• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

fish
ସମ୍ବଲପୁରରେ ମାଛରେ ମିଳିଲା ବିଷାକ୍ତ ଫର୍ମାଲିନ୍‌

ସମ୍ବଲପୁର: ମାଛରେ ମିଳିଲା ବିଷାକ୍ତ ଫର୍ମାଲିନ୍‌। ଆଜି ସକାଳୁ ପ୍ରଶାସନ ଏବଂ ମତ୍ସ୍ୟ ବିଭାଗର ଅଧିକାରୀଙ୍କୁ ନେଇ ଗଠିତ ଏକ ଟିମ୍ ଚଢ଼ଉ କରିଥିଲା। ଆଉ ଚଢ଼ଉ ସମୟରେ ଫର୍ମାଲିନ୍ ଥିବା ଜଣାପଡ଼ିଛି। ମତ୍ସ୍ୟ ବିଭାଗ ଓ ମହାନଗର ନିଗମ ପକ୍ଷରୁ ଅଇଁଠାପାଲ୍ଲୀ, ବୁଢ଼ାରାଜା, କମଲୀବଜାର ଓ ଗୋବିନ୍ଦତଲାରେ...

vlcsnap-error548
ବିପଦରେ ନଦୀ ପାର ହେଉଛନ୍ତି ଛାତ୍ରଛାତ୍ରୀ

କୋରାପୁଟ: ପ୍ରବଳ ବର୍ଷା ଯୋଗୁଁ ନଦୀରେ ଜଳସ୍ତର ବଢ଼ିଛି। କିଛି ଅଞ୍ଚଳ ବିଚ୍ଛିନ୍ନ ହୋଇପଡ଼ିଛି। ନଦୀରେ ପୋଲଟିଏ ନଥିବାରୁ କେଉଁଠି ଅସ୍ଥାୟୀ ପୋଲ ଉପରେ ଲୋକ ନିର୍ଭର କରୁଛନ୍ତି, ତ ଆଉ କେଉଁଠି ଲୋକଙ୍କ ପାଇଁ ଅଭ୍ୟାସରେ ପଡ଼ିଗଲାଣି ବିପଦପୂର୍ଣ୍ଣ ଯାତ୍ରା। ପ୍ରଶାସନ କିନ୍ତୁ ପ୍ରତିଶ୍ରୁତି ଦେଇଚାଲିଛି ।...

gurupriya setu
ଉଦ୍‌ଘାଟନ ପୂର୍ବରୁ ଖୋଲିଲା ସମ୍ପର୍କର ସେତୁ ଗୁରୁପ୍ରିୟା

ଚିତ୍ରକୋଣ୍ଡା: ପୂରଣ ହେଲା ବିଚ୍ଛିନ୍ନାଞ୍ଚଳବାସୀଙ୍କ ବର୍ଷ ବର୍ଷର ସ୍ୱପ୍ନ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ପୂର୍ବରୁ ବିଚ୍ଛିନ୍ନାଞ୍ଚଳବାସୀଙ୍କ ସୁବିଧା ପାଇଁ ଖୋଲାଯାଇଛି ସମ୍ପର୍କର ସେତୁ ଗୁରୁପ୍ରିୟା। ଆରମ୍ଭ ହୋଇଛି ଯାତାୟାତ। ଫଳରେ ଏବେ ଡଙ୍ଗା ଛାଡ଼ି ସ୍ଥଳପଥରେ ସୁବିଧାରେ ଯାତାୟାତ କରିପାରୁଛନ୍ତି ଲୋକେ। କିଏ ଚାରି ଚକିଆ ତ କିଏ ଦୁଇ...

suicide-
ନାବାଳିକାଙ୍କ ଆତ୍ମହତ୍ୟା ଅଭିଯୋଗ

କଟକ: ଟାଙ୍ଗୀ ବଢ଼େଇସାହିରେ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ନାବାଳିକାର ଘର କନମୀରା ଗାଁରେ କିନ୍ତୁ ତାଙ୍କ ପରିବାର ବଢ଼େଇସାହିରେ ଭଡ଼ାଘରେ ରହୁଥିଲେ। ତେବେ ଗତରାତିରେ ଘର ଭିତର ପଙ୍ଖାରେ ଝୁଲି ନାବାଳିକା ଜଣକ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଦେଖିବାକୁ ପାଇ ପୁଲିସକୁ ଖବର...

Odisha rain
ପୁଣି ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୧ ତାରିଖ ଠାରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ଉତ୍ତର ବଙ୍ଗୋପସାଗରରେ ଆଉ ଏକ  ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଏହି ସମୟରେ ରାଜ୍ୟର ଉତ୍ତର ଏବଂ ଉପକୂଳ ଓଡିଶାରେ ବର୍ଷାର...

jagannath-rath-yatra
ଆଜି ତିନି ରଥକୁ କରାଯିବ ଦକ୍ଷିଣ ମୋଡ଼

ପୁରୀ: ଗତକାଲି ବିଳମ୍ବିତ ରାତିରେ ଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ଅନୁଷ୍ଠିତ ହୋଇଯାଇଛି। ଆଜିଠାରୁ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାର ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଆଜି ତିନି ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ନିକଟକୁ ଅଣାଯିବ। ବିଧି ମୁତାବକ ସକାଳ ଧୂପ ସରିବା ପରେ...

death
ବିଷ ପିଇ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

ମୟୂରଭଞ୍ଜ: ବୈଶିଙ୍ଗା ଥାନା ଢେଉଁଚାପଦା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକମାନେ ହେଲେ ସନିଆ ମୁର୍ମୁ ଓ ତାଙ୍କ ପତ୍ନୀ ସୁମି ମୁର୍ମୁ।...

Capture
ବଦଳିବ ନିଟ୍ ଓ ଜେଇଇ ପରୀକ୍ଷା ପଦ୍ଧତି

ଭୁବନେଶ୍ୱର: ନିଟ୍ ଓ ଜେଇଇ ର ପ୍ରତି ପରୀକ୍ଷାର୍ଥୀଙ୍କୁ ମିଳିପାରେ ୟୁନିକ୍ ସେଟ୍ ଅଫ୍ କୋଶ୍ଚିନ୍। ଏନେଇ ଯୋଜନା ପ୍ରସ୍ତୁତ କରିଛି ନ୍ୟାସ୍‌ନାଲ୍ ଟେଷ୍ଟିଂ ଏଜେନ୍ସି- NTA। ପରୀକ୍ଷା ପଦ୍ଧତିରେ ସ୍ୱଚ୍ଛତା ଅବଲମ୍ବନ ସହ ମେଧାବୀ ଛାତ୍ରଛାତ୍ରୀଙ୍କୁ ସୁଯୋଗ ଦେବା ଲାଗି ଏନ୍‌ଟିଏ ଏପରି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛି। ...

kanha
୫ ବର୍ଷର ଶିଶୁକୁ ଅାପାଦମସ୍ତକ ଗ୍ରାସିଛି ଟ୍ୟୁମର

ଗଞ୍ଜାମ : ନାଁ ତାର କାହ୍ନା। ହେଲେ ରୂପ କିନ୍ତୁ ଭିନ୍ନ । ତାଳୁରୁ ତଳିପା, ଢ଼ାଙ୍କି ହୋଇଯାଇଛି କଳା ମଚ୍ ମଚ୍ ଲୋମରେ। ଅଦ୍ଭୁତ ଦେଖାଯାଉଛି ଶରୀରର ବିଭିନ୍ନ ଅଂଶ । ଡାହାଣ ମୁହଁରେ ମାଡ଼ି ବସିଛି ମାଂସଳ ବଥ । ତାସତ୍ତ୍ୱେ ବି କେତେବେଳେ ପାଠ...

bjd
ବିଜେଡିର ବିଧାନ ପରିଷଦ ଗୋଟି

ଭୁବନେଶ୍ୱର : ୧୯ ନିର୍ବାଚନରେ କଟିପାରେ ୪୦ରୁ ୫୦ ବିଜେଡି ବିଧାୟକଙ୍କ ଟିକେଟ୍‌। ଜଟିଳ ହୋଇପାରେ ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ। ଏଭଳି ସ୍ଥିତିର ମୁକାବିଲା ଲାଗି ବିଜେଡି ଖେଳୁଛିକି ବିଧାନ ପରିଷଦ ଗୋଟି ? ନେତାଙ୍କ ଲାଗି ରେଡି ରଖୁଛି କି ଲଲିପପ୍ ? ବିଧାନ ପରିଷଦ ଗଠନ ଲାଗି...

naveen patnaik
ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର : ସ୍ମାର୍ଟସିଟିରେ ଦେଖାଦେଉଥିବା କୁତ୍ରିମ ବନ୍ୟା ପାଇଁ କେନ୍ଦ୍ର ଦାୟୀ । ଜାତୀୟ ରାଜପଥ ପ୍ରାଧିକରଣଙ୍କୁ ସିଧାସଳଖ ଦାୟୀ କରି ବିହିତ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ଅାଉ ଏପଟେ ଛବି ସୁଧାରିବାକୁ ୭ଟି ନୂଅା ଡ୍ରେନ୍‌ ନିର୍ମାଣ ନାଁରେ ଅାଉ...

mig
ମିଗ୍-୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ହିମାଚଳ ପ୍ରଦେଶ : ଖସି ପଡ଼ିଲା ଆଉ ଏକ ମିଗ୍ ଯୁଦ୍ଧ ବିମାନ। ହିମାଚଳ ପ୍ରଦେଶର କାଙ୍ଗ୍ରା ଜିଲ୍ଲାରେ ପଟ୍ଟା ଜାତିୟାନ ନିକଟରେ ଏକ ମିଗ୍-୨୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମିଗ୍ ବିମାନଟି ପଞ୍ଜାବ ପଠାନକୋଟ ଏୟାରବେସ୍‌ରୁ ଉଡ଼ାଣ କରିଥିଲା। ରୁଟିନ୍ ଉଡ଼ାଣ ସମୟରେ ଦିନ ଗୋଟାଏ ବାଜି...

vlcsnap-error784
କାର୍ଯ୍ୟ ଆରମ୍ଭର ୮ ଦିନରେ ଢଳେଇରେ ଫାଟ

ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ନିର୍ମାଣାଧୀନ ପାଣିଛତ୍ର-ରାଉଳପାଟଣା ରାସ୍ତା କାମରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ କାର୍ଯ୍ୟ ଆରମ୍ଭର ମାତ୍ର ୮ ଦିନ ମଧ୍ୟରେ ଢଳେଇରେ ଫାଟ ହୋଇଯାଇଛି। ସୂଚନା ମୁତାବକ, କୋଣାର୍କରୁ ନୟାହାଟ ଏବଂ ଜଗତସିଂହପୁରକୁ ସଂଯୋଗ କରୁଥିବା...

hair body
ଲୋମଶ ଶିଶୁକୁ ନେଇ ଚର୍ଚ୍ଚା

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ବ୍ଲକ ଗାୟଗଣ୍ଡା ପଞ୍ଚାୟତରେ ଲୋମଶ ଶିଶୁକୁ ନେଇ ଚର୍ଚ୍ଚା। ଶିଶୁଟିର ଡାହାଣ ପଟ ମୁହଁ ଓ ଶରୀରରେ ବିଭିନ୍ନ ସ୍ଥାନରେ ଲୋମ ବଢୁଥିବା ଦେଖିବାକୁ ମିଳିଛି। ଲୋମଶ ଶିଶୁର ମାଂସଳ ବଥ ଥାଇ ଅଦ୍ଭୁତ ଦେଖାଯାଉଥିବା ଶିଶୁକୁ ବ୍ରହ୍ମପୁର ମେଡିକାଲକୁ ଅଣାଯାଇଛି।...

fish market
ବିଭିନ୍ନ ମାଛ ଗୋଦାମରେ ରେଡ୍

ବାଲେଶ୍ୱର : ସମ୍ବଲପୁର ଓ ବଲାଙ୍ଗିର ପରେ ଅାଜି ବାଲେଶ୍ୱର ଜିଲ୍ଲାର ବିଭିନ୍ନ ମାଛ ଗୋଦାମରେ ରେଡ୍। ବଜାରରେ ଗଚ୍ଛିତ ଥିବା ମାଛରେ ବିଷାକ୍ତ ଫର୍ମାଲିନ୍ ମିଶାଯାଉଛି କି ନାହିଁ ତାର ନମୂନା ଯାଞ୍ଚ ପାଇଁ ମତ୍ସ୍ୟ ବିଭାଗ ପକ୍ଷରୁ ଚଢାଉ  କରାଯାଇଥିଲା। ଚଢାଉ ବେଳେ ମତ୍ସ୍ୟ ବିଭାଗ...

virat
ଘୋଷଣା ହେଲା ଭାରତୀୟ ଟେଷ୍ଟ ଦଳ

ମୁମ୍ବାଇ:  ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ ଟିକିଆ ଟେଷ୍ଟ ସିରିଜ ପୂର୍ବରୁ ତିନୋଟି ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ବୁଧବାର ଭାରତୀୟ କ୍ରିକେଟ ବୋର୍ଡ଼ (ବିସିସିଆଇ) ପକ୍ଷରୁ ଘୋଷଣା ହୋଇଥିବା ଦଳରେ, ଭୁବନେଶ୍ୱର କୁମାରଙ୍କୁ ବାଦ୍‌ ଦିଆଯାଇଛି। ଅନ୍ୟପକ୍ଷରେ ଯୁବ ୱିକେଟ କିପର...

mitra
ବିଜେପି ଛାଡ଼ିଲେ ଚନ୍ଦନ ମିତ୍ର

ନୂଆଦିଲ୍ଲୀ :  ବିଜେପି ଛାଡ଼ିଲେ ବରିଷ୍ଠ ନେତା ଚନ୍ଦନ ମିତ୍ର। ସେ ତାଙ୍କ ଇସ୍ତଫା ପତ୍ର ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି । ବିଜେପି ଛାଡ଼ି ସେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସରେ ଯୋଗ ଦେବା ନେଇ ଜୋରଦାର ଚର୍ଚ୍ଚା ହେଉଛି। ଏମିତିକି ଅାସନ୍ତା ଶନିବାର ଦିନ...

Parliament (1)
ସଂସଦର ମୌସୁମୀ ଅଧିବେଶନ ଅାରମ୍ଭ

ନୂଆଦିଲ୍ଲୀ : କେନ୍ଦ୍ରରେ କ୍ଷମତାରେ ଥିବା ଏନ୍‌ଡିଏ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଅାଣିଛନ୍ତି ବିରୋଧୀ। ଟିଡିପି, ଏନ୍‌ସିପି ଓ କଂଗ୍ରେସ ଏନ୍‌ଡିଏ ସରକାର ବିରୋଧରେ ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଅାଣିଛନ୍ତି। ଏହି ପ୍ରସ୍ତାବକୁ ବାଚସ୍ପତି ସୁମିତ୍ରା ମହାଜନ ଗ୍ରହଣ କରିଛନ୍ତି। ତା ଉପରେ ଅାସନ୍ତା ଶୁକ୍ରବାର ଲୋକସଭାରେ...

telengana
ବିଧାନ ପରିଷଦ ପାଇଁ ତେଲେଙ୍ଗାନା ଓ ବିହାରରୁ ଅନୁଧ୍ୟାନ ସାରି ଫେରିଲା ଟିମ୍

ଭୁବନେଶ୍ୱର : ବିଧାନ ପରିଷଦ ଗଠନ ପାଇଁ ପାଇଁ ୨ଟି ରାଜ୍ୟ ଅନୁଧ୍ୟାନ କରି ଫେରିଲା ସ୍ୱତନ୍ତ୍ର ଅନୁଧ୍ୟାନ କମିଟି।  ତିନିଜଣିଆ ଟିମ୍ ବିହାର ଓ ତେଲେଙ୍ଗାନା ଯାଇ ସେମାନଙ୍କ ବିଧାନ ପରିଷଦ ଗଠନ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି।  ଏନେଇ ରାଜ୍ୟସରକାରଙ୍କୁ ଖୁବଶୀଘ୍ର ରିପୋର୍ଟ ଦିଅାଯିବ ବୋଲି କମିଟିର...