ବାଲେଶ୍ୱର /ବାରିପଦା : ବାଲେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । NH-୬୦ ରୁପ୍ସା ନିକଟରେ ଅଟୋରିକ୍ସା-କାର୍ ଧକ୍କା ହେବା ଫଳରେ ୨ ଜଣ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି। ସେଥିରୁ ୨ ଜଣ କଟକକୁ ସ୍ଥାନାନ୍ତର କରାଯାଇଛି । ସେହିପରି ରାଇରଙ୍ଗପୁରରେ ମଧ୍ୟ ଦୁର୍ଘଟଣା...
ମାଲକାନଗିରି: ଗୋବିନ୍ଦପାଲ୍ଲୀ ଘାଟିର ରାସ୍ତା ପ୍ରଶସ୍ତୀକରଣକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି। ରାସ୍ତା ତିଅାରି ବେଳେ କଣ୍ଟ୍ରାକ୍ଟର ବିନା ଅନୁମତିରେ ଗଛ ମୂଳରୁ ମାଟି କାଢ଼ି ଦେଇଥିବା ଅଭିଯୋଗ ହୋଇଛି। ଗଛ ମୂଳରୁ ମାଟି କଢ଼ାଯିବାରୁ ମୂଳ ଦୁର୍ବଳ ହୋଇ କିଛି ଗଛ ସାମାନ୍ୟ ପବନରେ ପଡ଼ିଯାଇଛି। ଆଉ କେଉଁଠି...
ନୂଆଦିଲ୍ଲୀ: ରାଜ୍ୟସଭାକୁ ଯିବେ ଓଡ଼ିଶାର ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର। ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ମନୋନୀତ କରିଛନ୍ତି। ଆଜି ରାଷ୍ଟ୍ରପତି ଭବନ ପକ୍ଷରୁ ଏ ସଂପର୍କରେ ଘୋଷଣା କରାଯାଇଛି। ରାଜ୍ୟସଭା ପାଇଁ ରାଷ୍ଟ୍ରପତି ୪ ଜଣ ବିଶିଷ୍ଟ ବ୍ୟକ୍ତିକୁ ମନୋନୀତ କରିଛନ୍ତି। ସେମାନେ...
ଜିଆଙ୍ଗଜି: ଚୀନ୍ର ଏକ ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାର ଲାଗିଛି । ଭିଡିଓରେ ଏକ ଗ୍ୟାସ୍ ଷ୍ଟେସନ୍ରେ ଏକ ତିନି ଚକିଆ ଗାଡ଼ିରେ ନିଆଁ ଲାଗିଛି । ପେଟ୍ରୋଲ୍ ମେସିନ୍ର ଅଳ୍ପ ଦୂରରେ ଉକ୍ତ ଗାଡ଼ିଟି ଥିଲା । ଗାଡ଼ିରେ ନିଆଁ ଲାଗିବା ମାତ୍ରେ ଗାଡ଼ିରୁ...
ଭୁବନେଶ୍ୱର : ଆଜି ପବିତ୍ର ଶ୍ରୀଗୁଣ୍ଡିଚାଯାତ୍ରା । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ରଥଯାତ୍ରା ଅବସରରରେ ଦେଶବାସୀଙ୍କ ସୁଖସମୃଦ୍ଧି କାମନା କରି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ମୋଦି ୧ ମିନିଟ୍ ୨୬ ସେକେଣ୍ଡର ଏକ ଭିଡିଓ ମଧ୍ୟ...
ବଲୁଚିସ୍ତାନ: ପାକିସ୍ତାନ ବଲୁଚିସ୍ତାନରେ ଦୁଇଟି ଅାତ୍ମଘାତୀ ହମ୍ଲାରେ ୧୩୩ ଜଣଙ୍କ ମୃତ୍ୟୁ। ଗତକାଲି ବଲୁଚିସ୍ତାନ ସ୍ଥିତ ମାସ୍ତୁଙ୍ଗ ସହରରେ ଏକ ନିର୍ବାଚନ ପ୍ରଚାର ରାଲି ଚାଲିଥିବା ବେଳେ ଅାତ୍ମଘାତୀ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ବଲୁଚିସ୍ତାନର ପ୍ରମୁଖ ରାଜନୈତିକ ଦଳ ବିଏପି ନେତା ସିରାଜ ରାଇସାନି ସମେତ ୮୦...
ସେଣ୍ଟପିଟର୍ସବର୍ଗ: ଅାଜି ଖେଳାଯିବ ଫିଫା ବିଶ୍ୱକପର ତୃତୀୟ ସ୍ଥାନ ପାଇଁ ମ୍ୟାଚ୍। ଇଂଲଣ୍ଡ ଓ ବେଲ୍ଜିୟମ୍ର ବିଶ୍ୱକପ୍ ସ୍ୱପ୍ନ ଭାଙ୍ଗିବା ପରେ ଏବେ ତୃତୀୟ ସ୍ଥାନ ପାଇଁ ହେବ ଲଢ଼େଇ। ଇଂଲଣ୍ଡ ସେମିଫାଇନାଲରେ କ୍ରୋଏସିଅା ଠାରୁ ୧-୨ ଗୋଲ୍ରେ ପରାସ୍ତ ହୋଇଥିବା ବେଳେ ଫ୍ରାନ୍ସ ଠାରୁ ୧-୦ରେ ପରାସ୍ତ...
ଉଦଳା: ମୟୂରଭଞ୍ଜ କପ୍ତିପଦାରେ ବଧୂ ହତ୍ୟା ଅଭିଯୋଗ। କପ୍ତିପଦା ଥାନା ପୋଟଳଡିହା ଗାଁରେ ବଳରାମ ମହାପାତ୍ରଙ୍କ ପତ୍ନୀ ସସ୍ମିତାଙ୍କୁ ଶାଶୁ ଘର ଲୋକେ ହତ୍ୟା କରି କୂଅରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ସସ୍ମିତାଙ୍କ ବାପଘର ଲୋକେ ଥାନାରେ ଏତଲା ଦେଇଛନ୍ତି। ସେମାନଙ୍କ ଅଭିଯୋଗ ଅନୁସାରେ,...
ପୁରୀ: ଆଜି ପବିତ୍ର ଘୋଷଯାତ୍ରା। ଧୀରେ ଧୀରେ ବଡ଼ଦାଣ୍ଡ ଲୋକାରଣ୍ୟ ହେବାରେ ଲାଗିଛି। ଆଜି ପୁରୀ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ହେବ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଆଉ ମାତ୍ର ଘଣ୍ଟାକର ଅପେକ୍ଷା । ରତ୍ନସିଂହାସନରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନବଦିନାତ୍ମକ ଶ୍ରୀଗୁଣ୍ଡିଚା...
ଲାହୋର: ଗିରଫ ହେଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ସରିଫ ଓ ତାଙ୍କ ଝିଅ ମରିୟମ୍। ସେମାନେ ଆଜି ରାତିରେ ଲାହୋର ଏୟାରପୋର୍ଟରେ ପହଞ୍ଚିବା ପରେ ବାପ ଝିଅଙ୍କୁ ଗିରଫ କରାଯାଇଥିଲା। ଏଥିପାଇଁ ପ୍ରାୟ ୧୦ହଜାର ପୋଲିସ ଅଧିକାରୀଙ୍କୁ ଲାହୋରରେ ମୁତୟନ କରାଯାଇଥିଲା। ଦିନ ୩ଟାରୁ ସହରରେ ମୋବାଇଲ୍ ଫୋନ...
କଟକ: ମେଡିକାଲ ସାଇନ୍ସର ଚମତ୍କାର। ଏଣିକି ଏକ୍ସ-ରେ ମେସିନ୍ ସାହାଯ୍ୟରେ କେବଳ ହାଡ଼ ନୁହେଁ ଏହା ଚାରିପାଖରେ ଥିବା ମାଂସପେଶୀକୁ ମଧ୍ୟ ସ୍ପଷ୍ଟ ଭାବେ ଦେଖିହେବ। ଏହା କରିଦେଖାଇଛନ୍ତି ନ୍ୟୁଜିଲାଣ୍ଡର ବୈଜ୍ଞାନିକ। ୟୁରୋପିଅାନ ଅର୍ଗାନାଇଜେସନ ଫର ନ୍ୟୁକ୍ଲିୟର ରିସର୍ଚ୍ଚ ଉଦ୍ଭାବନ କରିଥିବା ଏହି ଏକ୍ସ-ରେ ମେସିନରେ ମଣିଷ ଶରୀରର...
ପୁରୀ: ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା ସାରିବା ପାଇଁ ପୁରୀରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷାରେ ୧୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଥିବା ବେଳେ ଶୃଙ୍ଖଳିତ ଟ୍ରାଫିକ୍ ବ୍ୟବସ୍ଥା ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଅାଯାଇଛି । ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ସୁରକ୍ଷାକର୍ମୀଙ୍କର ସାରା ପୁରୀ ସହର ଉପରେ ଛଞ୍ଚାଣ...
ଭୁବନେଶ୍ୱର/କେନ୍ଦ୍ରାପଡ଼ା: ଧିରେ ଧିରେ ଖୋଲିବାରେ ଲାଗିଛି ଟିଟୋ ସାମ୍ରାଜ୍ୟର ଗୁମର। ଅାଜି ଗ୍ୟାଙ୍ଗଷ୍ଟର ଟିଟୋର ସ୍ତ୍ରୀକୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଜେରା କରି ବିଭିନ୍ନ ତଥ୍ୟ ହାସଲ କରିଥବା କୁହାଯାଉଛି। ସେପଟେ ପେଟ୍ରୋଲ ଟାଙ୍କି ଲିଙ୍କ୍ ନେଇ ଅାଜି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଅଫିସ୍ ଓ ସିଏସ୍ଓ ଅଫିସ୍ରେ...
ଶ୍ରୀନଗର: ମୋଦି ସରକାରକୁ ଜମ୍ମୁ କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍ତିଙ୍କ ଚେତାବନୀ। ମେହବୁବା କହିଛନ୍ତି ଯେ, କେନ୍ଦ୍ର ସରକାର ପିଡିପିରେ ବିଭାଜନ ପାଇଁ ଉଦ୍ୟମ କରୁଛନ୍ତି। ଯଦି ଏଭଳି କରନ୍ତି ତା’ହେଲେ କାଶ୍ମୀରରେ ସ୍ଥିତି ସଙ୍ଗୀନ ହେବ ଏବଂ ସଲାଉଦ୍ଦିନ ଭଳି ଅାହୁରି ଅାତଙ୍କୀ...
ନୂଆଦିଲ୍ଲୀ: ଅାସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହୋଇପାରନ୍ତି ଅାମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ, ଗତ ଏପ୍ରିଲ୍ରେ ଭାରତ ସରକାର ଏଥିପାଇଁ ଟ୍ରମ୍ପଙ୍କୁ ନିମନ୍ତ୍ରଣ ପ୍ରସ୍ତାବ ପଠାଇଛନ୍ତି। ଯଦି ଟ୍ରମ୍ପ୍ ଏହାକୁ ସ୍ୱୀକାର କରନ୍ତି, ତେବେ ମୋଦି ସରକାର...
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁରଙ୍କ ବିବାଦୀୟ ମନ୍ତବ୍ୟ ‘ହିନ୍ଦୁ ପାକିସ୍ତାନ’ କୁ ନେଇ ମାମଲା ରୁଜୁ ହୋଇଛି। ଥରୁରଙ୍କ ନାଁରେ ଉତ୍ତର ପ୍ରଦଶର ଗୋମତି ନଗର ଥାନାରେ ଏତଲା ଦେଇଛନ୍ତି ରିଜ୍ଓ୍ୱାନ ଅହମ୍ମଦ। ଶଶି ଥରୁରଙ୍କ ମନ୍ତବ୍ୟ ଦେଶର ବିଭାଜନ ସୃଷ୍ଟି କରୁଛି ବୋଲି ଅଭିଯୋଗ...
ଭଦ୍ରକ: ବାସୁଦେବପୁର ବ୍ଲକ୍ ଗଦି ପ୍ରାଥମିକ ବିଦ୍ୟାଳୟରେ କୀଟନାଶକ ପିଇ ଦ୍ୱିତୀୟ ଶ୍ରେଣୀର ଛାତ୍ରୀ ଗୁରୁତର। ଗୁରୁତର ଅବସ୍ଥାରେ ଶୁଭଶ୍ରୀ ନାୟକ ନାମକ ୭ ବର୍ଷର ଏହି ଛାତ୍ରୀଙ୍କୁ ବାସୁଦେବପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ମୁତାବକ, ଶୁଭଶ୍ରୀଙ୍କୁ ଏକ ଖାତା ଦେବାକୁ ତାଙ୍କ ମାଆ ଆଜି ମଧ୍ୟାହ୍ନରେ...
ବାଲେଶ୍ୱର: ରେମୁଣା ବ୍ଲକ୍ ଇଞ୍ଚୁଡିର ନୂଅାନଈ ଉପରେ ଜିଲ୍ଲା ଗ୍ରାମ୍ୟ ନିର୍ମାଣ ବିଭାଜନ ପକ୍ଷରୁ ତିଅାରି ହୋଇଥିବା ଦୁଇଟି ସେତୁ କାମ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି । ଉଦ୍ଘାଟନ ହେବା ପୂର୍ବରୁ ଏହାର ଦୁଇ ପାଖକୁ ସଂଯୋଗ କରୁଥିବା ଆପ୍ରୋଚ୍ ରୋଡ୍ରେ ଦେଖାଦେଇଛି ଫାଟ । ଅାପ୍ରୋଚ...
ଭୁବନେଶ୍ୱର: ଧାନ ଏମ୍ଏସ୍ପି ବୃଦ୍ଧି ପାଇଁ ରାଷ୍ଟ୍ରପତିଙ୍କୁ ଭେଟି ଦାବି ଜଣାଇବାକୁ ବିଧାନସଭା ଗୃହ କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ଆଜିର ବୈଠକ ପରେ ବିଜେଡି ବିଧାୟକ ସଂଜୟ ଦାସବର୍ମା କହିଛନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବାକୁ ସମୟ ମାଗିବ ଗୃହ କମିଟି। ରାଜ୍ୟର ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଅଫିସକୁ ଜଣାଇ...
ରାଉରକେଲା : ରାଉରକେଲା ଚାନ୍ଦିପୋଷ ଜଙ୍ଗଲରୁ ମାଓବାଦୀ କ୍ୟାମ୍ପ ଠାବ। ଏଥିସହ କ୍ୟାମ୍ପରୁ ବିପୁଳ ପରିମାଣର ଗୁଳି, ବୋମା ଓ ମାଓ ସାମଗ୍ରୀ ଜବତ ହୋଇଛି। ଆଜି ଭୋରୁ ରାଉରକେଲା ପୋଲିସ ଓ ସିଆରପିଏଫ ମିଳିତ ଭାବେ ଚାନ୍ଦିପୋଷ ଥାନା ଚମ୍ପାଝରନ ଜଙ୍ଗଲରେ ମାଓ କ୍ୟାମ୍ପ ଉପରେ ଚଢାଉ...