ଆଜିକାଲି ଦାନ୍ତରେ କ୍ୟାଭିଟିଜ୍ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଦାନ୍ତରେ ସୃଷ୍ଟି ହେଉଥିବା ଛୋଟ ଛୋଟ କଣା, ଯାହାକି ପରେ ଧୀରେ ଧୀରେ ଦାନ୍ତ ମୂଳ ପଚିବାର କାରଣ ହୋଇଥାଏ ତାହାକୁ କ୍ୟାଭିଟିଜ୍ କୁହାଯାଇଥାଏ। ଏହାର ଅଧିକ ଶିକାର ଛୋଟ ପିଲାମାନେ ହୋଇଥାନ୍ତି। କାହିଁକି ନା...
ନବରଙ୍ଗପୁର: ଆମ୍ବ ଟାକୁଆରେ ପ୍ରସ୍ତୁତ ଖାଦ୍ୟ ଖାଇ ଗୋଟିଏ ପରିବାରର ୨ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଝରିଗାଁ ବ୍ଲକ୍ ମଇନାପଦର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ୨ଜଣ ଗୁରୁତର ଅସୁସ୍ଥ ରୋଗୀଙ୍କୁ ନବରଙ୍ଗପୁର ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ସେମାନେ ସୋମବାର ଦିନ...
ବୌଦ୍ଧ: ଶାରୀରିକ ପରୀକ୍ଷା ବେଳେ ପୁଣି ଜଣେ ଚାକିରି ଆଶାୟୀ ଯୁବକଙ୍କ ମୃତ୍ୟୁ। କନ୍ଷ୍ଟେବଲ ଇଣ୍ଟରଭ୍ୟୁ ଦେବା ବେଳେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି। ବୌଦ୍ଧ ଆଇଆରବି ନିଯୁକ୍ତି ପରୀକ୍ଷା ବେଳେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ, ମୃତ ଯୁବକ ଜଣକ ନୟାଗଡ଼ ନୂଆଗାଁ ବ୍ଲକ୍ ଅଞ୍ଚଳର ପ୍ରବାସୀ...
ଶ୍ରୀନଗର: ଚେନାବ ନଦୀରେ ତୀର୍ଥଯାତ୍ରୀ ଗାଡ଼ି ଓଲଟି ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଜାମ୍ମୁ ଓ କାଶ୍ମୀରର କିସ୍ତୱାର ଜିଲ୍ଲାରେ ଆଜି ଏହି ଅଘଟଣ ଘଟିଛି। ମଶେଲ୍ ତୀର୍ଥଯାତ୍ରାରୁ ଫେରିବା ବେଳେ ଏହି ଅଭାବନୀୟ ଘଟଣା ଘଟିଥିବା ସୂଚନା ମିଳିଛି। ତେବେ ସୌଭାଗ୍ୟବସତଃ ଜଣେ ୫ ବର୍ଷର ଶିଶୁକୁ...
ସୁନ୍ଦରଗଡ଼: ପୂଜା ସାରି ଘରକୁ ଫେରିବା ବେଳେ ଏକ ପିକ୍ଅପ୍ ଭ୍ୟାନ୍କୁ ଟ୍ରକ୍ ଧକ୍କା ଦେବା ଫଳରେ ୧୯ଜଣ ମହିଳା ବୋଲ୍ବମ୍ ଭକ୍ତ ଆହତ ହୋଇଛନ୍ତି। ଗତକାଲି ସନ୍ଧ୍ୟାରେ ସୁନ୍ଦରଗଡ଼ ଜିଲ୍ଲା ଗୋମାଡିହିରେ ଏହି ଅଘଟଣ ଘଟିଛି। ସୂଚନା ଅନୁସାରେ ବଡ଼ଗାଁ ଗଡ଼ବାହଲ ଅଞ୍ଚଳର କିଛି ମହିଳା ଏକ...
କୋଚି: କେରଳରେ ଛାଡ଼ିଯାଇଛି ବର୍ଷା, ହେଲେ ବଢିଛି ଲୋକଙ୍କ ଦୁର୍ଦ୍ଦଶା। ଏବେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟରେ ଏନ୍ଡିଆର୍ଏଫ୍ ଓ ସେନା କର୍ମଚାରୀ ଲାଗି ପଡିଛନ୍ତି। ରିଲିଫ ସାମଗ୍ରୀ କିପରି ବିପନ୍ନଙ୍କ ପାଖରେ ପହଞ୍ଚିପାରିବ, ତା ଉପରେ ଫୋକସ୍ କରାଯାଇଛି। ଏବେ ବି ବନ୍ୟା ଘେରରେ ଫସିଛନ୍ତି ଶହଶହ...
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଡାକ୍ତରଖାନାରେ ଖାଲିଥିବା ଡାକ୍ତର ପଦବୀ ପୂରଣ ଦାବିରେ ଆଜି ୧୨ ଘଣ୍ଟିଆ ବିନିକା ବନ୍ଦ ଡାକରା ଦିଆଯାଇଛି। ଫଳରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିଛି। ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବର୍ଷ ବର୍ଷ ଧରି ଡାକ୍ତରଙ୍କ ଅଭାବ...
ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀ ହାଇସ୍କୁଲ୍ ପଛ ପଡ଼ିଆରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ କମିଶନରେଟ ପୁଲିସ୍ ଆଜି ମୃତଦେହକୁ ଉଦ୍ଧାର କରିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି। ଯୁବକଙ୍କୁ ହତ୍ୟା...
କୋଚି: ପ୍ରଳୟଙ୍କରୀ ବନ୍ୟା ପ୍ରକୋପରୁ ଏଯାଏ ନିସ୍ତାର ପାଇଁ ନାହାନ୍ତି କେରଳବାସୀ। କିଛି ଅଞ୍ଚଳରରେ ପାଣି କମୁଥିବାବେଳେ ଅନେକ ମୃତଦେହ ଉଦ୍ଧାର ହେଉଛି। ତ୍ରିସୁର ଓ ଚେନ୍ଗାନ୍ନୁରରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜୋରଦାର ଚାଲିଛି। ଇତି ମଧ୍ୟରେ କେନ୍ଦ୍ର ସରକାର କେରଳର ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହାକୁ...
ଭୁବନେଶ୍ୱର: କଂଗ୍ରେସରେ ସାମିଲ ହେଲେ ନୀଳଗିରି ରାଣୀ ମନୋଜା ମଞ୍ଜରୀ ଦେବୀ ଏବଂ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ସ୍ତ୍ରୀ ଶୁଭଶ୍ରୀ ଓରଫ ମିଲି ପଣ୍ଡା। ଗତକାଲି ଏକ ବିଶାଳ ଶୋଭାଯାତ୍ରାରେ ନିଜ ସମର୍ଥକଙ୍କ ସହ କଂଗ୍ରେସ ଭବନରେ ପହଞ୍ଚି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ...
ଲଣ୍ଡନ: ନଟିଂହାମ୍ ଟେଷ୍ଟରେ ଇଂଲଣ୍ଡ ଅାଗରେ ୫୨୧ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ। ଅାଜି ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ଦ୍ୱିତୀୟ ଇନିଂସରେ ୩୫୨ ରନର ଅଗ୍ରଣୀ ନେଇ ଏହି ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ସେପଟେ ପ୍ରଥମ ଇନିଂସରେ ୯୭ରନ କରି ଶତକରୁ...
ଭୁବନେଶ୍ୱର: ସାରା ରାଜ୍ୟରେ ଅଗଷ୍ଟ ୧୬ରୁ କଲେଜ ଖୋଲିଲାଣି, ହେଲେ ଏଯାଏଁ ପଢ଼ା ଆରମ୍ଭ ହୋଇନି। କାରଣ ଦାବି ହାସଲ ପାଇଁ ଅଧ୍ୟାପକ, ଅଧ୍ୟାପିକା ଏବେ ଆନ୍ଦୋଳନରେ। ବ୍ଲକ୍ ଗ୍ରାଣ୍ଟ କଲେଜକୁ ପିଲାଏ ସବୁ ଦିନ ଆସୁଛନ୍ତି, ଆଉ କ୍ଲାସ୍ ନକରି ଘରକୁ ଫେରୁଛନ୍ତି। ସେହିପରି ହାଇସ୍କୁଲର ଶିକ୍ଷକମାନେ...
ଭୁବନେଶ୍ୱର: ଓଡ଼ିଶାରେ କେବେ ହେବ ବିଧାନସଭା ନିର୍ବାଚନ? ଡିସେମ୍ବର-ଜାନୁଆରୀରେ ୪ ରାଜ୍ୟ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼ ଓ ମିଜୋରାମ ବିଧାନସଭା ଅବଧି ପୂରଣ ହେଉଛି। ଏହି ସବୁ ରାଜ୍ୟ ସହ ଆଗୁଆ ଲୋକସଭା ନିର୍ବାଚନ କରାଇବାକୁ କମିଶନ୍ ସକ୍ଷମ ବୋଲି ମୁଖ୍ୟ ନିର୍ବାଚନ କମିଶନର କହିବା ପରେ ଜୋର୍...
