• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

rishi kapoor
ଚିକିତ୍ସା ପାଇଁ ଆମେରିକା ଗଲେ ରିଷି କପୁର୍

ମୁମ୍ବାଇ: ବଲିଉଡ୍‌ର ବରିଷ୍ଠ ଅଭିନେତା ରିଷି କପୁର୍‌ ଚିକିତ୍ସା ପାଇଁ ଆମେରିକା ଗସ୍ତ କରିଛନ୍ତି। ଗତକାଲି ଟ୍ୱିଟର୍‌ରେ ରିଷି ଏବିଷୟରେ ସୂଚନା ଦେଇଛନ୍ତି। ତାଙ୍କ ଆମେରିକା ଗସ୍ତକୁ ନେଇ ବ୍ୟସ୍ତ ତଥା ଅନାବଶ୍ୟକୀୟ ଗୁଜବ ଖବର ଉପରେ ବିଶ୍ୱାସ ନକରିବାକୁ ୬୬ବର୍ଷିୟ ରିଷି ପ୍ରଶଂସକଙ୍କୁ ନିବେଦନ କରିଛନ୍ତି। ସେ ବହୁତ...

2
ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲା ବିଜେଡି

ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବିଜେଡି ପୁଣି ଆନ୍ଦୋଳନକୁ ଓହ୍ଲାଇଛି। ଆଜି ବିଜେଡି ରାଜଭବନ ସମ୍ମୁଖରେ ଗଣଧାରଣା ଓ ପ୍ରତିବାଦ ସଭା କରୁଛି। ବିକ୍ଷୋଭରେ ବିଜେଡିର ଛାତ୍ର, ଯୁବ ଓ ମହିଳା କର୍ମୀ ସାମିଲ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ବିରୋଧରେ ବିଭିନ୍ନ ନାରା...

3
ବେଆଇନ ଚାଲାଣ ବେଳେ ୧୦ ଦାଦନ ଶ୍ରମିକ ଉଦ୍ଧାର

ବଲାଙ୍ଗିର: ବାହାର ରାଜ୍ୟକୁ ୧୦ ଦାଦନ ଶ୍ରମିକ ଚାଲାଣ ବେଳେ ସେମାନଙ୍କୁ ବଲାଙ୍ଗିର ଖପ୍ରାଖୋଲ ପୁଲିସ୍‌ ଉଦ୍ଧାର କରିଛି। ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୩ ଜଣ ଶିଶୁ ଅଛନ୍ତି। ଶ୍ରମିକ ଚାଲାଣ ଖବର ପାଇ ଖପ୍ରାଖୋଲ ପୁଲିସ୍‌ ଲାଠୋର ନିକଟ ବଡ଼ ଗୁର୍ଜିଭଟା ଗାଁ ନିକଟରେ ଏକ ଗାଡ଼ିକୁ ଅଟକାଇଥିଲା।...

accident
ରାଜଧାନୀରେ ଚାଞ୍ଚଲ୍ୟ: କାର୍ ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ କାର୍ ଭିତରୁ ମହିଳାଙ୍କ ମୃତଦେହ ଠାବ କରାଯାଇଛି।  ରାଜଧାନୀରେ ଲିଙ୍ଗରାଜ ଥାନା ଅନ୍ତର୍ଗତ ଶ୍ରୀରାମନଗର ହନୁମାନ ମନ୍ଦିର ନିକଟରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁସାରେ, ଶ୍ରୀରାମନଗର ହନୁମାନ ମନ୍ଦିର ନିକଟରେ ରାସ୍ତା କଡ଼ରେ ପାର୍କିଂ ହୋଇଥିବା...

lpg cylindar
ଏବେ ରୋଷେଇ ଘରେ ପ୍ରହାର, ମହଙ୍ଗା ହେଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦର ଲଗାତାର ବୃଦ୍ଧି ପାଉଥିବା ବେଳେ ଏବେ ଏଲ୍‌ପିଜି ସିଲିଣ୍ଡର ବି ମହଙ୍ଗା ହୋଇଛି। ଏଣିକି ଗ୍ରାହକଙ୍କୁ ସବ୍‌ସିଡ଼ି ଏଲ୍‌ପିଜି ସିଲିଣ୍ଡର ପିଛା ୨ ଟଙ୍କା ୮୯ ପଇସା ଅଧିକ ଦେବାକୁ ପଡ଼ିବ। ଫଳରେ ସବ୍‌ସିଡି ଏଲ୍‌ପିଜି ଦର ସିଲିଣ୍ଡର ଫିଛା ୫୦୨ଟଙ୍କା...

train
ଚଳନ୍ତା ଟ୍ରେନ୍‌ରୁ ସ୍ତ୍ରୀକୁ ଠେଲି ଦେଲା ସ୍ୱାମୀ

ଯାଜପୁର: ଚଳନ୍ତା ଟ୍ରେନ୍‌ରୁ ସ୍ତ୍ରୀକୁ ଠେଲି ଦେଲା ସ୍ୱାମୀ। ଯାଜପୁର ଜିଲ୍ଲା ଜେନାପୁର ଷ୍ଟେସନ ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଚଳନ୍ତା ଟ୍ରେନ୍‌ରୁ ଠେଲି ଦେବାରୁ ତାଙ୍କର ବାମ ଗୋଡ଼ ପୂରା କଟି ଯାଇଛି। ସୂଚନା ଅନୁସାରେ, ବାଲେଶ୍ୱରରୁ ମଜୁରୀ କାମ...

road romeo
ରୋଡ୍‌ ରୋମିଓକୁ ପିଟିଲେ ମହିଳା

ବାରିପଦା: ରୋଡ୍ ରୋମିଓକୁ ପାନେ। ବିଚ୍‌ ରାସ୍ତାରେ ରୋଡ୍‌ ରୋମିଓକୁ ପିଟିଲେ ମହିଳା। ବାରିପଦା ଗାନ୍ଧି ପାର୍କ ଅଞ୍ଚଳରେ ଏହି ଘଟଣା ଘଟିଛି। ଅଭିଯୋଗ ଅନୁସାରେ, ମହିଳା ଜଣକ ନିଜ ପିଲାଙ୍କ ସହ ବୁଲୁଥିବା ବେଳେ ୪ଜଣ ଯୁବକ ତାଙ୍କୁ ପିଛା କରିଥିଲେ। ଲାଇବ୍ରେରି ଛକ ନିକଟରେ କମେଣ୍ଟ୍‌...

1
ପିକ୍ଅପ୍ ଭ୍ୟାନ୍ ଧକ୍କାରେ ନାବାଳିକା ମୃତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ତିଲେଇମାଳରେ ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଜଣେ ନାବାଳିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଉର୍ମିଳା ସାହୁ। ଆଜି ସକାଳେ ସେ ଶୌଚ ପାଇଁ ରାସ୍ତାପାର ହୋଇ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ପିକ୍ଅପ୍ ଭ୍ୟାନ୍‌ଟି ତାଙ୍କୁ ଧକ୍କା ଦେଇଥିଲା।...

puri
ମାନିଲେନି ଧାଡ଼ି; ପୂର୍ବ ଭଳି ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କଲେ ଭକ୍ତ

ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ପରୀକ୍ଷାମୂଳକ ଭାବେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହୋଇଛି। ହେଲେ ପ୍ରଥମ ଦିନରୁ ହିଁ ବିଭ୍ରାଟ ଦେଖାଦେଇଛି। ଆଜି ଭୋର୍‌ରୁ ଯେତେବେଳେ ଦୁଆର ଖୋଲା ହେଲା, ଭକ୍ତମାନେ ଧାଡ଼ି ନ ମାନି ଆଗରୁ ଯେମିତି ମନ୍ଦିରରେ ପ୍ରବେଶ କରୁଥିଲେ, ସେମିତି ଭାବେ ପ୍ରବେଶ କରିଛନ୍ତି।...

b-s-up
ସୌମ୍ୟଙ୍କୁ କିଏ ଦେଲା ଅଧିକାର : ବଦ୍ରି

ଭୁବନେଶ୍ୱର : ସାଂସଦ ସୌମ୍ୟରଂଜନଙ୍କ ଅାକ୍ଷେପକୁ ନେଇ ବଦ୍ରିଙ୍କ କଡ଼ା ଟିପ୍ପଣୀ। କହିଲେ ‘ସୌମ୍ୟ ବାବୁ ବେପାରୀ ଲୋକ, ସବୁଥିରେ ତାଙ୍କର ବେପାର । କେନ୍ଦୁଝର ନୁହେଁ ସାରା ଓଡ଼ିଶାରେ ତାଙ୍କ ପରିବାର ପାଇଁ କଂଗ୍ରେସ ସତ୍ତା ହରାଇଛି। ଭାବୁଛନ୍ତି ବଦ୍ରିଙ୍କ ବିରୋଧରେ କହିଦେଲେ ତାଙ୍କ ଭାଇ କ୍ଷମତାକୁ...

naveen-up
ମହାରଥୀ ଓ ବଦ୍ରିଙ୍କୁ ନେଇ ବଢୁଛି ନବୀନଙ୍କ ଅଡୁଅା

ଭୁବନେଶ୍ୱର: ପ୍ରଦୀପ ମହାରଥୀ ଓ ବଦ୍ରି ନରାୟଣ ପାତ୍ର । ଦୁଇ କ୍ୟାବିନେଟ୍ ମନ୍ତ୍ରୀଙ୍କ ପାଇଁ ଏବେ ଅଡୁଅାରେ ରାଜ୍ୟ ସରକାର। ଟେନସନ୍‌ରେ ମୁଖ୍ୟମନ୍ତ୍ରୀ । ମହାରଥୀଙ୍କ ମହିଳା ବିରୋଧୀ ମନ୍ତବ୍ୟକୁ ନେଇ ତେଜୁଛି ବିବାଦ।  ବିଜେପି ମହିଳା ମୋର୍ଚ୍ଚା ମହାରଥୀଙ୍କ ସରକାରୀ ବାସ ଭବନଠୁ ଅାରମ୍ଭ କରି...