ଭୁବନେଶ୍ୱର: ଦେଶରେ ଅନ୍ତିମ ପର୍ଯ୍ୟାୟ ମତଦାନ ଗ୍ରହଣ କରାଯାଉଥିଲାବେଳେ ଓଡ଼ିଶାର ୩୪ଟି ମତଦାନ କେନ୍ଦ୍ରରେ ଚାଲିଛି ଭୋଟ ଗ୍ରହଣ ହେଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରର ୧୨୭ ନମ୍ବର ବୁଥ୍ରେ ମଧ୍ୟ ସାନି ମତଦାନ ହଉଛି। ଏଠାରେ ଏପ୍ରିଲ ୨୩ ତାରିଖ ମତଦାନ ହୋଇଥିଲା। ଏହି ମତଦାନ କେନ୍ଦ୍ରରେ ବିଭିନ୍ନ...
ଲକ୍ଷ୍ନୌ: ଦେଶର ବିଭିନ୍ନ ସ୍ଥାନରେ ଆଜି ଚାଲିଛି ଅନ୍ତିମ ପର୍ଯ୍ୟାୟ ନିର୍ବାଚନ। ୭ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ବାକି ଥିବା ୫୯ଟି ଆସନ ପାଇଁ ହେଉଛି ଭୋଟ୍ ଗ୍ରହଣ । ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି। ସକାଳୁ ଉତ୍ତରପ୍ରଦେଶ...
ଗଞ୍ଜାମ: ବିବାହାର ୫ ଦିନ ପରେ ଗଞ୍ଜାମ ଜିଲ୍ଲା ଜଗନ୍ନଥପ୍ରସାଦ ଥାନା ଅନ୍ତର୍ଗତ ଅଲାଡି ଗାଁରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଦୀନବନ୍ଧୁ ସ୍ୱାଇଁ । ଗତକାଲି ସଂଧ୍ୟାରେ ସେ ପୋଖରୀକୁ ଗାଧେଇବା ପାଇଁ ଯାଉଥିବା ବେଳେ ମୁଖା ପିନ୍ଧା ୩ଜଣ ବ୍ୟକ୍ତି ଆସି...
ପୁରୀ: ପ୍ରଳୟଙ୍କରୀ ଫୋନି ବାତ୍ୟାକୁ ୨ ସପ୍ତାହ ପୂରିଲା । ହେଲେ ଫୋନିରେ ଶ୍ରୀହୀନ ହୋଇଯାଇଥିବା ଶ୍ରୀକ୍ଷେତ୍ରର ବହୁ ଇଲାକା ଆଜି ବି ଅନ୍ଧାରରେ। ପର୍ଯ୍ୟଟନ ସହରରେ ସମ୍ପୁର୍ଣ୍ଣ ସ୍ୱାଭାବିକ ହୋଇନି ବିଜୁଳି ଯୋଗାଣ ବ୍ୟବସ୍ଥା। ଫଳରେ ଗରମ ଆଉ ଗୁଳୁଗୁଳି ସହ ପାନୀୟ ଜଳ ସମସ୍ୟାରେ କଲବଲ...
ଭୁବନେଶ୍ୱର: ଟପ୍ ମାଓନେତା ସବ୍ୟସାଚୀ ପଣ୍ଡାଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି। ୨୦୧୭ରେ ବ୍ରହ୍ମପୁର ବଡ଼ବଜାର ମଙ୍ଗଳାବରମ୍ପେଟା ସାହିରୁ ମାରଣାସ୍ତ୍ର, ଟଙ୍କା ସହ ଗିରଫ ହୋଇଥିବା ସବ୍ୟସାଚୀଙ୍କୁ ଭାରତ ସରକାରଙ୍କ ବିରୋଧରେ ଯୁଦ୍ଧ ଯୋଜନା କରୁଥିବା ମାମଲାରେ ଦୋଷୀ ସାବ୍ୟସ୍ତ କରି ଏହି ସଜା ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଦୈାରା...
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡର ପ୍ରସିଦ୍ଧ କେଦାର ନାଥ ମନ୍ଦିର ଦର୍ଶନ କରିଛନ୍ତି। ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଧାନମନ୍ତ୍ରୀ କେଦାରନାଥରେ ପହଞ୍ଚିବା ପରେ ମନ୍ଦିର ଚାରିପାଖରେ ପରିକ୍ରମା କରିଥିଲେ । ଏହାପରେ ମନ୍ଦିର ଭିତରକୁ ଯାଇ ପୂଜା କରିଥିଲେ । କେଦାରନାଥ ଦର୍ଶନ ପରେ...
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି ଟିଡିପି ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ମେ ୨୩ ଭୋଟ୍ ଗଣତି ପରେ ଦେଶରେ ଏକ ବିଜେପି ବିରୋଧୀ ମେଣ୍ଟ ଗଠନ ନେଇ ସେ ଆଲୋଚନା କରିଥିବା ଜଣାପଡିଛି । ବିଜେପିକୁ କ୍ଷମତାରୁ ଦୂରେଇ ରଖିବାକୁ ଉଭୟଙ୍କ...
