• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

puri
ମୋବାଇଲ ଟ୍ରାକ୍‌ କରି ହୋଟେଲ୍‌ରେ ପହଞ୍ଚିଲା ପୁଲିସ୍‌, ତା’ପରେ...

ପୁରୀ: ଧରା ପଡ଼ିଲା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ। ପୁରୀ ସିବିଚ୍ ଥାନା ଅଞ୍ଚଳର ଏକ ହୋଟେଲ୍‌ରୁ ୧୦ ଜଣ ଲୁଟେରା ଗ୍ୟାଙ୍ଗଙ୍କୁ ପୁଲିସ୍‌ ଗିରଫ କରିଛି। ତେବେ ଘଟଣାସ୍ଥଳରୁ ଜଣେ ଲୁଟେରା ଫେରାର ହୋଇ ଯାଇଛି। ସେମାନଙ୍କ ନିକଟରୁ ଲୁଟ୍‌ ଯନ୍ତ୍ରପାତି ସହ ୧୫ରୁ ୨୦ଟି ମୋବାଇଲ ଫୋନ୍,...

plastic water bottle
ଓମ୍‌ଫେଡ୍‌ ଜରି, ପ୍ଲାଷ୍ଟିକ୍‌ ପାଣି ବୋତଲ ଫେରାଇଲେ ମିଳିବ ଟଙ୍କା

ଭୁବନେଶ୍ୱର: ଏଣିକି ଓମ୍ଫେଡ୍ ଜରି, ପ୍ଲାଷ୍ଟିକ୍‌ ପାଣି ବୋତଲ ଫେରାଇଲେ ଟଙ୍କା ମିଳିବ। ଏଜେଣ୍ଟଙ୍କ ମାଧ୍ୟମରେ ଜରି ଓ ବୋତଲ ସଂଗ୍ରହ କରାଯିବ।  ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏଥିପାଇଁ ବିଭିନ୍ନ ସଂଗ୍ରହ କେନ୍ଦ୍ର ସୃଷ୍ଟି କରିବା ସହ ପାଣି...

vlcsnap-error931
ପୁଣି ଅଲୋଡ଼ା ଶିଶୁ କନ୍ୟା; ଜଙ୍ଗଲରୁ ନବଜାତ ଶିଶୁ ଉଦ୍ଧାର

କାମାକ୍ଷାନଗର: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। କାମାକ୍ଷାନଗର ସୋଗର ହଦଗଡ଼ ଜଙ୍ଗଲ ନିକଟରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଆଜି ସକାଳେ ଜଙ୍ଗଲ ରାସ୍ତା ଦେଇ ଜଣେ ବ୍ୟକ୍ତି ଯାଉଥିବା ସମୟରେ ଶିଶୁଟିକୁ ଦେଖିଥିଲେ। ଶିଶୁଟିକୁ ଜୀବନ୍ତ ଅବସ୍ଥାରେ ଜନ୍ଦା ପିମ୍ପୁଡ଼ି ଖାଉଥିବା ଦେଖି ସାଙ୍ଗେସାଙ୍ଗେ...

Harivansh narayan
ଏନ୍‌ଡିଏ ପ୍ରାର୍ଥୀ ହରିବଂଶ ନାରାୟଣ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ

ନୂଆଦିଲ୍ଲୀ: ଏନ୍‌ଡିଏ ମେଣ୍ଟ ପ୍ରାର୍ଥୀ ଜେଡିୟୁର ହରିବଂଶ ନାରାୟଣ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଘୋଷଣା କରିଛନ୍ତି। ଜେଡିୟୁର ହରିବଂଶଙ୍କୁ ଜିତିବା ପାଇଁ ୧୧୯ଟି ଭୋଟ୍ ଦରକାର ଥିବାବେଳେ ଭୋଟିଂରେ ତାଙ୍କୁ ୧୨୫ଟି ଭୋଟ୍ ମିଳିଥିଲା। ସେହିପରି ହରିବଂଶଙ୍କ ବିରୋଧରେ ପ୍ରାର୍ଥୀ...

Capture
ରେଳ ଟ୍ରାକ୍‌ ତାଡ଼ି ଦେଲେ ମାଓବାଦୀ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଅଞ୍ଚଳରେ ଲାଲବାହିନୀର ତାଣ୍ଡବ।  ଛତିଶଗଡ଼ର ଦାନ୍ତେଓ୍ୱାଡା କମାଲୁର ଷ୍ଟେସନ ନିକଟରେ ମାଓବାଦୀମାନେ ଏକ ରେଳ ଟ୍ରାକ୍‌କୁ  ତାଡ଼ି  ଦେଇଛନ୍ତି। ଏଥିପାଇଁ  ଟ୍ରେନ୍‌ଟି ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲା। ସୂଚନା ଅନୁସାରେ, ଗତକାଲି ରାତିରେ ଏକ ପାସେଞ୍ଜର ଟ୍ରେନ୍‌ କମାଲୁରରୁ ଦାନ୍ତେଓ୍ୱାଡ଼ା...

bjp-bjd
ଏନ୍‌ଡିଏ ପ୍ରାର୍ଥୀଙ୍କୁ କାହିଁକି ସମର୍ଥନ କଲା ବିଜେଡି? ଏହି ସବୁ କାରଣ ଦର୍ଶାଇଲା ଦଳ

ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ  ଏନ୍‌ଡିଏ ମେଣ୍ଟ ପ୍ରାର୍ଥୀ ଜେଡିୟୁର ହରିବଂଶ ନାରାୟଣଙ୍କୁ ବିଜେଡି ସମର୍ଥନ କରିବ। ଗତକାଲି ମୁମ୍ବାଇରୁ ଫେରିବା ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ସ୍ପଷ୍ଟ କରିଛନ୍ତି। ରାଜ୍ୟସଭା ଉପାଧ୍ୟାକ୍ଷ ନିର୍ବାଚନରେ ବିଜେଡି କାହିଁକି ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କଲା,...

vlcsnap-error394
ଆଜି ଓ କାଲି ବଲାଙ୍ଗିର ବନ୍ଦ

ବଲାଙ୍ଗିର: ଆଜି ଓ କାଲି ବଲାଙ୍ଗିର ସହର ବନ୍ଦ। ବାଇପାସ୍‌ ନିର୍ମାଣ ଦାବିରେ ମିଳିତ କ୍ରିୟାନୁଷ୍ଠାନ ପକ୍ଷରୁ ୨ ଦିନିଆ ବଲାଙ୍ଗିର ସହର ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପ୍ରଭାବରେ ସହରର ସମସ୍ତ ଦୋକାନ ବଜାର ଓ ଶିକ୍ଷାନୁଷ୍ଠାନ ସବୁ ବନ୍ଦ ରହିଛି। ଏହି ବନ୍ଦ ଡାକରାକୁ ବିଜେପି...

post master
ପୋଷ୍ଟମାଷ୍ଟରଙ୍କୁ ଘରୁ ଡାକି ହତ୍ୟା!

ମାଲକାନଗିରି: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ କମଳାପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପପୁଲୁରୁ ସବ୍ ପୋଷ୍ଟ ଅଫିସର ପୋଷ୍ଟମାଷ୍ଟରଙ୍କୁ ଘରୁ ଡାକି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି।  ତାଙ୍କ ନାଁ ନାରାୟଣ ପୋଲାସି। ଗତକାଲି ରାତି ପ୍ରାୟ ୧୧ଟା ସମୟରେ ୧୦ରୁ ୧୫...

ganjam encounter
ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ କାଳୁ ଗୁରୁତର ଆହତ

ବ୍ରହ୍ମପୁର: ପୁଣି ଗଞ୍ଜାମରେ ଏନ୍‌କାଉଣ୍ଟର। ଆସିକା ଚାରିମାଳ ଛକ ନିକଟରେ ପୁଲିସ୍‌ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ କାଳୁ ବିଶ୍ୱାଳ ଗୁରୁତର ଆହତ ହୋଇଛି। ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି।  ଗୁରୁତର ଅବସ୍ଥାରେ ତାକୁ ପ୍ରଥମେ ଆସିକା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲକୁ ସ୍ଥାନାନ୍ତର...

virat
ଆସନ୍ତା କାଲି ଭାରତ ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍

ଲଣ୍ଡଂନ: ଆସନ୍ତା କାଲି ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଉଭୟ ଦଳ ଜୋରଦାର ପ୍ରସ୍ତୁତି କରୁଛନ୍ତି। ଐତିହାସିକ ଲର୍ଡ୍ସ ଗ୍ରାଉଣ୍ଡରେ ଖେଳାଯିବ ଏହି ମ୍ୟାଚ। ଏଜବାଷ୍ଟନରେ ହୋଇଥିବା ପ୍ରଥମ ଟେଷ୍ଟକୁ ଜିତିବା ପରେ ଇଂଲଣ୍ଡର ମନୋବଳ ବେଶ ଦୃଢ ରହିଛି। ସେପଟେ...

vlcsnap-error021
ହରିବଂଶ ନାରାୟଣ ସିଂଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବ ବିଜେଡି

ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ପତ୍ତା ଖୋଲିଲା ବିଜେଡି। ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବ ବିଜେଡି। ମୁମ୍ବାଇରୁ ଫେରିବା ପରେ ନବୀନ ନିବାସରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ ପଟ୍ଟନାୟକ କହିଛନ୍ତି, ଏହି ପ୍ରସଙ୍ଗରେ...