ଜୟପୁର: ଡକାୟତି ଯୋଜନାକୁ ପଣ୍ଡ କଲା ପୁଲିସ୍। କୋରାପୁଟ ଜିଲ୍ଲା ଜୟପୁରର ପୁରୁଣାଗଡ଼ ବାଇପାସ୍ ନିକଟରେ ଆଜି ଭୋର୍ରେ ଏକ ଡକାୟତି ଯୋଜନାକୁ ପୁଲିସ୍ ପଣ୍ଡ କରିବା ସହ ଗୋଟିଏ ଦେଶୀ ବନ୍ଧୁକ, ଦୁଇ କାଟ୍ରିଜ୍ ଓ ମାରଣାସ୍ତ୍ର ଜବତ କରିଛି। ପୁଲିସ୍ ଜିତୁ ନାମକ ଜଣେ ଅଭିଯୁକ୍ତକୁ...
ମୁମ୍ବାଇ: ୨୦ ବର୍ଷ ପୂର୍ବରୁ ରିଲିଜ ହୋଇଥିବା ବଲିଉଡ୍ ସୁପରଷ୍ଟାର ଶାହାରୁଖ ଖାନ୍ଙ୍କ ଅଭିନୀତ ‘କୁଛ୍ କୁଛ୍ ହୋତା ହୈ’ ପୁଣିଥରେ ପରଦାକୁ ଆସିବ। କିନ୍ତୁ ଏଥର ଆଉ ସେ ପୁରୁଣା ଷ୍ଟୋରୀକୁ ନେଇ ନୁହେଁ, ବରଂ ଏହି ଫିଲ୍ମର ରିମେକ୍ ଅର୍ଥାତ୍ ପାର୍ଟ-୨ ରିଲିଜ୍ ହେବ। କରନ୍...
ଭୁବନେଶ୍ୱର: ଚଳିତ ବର୍ଷ ଏସିଆନ୍ ଗେମ୍ସରେ ଭାରତୀୟ ହକି ଦଳରେ ଅଂଶ ଗ୍ରହଣ କରିଥିବା ଓଡିଶାର ଖେଳାଳିମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବର୍ଦ୍ଧିତ କରିଛନ୍ତି। ରୌପ୍ୟ ବିଜେତା ମହିଳା ହକି ଦଳର ୪ ଓଡ଼ିଆ ଖେଳାଳିଙ୍କୁ ସମ୍ବର୍ଦ୍ଧନା କରିବା ସହ କୋଟିଏ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ...
ବାଲେଶ୍ୱର: ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ବାଲେଶ୍ୱର ଜିଲ୍ଲା ରାଇବଣିଆ ଓ ଜଳେଶ୍ୱର ଅଞ୍ଚଳରେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଘରେ କେହି ନଥିବାର ସୁଯୋଗ ନେଇ କବାଟ ଘାଟି ଗ୍ରାମର ଜଣେ ନାବାଳିକାଙ୍କୁ ୫ ଜଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସଂପୃକ୍ତ...
ଭୁବନେଶ୍ୱର: ପୁଣି ତେଜିଲା ଭୁବନେଶ୍ୱର-ପୁରୀ ବସ୍ ମାଲିକ ସଂଘ ମଧ୍ୟରେ ବିବାଦ। ଆଜି ପୁରୀ ମାଲିକଙ୍କ ବସ୍କୁ ଅଟକ ରଖିବାକୁ ଭୁବନେଶ୍ୱର ବସ୍ ମାଲିକ ସଂଘ ନିଷ୍ପତ୍ତି ନେଇଛି। ବସ୍ ଚଳାଚଳ ସମୟ ନିର୍ଘଣ୍ଟକୁ ନେଇ ୨ ସଂଘ ମଧ୍ୟରେ ବିବାଦ ଲାଗିଛି। ଭୁବନେଶ୍ୱରରୁ କୌଣସି ଘରୋଇ ବସ୍...
କଟକ: କଟକ SCBରେ ଡେଙ୍ଗୁ ରୋଗୀ ମୃତ। କଟକ ବଡ଼ ମେଡିକାଲରେ ଜଣେ ବିଚାରାଧୀନ ବନ୍ଦୀଙ୍କର ଡେଙ୍ଗୁ ରୋଗରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ରାୟଗଡ଼ା ଜିଲ୍ଲା ଚାନ୍ଦଗିରି ଗାଁର ରବୀନ୍ଦ୍ର ନାୟକ। ସେ ରାୟଗଡା ଜେଲରୁ ଅାସିଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ମେଡ଼ିକାଲରେ ଅାଜି ତାଙ୍କର...
ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ହେବାକୁ ଥିବା ପୌରପାଳିକା ନିର୍ବାଚନରେ ଭାଗ ନେବନି ପିଡିପି। ଦଳସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତୀ ଅାଜି ଏନେଇ ବିଧିବଦ୍ଧ ସୂଚନା ଦେଇଛନ୍ତି। ଧାରା ୩୫(କ)କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଆଗକୁ ନିର୍ବାଚନ ହେବାକୁ ଥିବା ବେଳେ ଏହାକୁ ବୟକଟ୍...
ଭୁବନେଶ୍ୱର: ବନ୍ୟା ଛାଡ଼ିବା ପରେ ବଢିଛି ଦୁର୍ଦ୍ଦଶା। ଚାରିଅାଡ଼େ କାଦୁଅ ପଚପଚ ହୋଇଥିବାବେଳେ ବନ୍ୟାପାଣିରେ ବତୁରି ଯାଇଛି ଝାଟିମାଟି ଘର। କେତେବେଳେ ବି ଭୁଶୁଡ଼ି ଯାଇପାରେ ପାଣିଖିଆ କାନ୍ଥ। ବନ୍ୟା ଛାଡ଼ିବା ପରେ ଘରକୁ ମାଟି ଲେସି ସଜାଡ଼ୁଛନ୍ତି ବନ୍ୟା ପୀଡ଼ିତ। ଅଣ୍ଟା ସଳଖି ପୁଣି ଥରେ ଛିଡ଼ାହେବାକୁ...
ହାଇଦ୍ରାବାଦ: ରାଜସ୍ଥାନ ପରେ ଅାନ୍ଧ୍ରପ୍ରଦେଶରେ କମିବ ପେଟ୍ରୋଲ ଦର। ଗତକାଲି ରାଜସ୍ଥାନ ସରକାର ପେଟ୍ରୋଲ ଏବଂ ଡିଜେଲ୍ ଉପରୁ ଭାଟ୍ ହ୍ରାସ କରିବା ପରେ ଏବେ ଅାନ୍ଧ୍ର ପ୍ରଦେଶରେ ବି ତେଲ ଦର କମିବ। ଅାସନ୍ତାକାଲିଠୁ ଅାନ୍ଧ୍ରରେ ପେଟ୍ରୋଲ ଏବଂ ଡିଜେଲ୍ ଦର ଦୁଇ ଟଙ୍କା ହ୍ରାସ ପାଇବ...
ଭୁବନେଶ୍ୱର: ବାହା ହେବେ ଓଡ଼ିଶାର ପ୍ରଥମ କିନ୍ନର ଓଏଫ୍ଏସ୍ ଐଶ୍ୱର୍ଯ୍ୟା ଋତୁପର୍ଣ୍ଣା। ଦୀର୍ଘ ଦିନର ପ୍ରେମ, ପ୍ରଣୟ ବିବାହର ରୂପ ନେଉଥିବାରୁ ସେଇ ସ୍ୱପ୍ନରେ ଏବେ ବିଭୋର ଐଶ୍ୱର୍ଯ୍ୟା। ଦିନେ ତାଙ୍କ ଅନ୍ତରାତ୍ମା ଯାହା ଚାହୁଁଥିଲା ତାହା ଏବେ ପୂରା ହେବାକୁ ଯାଉଛି। ବାହା ହେବେ, ପୋଷ୍ୟ କନ୍ୟାଟିଏ...
