• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

encounter
ଏନ୍‌କାଉଣ୍ଟରରେ ସାମ୍ବାଦିକ ବୁଖାରୀଙ୍କ ହତ୍ୟାକାରୀ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର ବୁଡ୍‌ଗାମ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଗୁଳି ବିନିମୟ ବେଳେ ନିହତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର ଆତଙ୍କବାଦୀ ସଂଗଠନର ଟପ୍‌ କମାଣ୍ଡର...

ticket
ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଟିକେଟ୍‌ କଳାବଜାରୀ ଅଭିଯୋଗ

ଭୁବନେଶ୍ୱର: ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ସମାରୋହ ଟିକେଟ୍‌ ଖୋଲାଖୋଲି କଳାବଜାରୀ ହେଉଥିବା ଅଭିଯୋଗ ହୋଇଛି। ୧୦୦ଟଙ୍କା ଟିକେଟ୍‌କୁ ୨ହଜାର, ୫ଶହ ଟଙ୍କା ଟିକେଟ୍‌କୁ ୫ରୁ ୧୦ହଜାର ଟଙ୍କା ମୂଲ୍ୟରେ ବିକ୍ରି ହେଉଥିବା ଅଭିଯୋଗ ଆଣିଛନ୍ତି ଦର୍ଶକ। ଏନେଇ ଏକ ମୋବାଇଲ ଭିଡିଓ ସାମ୍ନାକୁ ଆସିଛି। କଳିଙ୍ଗ ଷ୍ଟାଡିୟମର ୪ନମ୍ବର...

representational image
ମୁଣ୍ଡଗଣ୍ଡି ଅଲଗା ଅବସ୍ଥାରେ ମୃତଦେହ ଉଦ୍ଧାର

ପୁରୀ: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ରାହ୍ମଣ ତରବୋଇ ଛକରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କର ମୁଣ୍ଡଗଣ୍ଡି ଅଲଗା ହୋଇଥିବା ମୃତଦେହ ଉଦ୍ଧାର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଅଟୋଟିଏ ରାସ୍ତାରେ ଯାଉଥିବା ବେଳେ ହଠାତ୍ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି...

jagannath temple
ଅାଜି ଶ୍ରୀଜୀଉଙ୍କର ବନକଲାଗି ନୀତି

ପୁରୀ: ପରମ୍ପରା ବିଧି ମୁତାବକ ଆଜି ଶ୍ରୀଜିଉଙ୍କର ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକଙ୍କ ଦ୍ୱାରା ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରାକୃତିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର ସଂପନ୍ନ କରାଯିବ। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ପ୍ରବେଶ...

bolangir
ଦୋକାନ ସହିତ ଜଳିଗଲେ

ବଲାଙ୍ଗିର: ପାନ ଦୋକାନରେ ଲାଗିଗଲା ନିଆଁ। ଫଳରେ ନିଆଁରେ ଜୀବନ୍ତ ଦଗ୍ଧ ହୋଇଗଲେ ଦୋକାନ ମାଲିକ। ବଲାଙ୍ଗିରରେ ଏହି ଦୁଃଖଦ ଘଟଣା ଘଟିଛି । ମୃତକଙ୍କ ନାଁ ସୁରଜ କ୍ଷେତି (୨୬)। ତାଙ୍କ ଘର ମାଲପଡ଼ାରେ। ସୂଚନା ଅନୁସାରେ, ବଲାଙ୍ଗିର ସହରର ପିପି ଏକାଡେମୀ ଛକ ନିକଟରେ ଥିବା...

coach
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ହକି ଟିମ୍ ଇଣ୍ଡିଆର ବିଜୟ କାମନା କଲେ କୋଚ୍ ହରେନ୍ଦ୍ର ସିଂ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେବ ହକି ବିଶ୍ୱକପ୍‌ ଲଢ଼େଇ। ପ୍ରଥମ ଦିନରେ ଆୟୋଜକ ଭାରତ, ଦକ୍ଷିଣ ଆଫ୍ରିକାକୁ ଭେଟିବ। ପୁଲ୍-ସିର ଏହି ମ୍ୟାଚ୍ ଆଜି ସନ୍ଧ୍ୟା ୭ଟାରେ ଖେଳାଯିବ। ସେହିପରି ଉଦ୍‌ଘାଟନୀ ମ୍ୟାଚ୍‌ରେ କାନାଡ଼ା ଓ ବେଲ୍‌ଜିୟମ୍‌ ମଧ୍ୟରେ ଟକ୍କର ଦେଖିବାକୁ ମିଳିବ। ଅପରାହ୍ନ ୫ଟାରେ ଏହି ମ୍ୟାଚ୍...

salman khan
ଆଜି ବାରବାଟୀ ଷ୍ଟାଡିୟମରେ ହକି ବିଶ୍ୱକପ୍‌ର ଦ୍ୱିତୀୟ ଉଦ୍‌ଘାଟନୀ ସମାରୋହ

କଟକ: ଆଜି ବାରବାଟୀ ଷ୍ଟାଡିୟମରେ ହେବ ହକି ବିଶ୍ୱକପ୍‌ର ଦ୍ୱିତୀୟ ଉଦ୍‌ଘାଟନୀ ସମାରୋହ। ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ ଏଥିରେ ଯୋଗ ଦେବେ। ଏନେଇ ସଲମାନ୍‌ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। Happy to join Hockey Men’s World Cup Celebrations 2018 in the Millennium...

crime branch
ଖାରବେଳ ସ୍ୱାଇଁଙ୍କ ଉପରେ ଆକ୍ରମଣ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ ତଦନ୍ତ ଆରମ୍ଭ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁରରେ ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁଙ୍କ ଉପରେ ଆକ୍ରମଣ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ ତଦନ୍ତ ଆରମ୍ଭ ହୋଇଛି। ଆଜି କାଶୀପୁରରେ କ୍ରାଇମ୍‌ବ୍ରାଞ୍ଚ୍‌ର ୨ ଜଣିଆ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି ଘଟଣାରେ ଗିରଫ ଦୁଇ ଅଭିଯୁକ୍ତ ସୁମନ୍ତ ନାୟକ ଏବଂ ପି...

aparajita
ରାଜନୀତି ହେଉଛି ଲୋକ ସେବାର ବହୁତ ବଡ଼ ମାଧ୍ୟମ: ଅପରାଜିତା

ଭୁବନେଶ୍ୱର: ବିଜେପିରେ ସାମିଲ ହେଲେ ପୂର୍ବତନ IAS ଅଧିକାରୀ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆଜି ସେ ପହଞ୍ଚି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହି ସମୟରେ ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ରାଜ୍ୟ ବିଜେପି ସଭାପତି ବସନ୍ତ...

aparajita
ବିଜେପିରେ ସାମିଲ ହେଲେ ପୂର୍ବତନ IAS ଅଧିକାରୀ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର/ନୂଆଦିଲ୍ଲୀ: ବିଜେପିରେ ସାମିଲ ହେଲେ ପୂର୍ବତନ IAS ଅଧିକାରୀ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବାସଭବନରେ ଆଜି ସେ ପହଞ୍ଚି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହି ସମୟରେ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ମୁଖପାତ୍ର...

hockey
ହକି ବିଶ୍ୱକପ୍ ଉଦ୍‌ଘାଟନୀ ଉତ୍ସବ ପାଇଁ ବିପିୟୁଟି ସେମିଷ୍ଟାର ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର: ହକି ବିଶ୍ୱକପ୍ ଉଦ୍‌ଘାଟନୀ ଉତ୍ସବ ଲାଗି ଆଜି ହେବାକୁ ଥିବା ବିପିୟୁଟି ସେମିଷ୍ଟାର ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ବିପିୟୁଟି ଅଧୀନରେ ଥିବା ସମସ୍ତ କଲେଜ ଓ ପରୀକ୍ଷା ସେଣ୍ଟରକୁ ଏ ସମ୍ପର୍କିତ ନୋଟିସ୍‌ ଜାରି ହୋଇଛି। ପରୀକ୍ଷାର ପରବର୍ତ୍ତୀ ତାରିଖ ଖୁବ୍‌ ଶୀଘ୍ର ଘୋଷଣା କରାଯିବ ବୋଲି...

