ଭୁବନେଶ୍ୱର: ଲଗାଣ ବର୍ଷା ପାଇଁ କଟକ, ଭୁବନେଶ୍ୱର ଏବଂ ଖୋର୍ଦ୍ଧାରେ ସବୁ ସ୍କୁଲ, କଲେଜକୁ ଛୁଟି ଘୋଷଣା କରାଯାଇଛି। ଆଜି ଦିନକ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ସହ ପରିବହନ ଧର୍ମଘଟ ପାଇଁ ସ୍କୁଲ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଏପଟେ...
ଚେନ୍ନାଇ: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଡିଏମ୍କେ ମୁଖ୍ୟ କରୁଣାନିଧିଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇଛି। କରୁଣାନିଧିଙ୍କ ଶରୀରର ପ୍ରମୁଖ ଅଙ୍ଗ ପ୍ରତ୍ୟଙ୍ଗ କାମ କରୁନି। ଗତକାଲି ସନ୍ଧ୍ୟାରେ ଚେନ୍ନାଇ ସ୍ଥିତ କାବେରୀ ହସ୍ପିଟାଲ ପକ୍ଷରୁ ଜାରି ଏକ ବୁଲେଟିନ୍ରେ ଏହି ସୂଚନା ଦିଆଯାଇଛି। ଶରୀରର ପ୍ରମୁଖ ଅଙ୍ଗ ଠିକ୍...
ଭୁବନେଶ୍ୱର: ଆଜି ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ। କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ମୋଟର ଭେଇକିଲ୍ ଆକ୍ଟ ୧୯୮୮ର ସଂଶୋଧନକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ଆନ୍ଦୋଳନ ଫଳରେ ଦେଶବ୍ୟାପୀ ମାଲ୍ ଓ ଯାତ୍ରୀ ପରିବହନ ସେବା ମଧ୍ୟ ବାଧାପ୍ରାପ୍ତ ହେବା...
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବି ସ୍ଥିର ରହିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଭୁବନେଶ୍ୱର, କଟକ ସମେତ ଉପକୂଳ ଓଡ଼ିଶାରେ ଗତକାଲି ସଂଧ୍ୟାରୁ ପ୍ରବଳ ବର୍ଷା ହୋଇଛି। ମିଳିଥିବା ସୂଚନା ମୁତାବକ ଗତକାଲି ସଂଧ୍ୟାରୁ ମଧ୍ୟରାତ୍ରି ମଧ୍ୟରେ...
ଭୁବନେଶ୍ୱର: ଷ୍ଟାଣ୍ଡପୋଷ୍ଟରୁ ବୋହି ଚାଲିଛି ପାଣି। ପିଇବା ପାଇଁ ଉଦ୍ଦିଷ୍ଟ ପାଣିରେ ଗୋଡ଼ ଧୋଉଛନ୍ତି ଲୋକେ। କାରଣ, ପାଣିର ସ୍ୱଚ୍ଛତା ଉପରେ ସେମାନଙ୍କର ଭରସା ନାହିଁ। ସରକାର ଯୋଗାଉଛନ୍ତି ପାନୀୟ ଜଳ। କିନ୍ତୁ, ଏହା କେତେ ଶୁଦ୍ଧ, ତାକୁ ନେଇ ଉଠିଛି ପ୍ରଶ୍ନ। ଖାଲି ଭୁବନେଶ୍ୱରର ନୁହେଁ ବାଲେଶ୍ୱରର...
ନାରୀ ହୁଅନ୍ତୁ କି ପୁରୁଷ, କେଶ ହିଁ ସମସ୍ତଙ୍କ ସୌନ୍ଦର୍ଯ୍ୟର ଚାବିକାଠି। ଏ କଥାକୁ କେହି ଅସ୍ୱୀକାର କରିବେନି। ହେଲେ ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କର କେଶ ଝଡ଼ିବା ଏକ ବଡ଼ ସମସ୍ୟା ପାଲଟିଛି। ଏହି ସମସ୍ୟାରୁ ବର୍ତ୍ତିବା ବଡ଼ ମୁସ୍କିଲ। କିନ୍ତୁ କିଛି ଘରୋଇ ଉପଚାରରେ ଏହି ସମସ୍ୟାରୁ...
କେନ୍ଦ୍ରାପଡ଼ା: ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇଛନ୍ତି କେନ୍ଦ୍ରାପଡ଼ା କୃଷିବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଆତିଷ ମହିନ୍ଦ୍ରା ମାଣେ। ଜଣେ ୯ ବର୍ଷର ନାବାଳିକାକୁ ଅସଦାଚରଣ କରିଥିବା ଅଭିଯୋଗ ନେଇ ତାଙ୍କ ନାମରେ ଥାନାରେ ଏତଲା ହୋଇଥିଲା। ଏହାପରେ କେନ୍ଦ୍ରାପଡ଼ା ପୁଲିସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।...
ଭୁବନେଶ୍ୱର : ଅାସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ। କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ମୋଟର ଭେଇକିଲ୍ ଆକ୍ଟ ୧୯୮୮ର ସଂଶୋଧନକୁ ବିରୋଧ କରି ଏହି ଅାନ୍ଦୋଳନ ଡାକରା ଦିଅାଯାଇଛି। ଏହି ଅାନ୍ଦୋଳନ ଫଳରେ ଦେଶବ୍ୟାପୀ ମାଲ୍ ଓ କେତେକ ସ୍ଥଳରେ ଯାତ୍ରୀ ପରିବହନ ସେବା...
ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ନକଲି ନୋଟ୍ ରାକେଟ୍ ଠାବ। ହେମଗିରି ଥାନା କେନ୍ଦୁଡିହି ଗାଁରୁ ଏକ ନକଲି ନୋଟ୍ ରାକେଟ୍ ଧରିଛି ପୁଲିସ୍। ନକଲି ନୋଟ୍ ତିଅାରି କରୁଥିବା ଅଭିଯୋଗରେ ୩ଜଣଙ୍କୁ ଗିରଫ କରିବା ସହ ୩ଟି ୫ଶହ ଟଙ୍କିଅା ନୋଟ୍, କମ୍ପୁଟର, ପ୍ରିଣ୍ଟର ଓ ସ୍କାନର ଜବତ...
ରାୟଗଡ଼ା : ରାୟଗଡ଼ାର ଏକ ଘରୋଇ ସ୍କୁଲରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରଙ୍କୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେବା ଅଭିଯୋଗରେ ଶିକ୍ଷକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ। ସଂପୃକ୍ତ ଶିକ୍ଷକଙ୍କୁ ରାୟଗଡ଼ା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଅାଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୩ଲକ୍ଷ ଟଙ୍କା ଜରିମାନା...
ନୂଆଦିଲ୍ଲୀ : ବିଚାରପତି ଜଷ୍ଟିସ୍ କେ.ଏମ.ଜୋସେଫ୍ଙ୍କ ବରିଷ୍ଠତାକୁ ନେଇ ପୁଣି ଅସନ୍ତୋଷ। ସୁପ୍ରିମକୋର୍ଟର ନବ ନିଯୁକ୍ତ ବିଚାରପତିମାନଙ୍କ ମଧ୍ୟରେ ଜଷ୍ଟିସ୍ କେ.ଏମ.ଜୋସେଫଙ୍କ ନାଁ ବରିଷ୍ଠତା ଭିତ୍ତିରେ ପଛକୁ ରଖାଯାଇଥିବା କିଛି ବରିଷ୍ଠ ବିଚାରପତି ଅଭିଯୋଗ କରିଛନ୍ତି। ଏନେଇ ସେମାନେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ରଙ୍କୁ ଭେଟିଛନ୍ତି।...
ଭୁବନେଶ୍ୱର : କୁଖ୍ୟାତ ଅାତଙ୍କବାଦୀ ସଂଗଠନ ଲସ୍କର- ଏ- ତାଇବାର ଜଣେ ସହଯୋଗୀକୁ ଏନଅାଇଏ ଟିମ୍ ଗିରଫ କରିଛି। ହବିବୁର ରେହମାନ ଓରଫ୍ ହବିବ୍ ଦିଲ୍ଲୀର ଇନ୍ଦିରା ଗାନ୍ଧି ବିମାନ ବନ୍ଦରରେ ପହଞ୍ଚିବା ପରେ ଗିରଫ କରାଯାଇଛି। ହବିବ୍ ସାଉଦି ଅାରବରୁ ଭାରତକୁ ଅାସୁଥିଲା। ହବିବ୍ ଘର କେନ୍ଦ୍ରାପଡ଼ାରେ...
ଭୁବନେଶ୍ୱର: ଓଡ଼ିଆ ଗୀତ ‘ପ୍ୟାର୍ ବାଲା ହିଚ୍କି’ ବର୍ତ୍ତମାନ ୟୁଟ୍ୟୁବ୍ରେ ବୋବାଲ ମଚାଇଛି। ଗୀତଟିକୁ ଏବେ ସୁଦ୍ଧା ୨୦ମିଲିୟନରୁ ଅଧିକ ଦର୍ଶକ ଦେଖିସାରିଲେଣି। ତରଙ୍ଗ ସିନେ ପ୍ରଡକ୍ସନ ନିର୍ମିତ ‘ସୁନ୍ଦରଗଡ଼ର ସଲ୍ମାନ’ ଚଳଚ୍ଚିତ୍ରର ଏହି ଗୀତଟିକୁ ୨ ମାସ ଭିତରେ୨୦ ମିଲିୟନ୍ ଦର୍ଶକ ଦେଖିଛନ୍ତି ଯାହା ଏକ ରେକର୍ଡ...
ଭୁବନେଶ୍ୱର : ଖୁବ୍ଶୀଘ୍ର ପରଦାକୁ ଅାସିବାକୁ ଯାଉଛି ଅଭିନେତା ବାବୁସାନ ଓ ଅଭିନେତ୍ରୀ ସନମିରାଙ୍କ ଅଭିନୀତ ଫିଲ୍ମ ‘ଲୋକାଲ ଟୋକା ଲଭ୍ ଚୋଖା’। ଗତକାଲି କଟକରେ ଫିଲ୍ମର ଅଡ଼ିଓ ରିଲିଜ୍ ହୋଇଛି। ପ୍ରଦ୍ୟୁମ୍ନ ଲେଙ୍କା, ଡ଼ିପି ଖଣ୍ଡେଲୱାଲ ଓ ଅନୁପ ଅଗ୍ରୱାଲ ଫିଲ୍ମର ପ୍ରଯୋଜନା ଦେଇଥିବାବେଳେ ନିର୍ଦ୍ଦେଶନା ଭାର...
ନୂଆଦିଲ୍ଲୀ : ରାଜ୍ୟସଭା ଉପାଧ୍ୟକ୍ଷ ପଦବୀ ପାଇଁ ଏନ୍ଡିଏ ପକ୍ଷରୁ ଜେଡିୟୁ ସାଂସଦ ହରିବଂଶ ନାରାୟଣ ସିଂଙ୍କୁ ପ୍ରାର୍ଥୀ କରାଯିବ। ଏନେଇ ଏନ୍ଡିଏ ପକ୍ଷରୁ ଘୋଷଣା କରାଯାଇଛି। ଜୁନ୍ ମାସରେ ପି.ଜେ କୁରିଏନଙ୍କ ଅବସର ପରଠାରୁ ଏହି ପଦବୀ ଖାଲି ପଡିଛି। ଅାସନ୍ତା ୯ତାରିଖରେ ରାଜ୍ୟସଭା ଉପାଧ୍ୟକ୍ଷ ପାଇଁ...
ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦିଗରେ ଏକ କଡ଼ା ଚିଠି ଲେଖିବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅାଜି ଏହି ଦାବି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଅାଲୋଚନା କରିବା ପରେ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ସୂଚନା ଦିଅାଯାଇଛି। ମୁଖ୍ୟମନ୍ତ୍ରୀଙ୍କୁ...
ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହାର ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୧୧ଟି ଜିଲ୍ଲା ଗୁଡ଼ିକ ହେଲା ମୟୁରଭଞ୍ଜ,ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡ଼ା,ଯାଜପୁର,କଟକ,ଜଗତସିଂହପୁର,କେନ୍ଦୁଝର,ସୁନ୍ଦରଗଡ଼,ସମ୍ୱଲପୁର ଓ ଝାରସୁଗୁଡ଼ା । ଭୁବନେଶ୍ୱର ଅାଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏହି...