କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେସନ୍ ରୋଡ୍ ସ୍ଥିତ ଲାଇନ୍ ହାଟିଙ୍ଗରେ ଏକ ଦୁଃଖଦ ଘଟଣା ଘଟିଛି। ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ରାହୁଲ। ଗତକାଲି ରାତିରେ ଦୁଇ ଭାଇ ବିପିନ ଓ ରାହୁଲ ଏକାଠି ବସି...
ବାଲେଶ୍ୱର: ସର୍ବଶିକ୍ଷା ଅଭିଯାନରେ ସରକାରଙ୍କ ରୋଜକୋଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଯୋଜନାର ସଫଳ ରୂପାୟନ ହୋଇପାରୁନାହିଁ । ଯୋଜନା ନାଁରେ ସରକାରୀ ଅର୍ଥକୁ ଅଧିକାରୀମାନେ ଆତ୍ମସାତ କରୁଛନ୍ତି। ଏଭଳି ଏକ ଅଭିଯୋଗ ହୋଇଛି ବାଲେଶ୍ୱର ଜିଲ୍ଲାରୁ। ବାଲେଶ୍ୱର ଜିଲ୍ଲା ବୋଳଂଚକ ୟୁଜିୟୁପି ସ୍କୁଲରେ ଅବ୍ୟବସ୍ଥାରେ...
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେସନ୍ ରୋଡ୍ ସ୍ଥିତ ଲାଇନ୍ ହାଟିଙ୍ଗରେ ଏକ ଦୁଃଖଦ ଘଟଣା ଘଟିଛି। ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ରାହୁଲ। ଗତକାଲି ରାତିରେ ଦୁଇ ଭାଇ ବିପିନ ଓ ରାହୁଲ ଏକାଠି ବସି...
ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କେମିକାଲ୍ ଆଟାକ୍ ନେଇ ଧମକପୂର୍ଣ୍ଣ ଫୋନ୍ କଲ୍। ଏହି ଘଟଣାରେ ପୁଲିସ୍ ମୁମ୍ବାଇରୁ ଜଣେ ୨୨ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ତାଙ୍କ ନାଁ କାଶୀନାଥ ମଣ୍ଡଲ୍। ସୂଚନା ଅନୁସାରେ, କାଶୀନାଥ ନିଜକୁ ନ୍ୟାସନାଲ ସିକ୍ୟୁରିଟି ଗାର୍ଡ (ଏନ୍ଏସ୍ଜି) କହି କଣ୍ଟ୍ରୋଲ୍ ରୁମ୍କୁ ଫୋନ୍...
ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ ତାଳସିଠା ଗାଁରେ ଗତକାଲି ବିଳମ୍ୱିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗାଁର ରବି ବେହୁରିଆଙ୍କ ସ୍ତ୍ରୀଙ୍କୁ ସେହି ଗାଁର ବବୁଆ ମହାନ୍ତି ନାମକ ଜଣେ ଯୁବକ ଶିଳପୁଆରେ ଛେଚି ହତ୍ୟା କରିଛି। ମୃତ ମହିଳାଙ୍କ ନାଁ ଭକ୍ତିଲତା ବେହୁରିଆ(୫୫)। ଏହି...
ପୁରୀ: ପୁରୀ ଜିଲ୍ଲା ସମଯାଜପୁର ଗାଁରେ ଅଜଣା ରୋଗର ଆତଙ୍କ ଦେଖାଦେଇଛି । ଅଜଣା ରୋଗରେ ଆକ୍ରାନ୍ତ ହୋଇ ବହୁ ସଂଖ୍ୟକ ଛେଳି ମରିବାରେ ଲାଗିଛନ୍ତି। ଏଯାଏ ୫୦ରୁ ଅଧିକ ଛେଳି ମରିଥିବା ବେଳେ ଅନେକ ଆକ୍ରାନ୍ତ ହୋଇଛନ୍ତି। ପ୍ରଥମେ ଗୋଡ଼ ଓ ପରେ ଶରୀର ବିଭିନ୍ନ ଅଂଶରେ...
ଭୁବନେଶ୍ୱର:ରାଜଧାନୀରୁ ପୁଣି ବ୍ରାଉନ୍ ସୁଗାର ଜବତ ହୋଇଛି। ଲକ୍ଷ୍କୀସାଗର ଥାନା ପୁଲିସ୍ ହଳଦୀପଡ଼ିଆ ବସ୍ତିରେ ଚଢ଼ଉ କରି ୩୬ ଗ୍ରାମ୍ ବ୍ରାଉନ୍ସୁଗାର ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ପୁଲିସ୍ ଏକ ବାଇକ୍ ମଧ୍ୟ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପ୍ରଦୀପ...
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋଠଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ବାଇକ୍ରେ ଆସି ୩ ଜଣ ଦୁର୍ବୃତ୍ତ ଗାଁ ମଝିରେ ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତ ଯୁବକଙ୍କ ନାଁ ଯୋଗୀ ସ୍ୱାଇଁ। ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ...
ବ୍ରହ୍ମପୁର: ଟ୍ରକ୍ ଧକ୍କାରେ ଜଣେ ବୋଲବମ୍ ଭକ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ରଣ୍ଢା ଓ ଗୋଳନ୍ଥରା ମଝିରେ ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ମୃତକ ଜଣକ ହେଲେ କେଉଟ ସୁନପୁର ଅଞ୍ଚଳର ଭିକାରୀ ବେହେରା। ସୂଚନା ଅନୁସାରେ, ସେ...
ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ...
ଭୁବନେଶ୍ୱର: ଆଜି ଶ୍ରାବଣ ସୋମବାର ପାଇଁ ବିଭିନ୍ନ ଶୈବ ପୀଠ ଚଳଚଞ୍ଚଳ ହୋଇପଡ଼ିଛି। ରାଜ୍ୟର ପ୍ରମୁଖ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଲାଗିଛି। ବଡ଼ି ଭୋର୍ରୁ ବିଭିନ୍ନ ସ୍ଥାନରେ ଦେବଦେବ ମହାଦେବଙ୍କ ଠାରେ ଜଳଲାଗି କରି କାଉଡ଼ିଆମାନେ ଆଶୀର୍ବାଦ ଭିକ୍ଷା କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ଓ ଜଳାଭିଷେକ ପାଇଁ ମନ୍ଦିରରେ...
ଭୁବନେଶ୍ୱର : ଶ୍ରାବଣ ସୋମବାର ପାଇଁ ଚଳଚଞ୍ଚଳ ନଦୀପଠା। ପ୍ରମୁଖ ଶୈବପୀଠରେ ବି ଲାଗିଲାଣି କାଉଡ଼ିଆଙ୍କ ଗହଳିଚହଳି। କାଲି ବଡ଼ି ଭୋର୍ରୁ ଦେବଦେବ ମହାଦେବଙ୍କୁ ଜଳଲାଗି କରି ନିଜ ମନସ୍କାମନା ପୂରଣ ପାଇଁ ଅାଶୀର୍ବାଦ ମାଗିବେ । ଅନ୍ୟପକ୍ଷରେ ଶୃଙ୍ଖଳିତ ଦର୍ଶନ ଓ ଜଳାଭିଷେକ ପାଇଁ ମନ୍ଦିରର ସାଜସଜ୍ଜା...
ଭୁବନେଶ୍ୱର : ଟିଟୋ ସହଯୋଗୀ ବାପୁ ପରିଡ଼ା ଗିରଫକୁ ନେଇ ବିଜେଡି-ବିଜେପି ମଧ୍ୟରେ କାଦୁଅ ଫିଙ୍ଗା। ବାପୁ ପରିଡ଼ାର ବିଜେଡି ସହ ଲିଙ୍କ୍ ନେଇ ବିଜେପିର ଅଭିଯୋଗ ଉପରେ ପ୍ରତିକ୍ରିୟା ରଖିଛି ବିଜେଡି। ଏ ପ୍ରସଙ୍ଗରେ ଅାଜି ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ଯେ ଟିଟୋକୁ...