ଅମରାବାତୀ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଓ୍ୱାଇଏସଆର କଂଗ୍ରେସ ଦଳର ନେତା ଜଗନମୋହନ ରେଡ୍ଡୀ। ବିଜୟଓ୍ୱାଡାର ଇନ୍ଦିରା ଗାନ୍ଧି ମ୍ୟୁନିସିପାଲଟି ଷ୍ଟାଡିୟମରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଜଗନଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ରାଜ୍ୟପାଳ ଇ.ଏସ୍.ଏଲ୍. ନରସିଂହନ୍ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ୪୬ ବର୍ଷୀୟ ଏହି...
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏବେ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି। ତତଲା ପବନରେ ଅତିଷ୍ଠ ହେଉଛି ଜୀବନ। ଏପରି ପ୍ରଚଣ୍ଡ ରୌଦ୍ର ତାପକୁ ସମ୍ଭାଳିବା ବି ହୋଇପଡୁଛି କଷ୍ଟକର। ଓଡ଼ିଶାର ପ୍ରାୟ ସବୁ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଛି। ଏହି ଗରମ ଏବଂ ଗୁଳୁଗୁଳିରେ ଅନେକ ଲୋକ...
ଭୁବନେଶ୍ୱର: ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଭୟଙ୍କର ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳ ୮ଟାରୁ ଖରାର ପ୍ରକୋପ ଆରମ୍ଭ ହୋଇଯାଉଛି। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି। ବିଭିନ୍ନ ଜିଲ୍ଲାରେ ଦ୍ୱିପ୍ରହର...
ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେସନରୁ ଗତକାଲି ୨୦ ଜଣ ଦାଦନ ଶ୍ରମିକଙ୍କୁ ମାନବିକ ଅଧିକାର କର୍ମୀ ଉଦ୍ଧାର କରିଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ମହିଳା ଓ ୮ ଜଣ ପୁରୁଷ ରହିଛନ୍ତି। ସମସ୍ତଙ୍କ ଘର କୋରାପୁଟ ଜିଲ୍ଲା ପଞ୍ଚଡ଼ା ଗାଁରେ। ଏମାନେ ଆନ୍ଧ୍ରର ଏକ ସୂତାକଳକୁ କାମ...
ଭୁବନେଶ୍ୱର: ଏଭରେଷ୍ଟରୁ ଉଦ୍ଧାର ପରେ ପର୍ବତାରୋହିଣୀ କଳ୍ପନା ଦାସଙ୍କ ମୃତଦେହକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି। ସଫଳତାର ସହ ଗତ ରାତିରେ କଳ୍ପନାଙ୍କ ମରଶରୀରକୁ ଏଭରେଷ୍ଟ ଶୃଙ୍ଗରୁ ବେସ୍ କ୍ୟାମ୍ପକୁ ଆଣିଛନ୍ତି ସେର୍ପା ଟିମ୍। ସେଠାରୁ ହେଲିକପ୍ଟର ମାଧ୍ୟମରେ ଲୁକ୍ଲା ଅଣାଯିବ। ପରେ ସରକାରୀ ବିଧି ପ୍ରକ୍ରିୟା...
ନୂଆଦିଲ୍ଲୀ: ଲୋକସଭାର କାମଚଳା ବାଚସ୍ପତି ଭାବରେ ବରିଷ୍ଠ ବିଜେପି ନେତା ସନ୍ତୋଷ ଗଙ୍ଗୱାରଙ୍କୁ ନିଯୁକ୍ତ କରାଯାଇଛି। ସନ୍ତୋଷ ଗଙ୍ଗୱାର ହେଉଛନ୍ତି ଲୋକସଭାର ୧୭ତମ ବାଚସ୍ପତି। ସେ ସମସ୍ତ ନିର୍ବାଚିତ ସାଂସଦମାନଙ୍କୁ ଶପଥ ପାଠ କରାଇବେ। ଆଠ ଆଠଥର ସାଂସଦ ଭାବେ ନିର୍ବାଚିତ ହୋଇଥିବା ଗଙ୍ଗୱାର୍ ଜଣେ ଅନୁଭବୀ ନେତା।...
ଲଣ୍ଡନ: ଆସନ୍ତାକାଲି କ୍ରିକେଟର ସବୁଠାରୁ ବଡ଼ ମହାକୁମ୍ଭ ବିଶ୍ୱକପ୍ ଆରମ୍ଭ ହେବ। ଦେଢ଼ ମାସ ଧରି ଚାଲିବାକୁ ଥିବା ଏହି ଇଭେଣ୍ଟର ପ୍ରଥମ ମୁକାବିଲାରେ ଆୟୋଜକ ଇଂଲଣ୍ଡ ବିଶ୍ୱକପ୍ ଜିତିବାର ଅନ୍ୟତମ ଦାବିବାର ଦକ୍ଷିଣ ଆଫ୍ରିକାକୁ ଭେଟିବ। ପ୍ରସିଦ୍ଧ ଓଭାଲ ଗ୍ରାଉଣ୍ଡରେ ଭାରତୀୟ ସମୟ ଦିନ ୩ଟାରେ ମ୍ୟାଚ...
ମୁମ୍ବାଇ: ଗାୟିକା ସୋନା ମହାପାତ୍ରଙ୍କୁ ସଲ୍ମାନ୍ଙ୍କ ଫ୍ୟାନ୍ ଜୀବନରେ ମାରିଦେବା ପାଇଁ ଧମକ ଦେଇଛନ୍ତି। ସୋନା ଏହି ଧମକ ମିଳିଥିବା ମେଲ୍କୁ ତାଙ୍କ ଟ୍ୱିଟର୍ ପେଜ୍ରେ ଶେଆର୍ କରିଛନ୍ତି। ଏହି ଟ୍ୱିଟ୍ କରି ସେ ରାଷ୍ଟ୍ରୀୟ ମହିଳା ଆୟୋଗକୁ ଅବଗତ କରାଇବା ସହ ତାଙ୍କୁ ଟ୍ୟାଗ୍ ମଧ୍ୟ କରିଛନ୍ତି।...
ଭୋପାଲ: ମାତ୍ର ୧୬ ଦିନ ତଳେ ଯେଉଁ କନ୍ୟାର ବିବାହ କରାଇଥିଲେ, ତାଙ୍କୁ ନେଇ ଫେରାର ହୋଇଯାଇଛନ୍ତି ଜଣେ ପଣ୍ଡିତ। ମଧ୍ୟପ୍ରଦେଶର ଅସଥ୍ ଗାଁରେ ଏମିତି ଘଟଣା ଘଟିଛି। କନ୍ୟା ପ୍ରିୟା (ଛଦ୍ମନାମ) ଗତ ୭ ତାରିଖ ଦିନ ବିବାହ କରିଥିଲେ। ଆଉ ୨୩ ତାରିଖ ଦିନ ସେହି...