ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜଧାନୀର ଅବସ୍ଥା ବେହାଲ୍ ହୋଇପଡ଼ିଛି। ଗତକାଲି ରାତି ସାରା ପ୍ରବଳ ବର୍ଷା ହେବା ଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ସ୍ଥିତି ଅତ୍ୟନ୍ତ ସଙ୍ଗୀନ ହୋଇପଡ଼ିଛି। ଲଗାଣ ବର୍ଷାରେ ରାଜଭବନ ହରିଣ ପାର୍କର ପାଚେରୀ ଭାଙ୍ଗି ଯାଇଛି। ଫଳରେ ପାର୍କରେ ଥିବା ଏକାଧିକ...
ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ମାର୍କେଟକୁ ଆସୁଛି ନୂଆ ଶହେ ଟଙ୍କିଆ ନୋଟ୍। କିନ୍ତୁ ଏହି ନୋଟ୍ ପାଇଁ ଏଟିଏମ୍ରେ ଯେଉଁ ପରିବର୍ତ୍ତନ କରାଯିବ, ସେଥିପାଇଁ ପ୍ରାୟ ଶହେ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ ବୋଲି ଜଣାପଡ଼ିଛି। କାହିଁକି ନା ଏଟିଏମ୍ଗୁଡ଼ିକୁ ରିକାଲିବ୍ରେଟ୍ କରିବା ପାଇଁ ଏହି ଖର୍ଚ୍ଚ...
ଭୁବନେଶ୍ୱର: ପ୍ରବଳ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଣି ଆହୁରି ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ ବୋଲି ଜଣାପଡ଼ିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କ ଲୋ-ପ୍ରେସର ଅବପାତ ରୂପ ନେଇଛି। ଯାହାର ପ୍ରଭାବରେ ରାଜ୍ୟରେ ୪୮...
ରାୟଗଡ଼ା: ଲଘୁଚାପ ବର୍ଷାର ପ୍ରଭାବ ଟ୍ରେନ୍ ସେବା ଉପରେ ମଧ୍ୟ ପଡ଼ିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଅଞ୍ଚଳରେ ମାଟି ଅତଡ଼ା ଖସିବାରୁ ଟ୍ରେନ୍ ସେବା ବ୍ୟାହତ ହୋଇଛି। ରାୟଗଡ଼ା-କୋରାପୁଟ ଓ ରାଉଳି-ଲେଲିଗୁମା ମଧ୍ୟରେ ମାଟି ଅତଡ଼ା ଖସିବାରୁ ଭାଲୁମାସ୍କା ଷ୍ଟେସନ୍ରେ ହୀରାଖଣ୍ଡ ଏକ୍ସପ୍ରେସ୍ ଅଟକି ରହିଛି। ସେହିପରି ଟିକିରି...
ଭଦ୍ରକ: ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଜୋରକୁ ଓଲଟି ପଡ଼ିବା ଫଳରେ ୧୫ଜଣ ଆହତ ହୋଇଛନ୍ତି। ଭଦ୍ରକ ଜିଲ୍ଲା ଇଚ୍ଛାପୁର-ବାସୁଦେବପୁର ରାସ୍ତାର ବେକମୁଡ଼ି ମେଲଣ ପଡ଼ିଆରେ ଆଜି ଏହି ଅଘଟଣ ଘଟିଛି। ଆହତଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଏକ ଯାତ୍ରୀବାହୀ ବସ୍ ଭଦ୍ରକରୁ...
ପୁରୀ: ପ୍ରବଳ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି। ପୁରୀ ସହର ବି ଏଥିରୁ ବାଦ୍ ପଡ଼ିନି। ବଡ଼ଦାଣ୍ଡ ସହ ଶରଧାବାଲି ଜଳାର୍ଣ୍ଣବ ହୋଇଛି। ପାଣି ଘେରରେ ତିନି ରଥ ରହିଥିବା ଦେଖିବାକୁ ମିଳିଛି। ଡ୍ରେନ୍ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେଉଥିବାବେଳେ ବହୁ ଦୋକାନ...
ବ୍ରହ୍ମଗିରି: ପ୍ରବଳ ବର୍ଷାରେ ବୁଡ଼ିଲା ପୁରୀ ଜିଲ୍ଲା ବ୍ରହ୍ମଗିରିର ପ୍ରସିଦ୍ଧ ଅଲାରନାଥ ମନ୍ଦିର। ଗତାକାଲି ଠାରୁ ଲାଗି ରହିଥିବା ଲଗାଣ ବର୍ଷା ଫଳରେ ଅଲାରନାଥ ମନ୍ଦିର ବୁଡ଼ି ଯାଇଛି। ବର୍ଷା ପାଣିରେ ଅଲାରନାଥ ମନ୍ଦିରର ବେଢ଼ା ବୁଡ଼ିଯାଇଛି। ଗର୍ଭଗୃହରେ ବି ପାଣି ପଶିଯାଇଛି। ସେଠାରେ ଆଣ୍ଠୁଏ ଉଚ୍ଚରେ ପାଣି...
ଭୁବନେଶ୍ୱର: ପୁଣି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ଟା ୧୫ ପର୍ଯ୍ୟନ୍ତ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।...
ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷାର ତାଣ୍ଡବ। ଗତକାଲି ଅପରାହ୍ନରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲ୍ଲାର ବହୁ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି। ଗୋପାଳପୁର-ରାୟପୁର ରାସ୍ତାର ମଦନପୁର ଠାରେ ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି। ସେହିପରି ଭବାନୀପାଟଣା-ଥୁଆମୁଳ...
କଟକ/ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଅଧିକାଂଶ ସ୍ଥାନରେ ବର୍ଷାର ପ୍ରକୋପ ବଢିଥିବାବେଳେ ରାଜଧାନୀ ଭୁବନେଶ୍ୱର ସହ କଟକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରାତି ତମାମ ପ୍ରବଳ ବର୍ଷାରେ ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳ ସହ ଆଚାର୍ଯ୍ୟ ବିହାର, ଜୟଦେବ ବିହାର, କଳିଙ୍ଗ ଷ୍ଟାଡିୟମ,...
ମାଲକାନଗିରି: ଗଞ୍ଜେଇ ଚୋରାଚାଲାଣରେ ସାମ୍ବାଦିକଙ୍କ ସଂପୃକ୍ତି ଅଭିଯୋଗ। ଏହି ଅଭିଯୋଗରେ ଧରାପଡ଼ିଛନ୍ତି ମାଲକାନଗିରି ଜିଲ୍ଲାର ୪ ଜଣ କର୍ତ୍ତବ୍ୟରତ ସାମ୍ବାଦିକ। ବାଲିମେଳା ପୋଲିସ ୪ଜଣ ସାମ୍ବାଦିକଙ୍କୁ ଗିରଫ କରିଛି। ଗିରଫ ସାମ୍ବାଦିକ ମାନେ ହେଲେ ଜିତେନ୍ଦ୍ର ରାଉତ, ନାରାୟଣ ଦାସ, ବିକାଶ ପାଢ଼ୀ ଏବଂ ସତ୍ୟ ପାଢ଼ୀ। ଏମାନେ...
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ସହରର ବଡ଼ହାଟର ଏହି ପେଟ୍ରୋଲ ପମ୍ପକୁ ନେଇ ତନାଘନା। ଗ୍ୟାଙ୍ଗଷ୍ଟର ଟିଟୋର ପତ୍ନୀ ବେନିଜିର ବିବିଙ୍କ ନାଁରେ ରହିଛି ଏ ପେଟ୍ରୋଲ୍ ପମ୍ପ। ୨୦୧୬ ମାର୍ଚ୍ଚ ୩୧ରେ ପମ୍ପ ଚାଲିବା ନେଇ ଲାଇସେନସ୍ ପ୍ରଦାନ କରିଛନ୍ତି ଜିଲ୍ଲାପାଳ। ତେବେ ବଡ଼କଥା ହେଉଛି ପେଟ୍ରୋଲ ପମ୍ପକୁ...
ନୂଆଦିଲ୍ଲୀ: ଜଷ୍ଟିସ କେ.ଏସ୍. ଜାଭେରୀ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି। ସୁପ୍ରିମକୋର୍ଟ କଲେଜିୟମ, ଜଷ୍ଟିସ ଜାଭେରୀଙ୍କ ନାଁ ଚୟନ କରିଛନ୍ତି। ଜଷ୍ଟିସ ଜାଭେରୀ ଏବେ ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଅଛନ୍ତି। ସେ ବର୍ତ୍ତମାନର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ବିନୀତ ଶରଣଙ୍କ ସ୍ଥାନ ନେବେ।...