ଭୁବନେଶ୍ୱର: ଦାମଙ୍କ ଭାଷାରେ ଓଡ଼ିଶାରେ ଚାଲିଛି ତାମିଲ୍ ଉପନିବେଶବାଦ । ଓଡ଼ିଆ ଆଇଏଏସ୍ଙ୍କ ସ୍ୱାଭିମାନ କଥା ଉଠାଇ ଦାମ ଅାଜି ପୁଣି ତଥାକଥିତ ଗଡ୍ଫାଦର୍ଙ୍କୁ ନିଶାନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଯାହା କରୁଛନ୍ତି ତାକୁ ଅମଲା ଓ ଅାଉ କେତେଜଣ ଭଣ୍ଡୁର କରୁଛନ୍ତି ବୋଲି କହିଛନ୍ତି ଦାମ। ଯାଜପୁରରେ ରାମକୋ...
ଚଣ୍ଡିଗଡ଼: ସୁରକ୍ଷା ଯୋଗାଇବାକୁ ମୁତୟନ ଥିବା ପୁଲିସ୍ ଅାଜି ଅସୁରକ୍ଷିତ। ଗଣଦୁଷ୍କର୍ମର ଶିକାର ହୋଇଛନ୍ତି ଜଣେ ମହିଳା ପୁଲିସ୍ କନଷ୍ଟେବଲ୍। ଯାହା ପରେ ଏପରି ପ୍ରଶ୍ନ ସାମ୍ନାକୁ ଅାସିଛି। ହରିୟାଣା ପାଲୱାଲ୍ ଅଞ୍ଚଳର ଜଣେ ମହିଳା ହେଡ୍ କନ୍ଷ୍ଟେବଲ୍ଙ୍କ ସହ ହୋଇଛି ଗଣଦୁଷ୍କର୍ମ। ତେବେ ପୁଲିସରେ ଏନେଇ ଅଭିଯୋଗ...
ପାଟନା: ଭାରତ ବନ୍ଦ ଯୋଗୁଁ ଶିଶୁ କନ୍ୟାର ମୃତ୍ୟୁ ଅଭିଯୋଗ। ଆମ୍ବୁଲାନ୍ସ ମିଳିନଥିବା ଯୋଗୁଁ ଦୁଇ ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିହାରରୁ ଅାସିଛି ଏପରି ଅଭିଯୋଗ। ବିହାର ଜେହାନାବାଦ୍ ଅଞ୍ଚଳର ଜଣେ ବ୍ୟକ୍ତି ନିଜ ଦୁଇ ବର୍ଷର ଅସୁସ୍ଥ ଝିଅକୁ ନେଇ ମେଡିକାଲ୍ ବାହାରିଥିଲେ।...
ଲଣ୍ଡନ: ବ୍ରିଟେନ୍ର ଶେଫିଲ୍ଡ୍ କ୍ରାଉନ୍ କୋର୍ଟରେ ଯୌନ ନିର୍ଯାତନା ମାମଲାର ଶୁଣାଣି ଚାଲିଥିବା ବେଳେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଜଣେ ୧୬ ବର୍ଷୀୟ ପୀଡ଼ିତା ସମସ୍ତଙ୍କ ଆଗରେ ତାଙ୍କ ସହ ଘଟିଥିବା ବର୍ବରତା ସମ୍ପର୍କରେ କହିଛନ୍ତି। ତାଙ୍କ କହିବା ଅନୁଯାୟୀ ୧୯୯୮ରୁ ୨୦୦୧ ଯାଏ ସେ...
ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଛି ସହିଦ ଚମ୍ପେଶ୍ୱର ମହାକୁଡ଼ଙ୍କ ମରଶରୀର। ଚମ୍ପେଶ୍ୱର ୨୯ ଅାସାମ ରାଇଫଲ୍ସର ସଦସ୍ୟ ଥିଲେ। ଗତ ୭ ତାରିଖ ମଣିପୁରରେ କାର୍ଯ୍ୟରତ ଅବସ୍ଥାରେ ପିଏଲ୍ଏ ଓ ଏମ୍ଏନ୍ପିଏଫ୍ ଉଗ୍ରବାଦୀଙ୍କ ଅାକ୍ରମଣରେ ସେ ସହିଦ ହୋଇଥିଲେ। ସମ୍ବଲପୁର ରେଢାଖୋାଲ ଢାଉର ଖମାଣ ଗାଁର ଚମ୍ପେଶ୍ୱରଙ୍କ ମରଶରୀରକୁ ଏୟାରପୋର୍ଟରେ...