ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଗତକାଲି ରାତିରେ ୪ଟି ଏଟିଏମ୍ରୁ ଲୁଟ୍ ହୋଇଛି। ସହରର ତୁଳସୀ ଚଉରା ସ୍ଥିତ ଏକ୍ସିସ୍ ବ୍ୟାଙ୍କ୍ ଏଟିଏମ୍, ଷ୍ଟେସନ ବଜାରର ବ୍ୟାଙ୍କ ଅଫ୍ ଇଣ୍ଡିଆ, ପାଲବଣିରେ ଥିବା ୟୁନାଇଟେଡ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଓ ଅସ୍ତିଆ ସ୍ଥିତ ୟୁନାଇଟେଡ୍ ବ୍ୟାଙ୍କ୍ ଅଫ୍...
ଅନୁଗୁଳ: ଅନୁଗୁଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ମୁଣ୍ଡୁରୀବେଡ଼ା ପଞ୍ଚାୟତ ବାଞ୍ଜମୁଣ୍ଡା ଗାଁରେ ଘର କାନ୍ଥ ଭୁଶୁଡ଼ି ଯିବାରୁ ଜଣେ ମହିଳା ଓ ତାଙ୍କର ୩ ଛୁଆ ଆହତ ହୋଇଛନ୍ତି। ସେମାନଙ୍କୁ ଖମାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ସୁକୁମାରୀ ପିଙ୍ଗୁଆ ଓ ତାଙ୍କ ୩ ଶିଶୁ...
ଭଦ୍ରକ: ଭଦ୍ରକ ଜିଲ୍ଲା ରାହାଞ୍ଜରେ ଟ୍ରକ୍ ଦୁର୍ଘଟଣାରେ ୫ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଟ୍ରକ୍ ଡ୍ରାଇଭର ଦେବଲମ୍ ଭେଙ୍କଟାଦ୍ରିକୁ ପୋଲିସ୍ ଗିରଫ କରିଛି ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍ ନିକଟରୁ ଭେଙ୍କଟକୁ ଗିରଫ କରାଯାଇଛି। ଏନେଇ ଏକ ସାମ୍ୱାଦିକ ସମ୍ମିଳନୀରେ ଭଦ୍ରକ SDPO ଜଳଧର ଜାଲିଙ୍କ ସୂଚନା ଦେଇଛନ୍ତି। ଅଭିଯୁକ୍ତ...
ସମ୍ବଲପୁର: ସମ୍ବଲପୁରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରବାସୀଙ୍କ ଅବସ୍ଥା ବେହାଲ୍ ହୋଇପଡ଼ିଛି। ଗତକାଲିଠୁ ଆରମ୍ଭ ହୋଇଥିବା ବର୍ଷା ଏବେ ବି ଜାରି ରହିଛି। ସହରରେ ୪୯୦ ମିଲିମିଟର ବର୍ଷା ହୋଇଥିବା ନେଇ ସମ୍ବଲପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଲୋକଙ୍କ ପାଇଁ ୩୪ଟି ଆଶ୍ରୟସ୍ଥଳୀ ଖୋଲା ଯାଇଛି। ...
ପୁରୀ: ପ୍ରଶାସନିକ ସ୍ଥାଣୁତା ପାଇଁ ବର୍ଷ ବର୍ଷ ଧରି ବିଛିନ୍ନାଞ୍ଚଳରେ ଜୀବନ କାଟୁଛନ୍ତି ପୁରୀ ଜିଲ୍ଲା ଶିଶୁଆ ପଞ୍ଚାୟତ ବାସୀ। ନଦୀ ଉପରେ ବ୍ରିଜ୍ଟିଏ ନିର୍ମାଣ ପାଇଁ ବାରମ୍ବାର ଦାବି ପରେ ବି କେବଳ ପ୍ରତିଶ୍ରୁତି ଦେଇ ଅଟକି ଯାଇଛି ପ୍ରଶାସନ। ଜୀବନକୁ ବାଜି ଲଗାଇ ବିପଦସଙ୍କୁଳ ଅବସ୍ଥାରେ...
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ସମୁଦ୍ରକୁ ମାଛ ଧରିବାକୁ ଯାଇ ୬ ଜଣ ନିଖୋଜ ହୋଇଯାଇଛନ୍ତି। ଭୋଗରାଇ କୀର୍ତ୍ତନିଆ ଜେଟିରୁ ୨ଟି ଡଙ୍ଗାରେ ମୋଟ ୧୭ ଜଣ ମତ୍ସ୍ୟଜୀବୀ ମାଛ ଧରିବାକୁ ସମୁଦ୍ରକୁ ଯାଇଥିଲେ। ତେବେ ଡଙ୍ଗା ବୁଡ଼ି ଯିବାରୁ ୧୧ ଜଣ ପହଁରି ପହଁରି ଜେଟିକୁ ଫେରିଥିଲେ।...
ଶ୍ରୀନଗର: ଜାମ୍ମୁ-କାଶ୍ମୀର କୁଲ୍ଗାମ୍ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣା ସ୍ଥଳରୁ ପୋଲିସ ୩ଟି ବନ୍ଧୁକ ଜବତ କରିଛି। କୁଲ୍ଗାମ୍ ଜିଲ୍ଲାରୁ ଜଣେ ପୁଲିସ୍ କନଷ୍ଟେବଳଙ୍କୁ ଆତଙ୍କବାଦୀମାନେ ଅପହରଣ କରି ହତ୍ୟା କରିବା ପରେ ସେନା ପକ୍ଷରୁ ଏହି ଅପରେସନ୍ ଆରମ୍ଭ ହୋଇଥିଲା। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ...
ଭୁବନେଶ୍ୱର: ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଗକୁ ଆହୁରି ବର୍ଷିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା...
ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିର ଛାଡି ନୀଳକନ୍ଦରକୁ ବାହୁଡ଼ିବେ ଶ୍ରୀଜିଉ। ବାହୁଡ଼ାଯାତ୍ରା ଲାଗି ଶ୍ରୀକ୍ଷେତ୍ରକୁ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ଧାର୍ଯ୍ୟ ନୀତି ନିର୍ଘଣ୍ଟ ଅନୁଯାୟୀ ଦ୍ୱାରପାଳ ପୂଜା ପରେ ବେଶଶେଷ, ଗୋପାଳ...
ଭୁବେନଶ୍ୱର: ଗତକାଲି ମଧ୍ୟରାତ୍ରିରେ ରାଜଧାନୀ ଭୁବନେଶ୍ୱରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସତସଙ୍ଗ ବିହାର ମୁଖ୍ୟ ରାସ୍ତାରେ ଟ୍ରକ୍କୁ ପଛପଟୁ କାର୍ ଧକ୍କା ଦେବା ଫଳରେ ତିନି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ମାନେ ହେଲେ କୁମାର ଚନ୍ଦନ, ଦେବାଶିଷ ମିଶ୍ର ଏବଂ ପର୍ଶୁରାମ ହରିଚନ୍ଦନ। କାର୍ଟି...
ନୂଆଦିଲ୍ଲୀ: ଇସ୍ରୋର ଘରୋଇକରଣ ଚକ୍ରାନ୍ତ। ୨୭ଟି ସ୍ୟାଟେଲାଇଟ୍ ନିର୍ମାଣ ପାଇଁ ଇସ୍ରୋ ଗୋଟିଏ ଦିନ ପୂର୍ବରୁ ଦୁଇଟି ଘରୋଇ କମ୍ପାନୀ ଓ ଗୋଟିଏ ସରକାରୀ କମ୍ପାନୀ ସହ ଚୁକ୍ତି କରିବା ପରେ ଅହମ୍ମଦାବାଦ ସ୍ପେସ୍ ଆପ୍ଲିକେସନ୍ କେନ୍ଦ୍ରର ନିର୍ଦ୍ଦେଶକ ତଥା ବିଶିଷ୍ଟ ଓଡ଼ିଆ ବୈଜ୍ଞାନିକ ତପନ ମିଶ୍ରଙ୍କୁ ଦାୟିତ୍ୱରୁ...