• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

tiger
ଆସିଲା ମହାବଳ ବାଘ

ଭୁବନେଶ୍ୱର: ସାତକୋଶିଆ ଅଭୟାରଣ୍ୟରେ ଛଡ଼ାଯିବ ମହାବଳ ବାଘ। ଏଥିପାଇଁ ମଧ୍ୟପ୍ରଦେଶ କାହ୍ନା ଜାତୀୟ ଉଦ୍ୟାନରୁ ଆସିଥିବା ମହାବଳ ବାଘ ଓଡ଼ିଶାରେ ପହଞ୍ଚିଛି। ମଧ୍ୟପ୍ରଦେଶର କାହ୍ନା ଜାତୀୟ ବ୍ୟାଘ୍ର ଉଦ୍ୟାନରୁ ସ୍ୱତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ଏହି ବାଘକୁ ଆଜି ଓଡ଼ିଶା ଅଣାଯାଇଛି। ଏକ ସ୍ୱତନ୍ତ୍ର ଗାଡ଼ିରେ ଫ୍ୟାନ୍ ଓ ପାଣି...

bhopal
ନିଷ୍ଠୁର ହେଲା ଭାଗ୍ୟ: ଶବ ଦାହ ପାଇଁ ଯାଉଥିଲେ, ନିଜେ ଶବ ପାଲଟିଗଲେ

ଭୋପାଳ: ଶବ ଦାହ କରିବାକୁ ଯାଇ ନିଜେ ହୋଇଗଲେ ଶବ।  ସମ୍ପର୍କୀୟଙ୍କ ଅନ୍ତ୍ୟେଷ୍ଟିକ୍ରିୟା କରିବାକୁ ଯାଉଥିବା ବେଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୧୫ ଜୀବନ। ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରୁ ୪୫୬ କିଲୋମିଟର ଦୂର ମୋରେନାଠାରେ ଏଭଳି ଦୁଃଖଦ ଘଟଣା ଘଟିଛି।  ଗୋଟିଏ ପରିବାରର...

monsoon
ଏହି ସବୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ସଅଳ ଆସିଥିଲେ ମଧ୍ୟ ରାଜ୍ୟବ୍ୟାପି ଗ୍ରୀଷ୍ମପ୍ରବାହ ଜାରି ରହିଛି । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ଗରମ ମଧ୍ୟ ପବନ ବହୁଛି । ଗତ କିଛି ଦିନ ହେଲା ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହୁଛି। ତେବେ ରାଜ୍ୟରେ ଆଜି କିଛି ସ୍ଥାନରେ କାଳବୈଶାଖୀ ବର୍ଷା...

yoga
ଆଜି ସାରା ବିଶ୍ୱ ପାଳୁଛି ଯୋଗ ଦିବସ

ନୂଆଦିଲ୍ଲୀ: ଆଜି ହେଉଛି ଚତୁର୍ଥ ଆନ୍ତର୍ଜାତିକ ଯୋଗ ଦିବସ। ଏହି ଅବସରରେ ସାରା ବିଶ୍ୱରେ ଯୋଗ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।  ଏପଟେ ସାରା ଦେଶ ଆଜି ଯୋଗ ମୁଦ୍ରାରେ ରହିଛି।  ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନ୍‌ର ଫରେଷ୍ଟ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ରେ ଆୟୋଜିତ ଯୋଗ ଶିବିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ...

ED
ED ଗଡ଼ରେ ଆଶୀର୍ବାଦଙ୍କ ଜ୍ୱାଇଁ

ଭୁବନେଶ୍ୱର: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜ୍ୱାଇଁ ସଞ୍ଜିତ ସାମଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହୋଇଛନ୍ତି। ବାରବାଟୀ ଜମି ଦୁର୍ନୀତି ମାମଲାରେ ବେଆଇନ ଅର୍ଥ କାରବାର ନେଇ ତାଙ୍କୁ ଇଡି ପକ୍ଷରୁ ନୋଟିସ ଜାରି କରାଯାଇଥିଲା।  ସଞ୍ଜିତ ସାମଲ ଇନ୍‌କନ୍ ଆସୋସିଏଟସ୍‌ର ପାର୍ଟନର ଥିବାବେଳେ ଏହି...

parcel
ପାର୍ସଲରୁ ବାହାରିଲା ଧୂଆଁ

କେନ୍ଦୁଝର: ଅଜଣା ପାର୍ସଲକୁ ନେଇ ଡାକ ଘରେ ଆତଙ୍କ। କେନ୍ଦୁଝର ଜିଲ୍ଲା ଘସିପୁରା ଡାକଘରରେ ଏକ ପାର୍ସଲକୁ ନେଇ ଆଜି ଆତଙ୍କ ଦେଖାଦେଇଥିଲା। ଏଠାକୁ ଆସିଥିବା ଏକ ପାର୍ସଲକୁ ରଖିଲା ବେଳେ ହଠାତ୍‌ ସେଥିରୁ ଧୂଆଁ ବାହାରିଥିଲା।  ଫଳରେ ଡାକ କର୍ମଚାରୀମାନେ ଭୟଭୀତ ହୋଇପଡିଥିଲେ। ଖବର ପାଇ  ପୋଲିସ...

car accident
ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ଆହତ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ମାଛଗାଁ ରାସ୍ତାର ସଦେଇପୁର ଛକ ନିକଟରେ ୧୦୮ ଆମ୍ବୁଲାନ୍ସକୁ କାର୍‌ ଧକ୍କା ଦେବା ଫଳରେ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଓ ତାଙ୍କ ସାଙ୍ଗ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ...

acid attack
ଆଖଣ୍ଡଳମଣିରେ ଏସିଡ଼୍‌ ମାଡ଼

ଭଦ୍ରକ: ଭଦ୍ରକ ଜିଲ୍ଲା ଆରଡ଼ିରେ ୨ ସେବାୟତ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳକୁ କେନ୍ଦ୍ର କରି ଏସିଡ୍ ମାଡ଼ ହୋଇଛି। ଏହି ଘଟଣାରେ ୬ଜଣ ଆହତ ହୋଇଥିବାବେଳେ  ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଅାରଡ଼ି ଆଖଣ୍ଡଳମଣି ପୀଠରେ ୨ ସେବାୟତ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳରୁ ଏହି...

yoga
ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ବାଲୁକା କଳା

ପୁରୀ: ଆଜି ହେଉଛି ଚତୁର୍ଥ ଆନ୍ତର୍ଜାତିକ ଯୋଗ ଦିବସ। ଏହି ଅବସରରେ ସାରା ବିଶ୍ୱରେ ଯୋଗ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଯୋଗକୁ ନେଇ ବାଲୁକାକଳା ମଧ୍ୟ ପ୍ରସ୍ତୁତ ହୋଇଛି । ଚଳିତ ବର୍ଷର ଥିମ୍ ରହିଛି ‘ଶାନ୍ତି ପାଇଁ ଯୋଗ’। ଆନ୍ତର୍ଜାତିକ ବାଲୁକା...

tiger
ପାଗ ବଦଳିଲେ ବାଘ ଆସିବ

ଭୁବନେଶ୍ୱର: ପାଗ ବଦଳିଲେ ବାଘ ଆସିବ। ପାଣିପାଗକୁ ଦେଖି ମଧ୍ୟପ୍ରଦେଶରୁ ଓଡ଼ିଶାକୁ ବାଘ ଅଣାଯିବ ବୋଲି ସୂଚନା ଦେଇଛନ୍ତି ଚିଫ୍ ୱାଇଲ୍ଡ ଲାଇଫ୍ ୱାର୍ଡେନ୍ ସନ୍ଦୀପ ତ୍ରିପାଠୀ। ଏଥିପାଇଁ ମଧ୍ୟପ୍ରଦେଶର କାହ୍ନା ଜାତୀୟ ବ୍ୟାଘ୍ର ଉଦ୍ୟାନରେ ବାଘ ଚିହ୍ନଟ ହୋଇଛି। ଖୁବ୍ ଶୀଘ୍ର ସାତକୋଶିଆ ଜଙ୍ଗଲରେ ମଧ୍ୟପ୍ରଦେଶର ବାଘ...

hocky
ହକିକୁ ଜାତୀୟ ଖେଳର ମାନ୍ୟତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ହକିକୁ ବିଧିବଦ୍ଧ ଭାବେ ଜାତୀୟ ଖେଳର ମାନ୍ୟତା ଦିଆଯାଉ। ଓ ଏ ନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯାଉ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ଦର୍ଶାଇଛନ୍ତି, ହକି ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଏକ ଲୋକପ୍ରିୟ ଖେଳ। ଓଡ଼ିଶା,...

