• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

rainfall
ଗଭୀର ଅବପାତ ଘୂର୍ଣ୍ଣିଝଡ଼ ରୂପ ନେଲା, ଆଜିଠୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଉପରେ ସୃଷ୍ଟ ଲଘୁଚାପ ଅବପାତରୁ ଗଭୀର ଅବପାତ ହେବାସହ ଏହା ଘନୀଭୂତ ହୋଇ ଘୂର୍ଣ୍ଣିଝଡ଼ର ରୂପ ନେଇଛି। ଏହି ଘୂର୍ଣ୍ଣିଝଡ଼ର ନାଁ ‘ପେଥାଇ’ର ରଖାଯାଇଛି। ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୩ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି। ଗତ...

ggghj
ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀର ପୁଲ୍‌ଓ୍ୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ ଆହତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ଲୁଚିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସୁରକ୍ଷାକର୍ମୀମାନେ ଦକ୍ଷିଣ କଶ୍ମୀର ପୁଲୱାମା ଜିଲ୍ଲାର ସିର୍‌ନୋ ଗାଁରେ କର୍ଡନ ଓ ସର୍ଚ୍ଚ ଅପରେସନ୍‌...

naba das
କଂଗ୍ରେସ ଛାଡ଼ିବା ପ୍ରଶ୍ନ ଉଠୁନି- ନବ ଦାସ

ଭୁବନେଶ୍ୱର: କଂଗ୍ରେସ ଦଳ ଛାଡିବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ଦଳ ଛାଡ଼ିବା କଳ୍ପନାଜଳ୍ପନାରେ ସେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି। ସେ କହିଛନ୍ତି କଂଗ୍ରେସ ଛାଡ଼ିବା ପ୍ରଶ୍ନ ଉଠୁନି। ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ନବ ଦାସ ଏହି ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ...

farmer
ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରୁ ଗଭୀର ଅବପାତର ରୂପ ନେଇ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଏହା ଚେନ୍ନାଇଠାରୁ ୭୩୦ କିଲୋମିଟର ପୂର୍ବ ଓ ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ସେପଟେ ଲଘୁଚାପ ବର୍ଷାକୁ ନେଇ ଚିନ୍ତାରେ ଚାଷୀ। ଅନେକ ସ୍ଥାନରେ ଧାନ କଟା ସରିଥିବାବେଳେ,...