ଭୁବନେଶ୍ୱର: ବାତ୍ୟା ‘ଫୋନି’ ଯୋଗୁ ଟ୍ରେନ୍ ଓ ବିମାନସେବା ପ୍ରଭାବିତ ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ କ୍ଷତିଗ୍ରସ୍ତ ଟ୍ରାକ୍ ସଜାଡ଼ି ଭାଇଜାଗ୍-ଭଦ୍ରକ ରୁଟ୍ରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ କରିବାକୁ ଉଦ୍ୟମ ଚାଲିଛି। ଅନ୍ୟପକ୍ଷେ, ରନ୍ୱେ ସଫା କରାଯିବା ସହ ଏୟାର୍ ଟ୍ରାଫିକ୍ କଣ୍ଟ୍ରୋଲ୍ ଟାଓ୍ୱାର ମରାମତି ହେବା ପରେ ଧୀରେ...
ବାଲେଶ୍ୱର: ସାମୁଦ୍ରିକ ଝଡ଼ ‘ଫୋନି’ ପ୍ରଭାବରେ ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍ ଅନ୍ତର୍ଗତ ବୁଢାବଳଙ୍ଗ ନଦୀ ଉପରେ ନିର୍ମାଣାଧୀନ ଅବସ୍ଥାରେ ଥିବା ପୋଲ ଭୁଶୁଡ଼ି ପଡ଼ିଛି। ନଦୀର ଜଳ ଫୁଲିବା ଫଳରେ ଏହି ପୋଲ ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି। ପୋଲଟି ୪ ବର୍ଷ ଧରି ନିର୍ମାଣ ଚାଲିଥିଲା। ପଳାସିଆ...
ଭୁବନେଶ୍ୱର: ଆଉ କେଇ ଘଣ୍ଟା ପରେ ପୁରୀରେ ଲ୍ୟାଣ୍ଡଫଲ୍ କରିବ ସାମୁଦ୍ରିକ ଝଡ଼ ‘ଫୋନି’। ସକାଳ ପ୍ରାୟ ସାଢ଼େ ୮ଟା ବେଳକୁ ଏହା ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଥିବା ବେଳେ ଏହାର ପ୍ରଭାବରେ ଗତକାଲିଠାରୁ ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ...