• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

b
ବଜେଟ୍‌ରେ ଓଡ଼ିଶାକୁ କ’ଣ ଦେବ କେନ୍ଦ୍ର ?

ଭୁବନେଶ୍ୱର: ବଜେଟ୍‌ରେ ଓଡ଼ିଶାକୁ କ’ଣ ମିଳିବ ? ମଧ୍ୟବର୍ତ୍ତୀକାଳୀନ ବଜେଟ୍ ହୋଇଥିଲେ ମଧ୍ୟ ବିଜେପି ଫୋକସ୍‌ରେ ଓଡ଼ିଶା ଥିବାରୁ କେନ୍ଦ୍ର କିଛି ସ୍ୱତନ୍ତ୍ର ବ୍ୟବସ୍ଥା କରିବା ନେଇ କଳ୍ପନାଜଳ୍ପନା ଚାଲିଛି। ଏଣେ କେନ୍ଦ୍ର, ଓଡ଼ିଶାର ସ୍ୱତନ୍ତ୍ର ରାଜ୍ୟପାହ୍ୟା ଦାବିକୁ ଗ୍ରହଣ କରିନଥିବାରୁ ରାଜ୍ୟ ପାଇଁ ଅଧିକ ଅର୍ଥ ବରାଦ...

arabinda
ଭୁବନେଶ୍ୱରରେ କେନ୍ଦ୍ର ଓ ରାଜ୍ୟ ଉପରେ ବର୍ଷିଲେ କେଜ୍ରିୱାଲ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଲୋୟର ପିଏମ୍‌ଜିରେ ଆୟୋଜିତ ସାମାଜିକ ନ୍ୟାୟ କାର୍ଯ୍ୟକ୍ରମରେ ସେ ନବୀନ ସରକାରଙ୍କୁ କଡ଼ା ଶବ୍ଦରେ ସମାଲୋଚନା କରିଛନ୍ତି। ସେ କହିଛନ୍ତି, “ସ୍ୱାଧୀନତାର ୭୦ ବର୍ଷ ପରେ ବି...

yojana
ବାଟବଣା ହୋଇଯାଇଛି ‘ହରିଶ୍ଚନ୍ଦ୍ର’  

ଭୁବନେଶ୍ୱର: ଜନ୍ମରୁ ମୃତ୍ୟୁ ଯାଏ ଲୋକଙ୍କ ଲାଗି ସରକାର ଅନେକ ଯୋଜନା କରୁଛନ୍ତି। ହେଲେ ବାସ୍ତବରେ ଏହାଦ୍ୱାରା ଲୋକେ କେତେ ଉପକୃତ ହେଉଛନ୍ତି ତାହାର କିଛି ଠିକ୍‌ ଠିକଣା ନାହିଁ। ରାଜନୈତିକ ଇଚ୍ଛାଶକ୍ତିର ଅଭାବ ହେଉ କି ପ୍ରଶାସନିକ ଅବହେଳା ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚୁ ନଥିବା...

punjilal
ପାର୍ସଲବୋମା ବିସ୍ଫୋରଣ ମାମଲା: ଦାଖଲ ହେଲା ଫାଇନାଲ୍‌ ଚାର୍ଜସିଟ୍‌

ବଲାଙ୍ଗିର: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲବୋମା ବିସ୍ଫୋରଣ ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍ ମେହେର ବିରୋଧରେ ଦାଖଲ ହୋଇଛି ଫାଇନାଲ୍ ଚାର୍ଜସିଟ୍। ତଦନ୍ତ ଭାର ହାତକୁ ନେଇଥିବା କ୍ରାଇମବ୍ରାଞ୍ଚ ଟିମ୍ ଦୀର୍ଘ ୧୧ମାସ ଧରି ବିଭିନ୍ନ ଦିଗରୁ ଖୋଳତାଡ଼ କରି ୭୬ ପୃଷ୍ଠାର ଚୂଡ଼ାନ୍ତ ଚାର୍ଜସିଟ୍ ପ୍ରସ୍ତୁତ କରିଥିଲା। ଯେଉଁଥିରେ...

cricket
ଚତୁର୍ଥ ଦିନିକିଆ ଜିତିଲା ନ୍ୟୁଜିଲ୍ୟାଣ୍ଡ

ହାମିଲ୍‌ଟନ୍‌: ଚତୁର୍ଥ ଦିନିକିଆରେ ଭାରତକୁ ହରାଇଛି ନ୍ୟୁଜିଲ୍ୟାଣ୍ଡ। ଦଳ ୮ ୱିକେଟ୍‌ରେ ଟିମ୍ ଇଣ୍ଡିଆକୁ ହରାଇବା ସହିତ ସିରିଜ୍‌କୁ ୩-୧ ସ୍ଥିତିକୁ ଆଣିଛି। ଏହା ସହିତ ୫-୦ରେ ସିରିଜ୍ ଜିତିବା ନେଇ ଭାରତ ଯେଉଁ ଲକ୍ଷ୍ୟ ରଖିଥିଲା ତାହା ଧୂଳିସାତ୍ ହୋଇଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଆଜି ପଡ଼ିଆକୁ...

amit shah
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଅମିତ ଶାହ

ଭୁବନେଶ୍ୱର: ସାଲେପୁର ସମାବେଶକୁ ଆସିବା ପୂର୍ବରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମସ୍ଥାନ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ଅମିତ ଶାହ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ହେଲିକପ୍ଟରରେ ସତ୍ୟଭାମାପୁର ଯାଇଥିଲେ।...

maoist killed
ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ; ୫ ମାଓବାଦୀ ନିହତ

ରାଞ୍ଚି: ଝାଡ଼ଖଣ୍ଡରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଆଜି ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ନିକଟରୁ ୨ଟି AK-47 ରାଇଫଲ୍‌, ଗୋଟିଏ ରାଇଫଲ୍‌ ଓ ୫ଟି ପିସ୍ତଲ ଜବତ କରାଯାଇଛି। ତେବେ...

groom abscond
ଶୌଚ ବାହାନାରେ ଅଧା ବାଟରୁ ବର ଫେରାର!

ନୟାଗଡ଼: ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ବରକୁ ସମସ୍ତେ ଅପେକ୍ଷା କରିଥିଲେ। ହେଲେ ଶୌଚ କରିବା ବାହାନାରେ ଅଧା ବାଟରୁ ବର କେଉଁଆଡ଼େ ଫେରାର ହୋଇଯାଇଥିଲା। ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଯଦୁପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ଅଡ଼ାଲ...

george fernandes
ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଜର୍ଜ ଫର୍ଣ୍ଣାଣ୍ଡେଜ୍‌ଙ୍କ ପରଲୋକ ହୋଇଛି। ଆଜି ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।। ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ବୟସ ହୋଇଥିଲା। ଜର୍ଜ ଫର୍ଣ୍ଣାଣ୍ଡେଜ୍‌ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ୧୯୩୦ ମସିହାରେ ସେ ମାଙ୍ଗାଲୁରୁରେ ଜନ୍ମଗ୍ରହଣ କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ...

media employee
ଦୈନିକ ଖବରକାଗଜ ସର୍କୁଲେସନ୍‌ କର୍ମଚାରୀଙ୍କୁ ରାତି ଅଧରେ ନିର୍ମମ ହତ୍ୟା

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଏକ ଦୈନିକ ଖବରକାଗଜର ସର୍କୁଲେସନ୍‌ କର୍ମଚାରୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ପ୍ରତାପ ମହାପାତ୍ର। ତାଙ୍କ ଘର ଜଗତସିଂହପୁରରେ। ସୂଚନା ଅନୁସାରେ, ୨୬ ତାରିଖ ଅଫିସ୍ ଛୁଟି ଥିବାରୁ ପ୍ରତାପ କୌଣସି କାମରେ ସମ୍ବଲପୁର ଯାଇଥିଲେ। ସେଠାରୁ ସେ ସୋନପୁର ଯାଇ ଗତକାଲି ରାତିରେ...

amit shah
ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ସାଲେପୁରର କୁଳିଆ ପଡ଼ିଆରେ ସେ ବୁଥ୍ ସ୍ତରୀୟ କାର୍ଯ୍ୟକର୍ତ୍ତାଙ୍କୁ ଉଦ୍‌ବୋଧନ ଦେବେ। ଏଥିସହ ଦଳୀୟ କର୍ମକର୍ତ୍ତାଙ୍କୁ ଦେଇଥିବା ଦାୟିତ୍ୱର ହିସାବ ନେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଆଗକୁ ସାଧାରଣ ନିର୍ବାଚନ ଆସୁଥିବାବେଳେ ଅମିତ ଶାହଙ୍କ ଗସ୍ତକୁ...

naveen niwas
ନବୀନ ନିବାସ ପାଇଁ ଜମି ଜବର ଦଖଲ !

ଭୁବନେଶ୍ୱର :  ନବୀନ ନିବାସ ପାଇଁ ଜମି ଜବର ଦଖଲ ଅଭିଯୋଗ। ରାସ୍ତା ପ୍ରଶସ୍ତୀକରଣ ପାଇଁ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆରୁ ମିଳିଥିବା ୧ ଦଶମିକ ୬ ଏକର ଜାଗା ଏବେ ନବୀନ ନିବାସ କବ୍‌ଜାରେ। ଏଭଳି ସଂଗୀନ ଅଭିଯୋଗ ଆଣିଛି କଂଗ୍ରେସ। ଦଳ ଅଭିଯୋଗ କରିଛି ୩...

Jagi Mangat Panda
‘OTVକୁ ସାଂଘାତିକ ହଇରାଣ କରାଯାଉଛି’

ଭୁବନେଶ୍ୱର: ଓଟିଭିକୁ ଜାଣିଶୁଣି ଉଦ୍ଦେଶ୍ୟମୂଳକ ଭାବେ ହଇରାଣ କରାଯାଉଛି। ବିଧାନସଭା ସ୍ୱାଧିକାର କମିଟି ଆଗରେ ଆଜି ହାଜର ହେବା ପରେ ଓଟିଭିର ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡା ଏଭଳି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜଣେ ମହିଳା ଉଦ୍ୟୋଗପତି ଭାବେ ରାଜ୍ୟରେ ଗତ ୨୨ ବର୍ଷ ଧରି ସେ...

naba das..
ବିଧାୟକ ପଦରୁ ଇସ୍ତଫା ଦେଲେ ନବ ଦାସ

ଭୁବନେଶ୍ୱର: ଝାରସୁଗୁଡ଼ା ବିଧାୟକ ପଦ ଛାଡିଲେ ନବ କିଶୋର ଦାସ। ଆଜି ବିଧାନସଭାରେ ବାଚସ୍ପତି ପ୍ରଦୀପ ଅମାତଙ୍କୁ ଭେଟି ବିଧିବଦ୍ଧ ଭାବେ ସେ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବାଚସ୍ପତିଙ୍କୁ ଲେଖିଥିବା ଚିଠିରେ ନବ, ସ୍ୱଇଚ୍ଛାରେ ଇସ୍ତଫା ଦେଇଥିବା ଜଣାଇଛନ୍ତି। ତେବେ ବାଚସ୍ପତି ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଥିବା ସୂଚନା ମିଳିଛି।...

jagannath temple
ଦଇତାପତି ନିଯୋଗ ନିର୍ବାଚନ ପାଇଁ ଚାଲିଛି ମତଦାନ

ପୁରୀ: ଶ୍ରୀମନ୍ଦିର ଦଇତାପତି ନିଯୋଗର ନିର୍ବାଚନ ପାଇଁ ମତଦାନ ଚାଲିଛି। ଆଜି ସକାଳ ୯ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ନ ୩ଟା ଯାଏ ଚାଲିବ। ଶ୍ରୀମନ୍ଦିରର ଦକ୍ଷିଣ ଦ୍ୱାର ନିକଟରେ ଥିବା ସ୍ୱତନ୍ତ୍ର କକ୍ଷରେ ମତଦାନ ଚାଲିଛି। ପ୍ରଥମଥର ପାଇଁ ୧୫ ଜଣ କାର୍ଯ୍ୟକାରିଣୀ ସଦସ୍ୟଙ୍କୁ ନିର୍ବାଚନ ମାଧ୍ୟମରେ...

sahid
ଜନ୍ମମାଟିରେ ସହିଦ ହେମନ୍ତ ପଣ୍ଡାଙ୍କ ଶେଷକୃତ୍ୟ ସଂପନ୍ନ

ଖୋର୍ଦ୍ଧା: ଜନ୍ମମାଟିରେ ସହିଦ ହେମନ୍ତ ପଣ୍ଡାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ପରିବାର ଓ ଗାଁ ଲୋକେ ସହିଦ ହେମନ୍ତ ପଣ୍ଡାଙ୍କୁ ଗାଁ ଶ୍ମଶାନରେ ଅନ୍ତିମ ବିଦାୟ ଦେଇଛନ୍ତି। ଶାନ୍ତ ସ୍ୱଭାବର ଗାଁର ପୁଅକୁ ହରାଇ ଲୋକେ ଭାଙ୍ଗି ପଡ଼ିଛନ୍ତି। ହେମନ୍ତଙ୍କ ସାଙ୍ଗସାଥୀ ବି ଦୁଃଖରେ ମ୍ରିୟମାଣ ହୋଇପଡ଼ିଛନ୍ତି। ୪...

chaitanya majhi
ପୂର୍ବତନ ମନ୍ତ୍ରୀ ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଆଜି ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ବୟସାଧିକ ଯୋଗୁ କିଛି ଦିନ ହେଲେ ସେ ଅସୁସ୍ଥ ଥିଲେ। ୧୯୨୯ ନଭେମ୍ବର ୧୯ରେ ଚୈତନ୍ୟ ମାଝୀ ଜନ୍ମଗ୍ରହଣ...

practical exam
ଆଜିଠୁ ଯୁକ୍ତ ୨ ପ୍ରାକ୍ଟିକାଲ୍‌ ପରୀକ୍ଷା

ଭୁବନେଶ୍ୱର: ଆଜିଠାରୁ ଯୁକ୍ତ ୨ ପ୍ରାକ୍ଟିକାଲ୍‌ ପରୀକ୍ଷା ଆରମ୍ଭ ହୋଇଛି। ଏନେଇ  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଥିବା ବେଳେ କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍‌ ବ୍ୟବସ୍ଥା ହୋଇଛି। ଚଳିତବର୍ଷ ଯୁକ୍ତ ୨ କଳା, ବିଜ୍ଞାନ,...

accident
ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍‌

କଳାହାଣ୍ଡି: ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ୍‌। କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲ୍‌କୋ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା ତଳକୁ ଯାତ୍ରୀବାହୀ ବସ୍‌ ଖସି ପଡ଼ିବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି...

rainfall
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବିଦର୍ଭ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ଉତ୍ତର ପ୍ରଦେଶ ଠାରୁ ଦକ୍ଷିଣ ଛତିଶଗଡ ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ ରହିଛି। ଫଳରେ ଏହାର ପ୍ରଭାବରେ ପାଗ ମେଘୁଆ ରହିଛି। ତେବେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର...