ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଦଳର ମଙ୍ଗ ଧରିବା ପରେ ପ୍ରଥମ ଥର ଲାଗି ଓଡ଼ିଶା ଆସୁଥିବା ରାହୁଲ, ଭୁବନେଶ୍ୱର ତମାଣ୍ଡୋରେ ପରିବର୍ତ୍ତନ ସଂକଳ୍ପ ସମାବେଶରେ ଯୋଗ ଦେବେ। ସେପଟେ ରାହୁଲଙ୍କୁ ସ୍ୱାଗତ କରିବାକୁ ରାଜ୍ୟ କଂଗ୍ରେସ ଜୋରଦାର ପ୍ରସ୍ତୁତି କରିଛି। ମଞ୍ଚଠୁ...
ନୂଆଦିଲ୍ଲୀ: ରେଲୱେ ଚାକିରି କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। କାହିଁକି ନା ଭାରତୀୟ ରେଳବାଇ ପୁଣି ଥରେ ମେଗା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛି। ଏହି ମେଗା ନିଯୁକ୍ତି ପ୍ରକ୍ରିୟା ଦୁଇଟି ପର୍ଯ୍ୟାୟରେ ହେବ। ଯେଉଁଥିରେ ଆସନ୍ତା ଦୁଇ ବର୍ଷ ମଧ୍ୟରେ ପାଖାପାଖି୨.୩ ଲକ୍ଷ ଲୋକଙ୍କୁ...
ବଲାଙ୍ଗିର: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ମାଷ୍ଟର୍ ମାଇଣ୍ଡ ପୁଞ୍ଜିଲାଲ୍ ମେହେର ନାଁରେ ଏକ ସାଂଘାତିକ ଅଭିଯୋଗ ଆସିଛି। ପାଟଣାଗଡ଼ ଜେଲ୍ରେ ଥିବା ପୁଞ୍ଜିଲାଲ ୭ ଜଣ ଡକାୟତଙ୍କୁ ଜେଲ୍ରୁ ଚମ୍ପଟ ମାରିବାକୁ ଉସୁକାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଏବେ ପାଟଣାଗଡ଼ ଜେଲ୍ରେ ଚାଞ୍ଚଲ୍ୟ...
ଝାରସୁଗୁଡ଼ା: ବିଜେଡିରେ ବିଧିବଦ୍ଧ ଭାବେ ଝାରସୁଗୁଡ଼ା ବିଧାୟକ ନବ ଦାସ ଆଜି ଯୋଗ ଦେଇଛନ୍ତି। ଝାରସୁଗୁଡ଼ାରେ ଏକ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନିଜ ସମର୍ଥକଙ୍କ ସହ ନବ ଦାସ ବିଜେଡିରେ ସାମିଲ ହୋଇଥିଲେ। ଝାରସୁଗୁଡା ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସମେତ ୮ ଜଣ ସଦସ୍ୟ,...
ଜୟପୁର: କାଳିଆ ଯୋଜନା ସମ୍ମିଳନୀ ପାଇଁ ଦର ନଛିଣ୍ଡିବାରୁ ବସ୍ ଚଳାଚଳ ବନ୍ଦ ହୋଇଛି। ଜୟପୁରରେ ଏପରି କିଛି ଘଟଣା ଘଟିଛି। ଆସନ୍ତାକାଲି ପୁରୀରେ କାଳିଆ ଯୋଜନା ପାଇଁ ଏକ କୃଷି ସମାବେଶ ହେବ। ଏଥିପାଇଁ ଜୟପୁର ଘରୋଇ ବସ୍ ମାଲିକ ସଂଘ ସହ ଆର୍ଟିଓ ପକ୍ଷରୁ ଚୁକ୍ତି...
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ। ଆଜି ହସ୍ପିଟାଲ୍ର ସର୍ଜରୀ ବିଭାଗରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି। ବିଦ୍ୟୁତ୍ ସର୍ଟ ସର୍କିଟ୍ କାରଣରୁ ହସ୍ପିଟାଲ୍ରେ ନିଆଁ ଲାଗିଥିବା କୁହାଯାଉଛି। ତେବେ ସୌଭାଗ୍ୟବଶତଃ ୱାର୍ଡରେ ଥିବା ୪୦ରୁ ଅଧିକ...