ଡୁବଲିନ୍: ପ୍ରଥମଥର ପାଇଁ କୌଣସି ତ୍ରି-ରାଷ୍ଟ୍ରୀୟ ଦିନିକିଆ ଶୃଙ୍ଖଳା ଜିତି ବାଂଲାଦେଶ ନୂଆ ରେକର୍ଡ କରିଛି। ଆୟାର୍ଲ୍ୟାଣ୍ଡର ଡବଲିନ୍ରେ ଚାଲିଥିବା ତ୍ରି-ରାଷ୍ଟ୍ରୀୟ ଶୃଙ୍ଖଳାର ଫାଇନାଲ୍ ମ୍ୟାଚ୍ରେ ବାଂଲାଦେଶ ଶକ୍ତିଶାଳୀ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଏହି ରେକର୍ଡ କରିଛି। ବାଂଲାଦେଶ ପକ୍ଷରୁ ପ୍ରଥମ କ୍ରିକେଟ୍ର ଭାବେ ମୋସାଡେକ ହୋସେନ୍ ୨୦ଟି...
ନୂଆଦିଲ୍ଲୀ: ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ଶେଷ ହେବାର ଗୋଟିଏ ଦିନ ପରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥ ଯାଇ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ସେ କେଦାରନାଥରେ ଥିବା ଏକ ଗୁମ୍ଫାରେ ଧ୍ୟାନରେ ବସିଛନ୍ତି। ଆସନ୍ତାକାଲି ଯାଏ ସେ ଏଭଳି ଧ୍ୟାନରେ ବସିବେ ବୋଲି ଜଣାପଡ଼ିଛି।...
ନୂଆଦିଲ୍ଲୀ: ପବିତ୍ର ରମ୍ଜାନ ମାସ ପାଇଁ ସାରା ଦେଶ ଚଳଚଞ୍ଚଳ। ବିଭିନ୍ନ ରାଜ୍ୟରେ ଏହି ପର୍ବ ପାଳନ ପାଇଁ ପ୍ରସ୍ତୁତ ହେଉଛି। ବିଭିନ୍ନ ରକମର ଖାଦ୍ୟ, ପାନୀୟ ତା ସହ କିଣା ହେଉଛି ଅନେକ ପ୍ରକାରର କପଡ଼ା । ଲୋକେ ସାରା ଦିନର ଉପବାସ ପରେ ସଂଧ୍ୟାରେ ଇଫତାର...
ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କୁ ହତ୍ୟା କରାଯିବା ପରି ତାଙ୍କୁ ମଧ୍ୟ ହତ୍ୟା କରାଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଆଶଙ୍କା ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଭାରତୀୟ ଜନତା ପାର୍ଟି (ବିଜେପି) ତାଙ୍କ ଜୀବନ ପଛରେ...
ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଏସ୍ପିଙ୍କ ପାଖରେ ଆଜି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ଏହି ମାଓବାଦୀଙ୍କ ନାଁ ପର୍ଶୁରାମ ଧରୁଆ ଓରଫ ପର୍ଶୁରାମ ମାଝି । ପୁଲିସ ଅଭିଯାନରେ ଭୟଭୀତ ହୋଇ ତଥା ଛତିଶଗଡ଼-ଆନ୍ଧ୍ର କ୍ୟାଡର ମାଓ ସଂଗଠନ ମୁଖ୍ୟଙ୍କ ନିର୍ଯାତନା ସହି ନ...
କେନ୍ଦୁଝର: ଇଣ୍ଟରନେଟ୍ରେ ସର୍ଚ୍ଚ କରିବା ବେଳେ କାଁ ଭାଁ ଆପଣ “ଗଛ ଘର” ବା “Tree House’’ ଦେଖିଥିବେ। ହେଲେ ଏଥର ଆପଣ ଏମିତି କିଛି ରୋମାଞ୍ଚକ ଦୃଶ୍ୟକୁ ନିଜ କ୍ୟାମେରାରେ କଏଦ କରିପାରିବେ। ଅତି ପାଖରୁ। ଏହି ବିଦେଶୀ ସଉକ ଏବେ ଆମ କେନ୍ଦୁଝର ମାଟିରେ ଠିଆ...
ନୟାଗଡ଼ : ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜ୍ୱାଇଁ ଓ ଦାଦା ଶ୍ୱଶୁରଙ୍କର ମୃତ୍ୟୁ। ନୟାଗଡ଼ ଜିଲ୍ଲା ଦଶପଲ୍ଲା ତୁମାଣ୍ଡି ପଞ୍ଚାୟତ ବାଲିସାହିରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା। ଗାଁର ଭକ୍ତ ଜାନୀଙ୍କ ଘରେ ବାହାଘର ଭୋଜିରେ ଯୋଗଦେବାକୁ ଝିଆରି ଜ୍ୱାଇଁ ନକୁଳ ଜାନୀ ଆସିଥିଲେ। ଆଜି...
ଭୁବନେଶ୍ୱର: ଆଉ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଆଣ୍ଡାମାନ ଛୁଇଁବାର ସମ୍ଭାବନା ରହିଛି । ହେଲେ ରାଜ୍ୟରେ ଗ୍ରୀଷ୍ମ ଲହରୀ କମି ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶା ଯେମିତି ଜଳୁଛି। ଆସନ୍ତା ୩ ଦିନ ଯାଏ ଗୁଳୁଗୁଳି ସାଙ୍ଗକୁ ଗ୍ରୀଷ୍ମ ଲହରୀ ଜାରି ରହିବ। ଅଧିକାଂଶ...