ ଆଜି ୟୁପି ପୁଲିସ ତାଙ୍କୁ ଉଦ୍ଧାର କରିଛି। ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶର ଶାହଜହାଁପୁରରେ ଥିବା...

jio
ଗ୍ରାହକଙ୍କୁ ଜିଓ ଦେଇପାରେ ସ୍ପେଶାଲ୍‌ ସର୍‌ପ୍ରାଇଜ୍‌

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ତା’ର ଗ୍ରାହକମାନଙ୍କୁ ଏକ ସ୍ପେଶାଲ୍‌ ସରପ୍ରାଇଜ୍‌ ଦେଇପାରେ। ଏହି ସ୍ପେଶାଲ୍‌ ସରପ୍ରାଇଜ୍‌ ମାଧ୍ୟମରେ ଜିଓ ଗ୍ରାହକ ଏହାର ଫାଇଦା ଉଠାଇ ପାରିବେ। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଚେୟାରମ୍ୟାନ୍‌ ମୁକେଶ ଅମ୍ବାନୀ ଫାଇଭର ଟୁ ଦ ହୋମ୍‌(ଏଫ୍‌ଟିଟିଏଚ୍‌) ସର୍ଭିସ୍‌ ଘୋଷଣା କରିଛନ୍ତି। ଯାହାକୁ ଜିଓ ଜିଗାଫାଇଭର(GigaFiber)...

Harami Nala
ଆକ୍ରମଣ ପାଇଁ ଆତଙ୍କବାଦୀଙ୍କୁ ସହଯୋଗ କରିବ କି ଏହି ନାଳ?

ନୂଆଦିଲ୍ଲୀ: ଜଳପଥରେ ଆତଙ୍କବାଦୀମାନେ ଆକ୍ରମଣ କରିବାକୁ ଯୋଜନା କରୁଛନ୍ତି। ଅଗଷ୍ଟ ୨୭ ତାରିଖରେ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂହ ଆତଙ୍କବାଦୀ ଆକ୍ରମଣ ନେଇ ସୂଚନା ଦେଇଥିଲେ। ଏହି ରିପୋର୍ଟ ପ୍ରକାଶ ପାଇବା ପରେ ବନ୍ଦରଗୁଡ଼ିକରେ ହାଇ ଆଲର୍ଟ ଜାରି କରାଯାଇଛି। ବିଶେଷକରି ଗୁଜରାଟରେ ଥିବା ବନ୍ଦର ଗୁଡ଼ିକରେ...

omar
ଖୁବ୍‌ଶୀଘ୍ର ଗୃହବନ୍ଦୀରୁ ମୁକୁଳିପାରନ୍ତି ୨ ପୂର୍ବତନ ମୁଖ୍ୟମନ୍ତ୍ରୀ

ଶ୍ରୀନଗର: ଖୁବ୍‌ଶୀଘ୍ର ଗୃହବନ୍ଦୀରୁ ମୁକୁଳିପାରନ୍ତି ଜମ୍ମୁ ଓ କାଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଓ ମେହବୁବା ମୁଫ୍‌ତି। ୨ ସପ୍ତାହ ଭିତରେ ଗୃହବନ୍ଦୀରୁ ସେମାନଙ୍କୁ ମୁକ୍ତ କରାଯିବ ବୋଲି ଜଣାପଡ଼ିଛି। ଏହି ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ରାଜନୈତିକ ନେତାଙ୍କୁ ବି ମୁକ୍ତ କରାଯିବ...

Mumbai
ସ୍ୱପ୍ନରେ ରହିଗଲା ଫିଲ୍ମରେ ଅଭିନୟ କରିବାର ଇଚ୍ଛା

ମୁମ୍ବାଇ: ଅଭିନେତ୍ରୀ ହେବାକୁ ଚାହୁଁଥିବା ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ମୁମ୍ବାଇରେ ଏହି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଜଣକ ତାଙ୍କ ଆପାର୍ଟମେଣ୍ଟ୍‌ର ଟେରାସ୍‌ରୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।ତାଙ୍କ ବୟସ ପାଖାପାଖି ୨୦ ବର୍ଷ ହେବବୋଲି ଅନୁମାନ କରାଯାଉଛି।...

sea
ଉଗ୍ର ହେଉଛି ସମୁଦ୍ର; ଜୁଆର ମାଡ଼ରେ ଭାଙ୍ଗିଲା ବାସଗୃହ

ବ୍ରହ୍ମପୁର: ଉଗ୍ର ହେଉଛି ସମୁଦ୍ର। ଆଉ ଜୁଆର ମାଡ଼ରେ ଲୀନ ହେବାରେ ଲାଗିଛି ଏକାଧିକ ଘର। ଗଞ୍ଜାମ ଜିଲ୍ଲା ଚିକିଟି ବ୍ଳକ୍‌ ଅନ୍ତର୍ଗତ ରାମୟାପାଟଣା ଗାଁରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଜୁଆର ମାଡ଼ରେ ଗାଁର କିଛି ଘର ଭାଙ୍ଗି ଯାଇଥିବାବେଳେ,ଏକାଧିକ ଘର ବିପଦ ସଙ୍କୁଳ ଅବସ୍ଥାରେ ରହିଛି।...

atm
ଏଟିଏମ୍‌ରେ ଟଙ୍କା ଉଠାଣକୁ ନେଇ ନୂଆ ନିୟମ

ନୂଆଦିଲ୍ଲୀ: ଏଟିଏମ୍‌ରେ ଜାଲିଆତି କରି ଟଙ୍କା ଉଠାଣ ତଥା ଠକାମିରୁ ଗ୍ରାହକମାନେ କିଭଳି ଏଥିରୁ ବର୍ତ୍ତିବେ ସେନେଇ ବ୍ୟାଙ୍କ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଏଣିକି ଏଟିଏମ୍‌ରୁ ୧୦ ହଜାରରୁ ଅଧିକ ଟଙ୍କା ଉଠାଇବା ପାଇଁ ହେଲେ ୱାନ୍‌ ଟାଇମ୍‌ ପାସ୍‌ୱାର୍ଡ(OTP)ର ଆବଶ୍ୟକତା ପଡ଼ିବ। ଫଳରେ ନା...

imran khan
କାଶ୍ମୀର ପ୍ରସଙ୍ଗରେ ସବୁଆଡୁ ନିରାଶ ପରେ ପାକିସ୍ତାନର ନୂଆ ଧମକ

ନୂଆଦିଲ୍ଲୀ: କାଶ୍ମୀର ପ୍ରସଙ୍ଗରେ ସବୁଆଡ଼ୁ ନିରାଶ ହେବା ପରେ ଗୋଟିଏ ପରେ ଗୋଟିଏ ନୂଆ ଧମକ ଦେଇ ଚାଲିଛି ପାକିସ୍ତାନ। ସୋମବାର ଦିନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପରମାଣୁ ଯୁଦ୍ଧର ଧମକ ଦେବାର ୨୪ ଘଣ୍ଟା ନପୂରୁଣୁ ପୁଣିଥରେ ପାକିସ୍ତାନ ଆଉ ଏକ ନୂଆ ଧମକ ଦେଇଛି।...