rourkela ..
ରାଉରକେଲା ବନ୍ଦ

ରାଉରକେଲା: ଆଜି ୧୨ ଘଣ୍ଟିଆ ରାଉରକେଲା ବନ୍ଦ ଡାକରା ଦିଆଯାଇଛି। ରାଉରକେଲାକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଏବଂ ରାଉରକେଲାରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଦାବିରେ ଓକିଲ ସଂଘ ପକ୍ଷରୁ ଏହି ବନ୍ଦ ଡକାରା ଦିଆଯାଇଛି। ଦୀର୍ଘ ଦିନ ଧରି ଏନେଇ ବାରମ୍ବାର ଦାବି ଉପସ୍ଥାପନ କରାଯାଇଛି। ଏପରିକି...

hockey
ଆଜି ଉଦ୍‌ଘାଟିତ ହେବ ବହୁ ପ୍ରତୀକ୍ଷିତ ହକି ବିଶ୍ୱକପ୍

ଭୁବନେଶ୍ୱର: ଆଜି ଉଦ୍‌ଘାଟିତ ହେବ ବହୁ ପ୍ରତୀକ୍ଷିତ ହକି ବିଶ୍ୱକପ୍। କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ଉଦ୍‌ଘାଟନୀ ସମାରୋହ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିରେ ବଲିଉଡ୍ ସୁପର ଷ୍ଟାର ଶାହରୁଖ ଖାନ୍‌, ମାଧୁରୀ ଦୀକ୍ଷିତଙ୍କ ସମେତ ସଙ୍ଗୀତ ନିର୍ଦ୍ଦେଶକ ଏ.ଆର୍. ରହମାନ୍‌ ଯୋଗ ଦେବେ। ଲାଇଭ...

kharvela-up
ବିଗୁଡୁ ଥିବା ଛବି ସୁଧାରିବାକୁ ନବୀନ ସରକାରର ପ୍ରୟାସ

ଭୁବନେଶ୍ୱର : ବିଗୁଡୁ ଥିବା ଛବି ସୁଧାରିବାକୁ ନବୀନ ସରକାରର ପ୍ରୟାସ। ତିନି ତିନି ଥର ଅାକ୍ରମଣ ପରେ ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁଙ୍କୁ ସୁରକ୍ଷା ଯୋଗାଇ ଦିଅାଯିବ। ପୁଲିସ୍ ଡିଜି ଅାଜି ଏହି ସୂଚନା ଦେଇଛନ୍ତି। ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁଙ୍କୁ କାଶୀପୁରରେ ଅାକ୍ରମଣ।...

kalinga stadium
ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ହକି ବିଶ୍ୱକପ୍‌ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ୨୭ ତାରିଖରେ ଭୁବନେଶ୍ୱରରେ ଉଦ୍‌ଘାଟନୀ ଉତ୍ସବ ହେବାକୁ ଥିବାବେଳେ ଏହି ଦିନ ରାଜଧାନୀର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସେହିପରି ରାଜ୍ୟର ଅନ୍ୟ ସବୁ ଶିକ୍ଷାନୁଷ୍ଠାନ ଦିନ ସାଢେ ୧ଟାରୁ ବନ୍ଦ ରହିବ ବୋଲି ଘୋଷଣା...