ଭୁବନେଶ୍ୱର: ଋଷିଆ ଉପକୂଳରେ ଦୁଇଟି କାର୍ଗୋ ଜାହାଜରେ ନିଆଁ ଲାଗି ବିସ୍ଫୋରଣ ଘଟିବା ଘଟଣାରେ ୬ ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ନିଖୋଜ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗତକାଲି ଏ ନେଇ ସୂଚନା ଦିଆଯାଇଛି। ନିଖୋଜ ଭାରତୀୟଙ୍କ ମଧ୍ୟରେ ସିଦ୍ଧାର୍ଥ ମେହେର...
ବୌଦ୍ଧ: ଭାରସାମ୍ୟ ହରାଇ ଗଛରେ ପିଟି ହେବା ପରେ ଓଲଟି ପଡ଼ିଲା ବୋଲେରୋ। ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ରାଧାନଗର ଛକ ନିକଟରେ ଏହି ସଡକ ଦୁର୍ଘଟଣା ଘଟିଛି। ଏଥିରେ ବୌଦ୍ଧ ଜିଲ୍ଲା କୃଷି ଉପ-ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମନୋରଞ୍ଜନ ମଲ୍ଲିକ। ଦୁର୍ଘଟଣାରେ...
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନାରେ ଭଙ୍ଗାରୁଜା ମାମଲାରେ ପୁଲିସ୍ ଖୋଳତାଡ଼ ଆରମ୍ଭ କରିଛି। ବେଗୁନିଆ, ବୋଲଗଡ଼ ଅଞ୍ଚଳରେ ପୁଲିସ୍ର ୩ଟି ଟିମ୍ ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରିଛି। ଗତକାଲି ଥାନାରେ ଭଙ୍ଗାରୁଜା ମାମଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୬ ଜଣକୁ ଗିରଫ କରାଯିବା ସହ ୧୨ଟି ଗାଡ଼ିକୁ ପୁଲିସ୍...
କେନ୍ଦ୍ରାପଡ଼ା: ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନାରୁ ଅଶାନ୍ତ କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି ହୋଇଛି। ପୁଲିସ୍ ଛାଉଣିରେ ପୂରା ସହର। ସ୍ଥାନୀୟ ସରକାରୀ ହାଇସ୍କୁଲ ପଡ଼ିଆରେ ଏକ ସଭାର ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ୧୧ ପ୍ଲାଟୁନ୍ ଫୋର୍ସ...
ଭୁବନେଶ୍ୱର: ଆଜି ବିଜେଡିରେ ଯୋଗ ଦେଇପାରନ୍ତି ଝାରସୁଗୁଡ଼ା ବିଧାୟକ ନବ ଦାସ। ଆଜି ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି। ଅମଲିପାଲି ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହାପରେ ଦଳୀୟ ସମାବେଶରେ ଯୋଗଦେବେ। ଏହି ଅବସରରେ ନବ...
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଭିତରେ ପଶି ଲୋକେ ଭଙ୍ଗାରୁଜା କରିଛନ୍ତି। ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିବା ଦାବିରେ ସ୍ଥାନୀୟ ଲୋକେ ଭଙ୍ଗାରୁଜା କରିଛନ୍ତି। ଜଣେ ପୂର୍ବତନ ସରପଞ୍ଚଙ୍କୁ ବିଧାୟକ ଧମକ ଦେଇଥିବା ଅଭିଯୋଗ ହୋଇଥିଲା। ତେବେ ଏନେଇ ଥାନାରେ ବାରମ୍ବାର ଅଭିଯୋଗ ହୋଇଥିଲେ...
ନୂଆଦିଲ୍ଲୀ: ବିଧିବଦ୍ଧ ଭାବେ ସୋନିଆ ଗାନ୍ଧିଙ୍କ ଝିଅ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ କଂଗ୍ରେସର ଗୁରୁ ଦାୟିତ୍ୱ ମିଳିଛି। ତାଙ୍କୁ କଂଗ୍ରେସର ସାଂଗଠନିକ ଦାୟିତ୍ୱ ଦିଆଯାଇଛି। ପ୍ରିୟଙ୍କାଙ୍କୁ ଦଳର ସାଧାରଣ ସମ୍ପାଦିକା ଭାବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ନିଯୁକ୍ତି ଦେଇଛନ୍ତି। ଏହାସହ ଉତ୍ତର ପ୍ରଦେଶ ପୂର୍ବାଞ୍ଚଳ ଦାୟିତ୍ୱ ଦିଆଯାଇଛି। ସେ...
ଭୁବନେଶ୍ୱର: ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ। ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିପାରନ୍ତି ଅମିତ ଶାହ। କଟକ ଜିଲ୍ଳା ସାଲେପୁରର କୁଳିଆରେ ଶାହଙ୍କ ସଭା ହେବ। ଏନେଇ ବିଜେପି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତେବେ ଏନେଇ କୌଣସି ବିଧିବଦ୍ଧ...
ଭୁବନେଶ୍ୱର: କୁହୁଡ଼ି ପାଇଁ ଫସିଲେ ଯାତ୍ରୀ। ଘନ କୁହୁଡ଼ି ପାଇଁ ଭୁବନେଶ୍ୱରରେ ଏୟାର ଏସିଆର FD 112 ବିମାନ ଅବତରଣ କରିନପାରି କୋଲକାତାକୁ ଫେରିଯାଇଛି। ଗତକାଲି ରାତିରେ ବ୍ୟାଙ୍ଗ୍କକ୍ରୁ ୧୫୦ ଯାତ୍ରୀଙ୍କୁ ଧରି ଏୟାର ଏସିଆର ଏହି ବିମାନ କୋଲକାତାରୁ ଭୁବନେଶ୍ୱରକୁ ଆସୁଥିଲା। ତେବେ ଭୁବନେଶ୍ୱର ଆକାଶରେ କୁହୁଡ଼ି...
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସୁନ୍ଦରଗଡ଼ ସଦର ଫରେଷ୍ଟ ରେଞ୍ଜ୍ ଜାମତଲିଆ ସେକ୍ସନର କଇଁସରା ଗାଁରେ ଗତକାଲି ୨ଟି ହାତୀ ପଶି ଥିଲେ। ହାତୀମାନେ ଗାଁ ଭିତରକୁ ପଶି ବ୍ୟାପକ ଫସଲ ନଷ୍ଟ କରିବା ସହ ୪ଟି ଘର ମଧ୍ୟ ଭାଙ୍ଗି ଦେଇଥିଲେ। ଫଳରେ...
କଟକ: ୧୬ ନମ୍ବର ଜାତୀୟ ରାଜପଥ ଚୌଦ୍ୱାର-ଟାଙ୍ଗୀ ବଇଁଚୁଆ ନିକଟରେ ଆଜି ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୪ ଜଣ ମହିଳା ଅଛନ୍ତି। ସୂଚନା ଅନୁସାରେ,...
ବାଲେଶ୍ୱର: ରାତି ଅଧରେ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିଲେ ଡକାୟତ। ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍ର ରାଉତରାପୁର ଗାଁରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ୪ ଜଣ ଡକାୟତ ରାଉତରାପୁର ଗାଁର ସୁଶାନ୍ତ ମାହାର୍ଣ୍ଣାଙ୍କ ଘରେ ପଶିଥିଲେ। ଘରର ସମସ୍ତ ସଦସ୍ୟ...
କନ୍ଧମାଳ: ପୁଣି ଜଣେ ନାବାଳିକା ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଅଞ୍ଚଳରେ ଏହି ଘଟଣା ଘଟିଛି। ନାବାଳିକା ଜଣକ ଗର୍ଭପାତ ଉଦ୍ୟମ କରିବା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ନାବାଳିକାଙ୍କୁ ବାଲିଗୁଡ଼ା ଉପଖଣ୍ଡ...
ଢେଙ୍କାନାଳ: ବାର୍ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ଲାଗି ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅଧୀନ ରକଲା ମାଳିସାହିରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି। ମୃତ ବ୍ୟକ୍ତି ଦ୍ୱୟ ହେଲେ ଜ୍ୟୋତିଷ ଚନ୍ଦ୍ର ନାୟକ ଓ ଶୁକଦେବ...