ଭୁବନେଶ୍ୱର: ସପ୍ତାହେ ରଖିଲେ ୨ ଗୁଣା, ଆଉ ମାସେ ରଖିଲେ ୩ରୁ ୫ ଗୁଣା ଲାଭ ମିଳିବ। ଏଭଳି କିଛି ପ୍ରଲୋଭନ ଦେଖାଇ ସେୟାର ବଜାରରେ ଇନ୍ଭେଷ୍ଟ୍ ନାଁରେ ଲକ୍ଷଲକ୍ଷ ଟଙ୍କାର ହୋଇଛି ଠକେଇ। ବିଦେଶୀ ମୁଦ୍ରା କିଣି ଇନ୍ଭେଷ୍ଟ କରିବା ଆଳରେ ଲୋକଙ୍କୁ ଚୂନ ଲଗାଉଥିଲେ ଦୁର୍ବୃତ୍ତ।...
-ଓମ୍ପ୍ରକାଶ ସାହୁ ଆପଣ ଅଫିସର ହୋଇଥା’ନ୍ତୁ କି ଜମିଦାର । ଈଶ୍ୱରଙ୍କ ଦରବାରରେ ସମସ୍ତେ ସମାନ। ଆପଣ ଯେମିତି କର୍ମ କରିବେ ସେମିତି ଫଳ ପାଇବେ। ଆପଣଙ୍କ କର୍ମଫଳ ଆଉ କେହି ଭୋଗ କରିବେ ନାହିଁ । ଈଶ୍ୱର ଲାଞ୍ଚ ନିଅନ୍ତି ନାହିଁ କି ପାତର ଅନ୍ତର କରନ୍ତି...
ଜାକର୍ତ୍ତା: ଇଣ୍ଡୋନେସିଆରେ ଚାଲିଥିବା ୧୮ ତମ ଏସିଆନ୍ ଗେମ୍ସର ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ। ଦ୍ୱିତୀୟ ଦିନରେ ଭାରତ କୁସ୍ତିରେ ସ୍ୱର୍ଣ୍ଣ ପଦକ ଜିତିଛି। ଭାରତ ପାଇଁ ଭିନେଶ ଫୋଗାଟ ଏହି ଗୌରବ ଆଣିଛନ୍ତି। ଏଥିସହିତ ଭାରତର ସ୍ୱର୍ଣ୍ଣ ପଦକ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ସେହିପରି...
ଲଣ୍ଡନ: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ୍ରେ ଭାରତର ସ୍ଥିତି ଦୃଢ଼ ରହିଛି। ପ୍ରଥମ ଇନିଂସ୍ରେ ୧୬୮ ରନ୍ର ଅଗ୍ରଣୀ ଲାଭ କରିଥିବା ଟିମ୍ ଇଣ୍ଡିଆ ଏବେ ସୁଦ୍ଧା ଘରୋଇ ଦଳ ଆଗରେ ଏକ ବିଶାଳ ସ୍କୋର୍ ଛିଡ଼ା କରିସାରିଛି। ଅଧିନାୟକ ବିରାଟ୍ କୋହଲି ଆଜି ତାଙ୍କ ଟେଷ୍ଟ୍ କ୍ୟାରିୟରର ୧୯...
ଜାକର୍ତ୍ତା: ଇଣ୍ଡୋନେସିଆରେ ଚାଲିଥିବା ୧୮ ତମ ଏସିଆନ୍ ଗେମ୍ସର ଭାରତକୁ ଆଉ ଏକ ପଦକ। ଦ୍ୱିତୀୟ ଦିନରେ ଭାରତ ଶୁଟିଂରେ ପୁଣି ଏକ ରୌପ୍ୟ ପଦକ ଜିତିଛି। ଭାରତ ପାଇଁ ୧୯ ବର୍ଷୀୟ ଲକ୍ଷ୍ୟ ଶେହରାନ୍ ଏହି ପଦକ ଜିତିଛନ୍ତି। ଅନ୍ତିମ ପର୍ଯ୍ୟାୟରେ ଲକ୍ଷ୍ୟ ୧୫ଟି ଶଟ୍ରୁ ୧୪...