ଭୁବନେଶ୍ୱର : ଶୁଣିଲାନି NHAI । ଶେଷରେ ଇସ୍କନ ଜଳବନ୍ଦୀ ସମସ୍ୟାର ସମାଧାନ ଲାଗି ଅଣ୍ଟା ଭିଡ଼ିଛନ୍ତି ସରକାର। ତିଅାରି କରିବେ ଅଣ୍ଡର ଗ୍ରାଉଣ୍ଡ ଡ୍ରେନେଜ୍। ପାଣ୍ଠି ବି ନିଜେ ଖର୍ଚ୍ଚ କରିବେ। ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଜଳ ନିଷ୍କାସନ ଲାଗି ଅଗ୍ନିସେବା ବିଭାଗକୁ ହାଇ ଡିସ୍ଚାର୍ଜ ପମ୍ପ୍...
ନୂଆଦିଲ୍ଲୀ : ଏୟାରସେଲ୍-ମାକସିସ୍ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ନାଁରେ ଚାର୍ଜସିଟ୍ ଫାଇଲ୍ ହୋଇଛି। ଘଟଣାର ତଦନ୍ତ କରୁଥିବା ସିବିଆଇ ଆଜି ଦିଲ୍ଲୀ ପଟିଆଲା କୋର୍ଟରେ ଚିଦାମ୍ବରଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି। ୨୦୦୬ ମସିହାରେ ଏୟାରସେଲ୍-ମାକସିସ୍ ଡିଲ୍ ହୋଇଥିଲା। ସେହି ସମୟରେ ଚିଦାମ୍ବରମ...
ବାଲେଶ୍ୱର: ଗୋଆରେ ରହୁଥିବା ବାଲେଶ୍ୱର ଅଞ୍ଚଳର କିଛି ଲୋକେ ନିପା ଭୟରେ ଘରକୁ ଫେରି ଆସିଥିବା ସୂଚନା ମିଳିଛି। ଗତକାଲି ୧୨ଜଣ ଗୋଆରୁ ଘରକୁ ଫେରି ଆସିଥିବା ଜଣାପଡିଛି। ଆକ୍ରାନ୍ତମାନେ ଗୋଆର ଏକ ହୋଟେଲରେ କାମ କରୁଥିଲେ। ଏମାନେ ସମସ୍ତେ ବାଲେଶ୍ୱର ଭୋଗରାଇ ବ୍ଲକ ନିମାତପୁର ଗାଁର। କିଛି...
ଭଦ୍ରକ: ଭଦ୍ରକ ରାଣିତାଲ ରାହାଞ୍ଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୫ ଜଣ ସ୍କୁଲ୍ ପିଲା ପ୍ରାଣ ହରାଇ ଥିବାବେଳେ ଅନ୍ୟ ୫ ଜଣ ଗୁରତର ହୋଇଛନ୍ତି। ଗୁରୁତର ଛାତ୍ରଛାତ୍ରୀମାନଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପିଲାମାନେ ସ୍କୁଲ୍ ଛୁଟି ପରେ ଘରକୁ...
ନୂଆଦିଲ୍ଲୀ : ଖୁବ୍ ଶୀଘ୍ର ବଜାରକୁ ଅାସିବ ନୂଅା ଶହେ ଟଙ୍କିଅା ନୋଟ୍। ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜାରି ହେବାକୁ ଥିବା ଏହି ନୂତନ ଶହେ ଟଙ୍କିଅା ନୋଟ୍ ବାଇଗଣି ରଙ୍ଗର ରହିବ। RBI ପକ୍ଷରୁ ଏହାର ଫଟୋ ଜାରି କରାଯାଇଛି। ନୂଅା ନୋଟ୍ ଅାସିଲେ ବି ପୁରୁଣା...
ଭୁବନେଶ୍ୱର : ଜଗା-କାଳିଅାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଅାସନ୍ତାକାଲି ଦିଲ୍ଲୀ ଏମ୍ସ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା। ତାଙ୍କ ସହ ୫ ଜଣିଅା ଡାକ୍ତରୀ ଟିମ୍ ମଧ୍ୟ ଦିଲ୍ଲୀ ଏମ୍ସ ଯାଇ ଜଗା-କାଳିଅାଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିବେ। ଡାକ୍ତରଙ୍କ ସହ ଅାଲୋଚନା ପରେ ଡିସ୍ଚାର୍ଜ ନେଇ ନିଷ୍ପତ୍ତି ନିଅାଯିବ ବୋଲି...
ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ଟିଟୋକୁ ପେଟ୍ରୋଲ ଟାଙ୍କି ଦେବା ନେଇ ସିବିଆଇ ତଦନ୍ତ ସୁପାରିଶ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି IOCL ସିଜିଏମ୍ ପ୍ରୀତୀଶ ଭରତ। ସେ କହିଛନ୍ତି ଯେ, ଟିଟୋକୁ ପେଟ୍ରୋଲ ଟାଙ୍କି ଆବଣ୍ଟନ ପ୍ରକ୍ରିୟାରେ କିଛି ତ୍ରୁଟି ଥିଲା। ଏ ନେଇ ପେଟ୍ରୋଲିୟମ ମନ୍ତ୍ରାଳୟକୁ ଅବଗତ କରାଯାଇଥିଲା। ମନ୍ତ୍ରାଳୟ...
କଟକ: ଚୌଦ୍ୱାର ଅଞ୍ଚଳରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଟାଙ୍ଗୀ କହ୍ନେଇପୁର ପଞ୍ଚାୟତ ବଡ଼ପୋଖରୀ ଗାଁର ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ମୃତକ ହେଲେ ରାମ ସିଂଙ୍କ ପତ୍ନୀ ମୀନା ସିଂ। ଏହି ଘଟଣାକୁ କେନ୍ଦ୍ରକରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ମହିଳାଙ୍କ ମୃତଦେହ...
କେନ୍ଦୁଝର: ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। କେନ୍ଦୁଝର ରାଇଘାଟୀ ପଞ୍ଚାୟତ ମଲ୍ଲୀସାହି ଗାଁର ବବ୍ରୁବାହନ ନାଏକ ଶୌଚ ପାଇଁ ଯାଉଥିବାବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା। ଭାଲୁ ତାଙ୍କ ଦୁଇ ଗୋଡ଼ ଏବଂ ହାତକୁ ଆକ୍ରମଣ କରିବା ଫଳରେ ସେ...
ମାଲକାନଗିରି: ନକ୍ସଲ ପ୍ରବଣ ଅଞ୍ଚଳରେ ଜଣେ ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଯବାନ। ଯନ୍ତ୍ରଣାରେ ପୀଡ଼ିତ ଜଣେ ଆଦିବାସୀ ମହିଳାଙ୍କୁ ଭାରବାଡ଼ିରେ ବୋହି ଦୀର୍ଘ ୧୦ କିଲୋମିଟର କାଦୁଅ ରାସ୍ତାରେ ନେଲେ ଆଇଟିବିପି ଯବାନ। ମାଲକାନଗିରି ଛତିଶଗଡ଼ ସୀମାନ୍ତ କୋଣ୍ଡାଗା ଓ ଜିଲ୍ଲାରେ ଦେଖିବାକୁ ମିଳିଛି। ଯବାନଙ୍କ ଏଭଳି...
ସାତକୋଶିଆ: ମହାବଳ ଛଡ଼ାଯିବା ନେଇ ସାତକୋଶିଆ କ୍ଷତିଗ୍ରସ୍ତ ପ୍ରଜା ସୁରକ୍ଷା ସମିତି ପକ୍ଷରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅଭୟାରଣ୍ୟ ଅନ୍ତର୍ଗତ ୨୦ଟି ପଞ୍ଚାୟତର ଲୋକ ସାମିଲ ହୋଇଥିଲେ। ବନ ବିଭାଗ ଓ ଜିଲ୍ଲା ପ୍ରଶାସନ ଅଭୟାରଣ୍ୟବାସୀଙ୍କ ସୁରକ୍ଷାକୁ ଅଣଦେଖା କରି ବାଘ...
ନୂଆଦିଲ୍ଲୀ: ସାଂସଦ ପଦରୁ ବୈଜୟନ୍ତ ପଣ୍ଡାଙ୍କ ଇସ୍ତଫା ଗୃହୀତ। ବୈଜୟନ୍ତଙ୍କ ଇସ୍ତଫା ବିଷୟରେ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ ଆଜି ଗୃହକୁ ବିଧିବଦ୍ଧ ଭାବେ ଜଣାଇଛନ୍ତିା କେନ୍ଦ୍ରାପଡା ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବୈଜୟନ୍ତଙ୍କ ଇସ୍ତଫା ପତ୍ରକୁ ଗତକାଲି ସେ ଗ୍ରହଣ କରିଥିବା ନେଇ ସଦସ୍ୟମାନଙ୍କୁ ଜଣାଇଛନ୍ତି। ବୈଜୟନ୍ତଙ୍କ...
ଛତିଶଗଡ଼: ଦନ୍ତେଓ୍ୱାଡ଼ାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳି ବିନିମୟ ବେଳେ ତିମେନାର ଜଙ୍ଗଲରେ ପୋଲିସ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ୪ ପୁରୁଷ ମାଓବାଦୀ ଅଛନ୍ତି। ଏଥିସହ ଘଟଣାସ୍ଥଳରୁ ୨ଟା ଇନସାସ୍, ୨ଟା ଥ୍ରୀ ନଟ୍ ଥ୍ରୀ...
ନୂଆଦିଲ୍ଲୀ: ବିଜେଡି ପକ୍ଷରୁ ହ୍ୱିପ୍ ଜାରି ହୋଇଛି। ସମସ୍ତ ଦଳୀୟ ସାଂସଦଙ୍କୁ ଉପସ୍ଥିତ ରହିବାକୁ ହ୍ୱିପ୍ ଜାରି କରିଛି ବିଜେଡି। ଆସନ୍ତାକାଲି ସଂସଦରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ଗୃହରେ ନିଷ୍ପତ୍ତି ନିଆଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବିଜେଡି ସଂସଦୀୟ ଦଳ ବୈଠକରେ ଏନେଇ ନିଷ୍ପତ୍ତି...
ପୁରୀ: ପୁଣି ବଦ୍ନାମ୍ ହେଲା ଓଡ଼ିଶା,ବଦ୍ନାମ ହେଲା ପୁରୀ ସହର। ଶ୍ରୀଗୁଣ୍ଡିଚାଯାତ୍ରା ଦିନ ହିନ୍ଦୀ ଟେଲି ଅଭିନେତ୍ରୀ ମାହିକା ଶର୍ମାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ଏ ନେଇ ନିଜ କ୍ଷୋଭକୁ ଅଭିନେତ୍ରୀ ମାହିକା ସୋସିଆଲ୍ ସାଇଟ୍ରେ ପୋଷ୍ଟ କରିଛନ୍ତି। ଗତ ଶନିବାର ରଥଯାତ୍ରା ଦିନ ତାଙ୍କୁ ଦୁର୍ବ୍ୟବହାର କରାଯାଇଥିବା...
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଋଷିକେଶ ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଯାଉଥିବା ସମୟରେ ଏକ ଯାତ୍ରୀବାହୀ ବସ ୨୫୦ ମିଟର ତଳକୁ ଖସିପଡ଼ିଛି। ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଓ ୯ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ...