ମୁମ୍ବାଇ : ଅାଜି ପୁଣି ଥରେ ଟଙ୍କାର ମୂଲ୍ୟ ହ୍ରାସ। ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତରକୁ ହ୍ରାସ ହୋଇଛି। ଅାଜି ଟଙ୍କାର ମୂଲ୍ୟ ଡଲାର ତୁଳନାରେ ୨୩ ପଇସା ହ୍ରାସ ପାଇଛି। ଫଳରେ ଟଙ୍କାର ବିନିମୟ ମୂଲ୍ୟ ଡଲାର ତୁଳନାରେ ୭୦ ଟଙ୍କା...
ନୂଆଦିଲ୍ଲୀ : ଦାଗୀ ନେତା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା। ଅପରାଧ ପୃଷ୍ଠଭୂମି ଥିବା ନେତାଙ୍କ ବିରୋଧରେ ସବିଶେଷ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଦୋଷୀ ଜନପ୍ରତିନିଧି ନିର୍ବାଚନ ଲଢିବା ଉପରେ ଅାଜୀବନ ବାସନ୍ଦ ଲଗାଇବା ପ୍ରସଙ୍ଗରେ ହୋଇଥିବା ଅାବେଦନର ଶୁଣାଣି କରି...
ନୂଆଦିଲ୍ଲୀ : ବିଜେପି ନେତୃତ୍ୱାଧିନ ସରକାରଙ୍କୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ଟାର୍ଗେଟ୍। ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧି। ବିମୁଦ୍ରାକରଣ, ରାଫେଲ ଡିଲ୍ ପ୍ରସଙ୍ଗରେ ସରକାରଙ୍କ ଉପରେ ତୀବ୍ରଭାବେ ବର୍ଷିଛନ୍ତି ରାହୁଲ ଗାନ୍ଧୀ। ବିମୁଦ୍ରାକରଣରେ ସାଧାରଣ ଜନତା କ୍ଷତି ସହିଛନ୍ତି। କିଛି ନିର୍ଦ୍ଦିଷ୍ଟ ଉଦ୍ୟୋଗୀଙ୍କୁ ସୁହାଇବା...
ବାଲେଶ୍ୱର : ବାଲେଶ୍ୱର ଓକିଲ ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ଅାନ୍ଦୋଳନ। କଟକରେ ଓକିଲଙ୍କୁ ପୁଲିସର ମାଡ଼ ଅଭିଯୋଗ ପରେ ଏହାକୁ ବିରୋଧ କରିଛି ସଂଘ। ଓକିଲଙ୍କ ଉପରେ ପୁଲିସର ଅତ୍ୟାଚାର ଅଭିଯୋଗ କରି କାର୍ଯ୍ୟ ବନ୍ଦ କରାଯାଇଛି। ପୁଲିସର କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିବା ସହ ଘଟଣାର ଉଚ୍ଚ...
ସମ୍ବଲପୁର : ପୁଣି ଫାଟିଲା ମୋବାଇଲ ବ୍ୟାଟେରୀ। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଡନସନାଡିହି ଗାଁରେ ଘଟିଛି ଏହି ଅଘଟଣ । ଗାଁରେ ଦୁଷ୍ମନ୍ତ ଖର୍ସେଲ୍ ମୋବାଇଲ ବ୍ୟାଟେରୀ କାଢ଼ି ଚାର୍ଜ କଲା ବେଳେ ବିସ୍ଫୋରଣ ହୋଇଥିଲା। ଫଳରେ ସେ ଗୁରୁତର ଅାହତ ହୋଇଛନ୍ତି। ତାଙ୍କୁ ବୁର୍ଲା ମେଡିକାଲକୁ...
ପୁଣି ଗୁରୁବାର ପୂର୍ବାହ୍ନ୧୨ଟାରେ Jio.comରେ jio phone 2ର ସେଲ୍ ଆରମ୍ଭ ହୋଇଛି । ପାଖାପାଖି ୨ ସପ୍ତାହର ବ୍ୟବଧାନ ପରେ ଏହି jio phone 2ର ଫ୍ଲାଶ୍ ସେଲ୍ କରାଯାଇଛି । ପ୍ରଥମ ସେଲ୍ କିଛି ମିନିଟ୍ରେ ସରିଯାଇଥିଲା। ଏହି ସମୟରେ ଅନେକ ୟୁଜରଙ୍କୁ ‘page under...
କଟକ: ଆସନ୍ତା ୨୦୨୦-୨୧ ବର୍ଷରୁ ବଦଳିବ ମାଟ୍ରିକ୍ ପରୀକ୍ଷା ଢ଼ାଞ୍ଚା। ପରୀକ୍ଷାରେ ପଡୁଥିବା OMR ସିଟ୍ ଓ Multiple ଚଏସ୍ ପ୍ରଶ୍ନୋତ୍ତର ଉଠିଯିବ। ସେହିପରି ୨୦୧୯ ବର୍ଷରେ ମଧ୍ୟ ମାଟ୍ରିକ ପରୀକ୍ଷା ଢାଞ୍ଚାରେ ସାମାନ୍ୟ ବଦଳିବ। ୩ଟି ସେଟ୍ ବଦଳରେ ୪ଟି ସେଟ୍ ପ୍ରଶ୍ନ ପଡ଼ିବ ଓ ୪ଟି ସେଟ୍...
ଭୁବନେଶ୍ୱର: କଟକରେ ଓକିଲଙ୍କୁ ପୁଲିସ୍ର ମାଡ଼ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତିନି ଜଣ ପୁଲିସ୍ କର୍ମଚାରୀଙ୍କୁ କଟକ ଡିସିପି ଅଖିଳେଶ୍ୱର ସିଂ ସସ୍ପେଣ୍ଡ୍ କରିଛନ୍ତି। ସସ୍ପେଣ୍ଡ୍ ହୋଇଥିବା ତିନି ପୁଲିସ୍ କର୍ମଚାରୀ ହେଲେ- ହାବିଲ୍ଦାର ପି.କେ ବେହେରା, କନଷ୍ଟେବଲ ଡିକେ ସାମଲ ଓ ୟୁକେ ଭୂୟାଁ।...
ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଦର ଲଗାତର ଭାବେ ବୃଦ୍ଧି ପାଇଥିବା ବେଳେ ଡିଜେଲ ଦର ଆଜି ରେକର୍ଡ ଭାଙ୍ଗିଛି । ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପ୍ରତି ଆଜି ୭୮ ଟଙ୍କା ୩୦ ପଇସା ଥିବାବେଳେ ଡିଜେଲ ଦର ୬୯ ଟଙ୍କା ୯୩ ପାଇସାରେ ପହଞ୍ଚିଛି। ସେହିପରି...
ବ୍ରହ୍ମପୁର: ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି ଭିଲ୍ଲୁପୁରମ୍-ଖଡ଼ଗପୁର ଏକ୍ସପ୍ରେସ୍ ଟ୍ରେନ୍। ସୂଚନା ଅନୁସାରେ, ବ୍ରହ୍ମପୁର ଷ୍ଟେସନ୍ରେ ପହଞ୍ଚିବା ପୂର୍ବରୁ ଟ୍ରେନ୍ର ଏସ୍-୩ ବଗି ବ୍ୟାଟେରୀ ବକ୍ସରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଟ୍ରେନ୍ ବ୍ରହ୍ମପୁର ଷ୍ଟେସନରେ ପହଞ୍ଚିବା ପରେ ନିଆଁ ଲିଭା ଯାଇଥିଲା। ଏହାପରେ ...
ଜଳେଶ୍ୱର: ଆଜି ଜଳେଶ୍ୱରରୁ ଭୁବନେଶ୍ୱରକୁ ବ୍ରାଉନ୍ ସୁଗାର୍ ଚାଲାଣ ବେଳେ ପୁଲିସ୍ ଚଢ଼ଉ କରି ୧୦ ଗ୍ରାମ୍ ବ୍ରାଉନ୍ ସୁଗାର ଜବତ କରିଛି। ଏଥିସହ ୨ ଜଣଙ୍କୁ ଗିରଫ କରିଛି। ଜବତ ବ୍ରାଉନ୍ ସୁଗାର୍ର ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଗିରଫ...
ବାଙ୍କୀ: ମଦ ବିକ୍ରିକୁ ବିରୋଧ କରି ତାତିଲେ ଲୋକେ। କଟକ ବାଙ୍କୀ ଥାନା ଅନ୍ତର୍ଗତ କରବର ଗାଁ ଛକ ଠାରେ ବ୍ୟାପକ ମଦ ବିକ୍ରିକୁ ବିରୋଧ କରି ଗ୍ରାମବାସୀ ଟାୟାର ଜାଳି କଟକ-ବାଙ୍କୀ ମୁଖ୍ୟ ରାସ୍ତାକୁ ଅବରୋଧ କରିଛନ୍ତି। ଫଳରେ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ବାଙ୍କୀ ପୁଲିସ୍...
କଟକ: ଗଣେଶ ପୂଜା ପାଇଁ କଟକ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଆରମ୍ଭ ହୋଇ ଗଲାଣି ପ୍ରସ୍ତୁତି। ବିଭିନ୍ନ ଡିଜାଇନ୍ର ଗଣେଶ ମୂର୍ତ୍ତି ତିଆରି କରି ସହରର ବିଭିନ୍ନ ପୂଜା କମିଟି ମଧ୍ୟରେ ପ୍ରତିଯୋଗିତା ଚାଲିଥାଏ। ତେଣୁ ମୂର୍ତ୍ତି ନିର୍ମାଣର ଏନ୍ତୁଡ଼ିଶାଳ କୁହାଯାଉଥିବା କୁମ୍ଭାରସାହି ଏବେ ବେଶ୍...
– ଓମ୍ପ୍ରକାଶ ସାହୁ ଈଶ୍ୱର ସବୁଠି ବିଦ୍ୟମାନ। ତାଙ୍କୁ ଦେଖିହୁଏ ନାହିଁ । କିନ୍ତୁ ଅନୁଭବ କରିହୁଏ। ତେଣୁ ବିଶ୍ୱାସେ ମିଳନ୍ତି ହରି ବୋଲି କୁହାଯାଏ। ଅର୍ଥାତ୍ ମଣିଷ ଯେ ପର୍ଯ୍ୟନ୍ତ ଈଶ୍ୱରଙ୍କ ନିକଟରେ ସମର୍ପିତ ନ ହୋଇଛି ସେ ପର୍ଯ୍ୟନ୍ତ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରିପାରିବ...