• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

daitapati nijog
୨୮ରେ ଦଇତାପତି ନିଯୋଗ ନିର୍ବାଚନ

ପୁରୀ: ଆସନ୍ତା ୨୮ତାରିଖରେ ଦଇତାପତି ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ୧୫ ଜଣ କର୍ମକର୍ତ୍ତାଙ୍କ ନିର୍ବାଚନ ଲାଗି ଗତକାଲି ସୁଦ୍ଧା ମୋଟ ୩୨ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ। ବର୍ତ୍ତମାନ ଦଇତାପତି ନିଯୋଗର ସ୍ଥାୟୀ ସଭାପତି ଭାବେ ନବକିଶୋର ପତି...

hospital
ଭୁବନେଶ୍ୱର ଏମ୍‌ସ୍‌ର ୬ ମହଲାରୁ ଖସି ପଡ଼ି ରୋଗୀ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍‌ସ୍‌ର ୬ ମହଲାରୁ ଖସି ପଡ଼ି ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସତ୍ୟଜିତ୍‌ ମହାନ୍ତି। ଖୋର୍ଦ୍ଧା ଜକରା ଅଞ୍ଚଳରେ ତାଙ୍କ ଘର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଗତ ୧୭ ତାରିଖ ଦିନ ସତ୍ୟଜିତ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ...

bhubaneswar
ରାଜଧାନୀରେ ଯୁବତୀଙ୍କୁ ହତ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଜଣେ ଯୁବତୀଙ୍କୁ ଆଉ ଜଣେ ଯୁବତୀ ଛୁରୀ ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଯୁବତୀଙ୍କ ନାଁ ଅଳକାନନ୍ଦ ଦାସ। ତାଙ୍କ ଘର କୋଣାର୍କ ଅଞ୍ଚଳରେ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ସ୍ଥିତ ଗୌରୀ ନଗର ଲେନ୍ ୫ରେ...

dense fog
ଆଜି ବି ଟ୍ୱିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର: ଗତକାଲି ଭଳି ଆଜି ବି ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। ଗତକାଲି ଭୁବନେଶ୍ୱରରେ କୁହୁଡ଼ି ଏତେ ମାତ୍ରାରେ ଆଚ୍ଛାଦିତ କରି ରଖିଥିଲା ଯେ ପ୍ରାୟ ୫୦ ମିଟରରୁ ଅଧିକ ଦୂରକୁ ଦେଖିବା ଅସମ୍ଭବ ଥିଲା। ଆଜି...

old age
ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ବଢିଲା ବାର୍ଦ୍ଧକ୍ୟ ଭତ୍ତା। ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି ନେଇ ରାଜ୍ୟ ସରକାର ଆଜି ଘୋଷଣା କରିଛନ୍ତି।  ମାସିକ ୩୦୦ ଟଙ୍କା ଭତ୍ତା ପାଉଥିବା ବ୍ୟକ୍ତି ଏବେ ୫୦୦ ଟଙ୍କା ଭତ୍ତା ପାଇବେ। ସେହିପରି ୫ଶହ ଟଙ୍କା ପାଉଥିବା ବ୍ୟକ୍ତି ୭୦୦ ଟଙ୍କା ଭତ୍ତା ପାଇବେ। ସେହିପରି...

attack
କଟକରେ ‘ପିଠା’ କାର୍ଯ୍ୟକ୍ରମରେ ଫାଟିଲା ମୁଣ୍ଡ

କଟକ: ‘ପିଠା’ କାର୍ଯ୍ୟକ୍ରମରେ ଫାଟିଲା ମୁଣ୍ଡ। ରାଜ୍ୟ ସରକାରଙ୍କ ପିଠା କାର୍ଯ୍ୟକ୍ରମ ବେଳେ ସରପଞ୍ଚ ଓ ତାଙ୍କ ପରିବାରକୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କଟକ ସଦର ବ୍ଲକ୍‌ ଅନ୍ତର୍ଗତ ଗତିରାଉତପାଟଣା ପଞ୍ଚାୟତରେ ଆଜି ପିଠା କାର୍ଯ୍ୟକ୍ରମ ବେଳେ ଗତିରାଉତପାଟଣା ସରପଞ୍ଚ ଲକ୍ଷ୍ମୀପ୍ରିୟା ସ୍ୱାଇଁ, ତାଙ୍କ ସ୍ୱାମୀ ଓ ପୁଅକୁ...

representational image
ଥମୁନି ଲଜ୍ଜା: ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ

ଧର୍ମଗଡ଼: ପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରୁ ଏଭଳି ଅଭିଯୋଗ ଆସିଛି। ଛାତ୍ରୀ ଜଣକ ନିଜ ଗାଁ ସ୍କୁଲରେ ସପ୍ତମ ଶ୍ରେଣୀରେ ପଢ଼ନ୍ତି।  ଜଣେ ବିବାହିତ ବ୍ୟକ୍ତିଙ୍କ ଦ୍ୱାରା ଦୁଷ୍କର୍ମ ପରେ ଛାତ୍ରୀ ଜଣକ ଗର୍ଭବତୀ ହୋଇଥିବା ଅଭିଯୋଗ...

fire
ପାରିବାରିକ କଳିରୁ ଅଭାବନୀୟ କାଣ୍ଡ! ଭୁବନେଶ୍ୱରରେ ନିଆଁରେ ପୋଡ଼ି ସ୍ୱାମୀ,ସ୍ତ୍ରୀ ଓ ଝିଅ ଗୁରୁତର

ଭୁବନେଶ୍ୱର: ନିଆଁରେ ପୋଡ଼ି ହୋଇ ସ୍ୱାମୀ, ସ୍ତ୍ରୀ ଓ ଶିଶୁକନ୍ୟା ଗୁରୁତର। ଆଜି ନିଆଁରେ ପୋଡ଼ି ହୋଇ ରାଜଧାନୀ ଭୁବନେଶ୍ୱର ଉପକଣ୍ଠ କପିଳେଶ୍ୱର କେନାଲ୍ ବନ୍ଧ ନିକଟରେ ରହୁଥିବା ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ବାବୁଲି ଦାସ (୩୬) ଓ ତାଙ୍କ...

magha saptami
ଆସନ୍ତା ୧୨ରେ ପବିତ୍ର ମାଘ ସପ୍ତମୀ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗା ନଦୀ ମୁହାଣରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ବୁଡ଼ ପକାଇବେ। ଏନେଇ ପୁରୀ ଜିଲ୍ଲପାଳଙ୍କ ଅଧ୍ୟକ୍ଷତାରେ ସମନ୍ୱୟ ବୈଠକ ଆୟୋଜିତ ହୋଇଛି। ମାଘ ସପ୍ତମୀରେ ଚନ୍ଦ୍ରଭାଗା ବୁଡ଼ ସହ ମାଘ ମେଳା ମଧ୍ୟ ଆୟୋଜିତ...

naveen patnaik
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଝାରସୁଗୁଡ଼ା ଗସ୍ତକୁ ବିରୋଧ କରିବ ବିଜେପି

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତ କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିଜେପି ବିରୋଧ କରିବ। ଏନେଇ ଗତକାଲି ବ୍ରଜରାଜନଗର ବିଧାୟିକା ରାଧାରାଣୀ ପଣ୍ଡା ଏକ ସାମ୍ବାଦିକ ସମ୍ମିଳନୀ ଡାକିଥିଲେ। ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରେ କ୍ୟାନ୍‌ସର୍‌ ହସ୍ପିଟାଲ୍‌ର ଶିଳ୍ୟାନାସ କାର୍ଯ୍ୟକ୍ରମରେ ଯୋଗଦେବେ। ହେଲେ...

fog
ଘନ କୁହୁଡ଼ି ଆସ୍ତରଣରେ କଟକ ଓ ଭୁବନେଶ୍ୱର

ଭୁବନେଶ୍ୱର/କଟକ: ଘନ କୁହୁଡ଼ି ଆସ୍ତରଣରେ ଟ୍ୱିନ୍‌ସିଟି। ଆଜି ରାଜଧାନୀ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ପଡ଼ିଛି। ଏଥିସହ ଉପକୂଳ ଅଞ୍ଚଳରେ ମଧ୍ୟ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳିଛି। ପ୍ରାୟ ୫୦ ମିଟରରୁ ଅଧିକ ଦୂରକୁ ଦେଖିବା ଅସମ୍ଭବ ହେଉଛି। ଫଳରେ ରାସ୍ତାରେ ଗାଡ଼ି ଚଳାଚଳ ପ୍ରଭାବିତ...

bus
ଆରମ୍ଭ ହେଲା ରାଜଧାନୀ ଏକ୍ସପ୍ରେସ୍ ବସ୍ ସେବା

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ରାଜଧାନୀ ଏକ୍ସପ୍ରେସ୍ ବସ୍ ସେବା। ଭୁବନେଶ୍ୱର ପରିବହନ ଭବନ ପରିସରରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶା ରାଜ୍ୟ ସଡ଼କ ପହିବହନ ନିଗମ ଅଧୀନରେ ଶୀତତାପ ନିୟନ୍ତ୍ରିତ ଡିଲକ୍ସ ବସ୍ ଭୁବନେଶ୍ୱରରୁ ବିଭିନ୍ନ ସ୍ଥାନକୁ ଚଳାଚଳ କରିବ। ଏହି...

niranjan
ଷଡ଼ଯନ୍ତ୍ର କରୁଛନ୍ତି ସରକାର!

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିରୋଧରେ ଓଡ଼ିଶା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଖୋଲାଖୋଲି ଅଭିଯୋଗ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ସଭାକୁ ଭଣ୍ଡୁର କରିବାକୁ ରାଜ୍ୟ ସରକାର ଷଡ଼ଯନ୍ତ୍ର କରୁଛନ୍ତି ବୋଲି ସେ କହିଛନ୍ତି। ‘ସାଧାରଣ ଜନସାଧାରଣଙ୍କ ମତ ଯାହା ବର୍ତ୍ତମାନ ଜଣାପଡ଼ୁଛି କି କଂଗ୍ରେସ ସପକ୍ଷରେ ଅଛି।...

konark
କୋଣାର୍କ ସୂର୍ଯ୍ୟ ମନ୍ଦିରର ଦକ୍ଷିଣ ପାର୍ଶ୍ୱର ବେଢ଼ାରୁ ଖସି ପର୍ଯ୍ୟଟକ ଆହତ

ଭୁବନେଶ୍ୱର: କୋଣାର୍କ ସୂର୍ଯ୍ୟ ମନ୍ଦିରର ଦକ୍ଷିଣ ପାର୍ଶ୍ୱର ବେଢ଼ାରୁ ଖସି ଜଣେ ପର୍ଯ୍ୟଟକ ଆହତ ହୋଇଛନ୍ତି। ତାଙ୍କ ନାଁ ରାମ ବାଘେଲ। ଛତିଶଗଡ଼ କବିରଧାମରେ ତାଙ୍କ ଘର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ବାଘେଲ ତାଙ୍କ ପରିବାର ସହ କୋଣାର୍କ ବୁଲିବାକୁ ଆସିଥିଲେ। କୋଣାର୍କ ସୂର୍ଯ୍ୟ ମନ୍ଦିରର ଦକ୍ଷିଣ...

fake masala factory
ଜୟପୁରରେ ନକଲି ମସଲା କାରଖାନା ଠାବ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁରରେ ଏକ ନକଲି ମସଲା କାରଖାନା ଠାବ କରାଯାଇଛି। ସହରର ପିଆର ପେଟାର ଚତୁର୍ଥ ଲେନ୍‌ରେ ଏକ ଘରେ ଚଢ଼ାଉ କରି ବିପୁଳ ପରିମାଣର ନାମୀଦାମୀ ବ୍ରାଣ୍ଡ୍‌ର ଲେବଲ୍ ମରାଯାଇଥିବା ନକଲି ମସଲା ପୁଲିସ୍ ଜବତ କରିଛି । ଏଥିସହ ପୁଲିସ୍ ପ୍ୟାକିଂ ମେସିନ୍...

fire
ନିଆଁରେ ପୋଡ଼ି ହୋଇ ଗର୍ଭବତୀ ମହିଳା ଗୁରୁତର

ନୀଳଗିରି : ନିଆଁରେ ପୋଡ଼ି ହୋଇ ଗର୍ଭବତୀ ମହିଳା ଗୁରୁତର ଆହତ। ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ସଜନାଗଡ଼ ନୂଆସାହି ଗାଁରେ ନିଆଁରେ ପୋଡ଼ି ହୋଇ ଜଣେ ଗର୍ଭବତୀ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ କୌଶଲ୍ୟା। ଗତକାଲି ରାତିରେ ସୁରେଶ ମିରିଡିଆଙ୍କ ପତ୍ନୀ କୌଶଲ୍ୟା...

farmer 1
ମଣ୍ଡିରେ ଧାନ ନେଉ ନଥିବାରୁ ତାତିଲେ ଚାଷୀ

କଟକ: ଧାନ ମଣ୍ଡିରେ ଅଚଳାବସ୍ଥାକୁ ନେଇ ତାତିଲେ ଚାଷୀ। କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ କୋକଳବା ଛକରେ ରାସ୍ତାରେ ଧାନ ଢାଳି ଶତାଧିକ ଚାଷୀ ରାସ୍ତା ଅବରୋଧ କରିଛନ୍ତି। ଫଳରେ କଟକ-ନରସିଂହପୁର ମଧ୍ୟରେ ଯାତାୟତ ପ୍ରଭାବିତ ହୋଇଛି। ମଣ୍ଡିରେ ସପ୍ତାହକୁ  ଥରେ ଧାନ ସଂଗ୍ରହ ବ୍ୟବସ୍ଥା ରହିଥିବା ବେଳେ...

representational image
ପୁଣି କନ୍ଧମାଳରେ ଲଜ୍ଜା: ୯ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ପୁଣି ଏକ ଲଜ୍ଜାକର ଘଟଣା ଘଟିଛି। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅଞ୍ଚଳର ୯ବର୍ଷର ନାବାଳିକାକୁ ଜଣେ ଦଶମ ଶ୍ରେଣୀର ନାବାଳକ ଛାତ୍ର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକାକୁ ଫୁଲବାଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ADMO...

fire
ଗ୍ୟାସ୍‌ ସିଲିଣ୍ଡରରେ ନିଆଁ ଲାଗି ଜଳିଗଲା ଘର; ଅଳ୍ପକେ ବର୍ତ୍ତିଲେ ପରିବାରର ସଦସ୍ୟ

କଳହାଣ୍ଡି: ଗ୍ୟାସ୍‌ ସିଲିଣ୍ଡରରେ ନିଆଁ ଲାଗି ଜଳିଗଲା ଘର। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଡହଗାଁରେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ, ଡହଗାଁର ମହେଶ୍ୱର ଭରତିଆଙ୍କ ପରିବାରର ସଦସ୍ୟ ରୋଷେଇ କରିବା ପାଇଁ ଗ୍ୟାସ୍‌ ଅନ୍‌ କରି ଦିଆସିଲି ମାରିଥିଲେ। ଏହି ସମୟରେ ଦିଆସିଲିର ନିଆଁ...