• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

bhattarika temple
ମା’ ଭଟ୍ଟାରିକା ମନ୍ଦିରରେ ପଶିଲା ବନ୍ୟା ଜଳ

କଟକ: ମା’ ଭଟ୍ଟାରିକାଙ୍କ ପୀଠରେ ପାଣି। କଟକ ଜିଲ୍ଲା ନରସିଂହପୁର ସ୍ଥିତ ମା’ ଭଟ୍ଟାରିକା ମନ୍ଦିରରେ ବନ୍ୟା ଜଳ ପ୍ରବେଶ କରିଥିବା ଦେଖିବାକୁ ମିଳିଛି। ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ପୀଠରେ ନଦୀର ବନ୍ୟା ଜଳ ପ୍ରବେଶ କରିବା ପରେ ମା’ଙ୍କ ଚଳନ୍ତି ପ୍ରତିମାକୁ ଦେବତ୍ତୋର ବିଭାଗ...

bahuda yatra
ଆଜି ବାରିପଦା ଓ କେନ୍ଦ୍ରାପଡ଼ାରେ ବାହୁଡ଼ା ଯାତ୍ରା

ବାରିପଦା/କେନ୍ଦ୍ରାପଡ଼ା: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆଜି ଓ ଆସନ୍ତାକାଲି ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଆଜି ରଥାରୂଢ଼ ତିନି ଠାକୁରଙ୍କ ଛେରାପହଁରା ଓ ଅନ୍ୟାନ୍ୟ ନୀତି ସମ୍ପାଦନ ହେବ। ଏହାପରେ ଅପରାହ୍ନରେ ରଥଟଣା ହେବ। ତେବେ ପରମ୍ପରା ଅନୁଯାୟୀ, ଆଜି ଜଗନ୍ନାଥ ଓ ସୁଭଦ୍ରାଙ୍କ ରଥଙ୍କ ଟଣା ଯିବ...

hirakud
ବଢୁଛି ହୀରାକୁଦ ଜଳ ଭଣ୍ଡାର ଜଳସ୍ତର

ସମ୍ବଲପୁର: ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ଡ୍ୟାମ୍‌ର ଜଳପତ୍ତନ ୬୧୩ ଦଶମିକ ୧୨ ଫୁଟ ଥିବାବେଳେ ଆଜି ସକାଳ ୬ଟା ସୁଦ୍ଧା ଜଳ ଭଣ୍ଡାରର ଜଳସ୍ତର ୬୧୫ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୭ ହଜାର କ୍ୟୁସେକ୍...

Photo: File Pic
ଆଜି ଶ୍ରୀଜିଉଙ୍କ ସୁନାବେଶ

ପୁରୀ: ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ସୁନାବେଶ।  ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇ ଝଟକିବେ ମହାପ୍ରଭୁ। ସୁନା ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତି ନିର୍ଦ୍ଧାରିତ ହୋଇଛି। ଅପରାହ୍ନ ୫ଟାରୁ ଠାକୁରଙ୍କ ସୁନାବେଶ ଆରମ୍ଭ ହେବ। ସଂଧ୍ୟା ୬ଟା ୩୦ ପରଠୁ ରାତି...

Tito's associate Babu Sahoo injured in encounter
ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀକୁ ଏନ୍‌କାଉଣ୍ଟର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ଆଉ ଏକ ଏନ୍‌କାଉଣ୍ଟର। ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ତଥା ଦୁର୍ଦ୍ଦାନ୍ତ ଅପରାଧୀ ବାବୁ ସାହୁକୁ ପୁଲିସ୍‌ ଏନ୍‌କାଉଣ୍ଟର କରିଛି। କେନ୍ଦ୍ରାପଡ଼ା ଇଚ୍ଛାପୁର-ଛଗରିଆ ରାସ୍ତାରେ ଏହି ଏନ୍‌କାଉଣ୍ଟର ହୋଇଛି। ବହୁ ଦିନ ଧରି ପୋଲିସ ସହ ଲୁଚକାଳି ଖେଳୁଥିବା ବାବୁ ଗତକାଲି ଇଚ୍ଛାପୁର ଅଞ୍ଚଳରେ ଥିବା ଖବର...

loyola
ଲୟୋଲା ସିନର୍ଜି -2018: 'ପ୍ରତିଭା ପରିପ୍ରକାଶର ଏକ ସୁଯୋଗ'

ଭୁବନେଶ୍ୱର : ଆଜିର ଶିଶୁ ଆସନ୍ତା କାଲିର ଭବିଷ୍ୟତ I ଏହି ଶିଶୁମାନଙ୍କ ଭିତରେ ଭରପୂର ପ୍ରତିଭା ଲୁଚି ରହିଛି I ଏହି ଶିଶୁମାନେ ଆସନ୍ତା କାଲିର ବୈଜ୍ଞାନିକ, ଗଣିତଜ୍ଞ, ଡାକ୍ତର, ରାଜନେତା, ବ୍ୟୁରୋକ୍ରାଟ ଓ ଆହୁରି ଅନେକ କିଛି I ଲୟୋଲା ସ୍କୁଲ ପକ୍ଷରୁ ଅନୁଷ୍ଠିତ ଲୟୋଲା...

flood
ଫୁଲୁଛି ମହାନଦୀ, ବନ୍ୟା ଆଶଙ୍କା

ଭୁବନେଶ୍ୱର : ଫୁଲିବାରେ ଲାଗିଛି ମହାନଦୀ। ନଦୀରେ ଏବେ ଯେତିକି ପାଣି ଅାସୁଛି, ତାହା ସାମାନ୍ୟରୁ ମଧ୍ୟମର ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି କରିପାରେ। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖଇରମାଳ ନିକଟରେ ମହାନଦୀରେ ଅାଜି ସନ୍ଧ୍ୟା ୬ଟା ସୁଦ୍ଧା  ୬ ଲକ୍ଷ ୮୦...

vlcsnap-error128
ସମ୍ବଲପୁରରେ ୩୬ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ସମ୍ବଲପୁର: ସମ୍ବଲପୁର ସହରର ମୋଦିପଡ଼ା, ହାଉସିଂ ବୋର୍ଡ କଲୋନୀ, SRIT କଲୋନୀ ଏବଂ ଅଇଁଠାପାଲିରେ ପାଣି ନାକେଦମ୍‌ କରିଛି। ଫଳରେ ବିପନ୍ନ ହୋଇପଡ଼ିଥିବା ଶତାଧିକ ଲୋକଙ୍କୁ ସହରର ୩୪ଟି ଆଶ୍ରୟକେନ୍ଦ୍ରରେ ରଖାଯିବା ସହ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ଦିଆଯାଉଛି। ସେହିପରି ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଥିବା...

sunabesha 2
କାଲି ସୁନାବେଶରେ ଦର୍ଶନ ଦେବେ ମହାବାହୁ

ପୁରୀ : ଅାସନ୍ତାକାଲି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇ ଝଟକିବେ ମହାପ୍ରଭୁ। ସୁନା ବେଶ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତି ନିର୍ଦ୍ଧାରିତ ହୋଇଛି। କାଲି ସକାଳୁ ଶ୍ରୀଜିଉମାନଙ୍କର ମଙ୍ଗଳ ଅାଳତି, ଅବକାଶ ନୀତି, ଗୋପାଳବଲ୍ଲଭ ଓ ସକାଳ...

vlcsnap-error306
ସୁଡ଼ଙ୍ଗ ଖୋଳି ସୁନା ଲୁଟ୍

ଖୋର୍ଦ୍ଧା : ରାସ୍ତାକଡ଼ର ଡ୍ରେନ୍‌ ଭିତରେ ସୁଡ଼ଙ୍ଗ। ଡ୍ରେନ୍‌ ପାଣି ଭିତରେ ପଶି ଅପରାଧୀମାନେ ରାତାରାତି ସୁଡ଼ଙ୍ଗ ଖୋଳି ବାହାରିଛନ୍ତି ଅଳଙ୍କାର ଦୋକାନ ଭିତରେ। ଆଉ ଦୁଇ ଫୁଟ୍‌ର ସୁଡ଼ଙ୍ଗ ଭିତର ଦେଇ ଅପରାଧୀମାନେ ଦୋକାନ ଭିତରେ ବାହାରିବା ସହିତ ଲୁଟିଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର। ଖୋର୍ଦ୍ଧା...

congerss
ଦିଲ୍ଲୀରେ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ : ଆସନ୍ତା ସାଧାରଣ ନିର୍ବାଚନରେ କଂଗ୍ରେସ ଏକାକୀ ନ ଲଢି ମେଣ୍ଟ କରିବ। କିନ୍ତୁ କେଉଁ ଦଳ ସହ ମେଣ୍ଟ ହେବ ଏ ସମ୍ପର୍କରେ ନିଷ୍ପତ୍ତି ନେବେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି। ଦିଲ୍ଲୀରେ ହୋଇଥିବା କଂଗ୍ରେସର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିର୍ବାଚନ...

video viral
ଯୁବତୀଙ୍କୁ ୪ଜଣ ଗୋଡ଼େଇ ଗୋଡ଼େଇ ପିଟିଲେ

ବାଙ୍କୀ: କଟକ ଜିଲ୍ଲା ବାଙ୍କୀର ବୋତଲମା ଗାଁରେ ଜଣେ ଯୁବତୀଙ୍କୁ ତାଙ୍କ ଗାଁର ୪ ଜଣ ଲୋକ ଗୋଡ଼େଇ ଗୋଡ଼େଇ ପିଟିଥିବା ଅଭିଯୋଗ ହୋଇଛି। ଠେଙ୍ଗାରେ ୪ ଜଣ ପିଟିଛନ୍ତି। ଅାଉ ଠେଙ୍ଗାରେ ପିଟିବାର ମାଡ଼ ଭିଡିଓ ଭାଇରାଲ ହୋଇଛି। ପୂର୍ବ ଶତ୍ରୁତାକୁ ନେଇ ଯୁବତୀଙ୍କୁ ମାଡ଼ ମରାଯାଇଥିବା ଜଣାପଡିଛି।...

bahuda
ଜନ୍ମବେଦିରୁ ଫେରିଲେ ଶ୍ରୀଜିଉ

ପୁରୀ : ବାହୁଡ଼ାରେ ବାହୁଡ଼ିଛନ୍ତି ଶ୍ରୀଜିଉ। ଜନ୍ମବେଦୀରେ ଲୀଳାଖେଳା ସାରି ନୀଳକନ୍ଦର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଛନ୍ତି ଚତୁର୍ଦ୍ଧା ମୂରତି। ପାଗ ଅନୁକୂଳ ଓ ଶୃଙ୍ଖଳିତ ନୀତିକାନ୍ତି ଯୋଗୁଁ ନିର୍ଦ୍ଧାରିତ ସମୟର ଢେର୍ ପୂର୍ବରୁ ପହଣ୍ଡି ସଂପନ୍ନ ହେବା ସହ ଅାଗୁଅା ଅାରମ୍ଭ ହୋଇଥିଲା ରଥ ଟଣା। ଯେଉଁଥି ପାଇଁ...