krisha
ଚାଷୀଙ୍କ ପାଇଁ ରାଜ୍ୟ ସରକାରଙ୍କର କୃଷକ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଚାଷୀଙ୍କ ଲାଗି ଆରମ୍ଭ କରିଛନ୍ତି କୃଷକ ସଚେତନତା କାର୍ଯ୍ୟକ୍ରମ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ OUATରେ ଏହି  କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।  ଏହି କାର୍ଯ୍ୟକ୍ରମରେ ଉନ୍ନତ ପ୍ରଣାଳୀରେ ଚାଷ କରିବା ନେଇ ଚାଷୀଙ୍କୁ ସଚେତନ କରାଯିବ। କାର୍ଯ୍ୟକ୍ରମ ଅନୁଯାୟୀ ୩୧୪ଟି ବ୍ଲକର ଚାଷୀଙ୍କୁ ପ୍ରଶିକ୍ଷଣ ଦିଆଯିବାର...

ch
ପାଣି ପରେ ଓଡ଼ିଶାର ଜମି ଉପରେ ଛତିଶଗଡ଼ର ଆଖି

ନୂଆପଡ଼ା: ମହାନଦୀ ପାଣି ବିବାଦ ତୁଟିନି, ଏବେ ଓଡ଼ିଶାର ଜମି ଉପରେ ଆଖି ପକେଇଲାଣି ଛତିଶଗଡ଼। ନୂଆପଡ଼ା ଜିଲ୍ଲାର ନୂଆମାଲପଡ଼ା ଗାଁର ୨୦ ଏକର ଜମିକୁ ଛତିଶଗଡ଼ ସରକାର ତାଙ୍କ ରାଜ୍ୟର ଲୋକଙ୍କ ନାଁରେ ପଟ୍ଟା କରି ଜବରଦଖଲ ପ୍ରୟାସ କରୁଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ...

tender
ପାନୀୟ ଜଳ ପ୍ରକଳ୍ପରେ ଟେଣ୍ଡର ଫିକ୍ସିଂ ଅଭିଯୋଗ: ୨ ପ୍ରତିଶତ କମ୍‌ ମୂଲ୍ୟରେ ଦିଆଯାଇଛି ନିର୍ମାଣ ଦାୟିତ୍ୱ

ଗଞ୍ଜାମ ଜିଲ୍ଲାରେ ନିର୍ମାଣାଧିନ ଜାନବିଲି ଆନିକଟ ପାନୀୟ ଜଳ ପ୍ରକଳ୍ପରେ ବଡ଼ଧରଣର ଘୋଟାଲା ହୋଇଥିବା ଅଭିଯୋଗ ଆସିଛି। ସବୁ ନୀତିନିୟମକୁ ଜଳାଞ୍ଜଳି ଦେଇ ତାମିଲନାଡୁର ଏକ କମ୍ପାନିକୁ ଅହେତୁକ ଅନୁକମ୍ପା ଦେଖାଇଛନ୍ତି ରାଜ୍ୟ ସରକାର । ପ୍ରକଳ୍ପ ପାଇଁ ଉଦ୍ଦିଷ୍ଟ ୫୨୦ କୋଟି ଟଙ୍କାର ଟେଣ୍ଡର ଫିକ୍ସିଂ ହୋଇଥିବା...

modi
ଆସୁଛନ୍ତି ଅମିତ ଶାହ: ଏଥର ଫୋକସ୍‌ରେ ପଞ୍ଚାୟତ

ଭୁବନେଶ୍ୱର: ଓଡ଼ିଶା ପାଇଁ ମାଇକ୍ରୋ ମ୍ୟାନେଜମେଣ୍ଟ ପ୍ଲାନ କରୁଛନ୍ତି ବିଜେପି ଅଧ୍ୟକ୍ଷ ଅମିତ ଶାହ। ରାଜ୍ୟର ସବୁ ପଞ୍ଚାୟତ ପ୍ରମୁଖଙ୍କୁ ଭେଟିବାକୁ ଗୁପ୍ତ ରଣନୀତି କରିଛନ୍ତି ବିଜେପି କମାଣ୍ଡର। ଏଥିପାଇଁ ଜୁଲାଇ ୧ତାରିଖରେ ଦିନିକିଆ ଓଡ଼ିଶାଗସ୍ତରେ ଆସୁଛନ୍ତି ଶାହ। କାରଣ ବିଜେପି ଫୋକସ୍‌ରେ ଏବେ ୩ ଲୋକସଭା ଅଧିନରେ...