• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

bus
ଓଲଟି ପଡ଼ିଲା ବସ୍‌

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଲୁଥୁରବା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବା ଫଳରେ ୧୦ ଜଣ ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ଏ-ୱାନ୍‌ ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ...

ambulance
ଗଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ; ହେଲ୍‌ପର୍‌ ଓ ରୋଗୀ ମୃତ

ଭଦ୍ରକ: ଗଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ। ଭଦ୍ରକ-ଚାନ୍ଦବାଲି ରାସ୍ତାର ଉଗ୍ରତାରା ନିକଟରେ ଏହି ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଗଛରେ ପିଟିହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକମାନେ ହେଲେ ଆମ୍ବୁଲାନ୍ସର ହେଲ୍‌ପର୍‌ ପ୍ରମୋଦ...

dead body found
ମହାନଦୀ ପୋଲ ତଳୁ ମିଳିଲା ଯୁବତୀଙ୍କ ମୃତଦେହ

ସମ୍ବଲପୁର: ସମ୍ବଲପୁରରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗୋଇରା ମଠ ନିକଟ ମହାନଦୀ ପୋଲ ତଳୁ ଆଜି ସକାଳେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବତୀଙ୍କ ମୁହଁରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ବେଳେ ଯୁବତୀ ଜଣକ ଜିନ୍ସ, ଜ୍ୟାକେଟ୍‌ ଓ ଏକ ଲେଦର ବ୍ୟାଗ୍‌ ପକାଇଥିବା...

vlcsnap-error642
କେନ୍ଦ୍ରାପଡ଼ା ଡଙ୍ଗା ବୁଡ଼ି ଘଟଣା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଡଙ୍ଗାବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହା ସହିତ ଯେଉଁମାନେ ଅସୁସ୍ଥ ବା ଆହତ ହୋଇଛନ୍ତି, ସେମାନଙ୍କୁ ମାଗଣାରେ...

gun-attack
ସରପଞ୍ଚଙ୍କ ଭାଇଙ୍କୁ ଗୁଳିମାଡ଼

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା କଲେଜ ଛକ ନିକଟରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଗୁଳିମାଡ କରିଥିବା ଅଭିଯୋଗ ହୋଇଛି। ଗୁଳିମାଡ଼ରେ ଯୁବକ ଜଣକ ପ୍ରାଣ ହରାଇଛନ୍ତି। ମୃତ ଯୁବକଙ୍କ ନାଁ ସଦାନନ୍ଦ ଓରଫ ବାହାନ ଲେଙ୍କା। ଆସିକା ବ୍ଳକ୍‌ ଅନ୍ତର୍ଗତ ଖାରିଆ ସରପଞ୍ଚ ଅରବିନ୍ଦ ଲେଙ୍କାଙ୍କ ଭାଇ...

kadar khan
ବର୍ଷିୟାନ୍‌ ଅଭିନେତା କାଦର୍‌ ଖାନ୍‌ଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍‌ର ବର୍ଷିୟାନ୍‌ ଅଭିନେତା କାଦର୍‌ ଖାନ୍‌ଙ୍କ ପରଲୋକ। କାନାଡାରେ ଚିକିତ୍ସାଧୀନ ଅବସ୍ଥାରେ କାଦର୍‌ ଖାନ୍‌ଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଏନେଇ ତାଙ୍କର ପୁଅ ସର୍‌ଫରାଜ୍‌ ସୂଚନା ଦେଇଛନ୍ତି। କାନାଡୀୟ ସମୟ ଅନୁସାରେ ଗତକାଲି ସନ୍ଧ୍ୟା ୬ଟା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା...

kamala pujhari
ଜୟପୁରରେ ରାତ୍ରି ଆହାର କେନ୍ଦ୍ର ଉଦ୍‌ଘାଟନ କଲେ କମଳା ପୂଜାରୀ

ଭୁବନେଶ୍ୱର: ଓଟିଭିରେ ଖବର ପ୍ରସାରଣ ପରେ ଚେତିଲେ ସରକାର। ଗତକାଲି ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରାତ୍ରି ଆହାର କେନ୍ଦ୍ରକୁ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟା କମଳା ପୂଜାରୀ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନିପତି ଓ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ମଧୁମିତା...

bjd mla
ହଟହଟା ହେଲେ ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର

ବାଲେଶ୍ୱର: ‘ମୁଁ ହିରୋ, ମୁଁ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ। ହେଲେ ଅଧା ବାଟରେ ବିଜେଡି ବିଧାୟକଙ୍କୁ ହଟହଟା ହେବାକୁ ପଡ଼ିଛି। ଗତକାଲି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ୍‌ ଅନ୍ତର୍ଗତ ସମ୍ପରିଆ ପଞ୍ଚାୟତରେ ‘ମୁଁ ହିରୋ, ମୁଁ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଧାୟକ ଅଶ୍ୱିନୀ ପାତ୍ର ଯୋଗ ଦେବାକୁ ଯାଉଥିବା ବେଳେ...

lpg cylindar
କମିଲା ଏଲ୍‌ପିଜି ସିଲିଣ୍ଡର ଦର; ଆଜିଠୁ ନୂଆ ଦର ଲାଗୁ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଉଭୟ ନନ୍‌ ସବ୍‌ସିଡି ଓ ସବ୍‌ସିଡି ଏଲ୍‌ପିଜି ସିଲଣ୍ଡରର ଦର ହ୍ରାସ କରିଛନ୍ତି। ଗତକାଲି କେନ୍ଦ୍ର ସରକାର ଏଭଳି ଦର ହ୍ରାସ କରିଛନ୍ତି। ସବ୍‌ସିଡି ଯୁକ୍ତ ଏଲ୍‌ପିଜି ସିଲିଣ୍ଡର ପିଛା ୫.୯୧ ଟଙ୍କା ହ୍ରାସ ପାଇଥିବା ବେଳେ ନନ୍‌ ସବ୍‌ସିଡି ଗ୍ୟାସ୍‌ ପିଛା ୧୨୦.୫୦...

new year
ନୂଆ ଆଶା, ଉଦ୍ଦୀପନା ସହ ଆରମ୍ଭ ହେଲା ବର୍ଷ ୨୦୧୯

ଭୁବନେଶ୍ୱର: ନୂଆ ଆଶା, ନୂଆ ଉଦ୍ଦୀପନା ସହ ଆରମ୍ଭ ହେଲା ବର୍ଷ ୨୦୧୯। ଏଥିପାଇଁ ସାରା ବିଶ୍ୱ ଉତ୍ସବ ମୁଖର।  ନୂଆବର୍ଷକୁ ସ୍ୱାଗତ ପାଇଁ ବିଭିନ୍ନ ସ୍ଥାନରେ ଭବ୍ୟ ଆୟୋଜନ ସହ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ହୋଟେଲ୍‌, କ୍ଲବ୍‌ ଓ ପବ୍‌ରେ ନାଚଗୀତର...

cold
୩ ଡିଗ୍ରୀ ତଳକୁ ଖସିଲା ଦାରିଙ୍ଗବାଡ଼ିର ତାପମାତ୍ରା

ଭୁବନେଶ୍ୱର: ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଛି। ଆଜି ରାଜ୍ୟର ୯ଟି ସ୍ଥାନର ସର୍ବନିମ୍ନ ତାପମାତ୍ର ୮ ଡିଗ୍ରୀ ତଳେ ରହିଛି। ଆଜି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିର ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରହିଥିବା ବେଳେ ଗତକାଲି ୩ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ଫୁଲବାଣୀରେ ଆଜି ସର୍ବନିମ୍ନ ତାପମାତ୍ରା...

paddy
ଧାନ ମଣ୍ଡିରେ ପଶି ଧାନ ନଷ୍ଟ କଲେ ହାତୀପଲ

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଦହିଗାଁ ମାର୍କେଟ୍ ୟାର୍ଡରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ହାତୀପଲ ଧାନ ମଣ୍ଡିରେ ପଶି ଧାନ ବସ୍ତା ନଷ୍ଟ କରି ଦେଇଛନ୍ତି। ପୂର୍ବରୁ ଦହିଗାଁ ଅଞ୍ଚଳରେ ୩୦ରୁ ୩୫ ହାତୀ ଆସି ବୁଲୁଥିଲେ। ହେଲେ ଆଜି ଭୋର ସମୟରେ ହାତୀଗୁଡ଼ିକ ମାର୍କେଟ୍‌ ୟାର୍ଡକୁ...

rayagada (2)
ପୋଲ ନିର୍ମାଣ ନହେଲେ ଆନ୍ଧ୍ରରେ ମିଶିବାକୁ ଲୋକଙ୍କ ଧମକ

ରାୟଗଡ଼ା: ନଦୀ ଡେଇଁ ଆରପାରିକୁ ଗଲେ ପୂରଣ ହୁଏ ପେଟପାଟଣା। ପିଲାଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ନାଗାବଳୀ ନଦୀ ପାର ହେଲେ ନିଜ ନିଜ କାମକୁ ଯାଇଥାନ୍ତି। ଆଉ ନଦୀ ଉଛୁଳା ହେଲେ ସମସ୍ତେ ଜଳବନ୍ଦୀ। ରାୟଗଡ଼ା ସୀମାନ୍ତ ଅନିଜା ଗ୍ରାମରେ ଏଭଳି ଦୃଶ୍ୟ ଦେଖିବାକୁ...

pm modi
ବଦଳିଲା ଆଣ୍ଡାମାନ୍‌ ଓ ନିକୋବର ଦ୍ୱୀପପୁଞ୍ଜର ୩ ଦ୍ୱୀପର ନାମ

ପୋର୍ଟ ବ୍ଲେୟାର: ବଦଳିଲା ଆଣ୍ଡାମାନ୍‌ ଓ ନିକୋବର ଦ୍ୱୀପପୁଞ୍ଜର ୩ଟି ଦ୍ୱୀପର ନାଁ। ଆଣ୍ଡାମାନ୍‌ ଓ ନିକୋବର ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ୩ଟି ଦ୍ୱୀପର ନାଁ ବଦଳାଇ ନୂଆ ନାମକରଣ କରିଛନ୍ତି। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ପ୍ରଥମ ଥର ତ୍ରିରଙ୍ଗା ଉତ୍ତୋଳନ କରିବାର...

new year
ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂଆବର୍ଷକୁ ସ୍ୱାଗତ ପାଇଁ ଚାରିଆଡ଼େ ଉତ୍ସାହ

ଭୁବନେଶ୍ୱର: ଆଜି ବର୍ଷ ୨୦୧୮ର ଶେଷ ଦିନ। ବଦଳିଯିବ କ୍ୟାଲେଣ୍ଡର୍‌ ଆଉ ବିଦାୟ ନେବ ୨୦୧୮। ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷ ୨୦୧୯କୁ ମନଖୋଲି ସ୍ୱାଗତ କରିବ ସାରା ବିଶ୍ୱ। ତେଣୁ ଜିରୋ ନାଇଟ୍ ସେଲେବ୍ରେସନ୍ ପାଇଁ ସବୁଠି ଉତ୍ସାହ। ଏଥିଲାଗି ରାଜଧାନୀ ଭୁବନେଶ୍ୱର ଓ କଟକ...

rayagada
ଗଛରେ ପିଟି ହେଲା ବୋଲେରୋ; ୪ ମୃତ, ଜଣେ ଗୁରୁତର ଆହତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍‌ ତୟାପୁଟ୍‌ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବୋଲେରୋ ଗଛରେ ପିଟି ହେବା ଫଳରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତକ ମାନେ ହେଲେ...

cable
ବେଆଇନ୍ ଭାବେ ସେସୁ ଖୁଣ୍ଟିରେ କେବୁଲ୍ ଟାଣିଛି ଇଷ୍ଟର୍ଣ୍ଣ ମିଡିଆ ଡିଜିଟାଲ୍

ଭୁବନେଶ୍ୱର : ରାଜଧାନୀର ଛାତି ଉପରେ ଚାଲିଛି ବେଆଇନ କାମ। ଖୁଲମଖୁଲା ଆଇନ ଉଲ୍ଲଙ୍ଘନ କରୁଛି ବିଜେଡି ସାଂସଦ ସୌମ୍ୟରଂଜନ ପଟ୍ଟନାୟକଙ୍କ ମାଲିକାନାରେ ଥିବା ଇଷ୍ଟର୍ଣ୍ଣ ମିଡିଆ ଡିଜିଟାଲ୍। କେବଳ ଭୁବନେଶ୍ୱର ନୁହେଁ, କଟକ ସହରର ଗଳିକନ୍ଦିରେ ଗୋଟିଏ ଖୁଣ୍ଟରୁ ଅନ୍ୟ ଖୁଣ୍ଟକୁ ଜାଲ ପରି ବିଛାଯାଇଛି କେବୁଲ...

cold
ଉତ୍ତର ଭାରତରେ ଜାରି ରହିଛି ଶୀତ ଲହରୀ

ନୂଆଦିଲ୍ଲୀ : ଆଜି ବି ଉତ୍ତର ଭାରତରେ ଜାରି ରହିଛି ଶୀତ ଲହରୀ। ଘନ କୁହୁଡ଼ି ସାଙ୍ଗକୁ ଥଣ୍ଡାର ପ୍ରଭାବ ଅସ୍ତବ୍ୟସ୍ତ କରିଛି ଲୋକଙ୍କୁ। ଲଗାତାର ଚାରି ଦିନ ଧରି ଦିଲ୍ଲୀରେ ଥଣ୍ଡା ସାଙ୍ଗକୁ ପ୍ରଦୂଷଣ ମାତ୍ରା ବଢ଼ିଛି। ଯାହା ପରିସ୍ଥିତିକୁ ଅଧିକ ସଙ୍ଗୀନ କରିଛି। ଗତ କିଛି...

nandankanan-1
ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଆଜି ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପ୍ରତିଷ୍ଠା ଦିବସ। ଏହି ଅବସରରେ ନନ୍ଦନକାନନରେ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଉଛି। ଆଜି ଏହି ପ୍ରତିଷ୍ଠା ଦିବସ ପାଳନ ଅବସରରେ ଶାଗୁଣା ସଂରକ୍ଷଣ ଓ ପ୍ରଜନନ କେନ୍ଦ୍ରର ଶୁଭ ଉଦ୍‌ଘାଟନ ହୋଇଛି। ଗ୍ୱାଲିଅରରରୁ ଆସିଥିବା ୧୨ଟି ଶାଗୁଣାକୁ ନେଇ...

naveen
ଆର୍ଥିକ ସ୍ୱାୟତ୍ତତା ଦାବି ପଛରେ କଣ ରହିଛି ରହସ୍ୟ ?

ଭୁବନେଶ୍ୱର: ଆର୍ଥିକ ସ୍ୱାୟତ୍ତତା ଦାବି ପଛରେ କ’ଣ ରହିଛି ଆଧାର ? କେତେ ରହିଛି ବାସ୍ତବତା ? ତାକୁ ନେଇ ଛିଡ଼ା ହୋଇଛି ବିତର୍କ। ଓଡିଶାକୁ ଆର୍ଥିକ ସ୍ୱାୟତ୍ତତା ଦେଲେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା କିମ୍ବା ଆର୍ଥିକ ପ୍ୟାକେଜ୍ ଦରକାର ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଗତକାଲି ବିଜେଡି...