sashibhusan
ପ୍ରବଳ ବିରୋଧ ପରେ ବଦଳିଲା ମଦ ବିକ୍ରି ନିଷ୍ପତ୍ତି

ଭୁବନେଶ୍ୱର: ପ୍ରବଳ ବିରୋଧ ପରେ ବଦଳିଲା ମଦ ବିକ୍ରି ନିଷ୍ପତ୍ତି। ହକି ବିଶ୍ୱକପ୍ ସମୟରେ ମଦ ବିକ୍ରି ସମୟ ନିଷ୍ପତ୍ତିକୁ ରାଜ୍ୟ ସରକାର ପରିବର୍ତ୍ତନ କରିଛନ୍ତି। ଅନ୍ ସପ୍ ନୁହେଁ କେବଳ ବାର୍ ଓ ରେଷ୍ଟୁରାଣ୍ଟରେ ରାତି ସାଢ଼େ ଗୋଟାଏ ପର୍ଯ୍ୟନ୍ତ ମଦ ବିକ୍ରି ହେବ ବୋଲି ଅବକାରୀ...

nabarangpur
ନବରଙ୍ଗପୁର ଏସ୍‌ପିଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ

ନବରଙ୍ଗପୁର: ନବରଙ୍ଗପୁର ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ବିରୋଧରେ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝି ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଜଣେ ନିରୀହ ଯୁବକଙ୍କୁ ଏସ୍‌ପି ମାଡ଼ ମାରିଥିବା ସେ ଅଭିଯୋଗ କରିଛନ୍ତି। ତେଣୁ ତାଙ୍କୁ ତୁରନ୍ତ ନିଲମ୍ବନ କରିବା ଲାଗି ସେ ଦାବି କରିଛନ୍ତି। ଏହାସହ...

cold wave
ରାଜ୍ୟରେ ଶୀତର ଲହରି ଜାରି

ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରି ଜାରି ରହିଛି। କନ୍ଧମାଳ ଜିଲ୍ଲାରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ବିଶେଷ କରି ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ଧୀରେ ଧୀରେ ପାରଦ ଖସିବାରେ ଲାଗିଛି। ଫୁଲବାଣୀ ଓ ଦାରିଙ୍ଗିବାଡ଼ିରେ ତାପମାତ୍ରା ୯ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି। ଅସହ୍ୟ ଥଣ୍ଡା ଯୋଗୁଁ...

food
କଟକ ବାଲିଯାତ୍ରାରେ ବହୁ ପରିମାଣର ବାସି ଖାଦ୍ୟ ନଷ୍ଟ

କଟକ: ଐତିହାସିକ କଟକ ବାଲିଯାତ୍ରାର ଆଜି ଚତୁର୍ଥ ଦିନ। ସନ୍ଧ୍ୟାରେ ବାଲିଯାତ୍ରା ଦେଖିବା ପାଇଁ ଦର୍ଶକଙ୍କ ଭିଡ଼ ଜମୁଛି। ବୁଲାବୁଲି ସାଙ୍ଗକୁ ଚଟ୍‌ପଟା ଖାଦ୍ୟ ଓ ଦୋଳିର ମଜା ଉଠାଉଛନ୍ତି ଲୋକେ। ଗତକାଲି ରବିବାର ହୋଇଥିବାରୁ ବାଲିଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଥିଲା। ସେହିପରି ତୃତୀୟ ଦିନରେ କଟକ...

farmer
ବିଜେଡିର ଜନ ସଂପର୍କ ପଦଯାତ୍ରାକୁ ନବ ନିର୍ମାଣ କୃଷକ ସଂଗଠନର ବିରୋଧ

ଭୁବନେଶ୍ୱର: ବିଜେଡିର ଜନ ସଂପର୍କ ପଦଯାତ୍ରା ବେଳେ ନବ ନିର୍ମାଣ କୃଷକ ସଂଗଠନର ବିରୋଧ। କୁଜଙ୍ଗ ବ୍ଲକ୍‌ର ଫତେପୁରଠାରେ ବିଜେଡି ସମାବେଶକୁ ଦଳୀୟ ନେତା ଯାଉଥିବା ବେଳେ ଘୋଡାମରାଠାରେ ରାସ୍ତା ଅବରୋଧ କରି ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟମାନେ ଦାବିପତ୍ର ଦେଇଥିଲେ। ତେବେ ଆସନ୍ତା ୩୦ ତାରିଖ...