ଆଳି(ବନମାଳି ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳରେ ଆଜି ବିଜେପିର ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ରୋଡ୍ ଶୋ ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ସ୍ଥାନୀୟ ଅଞ୍ଚଳର ଜୁଆଣିଆ ଛକଠାରେ ବିଜେଡ଼ିର କିଛି କର୍ମୀ ଦୁଇ ବିଜେପି କର୍ମୀଙ୍କୁ ମାଡ଼ ମାରିବା ସହ ସେମାନଙ୍କ...
ବାଲେଶ୍ୱର/ ଜୟପୁର: ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନରେ ଦେଖାଦେଇଛି ଚରମ ଅବ୍ୟବସ୍ଥା। ଫଳରେ ନିର୍ଦ୍ଧାରିତ ସମୟରେ ଫଳ ପ୍ରକାଶ ହୋଇ ପାରିବ କି ନାହିଁ ତାହାକୁ ନେଇ ସନ୍ଦେହ ଉପୁଜିଛି। ସୂଚନା ଅନୁସାରେ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର ପ୍ରଥମ ପର୍ଯ୍ୟାୟ ଖାତା...
ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୭୨ ପ୍ରତିଶତ ମତଦାନ ହୋଇଛି। ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାଯର୍ୟାଳୟ ସୂତ୍ରରୁ ଏହି ସୂଚନା ଦିଆଯାଇଛି। ଗତକାଲି ଅନୁଷ୍ଠିତ ୫ ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ଭୋଟିଂ ହୋଇଥିଲା। ଏହି ୫ ଲୋକସଭା...
କନ୍ଧମାଳ(ତ୍ରିନାଥ ସାହୁ): ଘଞ୍ଚ ଜଙ୍ଗଲ, ଅନ୍ଧାର ରାତି ଓ ଢୁଉଢୁଉ ବର୍ଷା ସାଙ୍ଗକୁ ମାଓବାଦୀଙ୍କ ଭୟ। ଏ ସବୁକୁ ଅତିକ୍ରମ କରି ନିର୍ଦ୍ଧାରିତ ସ୍ଥଳକୁ ସୁରକ୍ଷିତ ଭାବେ ଫେରିଛନ୍ତି ପୋଲିଂ କର୍ମଚାରୀ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ବାରହଲା ଗ୍ରାମରେ ନିର୍ବାଚନ ଦାୟିତ୍ୱରେ ଥିବା ପୋଲିଂ...
କନ୍ଧମାଳ: ଛାତିରେ ମାଓ ଆକ୍ରମଣର ଛାତିଏ ଛନକା ଥିଲା। କିନ୍ତୁ ତଥାପି ଇଭିଏମ୍ ମେସିନ୍କୁ ଧରି ଜଙ୍ଗଲ ଭିତରେ ୧୫ କିମି ଚାଲି ଚାଲି ଆସିଲେ ପୁଲିଂ ପାର୍ଟି। ଏହି ଘଟଣା ଘଟିଛି କନ୍ଧମାଳ ଜିଲ୍ଲାରେ। ବାଲିଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସିର୍ଲା ପଞ୍ଚାୟତର ୧୩୭ ଏବଂ ୧୩୮ ନମ୍ବର...
ଭୁବନେଶ୍ୱର: ହାରିବା ଭୟରେ ରକ୍ତମୁଖା ହୋଇଛି ବିଜେଡି। ରାଜ୍ୟରେ ଦିନକୁ ଦିନ ବଢୁଥିବା ରାଜନୈତିକ ହିଂସା ଉପରେ ମତ ରଖି ଏହିପରି ଭାବରେ ବିଜେଡି ସରକାର ଉପରେ ବର୍ଷିଛନ୍ତି ବିଜେପି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର। ଗତ ପଞ୍ଚାୟତ ନିର୍ବାଚନ ବେଳେ ୧୭ରୁ ୨୦ ଜଣଙ୍କୁ ହତ୍ୟା କରାଯାଇଥିଲା। ଏବେ...
ଭଦ୍ରକ(ତପନ ସ୍ୱାଇଁ): ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଭଦ୍ରକ ଭଣ୍ଡାରିପୋଖରୀ ବିଧାନସଭା ର୍ନିବାଚନ ମଣ୍ଡଳୀରେ ଜୋର୍ଦାର୍ ପ୍ରଚାର ଚଳାଇଛି କଂଗ୍ରେସ। ଚଳିତଥର ଏହି ଆସନରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିର୍ବାଚନ ଲଢୁଛନ୍ତି। ସେ ଆଜି ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଚନ୍ଦ୍ରଭାନୁପୂର ପଡ଼ିଆରେ ଏକ ସାଧାରଣ...
ପୁରୀ: ପୁରୀ ଲୋକସଭା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରାଥନ ପ୍ରଚାର କରିଛନ୍ତି। ପ୍ରଥମେ ରଣପୁରରେ ପ୍ରଚାର କରିବା ପରେ ବାଣପୁରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଚିଲିକା କାର୍ଡ ଖେଳିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଚିଲିକା ଆମର ମାଆ ଏବଂ ଓଡ଼ିଶାର ଗର୍ବ ବୋଲି।...
କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ନିର୍ବାଚନୀ ପ୍ରଚାରବେଳେ ସାମ୍ବାଦିକଙ୍କ ଉପରେ ଚିହିଙ୍କି ଉଠିଛନ୍ତି କେନ୍ଦ୍ରାପଡ଼ାର ବିଜେଡ଼ି ସାଂସଦ ପ୍ରାର୍ଥୀ ଅନୁଭବ ମହାନ୍ତି। ଗତକାଲି କେନ୍ଦ୍ରାପଡ଼ା ପାଟକୁରା ନିର୍ବାଚନମଣ୍ଡଳୀରେ ଅନୁଭବ ରାଲି କରୁଥିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଅତିମାତ୍ରାରେ କ୍ଷୁବ୍ଧ ହୋଇପଡ଼ିଛନ୍ତି। କେନ୍ଦ୍ରାପଡ଼ାରେ ନେତା, ଅଭିନେତା ଓ ଆଇନଜୀବୀଙ୍କ ମଧ୍ୟରେ ଲଢ଼େଇ...